Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ବଜେଟ ଅଧିବେଶନ: ତ୍ରିସ୍ତରୀୟ ସୁରକ୍ଷା ବଳୟ ଭିତରେ ବିଧାନସଭା, ୩୦ ପ୍ଲାଟୁନ ପୋଲିସ ମୁତୟନ

ଭୁବନେଶ୍ୱର: ଆଜିଠୁ ବଜେଟ ଅଧିବେଶନ। ଏଥିପାଇଁ କମିଶନରେଟ ପୋଲିସ ପକ୍ଷରୁ କଡ଼ାକଡ଼ି କରାଯାଇଛି ସୁରକ୍ଷା ବ୍ୟବସ୍ଥା। ତ୍ରିସ୍ତରୀୟ ସୁରକ୍ଷା ବଳୟରେ ରହିବ ବିଧାନସଭା। ମୁତୟନ ହେବେ ୩୦ ପ୍ଲାଟୁନ ପୋଲିସ। ୭ଟି କ୍ୱିକ୍ ରିଆକ୍ସନ୍ ଟିମ୍ ମୁତୟନ ହେବ। ଏହା ସହିତ ବୋମା ନିଷ୍କ୍ରିୟକାରୀ ଦଳ, ଡଗ…

ଏଇଥି ପାଇଁ ଭକ୍ତ ହେଲେ ପିସିସି ସଭାପତି

ଭୁବନେଶ୍ବର: ରାଜ୍ୟ କଂଗ୍ରେସକୁ ମିଳିଲେ ନୂଆ ମୁଖିଆ। ରେସରେ ଅନେକ ନେତାଙ୍କ ନାଁ ଚର୍ଚ୍ଚା ହେଉଥିବା ବେଳେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତ ଦାସଙ୍କ ନାଁରେ ମୋହର ମାରିଛନ୍ତି ହାଇକମାଣ୍ଡ। ପୂର୍ବତନ ବିଧାୟକ ମହମ୍ମଦ ମୋକିମ, ସାଂସଦ ସପ୍ତଗିରି ଉଲାକାଙ୍କ ଭଳି ନେତାଙ୍କ ନାଁ ରାଜ୍ୟ କଂଗ୍ରେସର…

ଉଚ୍ଚ ଯୋଗ୍ୟତା ସତ୍ତ୍ୱେ କାମ ନକରି ପତ୍ନୀ ଭରଣପୋଷଣ ଦାବି କରିପାରିବେ ନାହିଁ…

କଟକ: ବୁଧବାର ହାଇକୋର୍ଟ ଏକ ଛାଡପତ୍ର ମାମଲାର ଶୁଣାଣି କରି ଏକ ଗୁରୁତ୍ବପୂର୍ଣ୍ଣ ରାୟ ଶୁଣାଇଛନ୍ତି । ହୋଇକୋର୍ଟ କହିଛନ୍ତି ଯେ, ଶିକ୍ଷିତ ପତ୍ନୀ ରୋଜଗାର ନ କରି ଭରଣପୋଷଣ ଦାବି କରିପାରିବେ ନାହିଁ । ଜଷ୍ଟିସ୍ ଗୌରୀଶଙ୍କର ଶତପଥୀ ଏହି ମାମଲାରେ ରାୟ ଶୁଣାଣି ବେଳେ କହିଥିଲେ ଯେ,…

ବୋଝ ହେଲେଣି…ଛୁଟକାରା ଦରକାର!

ନୂଆଦିଲ୍ଲୀ: ଦିନକୁ ଦିନ ଜଟିଳ ହେବାରେ ଲାଗିଛି ମହାରାଷ୍ଟ୍ର ରାଜନୀତି। ଦୁଇ ମାସ ତଳେ ହିଁ ମହାବିକାଶ ଅଘାଡିକୁ ହରାଇ କ୍ଷମତାକୁ ଆସିଛି ମହାୟୁତି। ମୁଖ୍ୟମନ୍ତ୍ରୀ ହୋଇଛନ୍ତି ବିଜେପି ନେତା ଦେବେନ୍ଦ୍ର ଫଡନାବିସ। ହେଲେ ପୂର୍ବରୁ ମୁଖ୍ୟମନ୍ତ୍ରୀ ରହିଥିବା ଏକନାଥ ସିନ୍ଦେ ବୋଧେ…

ନବ ଦାସ ହତ୍ୟା ମାମଲା: ଜନସ୍ବାର୍ଥ ମାମଲାକୁ ହାଇକୋର୍ଟ ଗୁରୁତ୍ବର ସହ ଗ୍ରହଣ କରିଛନ୍ତି

କଟକ: ପୂର୍ବତନ ମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ମାମଲାର ସିବିଆଇ ତଦନ୍ତ ପ୍ରସଙ୍ଗ ନେଇ ଦାୟର ଜନସ୍ବାର୍ଥ ମାମଲାକୁ ହାଇକୋର୍ଟ ଗୁରୁତର ସହ ନେଇ ଘଟଣା ସଂପର୍କିତ ଫୌଜଦାରୀ ମାମଲା ଓ ତଦନ୍ତର ସ୍ଥିତି ନେଇ ଅବଗତ କରିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । କାର୍ଯ୍ୟକାରୀ…

