Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

‘ଏବି ପିଏମ-ଜେଏୱାଇ’ ଯୋଜନାର କିପରି ଲାଭ ଉଠାଇ ପାରିବେ ଆସନ୍ତୁ ଜାଣିବା..

ନୂଆଦିଲ୍ଲୀ: ବର୍ତ୍ତମାନ ୭୦ ବର୍ଷରୁ ଅଧିକ ବୟସ୍କ ଲୋକମାନେ 'ଏବି ପିଏମ-ଜେଏୱାଇ' ଯୋଜନାର ଲାଭ ପାଇପାରିବେ | ଏଥିରେ କୌଣସି ଆୟ ସୀମା ରହିବ ନାହିଁ ଓ ସେମାନଙ୍କୁ  ୫ଲକ୍ଷ ଟାଙ୍କା ପର୍ଯ୍ୟନ୍ତ ମାଗଣା ଚିକିତ୍ସା ସୁବିଧା ମିଳିବ । ପୂର୍ବରୁ ଏହି ଯୋଜନା କେବଳ ଗରିବ ପରିବାର ଏବଂ ଆଶା କର୍ମୀଙ୍କ…

ଚୋରି ସନ୍ଦେହରେ ଯୁବକକୁ ପିଟି ପିଟି ମାରିଦେବା ଘଟଣା: ଏସଆଇ ସସ୍‌ପେଣ୍ଡ

ଜଳେଶ୍ୱର: ଲୁଗା ଦୋକାନରୁ ଚୋରି ଅଭିଯୋଗରେ ଯୁବକଙ୍କୁ ପିଟି ପିଟି ମାରିଦେବା ଘଟଣାରେ ଅଭିଯୁକ୍ତ ବାପା ଓ ପୁଅ ଗିରଫ। ଏହି ଘଟଣାରେ ଦାୟିତ୍ବରେ ଅବହେଳା ପାଇଁ ସାର୍ଥା ଫାଣ୍ତି ଅଧିକାରୀ ଚନ୍ଦ୍ର ଶେଖର ମହାନ୍ତି ନିଲମ୍ବିତ ହୋଇଛନ୍ତି। ସିଂଲା ଥାନା ପୋଲିସ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ…

ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ଲୁଟ୍ ପରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ

ବାଲେଶ୍ବର: ସିମୁଳିଆ ଥାନା ବାଲିଖଣ୍ଡ ବଜାର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ଲୁଟ୍ ପରେ ବ୍ୟାଙ୍କରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ରାତିରେ ବ୍ୟାଙ୍କ ଲୁଟ୍ ପରେ ଲକରରେ ନିଆଁ ଲଗାଇ ଦେଇଥିବା ସୂଚନା ମିଳିଛି। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ସୂଚନା ଅନୁସାରେ…

କିଛି ଲୋକେ ଜାଡରେ ଥରନ୍ତି ତ ଅନ୍ୟମାନଙ୍କୁ ଲାଗେନି ଶୀତ, ଜାଣନ୍ତୁ ଏହା ପଛର ବୈଜ୍ଞାନିକ କାରଣ

ବର୍ଷର ସେହି ସମୟ ପୁଣି ଯେତେବେଳେ ପ୍ରତିଦିନ ସକାଳେ ବିଛଣାରୁ ଉଠିବା ଯୁଦ୍ଧରେ ଜିତିବା ଠାରୁ କମ୍ ନୁହେଁ। ଡିସେମ୍ବର ମାସର ଶେଷ ଆଡକୁ ଶୀତର ସମ୍ପୂର୍ଣ୍ଣ ପ୍ରଭାବ ଦେଖିବାକୁ ମିଳୁଛି। ଜାଡରେ ଥରୁଛି ସାରା ଦେଶ। କିନ୍ତୁ ଏହି ଶୀତରେ ଆପଣ ଗୋଟିଏ ମଜାଦାର ଜିନିଷ ଲକ୍ଷ୍ୟ କରିଛନ୍ତି କି? ଆମ…

ସୀମା ହାଇଦରଙ୍କ ଖୁସି ଖବର ଶୁଣି କ୍ଷଭ ପ୍ରକାଶ କଲେ ସ୍ୱାମୀ: ଜାଣନ୍ତୁ କଣ କହିଲେ..

