Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଉପବାଚସ୍ପତିଙ୍କ ନକଲି ଦସ୍ତଖତ ଘଟଣା; ୨ ଜଣଙ୍କ ବିରୋଧରେ ମାମଲା

ଭୁବନେଶ୍ୱର: ଚାକିରି ସ୍ଥାନାନ୍ତର ପାଇଁ ଦୁଇଜଣ ସରକାରୀ ଇଞ୍ଜିନିୟର ଓଡ଼ିଶା ବିଧାନସଭାର ଉପବାଚସ୍ପତିଙ୍କ ଦସ୍ତଖତକୁ ଜାଲିଆତି କରି ବ୍ୟବହାର କରିଥିବା ଅଭିଯୋଗ ହୋଇଛି। ସୂତ୍ର ଅନୁଯାୟୀ, ଉପ ବାଚସ୍ପତିଙ୍କ ଦସ୍ତଖତ ଜାଲ୍ କରି ସ୍ଥାନାନ୍ତର ପାଇଁ ଜାଲ୍ ସରକାରୀ ଡକ୍ୟୁମେଣ୍ଟ ବ୍ୟବହାର…

AIIMS ଡାକ୍ତରାଣୀଙ୍କ ରହସ୍ୟଜନକ ମୃତ୍ୟୁ! କବାଟ ଭାଙ୍ଗି ଉଦ୍ଧାର କଲେ ପୁରୁଷ ବନ୍ଧୁ

ଭୁବନେଶ୍ୱର: ଏମ୍‌ସର ଜଣେ ମହିଳା ଡାକ୍ତରଙ୍କ ଝୁଲନ୍ତା ମୃତଦେହ ଠାବ ହେବା ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତ ମହିଳା ଡାକ୍ତର ଜଣକ ହେଉଛନ୍ତି କର୍ଣ୍ଣାଟକର ଦିବ୍ୟା ଭି। ସେ ଏମ୍‌ସ ହସ୍ପିଟାଲରେ ଜୁନିଅର ରେସିଡେଣ୍ଟ ଭାବେ କାର୍ଯ୍ୟରତ ଥିଲେ। ଏହି ଘଟଣାରେ ସ୍ଥାନୀୟ ଖଣ୍ଡଗିରି ଥାନା ପୁଲିସ…

ପାହାଡ଼ପୁରକୁ ମିଡ଼ିଆ ମନା: ସୁରକ୍ଷା ବାହାନାରେ ଅନୁନ୍ନତ ଚିତ୍ର ଲୁଚାଇବାକୁ ପ୍ରଶାସନର ନୂଆ କାଇଦା?

ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗାଁକୁ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରଜ ପରେ ଏହି ଖବର ଉପରେ ଉପରେ ସାରା ଓଡ଼ିଶାର ରହିଛି ନଜର। କିନ୍ତୁ ମୋଦିଙ୍କ ମୟୂରଭଞ୍ଜ ଗସ୍ତ ପୂର୍ବରୁ ସ୍ଥାନୀୟ ଜିଲ୍ଲା ପ୍ରଶାସନ ଏକ ଆଶ୍ଚର୍ଯ୍ୟଜନକ ନିଷ୍ପତ୍ତି ନେଇଛି। ଯାହା…

୮ ମାସର ଗର୍ଭବତୀଙ୍କୁ ଗାଁ ଦାଣ୍ଡରେ ସଂଘବଦ୍ଧ ମାଡ଼

ଉଦଳା: ମୟୂରଭଞ୍ଜ ଜିଲ୍ଲା ଉଦଳା କପ୍ତିପଦା ଥାନା ବାଘିଆଗଡି ଗ୍ରାମରେ ଅଭାନୀୟ ଘଟଣା ଘଟିଛି। ୮ ମାସର ଗର୍ଭବତୀଙ୍କୁ ଗାଁ ଦାଣ୍ଡରେ ସଂଘବଦ୍ଧ ମାଡ଼ ହୋଇଛି। ସ୍ବାମୀକୁ ଆକ୍ରମଣକାରୀମାନଙ୍କ ଠାରୁ ବଞ୍ଚାଇବା ବେଳେ ଗର୍ଭବତୀ ସ୍ତ୍ରୀଙ୍କୁ ନିସ୍ତୁକ ମାଡ଼ ହୋଇଥିବା ଅଭିଯୋଗ ହୋଇଛି। ଏକ ସାଙ୍ଗେ ୩୦…

ବିଶ୍ୱର ଶ୍ରେଷ୍ଠ ୫% ବୈଜ୍ଞାନିକଙ୍କ ତାଲିକାରେ କିଟ୍‍ର ୪୫ ପ୍ରଫେସର

ଭୁବନେଶ୍ୱର: ଗବେଷଣା ଓ ବିଜ୍ଞାନ ପ୍ରତି ଅବଦାନ ଆଧାରରେ ୨୦୨୫ ପାଇଁ ସାଇ-ର‌୍ୟାଙ୍କ ଗ୍ଲୋବାଲ ରେଜିଷ୍ଟ୍ରି ଦ୍ୱାରା ପ୍ରକାଶିତ ସମ୍ମାନଜନକ ‘ଗ୍ଲୋବାଲ୍ ସାଇଣ୍ଟିଷ୍ଟ୍ ଇଣ୍ଡେକ୍ସ’ର ବିଶ୍ୱର ଶ୍ରେଷ୍ଠ ୫ ପ୍ରତିଶତ ବୈଜ୍ଞାନିକ ତାଲିକାରେ କିଟ୍‍ ବିଶ୍ୱବିଦ୍ୟାଳୟର ୪୫ଜଣ ପ୍ରଫେସର ସ୍ଥାନ…

