Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ପ୍ରଧାନମନ୍ତ୍ରୀଙ୍କ ଭିଡିଓ ହଟାଇବା ଓ ଡିପଫେକ୍ ମାମଲା: କ୍ଷମା ମାଗିଲେ ମେଟା ସିଇଓ ମାର୍କ ଜୁକରବର୍ଗ

ନୂଆଦିଲ୍ଲୀ: ଫେସବୁକ୍, ଇନଷ୍ଟାଗ୍ରାମ୍ ଏବଂ ହ୍ୱାଟ୍ସଆପ୍ ଭଳି ଲୋକପ୍ରିୟ ସୋସିଆଲ୍ ମିଡିଆ ପ୍ଲାଟଫର୍ମର ମୂଳ କମ୍ପାନୀ 'ମେଟା'ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ମାର୍କ ଜୁକରବର୍ଗ ଭାରତ ସରକାର ତଥା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କ୍ଷମା ମାଗିଛନ୍ତି। ନିକଟରେ ଫେସବୁକରୁ…

ମୟୂରଭଞ୍ଜ ଓ କେନ୍ଦୁଝରରେ ଅତି ପ୍ରବଳ ବର୍ଷା ଆଶଙ୍କା: ବିଭିନ୍ନ ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସତର୍କ…

ଭୁବନେଶ୍ୱର: ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ ରହିଥିବା ବେଳେ ଆଗାମୀ କିଛି ଦିନ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷାର ପରିମାଣ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ବିଶେଷ କରି ଉତ୍ତର ଓ ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ଥିବାରୁ ଭୁବନେଶ୍ୱର…

ଝୁଲିପଡ଼ିଲେ ଦଶମ ଶ୍ରେଣୀ ଛାତ୍ରୀ!

ଝରିଗାଁ: ଜଣେ ଦଶମ ଶ୍ରେଣୀ ଛାତ୍ରୀ ବେକରେ ଓଢ଼ଣୀ ବାନ୍ଧି ପ୍ରାଣ ହରେଇଛନ୍ତି । ମୃତକ ହେଲେ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚଚା ପଞ୍ଚାୟତ ଅନ୍ତର୍ଗତ ଗବାଗୁଡ଼ା ଗ୍ରାମର ସୁନ୍ଦରସିଂ ମେହେରଙ୍କ ଝିଅ ଗିରିଜା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଦଶମ ଶ୍ରେଣୀରେ ପଢ଼ୁଥିଲେ। ବୁଧବାର ଭୋର ସମୟରୁ…

ବାଲିଅନ୍ତା ମାମଲା: ୧୧ ଅଭିଯୁକ୍ତଙ୍କ ବିରୋଧରେ କ୍ରାଇମବ୍ରାଞ୍ଚର ଚାର୍ଜସିଟ୍ ଦାଖଲ

ଭୁବନେଶ୍ୱର: ରାଜଧାନୀ ଉପକଣ୍ଠ ବାଲିଅନ୍ତା ଥାନା ଅଞ୍ଚଳରେ ଘଟିଥିବା ବହୁଚର୍ଚ୍ଚିତ ତଥା ଜିଆରପି କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ୱାଇଁ ହତ୍ୟା ମାମଲାରେ ଓଡ଼ିଶା କ୍ରାଇମବ୍ରାଞ୍ଚ ପକ୍ଷରୁ ବୁଧବାର ଏକ ବଡ଼ ପଦକ୍ଷେପ ଗ୍ରହଣ କରାଯାଇଛି। ଏହି ସମ୍ବେଦନଶୀଳ ଘଟଣାରେ ସମ୍ପୃକ୍ତ ଥିବା ୧୧ ଜଣ…

ଗାଈକୁ ମାରି ଖାଇଲା କଲରାପତରିଆ ବାଘ;ଗ୍ରାମବାସୀଙ୍କୁ ଜଙ୍ଗଲକୁ ପ୍ରବେଶ ଉପରେ କଟକଣା

କଣ୍ଟାମାଳ:ବୌଦ୍ଧ ଜିଲ୍ଲା କଣ୍ଟାମାଳ ରେଞ୍ଜ ସମାକୁପା ଗାଁରେ ବାଘ ଆତଙ୍କ । ଦୁଇ ଦିନ ଧରି ଆତଙ୍କ ଖେଳାଇଛି କଲରାପତରିଆ ବାଘ। ଜଙ୍ଗଲରେ ଗୋଟିଏ ଗାଈକୁ ମାରି ଖାଇଦେଇଛି ବାଘ। ସେପଟେ ବାଘ ଭୟ ସ୍ଥାନୀୟ ଗ୍ରାମବାସୀ ତୁରନ୍ତ ବନବିଭାଗକୁ ଖବର ଦେଇଥିଲେ ।ଏହାପରେ ବନବିଭାଗ ଟିମ୍ ଗାଁରେ ପହଞ୍ଚି…

ମେଡିକାଲ ପିଜି ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ଉଚ୍ଚସ୍ତରୀୟ ଟିମର ତନାଘନା

