Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ମୌନୀ ଅମାବାସ୍ୟାରେ ରହିଛି ଦୁର୍ଲ୍ଲଭ ଯୋଗ: ଏହି ରାଶିର ବ୍ୟକ୍ତି ହେବେ ଭାଗ୍ୟଶାଳୀ

ଭୁବନେଶ୍ବର: ୨୯ ଜାନୁଆରୀ ବୁଧବାର ଦିନ ପଡୁଛି ମୌନୀ ଅମାବାସ୍ୟା । ଦୀର୍ଘ ୫୦ ବର୍ଷ ପରେ ମୌନୀ ଅମାବାସ୍ୟା ଦିନ ମକର ରାଶିରେ ସୂର୍ଯ୍ୟ, ଚନ୍ଦ୍ରମା ଓ ବୁଧ ଗ୍ରହ ଏକାଠି ହୋଇ ତ୍ରିଗ୍ରହୀ ଯୋଗ ସୃଷ୍ଟି କରିବେ । ଗୁରୁ ଗ୍ରହ ମଧ୍ୟ ବୃଷ ରାଶିରେ ବିରାଜମାନ ହେବେ । ଏହି ମୌନୀ ଅମାବାସ୍ୟା ଦିନ…

କଟନୀ ଛଟନୀ ଗୁମର ଖୋଲିଲେ ଯୋଗାଣ ମନ୍ତ୍ରୀ, କଡା ଟାର୍ଗେଟ କଲେ ବିରୋଧୀ

ଭୁବନେଶ୍ବର : ସାରା ରାଜ୍ୟରେ ବିଭିନ୍ନ ମଣ୍ଡି ମାନଙ୍କରେ ଚାଲିଛି ଧାନ ସଂଗ୍ରହ। ସରକାରଙ୍କ ତତ୍ୱାବଧାନରେ ଚାଲିଛି ଏହି ପ୍ରକ୍ରିୟା। କିପରି ଚାଷୀ ଟିକେ ବି ହଇରାଣ ନହେବେ ସେପାଇଁ ସଜାଗ ଅଛନ୍ତି ବୋଲି କହୁଛନ୍ତି ସରକାର। ଏହାରି ଭିତରେ ଧାନର କଟଣୀ ଛଟନୀକୁ ନେଇ ବଡ଼ ବୟାନ ଦେଇଛନ୍ତି ଖାଦ୍ୟ…

କୈଳାସ ମାନସରୋବର ଯାତ୍ରା ଆରମ୍ଭ କରିବେ ଭାରତ ଓ ଚୀନ

ନୂଆଦିଲ୍ଲୀ: କୈଳାସ ମାନସରୋବର ଯାତ୍ରା ଆରମ୍ଭ କରିବେ ଭାରତ ଓ ଚୀନ। ଭାରତୀୟ ବୈଦେଶିକ ମନ୍ତ୍ରାଳୟର ସୂଚନା ଅନୁସାରେ ୨୦୨୦ ମସିହାରୁ ବନ୍ଦ ଥିବା କୈଳାସ ମାନସରୋବର ଯାତ୍ରାକୁ ଭାରତ ଏବଂ ଚୀନ୍ ପୁନଃ ଆରମ୍ଭ କରିବାକୁ ରାଜି ହୋଇଛନ୍ତି। ଭାରତ ଏବଂ ଚୀନ୍ ମଧ୍ୟରେ ବଢ଼ୁଥିବା ଉତ୍ତେଜନାକୁ…

ମହାକୁମ୍ଭରେ ଦିଲ୍ଲୀର ପୁଅକୁ ବାହାହେଲେ ଗ୍ରୀସର ଝିଅ, ସନ୍ଥ କଲେ କନ୍ୟା ଦାନ

ପ୍ରୟାଗରାଜ: ପ୍ରୟାଗରାଜରେ ଚାଲିଛି ହିନ୍ଦୁ ଧର୍ମର ଦିବ୍ୟ ଓ ଭବ୍ୟ ମେଳା ମହାକୁମ୍ଭ । ଗତ ୧୬ ଦିନରେ, ୧୩ କୋଟି ଲୋକ ପବିତ୍ର ବୁଡ଼ ପକାଇଛନ୍ତି । ହେଲେ ଏହା ଭିତରେ ସମସ୍ତ ପ୍ରକାରର ଧାର୍ମିକ ରୀତିନୀତି ମଧ୍ୟରେ ଏକ ବିବାହ ମଧ୍ୟ ସମ୍ପନ୍ନ ହୋଇଯାଇଛି । ଯେଉଁଠାରେ ଗ୍ରୀସର ଜଣେ ଝିଅ ଜଣେ…

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ଭୁବନେଶ୍ୱରରେ ଟ୍ରାଫିକ କଟକଣା, ଜାଣନ୍ତୁ… 