ଓଡ଼ିଶା ମାଟିରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ମିଳିତ ମଞ୍ଚ, ସୁରକ୍ଷା ବ୍ୟବସ୍ଥା ତ୍ରୁଟିଶୂନ୍ୟ କରିବାକୁ…

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ସଫଳ ୨ ବର୍ଷ ଏବଂ କେନ୍ଦ୍ର ସରକାରଙ୍କ ୧୨ ବର୍ଷ ପୂର୍ତ୍ତି ଅବସରରେ ଆସନ୍ତା ଜୁନ୍ ୧୯ ଓ ୨୦ ତାରିଖରେ ଓଡ଼ିଶା ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ହାଇପ୍ରୋଫାଇଲ୍ ଗସ୍ତକୁ ସୁଚାରୁରୂପେ ପରିଚାଳନା…

ସରପଞ୍ଚ ଚାମେଲି ଓଝାଙ୍କୁ ମିଳିଲା ଜାମିନ୍‌

କେନ୍ଦ୍ରାପଡ଼ା: ତିଖିରି ସରପଞ୍ଚ ଚାମେଲି ଓଝାଙ୍କୁ ମିଳିଲା ଜାମିନ୍‌। ଚାମେଲି ଓଝାଙ୍କୁ ଜାମିନ୍‌ ପ୍ରଦାନ କଲେ SDJM କୋର୍ଟ। ପୋଲିସକୁ ଆକ୍ରମଣ ମାମଲାରେ ମିଳିଲା ଜାମିନ୍। ୩୦ ହଜାର ଟଙ୍କା ୨ ଜାମିନ୍‌ଦାରଙ୍କ ବଦଳରେ ମିଳିଲା ଜାମିନ୍। ଆଜି ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ଫୋନ ଫେରାଇଥିଲେ…

ନୂତନ ପାଠ୍ୟପୁସ୍ତକରେ ୧୬୭୮ ତ୍ରୁଟି: ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀଙ୍କୁ ତୁରନ୍ତ ବରଖାସ୍ତ କରିବାକୁ ଦାବି କଲା…

ଭୁବନେଶ୍ୱର: ନୂତନ ଶିକ୍ଷା ନୀତି ଅନୁସାରେ ପ୍ରକାଶିତ ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟପୁସ୍ତକରେ ମୋଟ ୧୬୭୮ଟି ତ୍ରୁଟି ଚିହ୍ନଟ ହୋଇଛି । ଏହି ତ୍ରୁଟିପୂର୍ଣ୍ଣ ପୁସ୍ତକଗୁଡ଼ିକ ରାଜ୍ୟର ବିଭିନ୍ନ ଜିଲ୍ଲାର ଛାତ୍ରଛାତ୍ରୀଙ୍କ ମଧ୍ୟରେ ବଣ୍ଟନ କରାଯାଇସାରିଛି । ଏହାକୁ ନେଇ…

ଆସନ୍ତା ୨୧ରୁ ୩୦ ଜୁନ୍‌ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଆୟୋଜିତ ହେବ ‘ସୁଭଦ୍ରା ଶକ୍ତି ସମାବେଶ’

ଭୁବନେଶ୍ୱର: ୨୧ ଜୁନ୍‌ରୁ ୩୦ ଜୁନ୍‌ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ଗ୍ରାମ ପଞ୍ଚାୟତରେ ଆୟୋଜିତ ହେବ ‘ସୁଭଦ୍ରା ଶକ୍ତି ସମାବେଶ’ । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଭୁବନେଶ୍ୱର ସ୍ଥିତ ମିଶନ ଶକ୍ତି ଭବନଠାରେ କାର୍ଯ୍ୟକ୍ରମର ପ୍ରସ୍ତୁତି ସମ୍ପର୍କରେ ସମସ୍ତ ଜିଲ୍ଲାର କ୍ଷେତ୍ରସ୍ତରୀୟ…

ଚାକିରି ବିକୁଥିଲା ଚା ଦୋକାନୀ: ଲକ୍ଷ ଲକ୍ଷ ଟଙ୍କାର ଠକେଇ, ବାପା ଓ ଝିଅ ଗିରଫ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ରେଳବାଇ ଚାକିରି କରାଇଦେବା ନାଁରେ ଏକ ବଡ଼ ଧରଣର ଠକେଇ ସାମ୍ନାକୁ ଆସିଛି। ଚା ବିକିବା ଆଳରେ ଲୋକଙ୍କୁ ଚାକିରିର ପ୍ରଲୋଭନ ଦେଖାଉଥିବା ଜଣେ ଚା ଦୋକାନୀ ଏବଂ ତାଙ୍କ ଝିଅକୁ କ୍ୟାପିଟାଲ ଥାନା ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଦ୍ୟାଧର ଦାସ…