Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଜଗନ୍ନାଥଙ୍କ ଆନିମେସନ୍ ଫିଲ୍ମ ରିଲିଜ୍ ଉପରେ ଲାଗିଲା ରୋକ୍, ଅଗଷ୍ଟ ୧୩ରେ ମାମଲାର ପରବର୍ତ୍ତୀ ଶୁଣାଣି

ଭୁବନେଶ୍ୱର: ଆନିମେଟେଡ୍ ଚଳଚ୍ଚିତ୍ର ମହାପ୍ରଭୁ ଜଗନ୍ନାଥଙ୍କ ମୁକ୍ତିଲାଭ ଉପରେ ପୁଣି ଲାଗିଲା ରୋକ। ବଜାୟ ରହିଲା ପୂର୍ବରୁ ଜାରି ହୋଇଥିବା ସ୍ଥିତାବସ୍ଥା। ଅଗଷ୍ଟ ୧୩ ଯାଏଁ ଆନିମେସନ ଫିଲ୍ମ ହୋଇପାରିବନି ରିଲିଜ୍। ପୂର୍ବରୁ ୬ ଜୁଲାଇ ୨୦୨୬ ଯାଏଁ ଏହି ଫିଲ୍ମ ରିଲିଜ୍ ଉପରେ ରୋକ୍ ଲଗାଇଥିଲେ…

ରାଜ୍ୟରେ ଘୂର୍ଣ୍ଣିବଳୟ ସକ୍ରିୟ, ପ୍ରବଳ ବର୍ଷା ନେଇ ଏହି ସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ଉତ୍ତର ଓଡ଼ିଶା ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ପ୍ରଭାବରେ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଲାଗିରହିଛି ବର୍ଷା। ବିଶେଷକରି ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ଶୁକ୍ରବାର ସାରା ରାଜ୍ୟରେ ପ୍ରବଳ…

ରେଭେନ୍ସା ବିବାଦରେ ନୂଆ ମୋଡ଼: ସଦର ବିଧାୟକଙ୍କୁ କାଉଣ୍ଟର କଲା ଶିକ୍ଷକ ସଂଘ ‘ରୁଟା’

କଟକ: ରାଜ୍ୟର ଅଗ୍ରଣୀ ଶିକ୍ଷାନୁଷ୍ଠାନ ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଦେଖାଦେଇଥିବା ବିବାଦ ଥମିବାର ନାଁ ନେଉନାହିଁ । ଛାତ୍ର ଆନ୍ଦୋଳନ ସମୟରେ କଟକ ସଦର ବିଧାୟକ ପ୍ରକାଶ ଚନ୍ଦ୍ର ସେଠି ଏବଂ ଚିଫ୍ ୱାର୍ଡେନଙ୍କ ମଧ୍ୟରେ ହୋଇଥିବା କଥା କଟାକଟି ଘଟଣା ଏବେ ଏକ ବଡ଼ ରୂପ ନେଇଛି। ବିଧାୟକ ପ୍ରକାଶ…

Netanyahu dials PM Modi:ମୋଦୀଙ୍କୁ ଇସ୍ରାଏଲ୍ ପ୍ରଧାନମନ୍ତ୍ରୀ ନେତାନ୍ୟାହୁଙ୍କ ଫୋନ୍ କଲ୍; ସ୍ୱତନ୍ତ୍ର ରଣନୈତିକ…

ନୂଆଦିଲ୍ଲୀ:ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ଗୁରୁବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଫୋନରେ କଥା ହୋଇଛନ୍ତି । ଉଭୟ ଦେଶର ନେତା ଭାରତ-ଇସ୍ରାଏଲ୍ ସ୍ୱତନ୍ତ୍ର ରଣନୈତିକ ଭାଗୀଦାରୀ କ୍ଷେତ୍ରରେ ହେଉଥିବା କ୍ରମାଗତ ଅଗ୍ରଗତିର ସମୀକ୍ଷା କରିଥିଲେ। ଉଭୟ ଦେଶର…

ବିଷାକ୍ତ ଲଙ୍କା: ୨୭ଟି ରାଜ୍ୟରେ ବ୍ୟାପିଲା ସାଲମୋନେଲା ସଂକ୍ରମଣ, ୩୪୫ ଆକ୍ରାନ୍ତ

ୱାଶିଂଟନ: ଆମେରିକାରେ ବର୍ତ୍ତମାନ ଏକ ନୂଆ ସ୍ୱାସ୍ଥ୍ୟ ସଙ୍କଟ ଦେଖାଦେଇଛି। ମେକ୍ସିକୋରୁ ଆମଦାନୀ ହୋଇଥିବା ଜାଲାପେନୋ ଲଙ୍କା ଖାଇବା ଦ୍ୱାରା ଦେଶର ୨୭ଟି ରାଜ୍ୟରେ ୩୪୫ ଜଣ ଲୋକ 'ସାଲମୋନେଲା' ନାମକ ଏକ ମାରାତ୍ମକ ବ୍ୟାକ୍ଟେରିଆରେ ସଂକ୍ରମିତ ହୋଇଛନ୍ତି। ଏହି ଘଟଣା ସାମ୍ନାକୁ ଆସିବା ପରେ…