ସୁଦୃଢ଼ ହେବ ୯୦ ଏଡ଼େଡ଼ କଲେଜର ଭିତ୍ତିଭୂମି, ଅନୁମୋଦନ ହେଲା ୧୦୪ କୋଟି

ଭୁବନେଶ୍ୱର: ରାଜ୍ୟର ୯୦ ଗୋଟି ଅନୁଦାନପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟର (ଏଡ଼େଡ଼ କେଲଜ) ଭିତ୍ତିଭୂମି ବିକାଶ ପ୍ରକଳ୍ପ ନିମନ୍ତେ ସରକାରଙ୍କ ତରଫରୁ ୧୦୪ କୋଟି ଟଙ୍କା ଅର୍ଥରାଶି ଅନୁମୋଦନ କରାଯାଇଛି। ଏହି ପ୍ରକଳ୍ପରେ ରାଜ୍ୟର ୯୦ ଏଡ଼େଡ଼ କେଲଜର ଭିତ୍ତିଭୂମିକୁ ସୁଦୃଢ଼ କରିବା ନିମନ୍ତେ…

ସବୁ ବ୍ଲକରେ ନିର୍ମାଣ ହେବ ଷ୍ଟାଡିୟମ: ବିକଶିତ ହେବ କ୍ରୀଡ଼ା ଭିତ୍ତିଭୂମି ଓ ପ୍ରତିଭା

ଭୁବନେଶ୍ୱର: ଓଡ଼ିଶାର ସମସ୍ତ ବ୍ଲକରେ ନିର୍ମାଣ ହେବ ଷ୍ଟାଡିୟମ। ଏନେଇ ବଡ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ କ୍ୟାବିନେଟ। ରାଜ୍ୟର ସମସ୍ତ ବ୍ଲକରେ ହେବାକୁ ଥିବା ଷ୍ଟାଡିୟମ ନିମନ୍ତେ ଉପଯୁକ୍ତ ସ୍ଥାନ ନିରୂପଣ କରିବା ପାଇଁ ବୁଧବାର କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ…

ଡବଲ ଇଞ୍ଜିନ ସରକାରର ଅପାରଗତାକୁ ବିଜେଡି ମୁଖ୍ୟ ଆୟୁଧ କରିବ: ନବୀନ ପଟ୍ଟନାୟକ

ଭୁବନେଶ୍ବର: ବୁଧବାର ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସଭାପତିତ୍ୱରେ ଶଙ୍ଖ ଭବନରେ ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଶ୍ରୀ ପଟ୍ଟନାୟକ କହିଲେ ଯେ ଡବଲ ଇଞ୍ଜିନ ସରକାର ୮ ମାସ ହେଲା ଦାୟିତ୍ୱ ନେଲଣି, କିନ୍ତୁ ତାଙ୍କ ଦୃଷ୍ଟିଭଙ୍ଗୀ ଓ କାର୍ଯ୍ୟଧାରାରେ ଓଡିଶା…

ରାଜ୍ୟ ପର୍ଯ୍ୟଟନସ୍ଥଳୀ ସହ ଯୋଡି ହେଲା ଆଉ ୨୦ଟି ନୂଆ ସ୍ଥାନ

କେନ୍ଦୁଝର: ରାଜ୍ୟର ପର୍ଯ୍ୟଟନସ୍ଥଳୀ ସହ ଯୋଡି ହେଲା ଆଉ ୨୦ଟି ନୂଆ ସ୍ଥାନ । ଆଜି ରାଜ୍ୟର ୨୦ଟି ସ୍ଥାନକୁ ପର୍ଯ୍ୟଟନସ୍ଥଳୀ ଘୋଷଣା କଲେ ରାଜ୍ୟ ସରକାର । ଏଥିରେ କେନ୍ଦୁଝର ଜିଲ୍ଲାର ସର୍ବାଧିକ ୭ଟି ସ୍ଥାନ ରହିଛି । ନୂତନ ଭାବରେ ମାନ୍ୟତା ମିଳିଥିବା ପର୍ଯ୍ୟଟନ କେନ୍ଦ୍ରଗୁଡ଼ିକ ହେଲା…

ବ୍ରିଜ୍‌ ତଳୁ ଯୁବତୀଙ୍କ ଦରପୋଡ଼ା ମୃତଦେହ ଉଦ୍ଧାର

ସୁନ୍ଦରଗଡ: ସୁନ୍ଦରଗଡ଼ ଜିଲ୍ଲାରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ଚାନ୍ଦିପୋଷ ଥାନା କୁମ୍ଭାକେଲା ବ୍ରିଜ୍‌ ତଳୁ ଜଣେ ଯୁବତୀଙ୍କ ଦରପୋଡ଼ ମୃତଦେହ ଉଦ୍ଧାର କରାଯାଇଛି । ଯୁବତୀଙ୍କ ପରିଚୟ ମିଳିପାରି ନ ଥିଲା ବେଳେ ତଦନ୍ତ କରୁଛି ପୋଲିସ । କେହି ଦୁର୍ବୁତ୍ତ ଯୁବତୀଙ୍କ ତଣ୍ଟି…