Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଓଡ଼ିଆ ରାପରଙ୍କ ବେଙ୍ଗାଲୁରୁରେ ଆତ୍ମହତ୍ୟା

କଟକ: ବେଙ୍ଗାଲୁରରେ ଓଡିଆ ରାପରଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା। କଟକ ଲାଲବାଗ ଥାନାରେ ଏତଲା ଦେଇଛନ୍ତି ରାପରଙ୍କ ବାପା। ବୋହୂ, ପୁଅର ଶାଶୁଙ୍କ ନାଁରେ ଅଭିଯୋଗ। ବେଙ୍ଗାଲୁରୁରେ ଓଡିଆ ରାପର ଅଭିନବ ସିଂଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ଅଭିନବ ସିଂ ବେଙ୍ଗାଲୁରରେ ସାଙ୍ଗମାନଙ୍କ ସହ ରହୁଥିଲେ।…

ପ୍ରଧାନମନ୍ତ୍ରୀ ଇ-ବସ୍ ଯୋଜନାରେ ଚାଲିବ ୪୦୦ ବସ୍

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ଇବସ୍ ଯୋଜନାରେ ରାଜ୍ୟର ବିଭିନ୍ନ ସ୍ଥାନରେ ୪୦୦ ଇ-ବସ୍ ଚାଲିବ । ୧୦ ଲକ୍ଷ ମହିଳାଙ୍କୁ ତାଲିମ ଦିଆଯିବ । ଦେଢଲକ୍ଷ ସରକାରୀ ଚାକିରୀ ସୃଷ୍ଟି କରାଯିବ । ଆଜି ବଜେଟ ଅଧିବେଶନରେ ନିଜ ଅଭିଭାଷଣରେ କିଛି ଏପରି ସୂଚନା ରଖିଛନ୍ତି ରାଜ୍ୟପାଳ ହରିବାକୁ କମ୍ଭମପାଟି ।…

‘୨୦୪୭ ସୁଦ୍ଧା ବିକଶିତ ଭାରତରେ ପ୍ରମୁଖ ଭୂମିକା ଗ୍ରହଣ କରିବ ଓଡ଼ିଶା’

ଭୁବନେଶ୍ବର: ବିକଶିତ ଭାରତରେ ସଡିଶାର ପ୍ରମୁଖ ଭୂମିକା ରହିବ । ୨୦୪୭ ସୁଦ୍ଧା ବିକଶିତ ଭାରତରେ ଓଡ଼ିଶାର ପ୍ରମୁଖ ଭୂମିକା ଗ୍ରହଣ ବୋଲି ଆଜି ବଜେଟ ଅଧିବେଶନରେ ନିଜର ଅଭିଭାଷଣରେ କହିଛନ୍ତି ରାଜ୍ୟପାଳ ହରିବାବୁ କମ୍ଭମପାର୍ଟି । ଆଜିଠୁ ବଜେଟ ଅଧିବେଶନ ଆରମ୍ଭ ହେଉଥିବା ବେଳେ, ଅଧିବେଶନ…

ଚାମ୍ପିଅନ୍ସ ଟ୍ରଫିରେ ସ୍ଥାନ ପାଇଲେ ଶିଖର ଧାୱନ

ନୂଆଦିଲ୍ଲୀ: ପୂର୍ବତନ ଭାରତୀୟ ଓପନର ଶିଖର ଧାୱନ ଏବେ ଚର୍ଚ୍ଚାରେ । ଏଥର ସେ ଆଇସିସି ଚାମ୍ପିଅନ୍ସ ଟ୍ରଫି ୨୦୨୫ରେ ସ୍ଥାନ ପାଇଛନ୍ତି । ତେବେ ସେ ଜଣେ ଖେଳାଳି ଭାବରେ ନୁହେଁ, ଚାମ୍ପିଅନ୍ସ ଟ୍ରଫି ଲାଗି ଆଇସିସି ଆମ୍ବାସାଡର ଭାବେ ତାଙ୍କୁ ନିଯୁକ୍ତ କରିଛି । ସୂଚନାଥାଉକି,ଫେବୃଆରୀ ୧୯ରୁ…

ରାୟଗଡାରେ କୃଷି ପାଇଁ ନୂତନ ଜୀବନ ଆଣିଛି ୟୁଏଆଇଏଲ୍‌ ‘ପ୍ରୋଜେକ୍ଟ ନୀର’

ଭୁବନେଶ୍ୱର: ରାୟଗଡା ଜିଲ୍ଲାର ହାଡିଗୁଡା ଗ୍ରାମପଞ୍ଚାୟତ ଅଧୀନରେ ଥିବା କୁଗୁପୁଟ ଗ୍ରାମ ଜଳାଭାବକୁ ନେଇ ଦୀର୍ଘକାଳରୁ ସଂଘର୍ଷ କରିଆସୁଥିଲା। ଏହି ଗ୍ରାମର କୃଷକମାନେ ବୃଷ୍ଟିପୁଷ୍ଟ କୃଷି କାର୍ଯ୍ୟ ଉପରେ ନିର୍ଭରଶୀଳ ଥିଲେ। ଅନିୟମିତ ବର୍ଷା ପାଇଁ ଶଙ୍କାରେ ରହୁଥିଲେ ଏଠାକାର ଚାଷୀ। ଏହି…

କଂଗ୍ରେସ ନେତା ନିରଞ୍ଜନଙ୍କ ଘରୁ ଚୋରି ମାମଲା: ଧରାପଡିଲା ଚୋର

ଭୁବନେଶ୍ୱର: ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଚୋରି ମାମଲାରେ କମିଶନରେଟ ପୋଲିସକୁ ମିଳିଛି ବଡ଼ ସଫଳତା। ୧୯ ଦିନ ପରେ ଧରାପଡିଲା ଚୋର। ଆନ୍ଧ୍ରପ୍ରଦେଶର ବିଜୟୱାଡାରୁ ଚୋରକୁ ଧରିଛି ନୟାପଲ୍ଲୀ ପୋଲିସ। ଅଭିଯୁକ୍ତକୁ ଏବେ ଭୁବନେଶ୍ୱରର ଏକ ଅଜ୍ଞାତ ସ୍ଥାନରେ ରଖି ପଚରାଉଚରା…

ଭିଜିଲାନ୍ସ ଜାଲରେ ଆକାଉଣ୍ଟାଣ୍ଟ, ଏକକାଳୀନ ୭ଟି ସ୍ଥାନରେ ରେଡ

କୋରାପୁଟ: ଭିଜିଲାନ୍ସ ଜାଲରେ ସରକାରୀ ବାବୁ। ଧରାପଡ଼ିଛନ୍ତି କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ଏଡିଇଓ (Accountant cum Data Entry Operator) ପାର୍ଥସାରଥୀ ବିଷୋୟୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମର ଚଢ଼ାଉ ଚାଲିଛି। କୋରାପୁଟ କୋଟପାଡ଼ ବ୍ଳକ ଆକାଉଣ୍ଟାଣ୍ଟ…

ଦୁଇ ଦିନିଆ ଆମେରିକା ଗସ୍ତରେ ମୋଦି: ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟି କରିବେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା

ୱାଶିଂଟନ: ଫ୍ରାନ୍ସ ଗସ୍ତ ସାରି ଆମେରିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। କିଛି ସମୟ ପୂର୍ବରୁ ୱାସିଟନ୍ ଡିସିରେ ପହଞ୍ଚିଛନ୍ତି ମୋଦି। ବିମାନବନ୍ଦରରେ ଭାରତୀୟ ପ୍ରଧାନମନ୍ତ୍ରୀଙ୍କୁ ଭବ୍ୟ ସମ୍ବର୍ଦ୍ଧନା। ଆଜି ରାଷ୍ଟ୍ରପତି ଡୋନାଲ୍ଡ୍ ଟ୍ରମ୍ପଙ୍କ ସହ ଆଲୋଚନା କାର୍ଯ୍ୟକ୍ରମ ରହିଛି।…

ମୋବାଇଲ ଟର୍ଚ୍ଚରେ କେମୋ ଥେରାପି: ଅନ୍ଧାରରେ ଚାଲିଲା ଚିକିତ୍ସା

ସମ୍ବଲପୁର: ବୁର୍ଲା ଭୀମସାରରେ ଅନ୍ଧାରୀ ଚିକିତ୍ସା । କର୍କଟ ରୋଗ ବିଭାଗରେ ଆନ୍ଧାରରେ ଦିଆଗଲା କେମୋ । ୩ ଘଣ୍ଟା ଧରି ହୋଇଥିଲା ବିଦ୍ୟୁତ କାଟ୍ । ମୋବାଇଲ ଆଲୁଅରେ ରୋଗୀଙ୍କୁ ଦିଆଯାଇଥିଲା କେମୋ । କେମୋ ଚାଲିଥିବା ବେଳେ ପ୍ରାୟ ୩ ଘଣ୍ଟା କଟିଲା ଲାଇନ୍। ଫଳରେ ଅନ୍ଧାରରେ ବି ଚାଲିଲା…

କୋଲେଷ୍ଟ୍ରଲ୍ ନିୟନ୍ତ୍ରଣ ପାଇଁ ପିଅନ୍ତୁ ଏହି ସବୁ ଡ୍ରିଙ୍କସ୍

ସ୍ବାସ୍ଥ୍ୟ ପାଇଁ କୋଲେଷ୍ଟ୍ରଲ୍ କେତେ ଉପକାରୀ ତାହା ପ୍ରାୟ ସମସ୍ତଙ୍କୁ ଜଣା। କୋଲେଷ୍ଟ୍ରଲ୍ ମାତ୍ରା ମଧ୍ୟ ସନ୍ତୁଳିତ ରହିବା ଉଚିତ୍। କାରଣ ଉଚ୍ଚ କୋଲେଷ୍ଟ୍ରଲ୍ ଏବଂ ନିମ୍ନ କୋଲେଷ୍ଟ୍ରଲ୍ ଉଭୟ ସ୍ବାସ୍ଥ୍ୟ ପାଇଁ ହାନିକାରକ। ତେଣୁ ଭଲ କୋଲେଷ୍ଟ୍ରଲ ସହିତ ଖାଦ୍ୟ ଗ୍ରହଣ କରିବା ନିହାତି ଆବଶ୍ୟକ…