ଏଥର ଇନଷ୍ଟାଗ୍ରାମରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ନୂଆ ନିବେଦନ

ନୂଆଦିଲ୍ଲୀ: ଅଗଷ୍ଟ ୭ ତାରିଖରେ ସାରା ଦେଶରେ 'ଜାତୀୟ ହସ୍ତତନ୍ତ ଦିବସ' ପାଳନ କରାଯିବ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଏକ ସ୍ୱତନ୍ତ୍ର ନିବେଦନ କରିଛନ୍ତି । ନିଜର ଇନଷ୍ଟାଗ୍ରାମ ଆକାଉଣ୍ଟରେ ଏକ ଭିଡିଓ ବାର୍ତ୍ତା ସେୟାର କରି ପ୍ରଧାନମନ୍ତ୍ରୀ ଲୋକମାନଙ୍କୁ…

ଘର ପ୍ରତିଷ୍ଠା ଭୋଜି ଖାଇ ୭୦ରୁ ଅଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ; ହସ୍ପିଟାଲରେ ଭର୍ତ୍ତି

ଜଳେଶ୍ବର:ଭୋଜି ଖାଇବା ପରେ ଆରମ୍ଭ ହେଲା ଝାଡ଼ାବାନ୍ତି । ବାଲେଶ୍ବରର ଜଳେଶ୍ୱର ବ୍ଲକ ଅନ୍ତର୍ଗତ ଖରିଦା ଗ୍ରାମରେ ଘର ପ୍ରତିଷ୍ଠା ଉତ୍ସବ ଭୋଜି ଖାଇ ୭୦ରୁ ଅଧିକ ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ । ସେମାନଙ୍କ ମଧ୍ୟରୁ ୫୦ ରୁ ଅଧିକ ଲୋକଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ଆକ୍ରାନ୍ତ…

ଜେପିଏସସି ଏବଂ ଜେଏସଏସସି ଆନ୍ଦୋଳନ: କ୍ୟାମେରା ଆଗରେ ଆଲୋଚନା କରିବାକୁ ଛାତ୍ରଙ୍କ ଜିଦ୍

ରାଞ୍ଚି: ଝାଡ଼ଖଣ୍ଡର ଜେପିଏସସି ଏବଂ ଜେଏସଏସସି ପରୀକ୍ଷା ପରିଚାଳନାରେ ହୋଇଥିବା ବ୍ୟାପକ ଅନିୟମିତତା ବିରୋଧରେ ଛାତ୍ର ଆନ୍ଦୋଳନ ଏବେ ତୀବ୍ର ରୂପ ନେବାରେ ଲାଗିଛି। ଇତିମଧ୍ୟରେ ପ୍ରଦର୍ଶନକାରୀ ଛାତ୍ରମାନଙ୍କ ସହ ଆଲୋଚନା କରିବାକୁ ଝାଡ଼ଖଣ୍ଡର ହେମନ୍ତ ସୋରେନ ସରକାର ପ୍ରସ୍ତୁତ ଥିବା…

ଭାଇ ସୋହେଲଙ୍କ ପ୍ରେମ ସମ୍ପର୍କ ପାଇଁ ବନ୍ଦ ହୋଇଥିଲା ସଲମାନଙ୍କ ‘ରାମାୟଣ’! ତିନି ଦଶନ୍ଧି ପରେ ପୁଣି…

ମୁମ୍ବାଇ: ବଲିଉଡର ଲୋକପ୍ରିୟ ଅଭିନେତା ରଣବୀର କପୁର ଏବେ ନିଜର ଆଗାମୀ ଫିଲ୍ମ 'ରାମାୟଣ'କୁ ନେଇ ବେଶ୍ ଚର୍ଚ୍ଚାରେ ଅଛନ୍ତି। ନୀତେଶ ତିୱାରୀଙ୍କ ନିର୍ଦ୍ଦେଶନାରେ ନିର୍ମିତ ହେଉଥିବା ଏହି ଫିଲ୍ମରେ ରଣବୀର ପ୍ରଭୁ ଶ୍ରୀରାମଙ୍କ ଭୂମିକାରେ ନଜର ଆସିବେ। ତେବେ ଫିଲ୍ମଟି ମୁକ୍ତିଲାଭ କରିବା ପୂର୍ବରୁ…