Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଲାଞ୍ଚ ନେବାବେଳେ ଭିଜିଲାନ୍ସ ଜାଲରେ ଫସିଲେ ପୋଲିସ ବାବୁ

ଯାଜପୁର: ଯାଜପୁର ଜିଲ୍ଲାର ସୁକିନ୍ଦା ଥାନା ଏସଆଇଙ୍କୁ ଉଠାଇନେଲା ଭିଜିଲାନ୍ସ । ଲାଞ୍ଚ ନେଉଥିବାବେଳେ ଧରାପଡିଲେ ଏସଆଇ ଅଭୟ କୁମାର ନାୟକ । ସ୍ବାମୀ ସ୍ତ୍ରୀ ବିବାଦର ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡ଼ିବସିଲା ଭିଜିଲାନ୍ସ । ତେବେ ଏସଆଇ ଅଭୟ ଏହି ବିବାଦର ସମାଧାନ…

ଓମଫେଡ୍ ଏମଡି ବିଜୟ ଅମୃତ କୁଲାଙ୍ଗେଙ୍କୁ ପଶୁପାଳନ ଏବଂ ପଶୁଚିକିତ୍ସା ସେବା ନିର୍ଦ୍ଦେଶକର ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ୱର: ଓମଫେଡ୍ ର ପରିଚାଳନା ନିର୍ଦ୍ଦେଶକ ବିଜୟ ଅମୃତା କୁଲାଙ୍ଗେଙ୍କୁ ଓଡ଼ିଶା ସରକାର ପଶୁପାଳନ ଏବଂ ପଶୁଚିକିତ୍ସା ସେବା ନିର୍ଦ୍ଦେଶକର ଅତିରିକ୍ତ ଦାୟିତ୍ୱ ପ୍ରଦାନ କରିଛନ୍ତି । ଏ ସମ୍ପର୍କରେ ମତ୍ସ୍ୟ ଏବଂ ଏଆରଡି ବିଭାଗ ପକ୍ଷରୁ ଶନିବାର ଏକ ବିଜ୍ଞପ୍ତି ଜାରି କରାଯାଇଛି ।…

ସୁରକ୍ଷାକର୍ମୀଙ୍କୁ ବଡ ସଫଳତା: ଏନକାଉଣ୍ଟରରେ ୮ନକ୍ସଲ ନିପାତ

ମାଲକାନଗିରି: ସୁରକ୍ଷାକର୍ମୀଙ୍କୁ ଶନିବାର ମିଳିଛି ବଡ ସଫଳତା। ଏନକାଉଣ୍ଟରରେ ୮ ନକ୍ସଲ ନିପାତ । ସୂଚନାନୁସାରେ, ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ନକ୍ସଲ ପ୍ରଭାବିତ ବିଜାପୁର ଜିଲ୍ଲାରେ ସୁରକ୍ଷା ବାହିନୀଙ୍କ ସର୍ଚ୍ଚ ଅପରେସନ ବେଳେ ସୁରକ୍ଷାକର୍ମୀ ଏବଂ ମାଓବାଦୀ ମଧ୍ୟରେ ଗୁଳିବିନିମୟ…

ବରିଷ୍ଠ ନାଗରିକଙ୍କ ପାଇଁ ବଜେଟରେ ବଡ଼ ଘୋଷଣା

ନୂଆଦିଲ୍ଲୀ: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବରିଷ୍ଠ ନାଗରିକଙ୍କ ପାଇଁ ବଜେଟରେ ଘୋଷଣା କରିଛନ୍ତି। ବରିଷ୍ଠ ନାଗରିକଙ୍କ ପାଇଁ ଟିକସ ରିହାତି ସୀମାକୁ ସିଧାସଳଖ ଦ୍ୱିଗୁଣିତ କରିବାକୁ ଘୋଷଣା କରିଛନ୍ତି। ଫଳରେ ସେମାନଙ୍କ ପାଇଁ ଟିକସ ଛାଡ଼ ସୀମା ୧ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯିବ ଯାହା…

ଦେଶର ବିକାଶ ସୁନିଶ୍ଚିତ ସହ ଭାରତୀୟଙ୍କ ସ୍ଵପ୍ନ ପୂରା କରିବ ଏହି ବଜେଟ୍: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ଦେଶରେ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍ ଉପସ୍ଥାପନ କରିଛନ୍ତି । ଯାହାକୁ ନେଇ ସମଗ୍ର ଦେଶରେ ବଜେଟ୍ ଉପରେ ଚର୍ଚ୍ଚା ଜାରି ରହିଥିବାବେଳେ, ଏହା ଭିତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛିୀ । ଏ ବଜେଟ…

