Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

Top Maoist Commander Barsa Deva: ଟପ୍ ମାଓ କମାଣ୍ଡର ଦେବା ସହ ଅନ୍ୟ ୧୫ ମାଓବାଦୀ ଗିରଫ

ହାଇଦ୍ରାବାଦ: ନକ୍ସଲ ବିରୋଧୀ ଅଭିଯାନରେ ତେଲେଙ୍ଗାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ତେଲେଙ୍ଗାନା ପୋଲିସ ପିପୁଲ୍ସ ଲିବରେସନ ଗରିଲା ଆର୍ମି (PLGA- People's Liberation Guerrilla Army)ର ଶୀର୍ଷ ମାଓ କମାଣ୍ଡର ବର୍ଷା ଦେବା( top Maoist Commander Barsa Deva) ଏବଂ ଅନ୍ୟ ୧୫ଜଣ…

Air Pollution: ୮ଟି ସହରରେ ଲଗାତାର ଭାବେ ପ୍ରଦୂଷଣ ସ୍ତର ବୃଦ୍ଧି, ୫ ସହରରେ ଏକ୍ୟୁଆଇ ୩୦୦ ପାର୍

ଭୁବନେଶ୍ୱର: ଦେଶର ରାଜଧାନୀକୁ ବି ପଛରେ ପକାଇ ଦେଇଛି ଓଡିଶା । ରାଜ୍ୟରେ ପ୍ରଦୂଷଣ ଭୟଙ୍କର ରୂପ ଧାରଣ କରିଛି । କୁହୁଡ଼ି ଆସ୍ତରଣ ଭିତରେ ବାୟୁରେ ଧୂଳିକଣା ଜମାଟ ବାନ୍ଧିବା ପରି ପ୍ରତିତ ହେଉଛି । ୫ଟି ସହରରେଏକ୍ୟୁଆଇ ୩୦୦ ପାର୍ କରିଥିବାବେଳେ, ୮ଟି ସହରରେ ଲଗାତାର ଭାବେ ପ୍ରଦୂଷଣ ସ୍ତର…

ଆସନ୍ତାକାଲି ପିପ୍ରାହୱା ଅବଶେଷ ପ୍ରଦର୍ଶନୀ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ, ଜାଣନ୍ତୁ ଏହାର ବିଶେଷତ୍ବ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିଲ୍ଲୀରେ ପବିତ୍ର ପିପ୍ରାହୱା ଅବଶେଷର ମହାନ ଅନ୍ତର୍ଜାତୀୟ ପ୍ରଦର୍ଶନୀକୁ ଉଦଘାଟନ କରିବେ । ସେ ଏହାକୁ ଭାରତର ଇତିହାସ, ସଂସ୍କୃତି ଏବଂ ଭଗବାନ ବୁଦ୍ଧଙ୍କ ଶିକ୍ଷା ପ୍ରତି ଯତ୍ନବାନ ଲୋକଙ୍କ ପାଇଁ ଏକ ବିଶେଷ ମୁହୂର୍ତ୍ତ ବୋଲି ବର୍ଣ୍ଣନା…

ଓଡିଶାର ୪୦୦ ଦିବ୍ୟାଙ୍ଗ ଏବଂ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ଯୋଗାଇବା ପାଇଁ ଓଏଚପିସି ଏବଂ ଏଏଲଆଇଏମସିଓ ମଧ୍ୟରେ…

ଭୁବନେଶ୍ବର: ସମାବେଶୀତା, ସହାନୁଭୂତି ଓ ସାମାଜିକ ଦାୟିତ୍ୱକୁ ସୁଦୃଢ଼ କରିବା ଦିଗରେ ଏକ ମହତ୍ତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ଓଡିଶା ଜଳ ବିଦ୍ୟୁତ୍ ନିଗମ ଲିମିଟେଡ୍ (ଓଏଚପିସି) ଏବଂ କୃତ୍ରିମ ଅଙ୍ଗ ନିର୍ମାଣ ନିଗମ, ଭୁବନେଶ୍ୱର ମଧ୍ୟରେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି । ଏହି…

Utkal Keshari Dr. Harekrushna Mahatab: ୩୯ତମ ସ୍ବାଧୀନତା ସଂଗ୍ରାମୀ ମହୋତ୍ସବ;ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ…

ଭୁବନେଶ୍ୱର: ଡକ୍ଟର ମହତାବଙ୍କ ଜୀବନ କାଳ ମଧ୍ୟରେ ସ୍ବାଧୀନତା ଆନ୍ଦୋଳନ ଏବଂ ତା ପରବର୍ତ୍ତୀ ପର୍ଯ୍ୟାୟରେ ଓଡିଶାରେ ଯେ କୌଣସି ଆନ୍ଦୋଳନ ହୋଇଛି କିମ୍ବା ପ୍ରତିବାଦର ସ୍ବର ଉଠିଛି, ତା’ର ନେତୃତ୍ବ ମହତାବ ନେଇଛନ୍ତି କିମ୍ବା ସେହି ଆନ୍ଦୋଳନ ପଛରେ ଡକ୍ଟର ମହତାବଙ୍କ ଦୃଢ ପ୍ରେରଣା ରହିଛି ବୋଲି…

Capital Hospital: ବଦଳିବ କ୍ୟାପିଟାଲ ହସ୍ପିଟାଲ ଦନ୍ତ ବିଭାଗ…

ଭୁବନେଶ୍ବର: ବଦଳିବ କ୍ୟାପିଟାଲ ହସ୍ପିଟାଲ ଦନ୍ତ ବିଭାଗର ରୂପ ରେଖ । ବରିଷ୍ଠ ଦାନ୍ତ ଡାକ୍ତରଙ୍କୁ ନିଯୁକ୍ତି କରାଯିବ । ବିଭାଗରେ ଅତ୍ୟାଧୁନିକ ଚିକିତ୍ସା ଉପଲବ୍ଧ କରାଯିବ । ବିଭାଗରେ ରୋଗୀଙ୍କୁ ନିୟମିତ ହେଉଥିବା ଦୁର୍ବ୍ୟବହାର ଉପରେ ତଦନ୍ତ ହେବ । ଏନେଇ କ’ଣ କ’ଣ ପଦକ୍ଷେପ ନିଆଯିବ ସେନେଇ…

Tirupati Ladoo: ଐତିହାସିକ ରେକର୍ଡ: ଗତବର୍ଷ ତିରୁପତି ବାଲାଜୀ ମନ୍ଦିରରେ ୧୩ କୋଟି ୫୨ ଲକ୍ଷରୁ ଅଧିକ ବିକ୍ରି ହେଲା…

ତିରୁପତି: ୨୦୨୫ ମସିହାରେ ଲଡୁ ବିକ୍ରି କ୍ଷେତ୍ରରେ ଏକ ନୂଆ ମାଇଲଖୁଣ୍ଟ ସ୍ଥାପନ କରିଛି ତିରୁମାଲା ତିରୁପତି ଦେବସ୍ଥାନମ ବୋର୍ଡ । ଗତ ବର୍ଷ ମୋଟ ୧୩ କୋଟି ୫୨ ଲକ୍ଷରୁ ଅଧିକ ଲଡୁ ବିକ୍ରି ହୋଇଛି, ଯାହା ବିଗତ ଏକ ଦଶନ୍ଧି ମଧ୍ୟରେ ସମସ୍ତ ରେକର୍ଡ ଭାଙ୍ଗିଛି । ତିରୁମାଲା ତିରୁପତି…

Rairangpur Accident: ୩ବାଇକ୍ ଆରୋହୀଙ୍କ ଉପରେ ମାଡିଗଲା ଯାତ୍ରୀବାହୀ ବସ୍

ମୟୂରଭଞ୍ଜ:ବସ୍ ଧକ୍କାରେ ଚାଲିଗଲା ଜୀବନ । ଯାତ୍ରୀବାହୀ ବସ୍‌ରେ ପିଟିହୋଇ ତଳେ ପଶିଗଲା ବାଇକ୍ । ଘଟଣାସ୍ଥଳରେ୩ ବାଇକ୍ ଆରୋହୀଙ୍କ ମୃତ୍ୟୁ । ରାଇରଙ୍ଗପୁର ଟାଉନ୍ ଥାନା ଅନ୍ତର୍ଗତ ଜାତୀୟ ରାଜପଥ ୨୨୦ର ରାଣୀବନ୍ଧ ନିକଟରେ ଏଭଳି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ସୂଚନାଥାଉକି, ଆଜି…

Crocodiles And Bird census: ଜାନୁଆରୀ ୪ରୁ ସାତକୋଶିଆରେ କୁମ୍ଭୀର ଓ ପକ୍ଷୀଗଣନା, ମତ୍ସ୍ୟଜୀବୀଙ୍କୁ ନଦୀକୁ ଯିବା…

ଅନୁଗୁଳ: ଏବେ ଚାଲିଛି ଶୀତ ଋତୁ । ଦେଶ ବିଦେଶରୁ ବହୁ ପକ୍ଷୀଙ୍କ ଆଗମନ ହୋଇଛି ଓଡିଶାକୁ । ଏହି ଅବସରରେ ଅନୁଗୁଳ ଜିଲ୍ଲାର ସାତକୋଶିଆ ବନ୍ୟପ୍ରାଣୀ ବନଖଣ୍ଡରେ ଥିବା ୫ଟି ବନାଞ୍ଚଳରେ ପକ୍ଷୀ ସହ କୁମ୍ଭୀର ଗଣନା ହେବ । ଜାନୁଆରୀ ୪ ରୁ ୮ ତାରିଖ ପର୍ଯ୍ୟନ୍ତ ୫ ଦିନ ଏବଂ ୧୭ ଓ ୧୮ ତାରିଖ ଦୁଇ ଦିନ…

Puri Accident: ପୁରୀ ବଳଗଣ୍ଡି ଛକରେ ଦୁର୍ଘଟଣା; ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୀ: ପୁରୀ ବଳଗଣ୍ଡି ଛକରେ ସଡ଼କ ଦୁର୍ଘଟଣାରେ ବୋଲେରୋ ଓ ସ୍କଟି ଧକ୍କାରେ ଜଣେ ନାବାଳକ ମୃତ୍ୟୁ ହୋଇଛି । ଏହି ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଶୋକ ସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ସରକାରଙ୍କ ପକ୍ଷରୁ ୪ ଲକ୍ଷ ଟଙ୍କାର ସହାୟତା…