ବ୍ରହ୍ମପୁର: ଏମକେସିଜି ମେଡିକାଲ କଲେଜର ପିଜି ଶେଷ ବର୍ଷ ପରୀକ୍ଷା ସମୟରେ ପ୍ରଶ୍ନପତ୍ର ଭାଇରାଲ ହୋଇଥିଲା । ଏହି ମାମାଲାର ତଦନ୍ତ ଭାର କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର କରାଯାଇଛି। ତଦନ୍ତ ପାଇଁ ସ୍ଵତନ୍ତ୍ର ଟିମ୍ ଗଠନ କରାଯାଇଛି। ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ…

ରେଭେନ୍ସା ବିଶ୍ୱବିଦ୍ୟାଳୟରେ ବିବାଦ, ଇସ୍ତଫା ଦେଲେ ହଷ୍ଟେଲର ସମସ୍ତ ଓ୍ୱାର୍ଡେନ

କଟକ: ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଘଟିଥିବା ବିବାଦ ଏବେ ରାଜନୈତିକ ଓ ଶିକ୍ଷାଗତ ମହଲରେ ଚର୍ଚ୍ଚାର ବିଷୟ ପାଲଟିଛି। କ୍ୟାମ୍ପସରେ କଥିତ ରାଜନୈତିକ ହସ୍ତକ୍ଷେପକୁ ବିରୋଧ କରି ହଷ୍ଟେଲର ସମସ୍ତ ୱାର୍ଡେନ ସାମୂହିକ ଭାବେ ଇସ୍ତଫା ପ୍ରଦାନ କରିଛନ୍ତି। ସେମାନେ କୂଳପତିଙ୍କୁ ଭେଟି ନିଜ ଇସ୍ତଫାପତ୍ର…

Ceiling Falls on Maternity Ward:ଡାକ୍ତରଖାନାରେ ଖସିଲା ଛାତ ସିଲିଂ, ଅଳ୍ପକେ ବର୍ତ୍ତିଲେ ନବଜାତକ ଏବଂ ପ୍ରସୂତି

ଉଦଳା:ମୟୂରଭଞ୍ଜ ଉଦଳା ମେଡିକାଲ ପ୍ରସୂତି ବିଭାଗରୁ ସାମ୍ନାକୁ ଆସିଛି ଏକ ଚିନ୍ତାଜନକ ଘଟଣା । ମହିଳା ସଞ୍ଜୁଲତା ପାତ୍ର ନବଜାତକକୁ ଧରି ବସିଥିବା ବେଳେ ହଠାତ ତାଙ୍କ ପିଠି ଉପରେ ସିଲିଂର କିଛି ଅଂଶ ଖସି ପଡିଥିଲା । ସୌଭାଗ୍ୟବଶତଃ ନବଜାତକ ଶିଶୁ ଓ ପ୍ରସୂତି ମାଆ ବଡ଼ ବିପଦରୁ ବର୍ତ୍ତିଯାଇଛନ୍ତି…

ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ପୁଣି ଗୁରୁତର ତ୍ରୁଟି, ଜାଣନ୍ତୁ କଣ ରହିଛି ଭୁଲ

ଭୁବନେଶ୍ୱର: ପ୍ରଥମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ସାହିତ୍ୟ ବହିରେ ପୁଣି ନୂଆ ତ୍ରୁଟି ଚିହ୍ନଟ ହୋଇଛି, ଯାହା ନୂତନ ପ୍ରକାଶିତ ପାଠ୍ୟପୁସ୍ତକକୁ ନେଇ ବିବାଦକୁ ଅଧିକ ଜଟିଳ କରିଛି। ପୂର୍ବରୁ ଅନେକ ଭୁଲ ପାଇଁ ବ୍ୟାପକ ସମାଲୋଚନାର ଶିକାର ହୋଇସାରିଛି। ଏବେ ପୁଣି ଏକ ଭୁଲ ନୂଆ ବିବାଦ ସୃଷ୍ଟି କରିଛି।…

ଭାରତରେ ଖୋଲିବ ୧୫ ବିଦେଶୀ ବିଶ୍ୱବିଦ୍ୟାଳୟ କ୍ୟାମ୍ପସ !

ନୂଆଦିଲ୍ଲୀ: ଭାରତୀୟ ଶିକ୍ଷା କ୍ଷେତ୍ରରେ ଏକ ଐତିହାସିକ ଯୁଗର ଆରମ୍ଭ ! ଏବେ ଦେଶ ଛାଡ଼ି ବିଦେଶ ଯିବାର ଆବଶ୍ୟକତା ନାହିଁ। ଭାରତରେ ହିଁ ମିଳିବ ବିଶ୍ୱସ୍ତରୀୟ ଶିକ୍ଷା। ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ, UGC ଏକ ବଡ଼ ନିଷ୍ପତ୍ତି ନେଇ ୧୫ଟି ପ୍ରସିଦ୍ଧ ବିଦେଶୀ ବିଶ୍ୱବିଦ୍ୟାଳୟକୁ ଭାରତରେ…