କେନ୍ଦ୍ର ବଜେଟରେ ନିରାଶ ଓଡ଼ିଶା

ଭୁବନେଶ୍ୱର: ନିର୍ବାଚନ ସମୟରେ ବିଜେପି ଓଡିଶାବାସୀଙ୍କୁ ବହୁତ ବଡ ବଡ ପ୍ରତିଶ୍ରୁତି ଦେଇଥିଲା। ଗତଥର ଭଳି ଚଳିତ ଥର ମଧ୍ୟ କେନ୍ଦ୍ର ବଜେଟରେ ଓଡିଶା ପାଇଁ କିଛି ନାହିଁ। ୨୦୨୫-୨୬ରେ ରାଜ୍ୟ ପାଇଁ କୌଣସି ସ୍ୱତନ୍ତ୍ର ଯୋଜନା ବା ଘୋଷଣା କରିନାହିଁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ…

୮ ବଜେଟ୍, ୮ ଶାଢି଼; ଅର୍ଥମନ୍ତ୍ରୀଙ୍କ ଲୁକ୍ ପଛରେ ରହିଛି ଅନେକ ବାର୍ତ୍ତା

ନୂଆଦିଲ୍ଲୀ: ୨୦୨୫ ଫେବୃଆରୀ ୧ରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ପୁଣି ଥରେ ଦେଶର ସାଧାରଣ ବଜେଟ୍ ଉପସ୍ଥାପନ କରିଛନ୍ତି। କ୍ରମାଗତ ଭାବେ ଏହା ତାଙ୍କର ୮ମ ବଜେଟ୍। ଏହି ଅବସରରେ ସମସ୍ତଙ୍କ ନଜର ତାଙ୍କ ଭାଷଣ ଏବଂ ତାଙ୍କ ଲୁକ୍ ଉପରେ ରହିଥିଲା। ପ୍ରତିବର୍ଷ ପରି ଏଥର ମଧ୍ୟ ସେ ବଜେଟ୍ ପାଇଁ…

ବଜେଟ ୨୦୨୫: ମହିଳା, ଏସସି ଓ ଏସଟି ଉଦ୍ୟୋଗୀଙ୍କୁ ୨ କୋଟି ପର୍ଯ୍ୟନ୍ତ ଲୋନ

ନୂଆଦିଲ୍ଲୀ: ଆଜି ସଂସଦରେ ୨୦୨୫ର ସାଧାରଣ ବଜେଟ ଉପସ୍ଥାପନ କରିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଅର୍ଥମନ୍ତ୍ରୀ ମହିଳାମାନଙ୍କ ପାଇଁ ଅନେକ ବଡ଼ ଘୋଷଣା କରିଛନ୍ତି । ମହିଳା ଉଦ୍ୟୋଗୀ, ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତିଙ୍କ ପାଇଁ ୨ କୋଟି ଋଣ ପ୍ରଦାନ କରିବାକୁ ଏକ ଯୋଜନା…

ଟ୍ୟାକ୍ସ ଛାଡ ଘୋଷଣା ପରେ ପ୍ରଧାନମନ୍ତ୍ରୀ ଏବଂ ଅର୍ଥମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: କେନ୍ଦ୍ର ସରକାରଙ୍କ ବଜେଟ୍ ୨୦୨୫-୨୬ରେ ୧୨ ଲକ୍ଷ ପର୍ଯ୍ୟନ୍ତ ଆୟକର ଛାଡ଼ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ । ଏଥିପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ କୃତଜ୍ଞତା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ…

ବଜେଟ୍‌-୨୦୨୫: ମେଡିକାଲ ଶିକ୍ଷାକୁ ଅଧିକ ଗୁରୁତ୍ବ; ସମସ୍ତ ଜିଲ୍ଲା ହସ୍ପିଟାଲରେ ଡେକେୟାର କ୍ୟାନସର ସେଣ୍ଟର ପ୍ରତିଷ୍ଠା…

ନୂଆଦିଲ୍ଲୀ: ବଜେଟ୍‌-୨୦୨୫-୨୬ରେ ଆଗାମୀ ୩ ବର୍ଷରେ ସମସ୍ତ ଜିଲ୍ଲାରେ ଡେ କେୟାର କ୍ୟାନସର ସେଣ୍ଟର ଡାକ୍ତରଖାନା ନିର୍ମାଣ କରିବାକୁ ଯୋଜନା ରଖିଛନ୍ତି ସରକାର । ଦେଶରେ ଚଳିତ ବର୍ଷ ୨୦୦ ଡେ କେୟାର କ୍ୟାନସର ସେଣ୍ଟର ନିର୍ମାଣ କରିବାକୁ ଘୋଷଣା କରିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା…