Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଇନଷ୍ଟାଗ୍ରାମର ନୂଆ ପଦକ୍ଷେପ, ଏଣିକି ଅଧିକ ସମୟ ପର୍ଯ୍ୟନ୍ତ କରିପାରିବେ ରିଲ୍ସ

ନୂଆଦିଲ୍ଲୀ: ସୋସିଆଲ ମିଡିଆ ୟୁଜର୍ସଙ୍କ ପାଇଁ ଖୁସି ଖବର। ଲୋକପ୍ରିୟ ପ୍ଲାଟଫର୍ମ ଇନଷ୍ଟାଗ୍ରାମ ଏହାର ରିଲ୍ସ ଫିଚରରେ ଏକ ପ୍ରମୁଖ ଅପଡେଟ୍ ଜାରି କରିଛି। ଏବେ ଉପଭୋକ୍ତାମାନେ ୩ ମିନିଟ ପର୍ଯ୍ୟନ୍ତ ଭିଡିଓ ଅପଲୋଡ କରିପାରିବେ। ପୂର୍ବରୁ ଏହି ସୀମା ୯୦ ସେକେଣ୍ଡ ଥିଲା, ଯାହାକୁ ଦ୍ୱିଗୁଣିତ…

ବଢୁଛି ନବଙ୍କ ହତ୍ୟାକାଣ୍ଡ ଦ୍ବନ୍ଦ୍ବ: ତଦନ୍ତ ଅଧିକାରୀଙ୍କୁ ରିପୋର୍ଟ ତଲବ

ଭୁବନେଶ୍ବର: ଏବେ ପୁଣି ଚର୍ଚ୍ଚାରେ ରହିଛି ୨୩ର ସେ ବହୁଚର୍ଚ୍ଚିତ ପୂର୍ବତନ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡ । ଗୋଟେ ପରେ ଗୋଟେ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସୁଛି । ଯାହାକୁ ନେଇ ଏବେ ତଦନ୍ତକାରୀ ସଂସ୍ଥା କ୍ରାଇମବ୍ରାଞ୍ଚର ତଦନ୍ତ ଉପରେ ଉଠିଛି ପ୍ରଶ୍ନ । ଏବେ ଗଣମାଧ୍ୟମରେ ନବ…

ଆଉ ନାହିଁ ବିଜୁ ପକ୍କାଘର: ୨୪ରୁ ପିଏମ୍ ଆବାସ ସର୍ଭେ

ଭୁବନେଶ୍ବର: ଆଉ ନାହିଁ ବିଜ ପକ୍କାଘର । ଏଥର ପିଏମ୍ ଆବାସରେ ଘର ପାଇଁ ସହାୟତା ଯୋଗାଇବେ ରାଜ୍ୟ ସରକାର । ଯାହାକୁ ନେଇ ଆସନ୍ତା ୧୪ରେ ପିଏମ ଆବାସ ଆରମ୍ଭ ହେବା ନେଇ ସୂଚନା ଦେଇଛନ୍ତି, ପଞ୍ଚାୟତିରାଜ ମନ୍ତ୍ରୀ ରବି ନାୟକ । ଏନେଇ ମନ୍ତ୍ରୀ କହିଛନ୍ତି, ଉଭୟ ଅଫଲାଇନ ଏବଂ ଅନଲାଇନରେ…

ଥରାଉଛି ଶୀତ: ୧୦ ଡିଗ୍ରୀ ତଳେ ୫ ସହର

ଭୁବନେଶ୍ବର: ରାଜ୍ୟରେ ଏବେ ଜାରି ରହିଛି ଶୀତର ଲହରି। ବିଭିନ୍ନ ସହରମାନଙ୍କରେ ଘନ କୁହୁଡି ସାଙ୍ଗକୁ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି । ଖସୁଛି ରାତି ତାପମାତ୍ରା । ଏବେ ପ୍ରବଳ ଜାଡ଼ରେ ଅସ୍ତବ୍ୟସ୍ତ ହୋଇଛି ଜନଜୀବନ । ୧୦ ଡିଗ୍ରୀ ତଳେ ରହିଛି ୫ ସହରର ତାପମାତ୍ରା । ୭ ଡିଗ୍ରୀ ତାପମାତ୍ରା ସହିତ…

ମାନହାନି ମାମଲାରେ ରାହୁଲ ଗାନ୍ଧୀଙ୍କୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି

ନୂଆଦିଲ୍ଲୀ: ମାନହାନି ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ମିଳିଛି। ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସୁପ୍ରିମକୋର୍ଟ ଟ୍ରାଏଲ୍ କୋର୍ଟର କାର୍ଯ୍ୟଧାରା ଉପରେ ମଧ୍ୟବର୍ତ୍ତୀକାଳୀନ ସ୍ଥଗିତାଦେଶ ଜାରି କରିଛନ୍ତି। ଜଷ୍ଟିସ୍ ବିକ୍ରମ ନାଥ ଏବଂ ସନ୍ଦୀପ…