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦିନ ଭୁବନେଶ୍ୱର ଗସ୍ତ କରିବେ। ଯାହାକୁ ଦୃଷ୍ଟିରେ ରଖି କମିଶନରେଟ୍ ପୋଲିସ ପକ୍ଷରୁ ଟ୍ରାଫିକ କଟକଣା ଜାରି କରାଯାଇଛି। ପ୍ରଧାନମନ୍ତ୍ରୀ ଉତ୍କର୍ଷ ଓଡ଼ିଶା - ମେକ୍ ଇନ୍ ଓଡ଼ିଶା କନକ୍ଲେଭ ୨୦୨୫ରେ ଯୋଗ ଦେବା ପାଇଁ ଭୁବନେଶ୍ୱର ଗସ୍ତ…

ବଦଳିଲା ବିଜ୍ଞପ୍ତି; ମନୋଜ ଆହୁଜା ହେଲେ ଶ୍ରୀମନ୍ଦିର ପରିଚାଳନା କମିଟିର କାର୍ଯ୍ୟକାରୀ ଅଧ୍ୟକ୍ଷ

ଭୁବନେଶ୍ୱର: ପୂର୍ବ ଚିଠିକୁ ସଂଶୋଧନ ପରେ ମନୋଜ ଆହୁଜାଙ୍କୁ ଶ୍ରୀମନ୍ଦିର ପରିଚାଳନା କମିଟିର କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର । ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟିର କାର୍ଯ୍ୟକାରୀ ଅଧ୍ୟକ୍ଷ ଥିବାବେଳେ, ପୂର୍ବ ଚିଠିରେ ଏସଜେଟିଏର ଅଧ୍ୟକ୍ଷ ବୋଲି ଉଲ୍ଲେଖ…

ମହାକୁମ୍ଭ ପାଇଁ ପ୍ରୟାଗରାଜକୁ ୬୦୦ଗୁଣା ବଢିଲା ବିମାନ ଭଡ଼ା

ପ୍ରୟାଗରାଜ: ଉତ୍ତର ପ୍ରଦେଶର ପ୍ରୟାଗରାଜରେ ଆୟୋଜିତ ମହାକୁମ୍ଭ ମେଳା ପାଇଁ ବିମାନ ଭଡ଼ା ପ୍ରାୟ ୬୦୦ ପ୍ରତିଶତ ବୃଦ୍ଧି ପାଇଛି। ଜାନୁଆରୀ ୨୯ରେ ହେବାକୁ ଥିବା ମୌନୀ ଅମାବାସ୍ୟା ଅବସରରେ ପବିତ୍ର ସ୍ନାନ ହେବାର କାର୍ଯ୍ୟକ୍ରମ ରହିଛି। ଏପର୍ଯ୍ୟନ୍ତ କୋଟି କୋଟି ଶ୍ରଦ୍ଧାଳୁ କୁମ୍ଭରେ ବୁଡ଼…

ପ୍ରକାଶ ମିଶ୍ର ହେଲେ ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଭାବେ ନିଯୁକ୍ତ ହେଲେ ପୂର୍ବତନ ପୋଲିସ ଡିଜି ତଥା ଅବସରପ୍ରାପ୍ତ ଆଇପିଏସ ପ୍ରକାଶ ମିଶ୍ର । ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା ଭାବେ ନିଯୁକ୍ତି ମିଳିବା ପରେ ପ୍ରକାଶ ମିଶ୍ରଙ୍କୁ କ୍ୟାବିନେଟ ପାହ୍ୟା ପ୍ରଦାନ କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ…

ମଧୁସୂଦନ ପାଢ଼ୀ ହେଲେ ଓଡ଼ିଶାର ନିର୍ବାଚନ କମିଶନ

ଭୁବନେଶ୍ୱର: ବଦଳିଲେ ଓଡ଼ିଶାର ନିର୍ବାଚନ କମିଶନ । ଅବସରପ୍ରାପ୍ତ ଆଇଏଏସ୍‌ ଅଧିକାରୀ ମଧୁସୂଦନ ପାଢ଼ୀଙ୍କୁ ମିଳିଛି ଏହି ଦାୟିତ୍ୱ । ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ଆଦିତ୍ୟ ପାଢ଼ୀଙ୍କ ଅବସର ପରେ ଖାଲି ପଡ଼ିଥିଲା ରାଜ୍ୟ ନିର୍ବାଚନ କମିଶନର ପଦ । ରାଜ୍ୟ ସରକାରଙ୍କ…

ଜିବିଏସ ନେଲା ଜଣଙ୍କ ଜୀବନ, ଶହେରୁ ଅଧିକ ସଂକ୍ରମିତ

ପୁନେ: ପୁନେରେ ବ୍ୟାପୁଛି ଗୁଇଲେନ-ବାରେ ସିଣ୍ଡ୍ରୋମ (ଜିବିଏସ) । ବର୍ତ୍ତମାନ ଜଣଙ୍କର ଜୀବନ ଯାଇଥିବାବେଳେ ଏଥିରେ ଶହେରୁ ଅଧିକ ସଂକ୍ରମିତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୬ଜଣ ଭେଣ୍ଟିଲେଟରରେ ଥିବା ବେଳେ ଅନ୍ୟ ରୋଗୀ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି । ଏହି ମାରାତ୍ମକ ରୋଗ…