ଅନୁପ୍ରବେଶକୁ ନେଇ ଆରପିଏଫ ଆଲର୍ଟ: ଧରାପଡିଛନ୍ତି ୯୦୦ରୁ ଅଧିକ ବାଂଲାଦେଶୀ-ରୋହିଙ୍ଗ୍ୟା

ନୂଆଦିଲ୍ଲୀ: ସୁରକ୍ଷିତ ଯାତ୍ରା ସୁନିଶ୍ଚିତ କରିବା ସହିତ ଟ୍ରେନ ମାଧ୍ୟମରେ ଦେଶର ଯେକୌଣସି ସ୍ଥାନକୁ ପହଁଞ୍ଚୁଥିବା ଅନୁପ୍ରବେଶକାରୀଙ୍କ ଉପରେ ମଧ୍ୟ କଡ଼ା ନଜର ରଖେ ଆରପିଏଫ। ଗତ କିଛି ବର୍ଷ ହେବ ଆରପିଏଫ ନିରନ୍ତର ଅନୁପ୍ରବେଶକାରୀଙ୍କ ଉପରେ କଡ଼ା ନଜର ରଖିଛି। ୨୦୧୧ ମସିହାରୁ ଏପର୍ଯ୍ୟନ୍ତ…

‘ହେବାକୁ ଦେବିନି ତୃତୀୟ ବିଶ୍ବଯୁଦ୍ଧ’, ଦ୍ବିତୀୟ ଇନିଂସ ପୂର୍ବରୁ ହୁଙ୍କାର ଭରିଲେ ଟ୍ରମ୍ପ

ନୂଆଦିଲ୍ଲୀ: ଆମେରିକାର ନବନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆଜି ୪୭ତମ ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିବେ । ଆଜିଠୁ ଆରମ୍ଭ ହେବାକୁ ଯାଉଛି ଟ୍ରମ୍ପଙ୍କ ଦ୍ବିତୀୟ ଇନିଂସ । ବିଶ୍ବର ସବୁଠୁ ଶକ୍ତିଶାଳୀ ରାଷ୍ଟ୍ରର ରାଷ୍ଟ୍ରପତି ଭାବେ ଟ୍ରମ୍ପଙ୍କ ଶପଥ ଗ୍ରହଣ ଉତ୍ସବ ଉପରେ ଏବେ ସାରା…

ନବ ଦାସ ହତ୍ୟା ମାମଲାରେ ଚାଞ୍ଚଲ୍ୟକର ତଥ୍ୟ: ବଦଳିଗଲା ସାର୍ଟ ରଙ୍ଗ!

ଝାରସୁଗୁଡ଼ା: ପୁଣିଥରେ ଚର୍ଚ୍ଚାର ଘେରକୁ ଆସିଛି ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲା। ଏହି ମାମଲାରେ ଗୋଟିଏ ପରେ ଗୋଟିଏ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସୁଛି। ବର୍ତ୍ତମାନ ନବ ଦାସଙ୍କ ରକ୍ତଲଗା ସାର୍ଟକୁ ନେଇ ଆସିଲା ନୂତନ ତଥ୍ୟ। କୁହାଯାଉଛି ଘଟଣାର ମୁଖ୍ୟ ସାକ୍ଷୀଙ୍କ ସାର୍ଟର ରଙ୍ଗ ବଦଳାଇ…

ବିବାହ କଲେ ନୀରଜ ଚୋପ୍ରା, ଗୋଲ୍ଡେନ୍ ବୟଙ୍କ ହୃଦୟ ଜିତିଥିବା ହିମାନୀ କିଏ?

ନୂଆଦିଲ୍ଲୀ: ବିବାହ ବନ୍ଧନରେ ବାନ୍ଧି ହେଲେ ଜାଭଲିନର ଗୋଲ୍ଡେନ ବୟ ନୀରଜ ଚୋପ୍ରା। ହିମାନୀ ମୋରଙ୍କୁ ଜୀବନ ସାଥୀ ଭାବେ ବାଛିଛନ୍ତି ନୀରଜ। ଏହାର ଫଟୋ ସୋସିଆଲ ମିଡିଆରେ ସେୟାର କରିଛନ୍ତି ଖେଳାଳି। ଫଟୋ ପୋଷ୍ଟ କରିବା ପରେ ସେ କ୍ୟାପସନରେ ଲେଖିଛନ୍ତି- ‘ମୋ ପରିବାର ସହିତ ଜୀବନର ଏକ ନୂତନ…

୪ ଦିନ କଲବଲ କରିବ ଘନ କୁହୁଡି, ୨ ଦିନ ଯାଏଁ ୭ ଜିଲ୍ଲାକୁ ସତର୍କତା ଜାରି

ଭୁବନେଶ୍ୱର:ସକାଳୁ ସକାଳୁ ଶୀତ କରୁଛି ଅସ୍ତବ୍ୟସ୍ତ। ଆସନ୍ତା ୪ ଦିନ ପର୍ଯ୍ୟନ୍ତ ସମାନ ସ୍ଥିତି ରହିବ। ୪ ଦିନ କଲବଲ କରିବ ଘନ କୁହୁଡି। ୫୦ ମିଟର ତଳକୁ ଖସିଆସିବ ଦୃଶ୍ୟମାନ କ୍ଷମତା। ସୃଷ୍ଟି ହୋଇପାରେ ଜିରୋ ଭିଜିବିଲିଟି ପରିସ୍ଥିତି। ଘାଟି ଅଞ୍ଚଳରେ ଧିମା ଗତିରେ ଗାଡି ଚଳାଇବାକୁ ପରାମର୍ଶ…