ନୂଆଦିଲ୍ଲୀ: ନିଜ ପ୍ରେମିକ ପାଇଁ ପାକିସ୍ତାନ ଛାଡି ଆସିଥିବା ସୀମା ହାଇଦର ପ୍ରେମିକ ସଚିନଙ୍କ ସହ ଭାରତରେ ରହୁଛନ୍ତି। ଉଭୟଙ୍କ ପ୍ରେମ କାହାଣୀ ପୁଣି ଗଣମାଧ୍ୟମରେ ହେଡଲାଇନ ସୃଷ୍ଟି କରିଛି​​। ସର୍ବଦା ଲୋକମାନେ ସେମାନଙ୍କର ଦାମ୍ପତ୍ୟ ଜୀବନ ଜାଣିବାକୁ ଆଗ୍ରହୀ। ପ୍ରେମ ପାଇଁ ସୀମା ପାର…

ଏସିଡ୍ ଆକ୍ରମଣ ଓ ଦୁଷ୍କର୍ମ ପୀଡିତାଙ୍କୁ ମାଗଣା ଚିକିତ୍ସା ଯୋଗାଇବାକୁ ହସ୍ପିଟାଲ ବାଧ୍ୟ: ହାଇକୋର୍ଟ

ନୂଆଦିଲ୍ଲୀ: ଦୁଷ୍କର୍ମ, ଏସିଡ୍ ଆକ୍ରମଣ ଓ ଯୌନ ହିଂସାର ଶିକାର ହୋଇଥିବା ବ୍ୟକ୍ ପାଇବେ ମାଗଣା ଚିକିତ୍ସା । ତାଙ୍କ ଚିକିତ୍ସା ପାଇଁ କୌଣସି ସରକାରୀ ବା ଘରୋଇ ହସ୍ପିଟାଲ୍ ଅବା ନର୍ସିଂହୋମ୍ ମନା କରିପାରିବେ ନାହିଁ। ଯଦି ମନା କରନ୍ତି ତେବେ ସେମାନଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଟାନ…

ଆଜିଠୁ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ

ପୁରୀ: ଆଜିଠୁ ୨ ତାରିଖ ପର୍ଯ୍ୟନ୍ତ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ ରହିବ। ଇଂରାଜୀ ନୂଆବର୍ଷ ଓ ଛୁଟି ଯୋଗୁଁ ଶ୍ରଦ୍ଧାଳୁଙ୍କ ଭିଡ଼ ସହିତ ଶୃଙ୍ଖଳିତ ନୀତିକାନ୍ତି ଓ ଦର୍ଶନକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନେଇଛି ଶ୍ରୀମନ୍ଦିର ପ୍ରଶାସନ। ଜାନୁଆରୀ ୩ ତାରିଖରୁ ପୁଣି ରତ୍ନଭଣ୍ଡାର ମରାମତି…

ଖଣିଜ ସଂପଦରେ ଭରପୂର ଏହି ଓଡ଼ିଶା: ଡଃ ହରିବାବୁ କମ୍ଭମପତି, ଜାଣନ୍ତୁ ତାଙ୍କର ରାଜନୈତିକ କ୍ୟାରିଅର

ଭୁବନେଶ୍ଵର: ବଦଳିଛନ୍ତି ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ। ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତ ହୋଇଛନ୍ତି ଡକ୍ଟର ହରିବାବୁ କମ୍ଭମପତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତ କରିଛନ୍ତି। ସେପଟେ ନୂତନ ରାଜ୍ୟପାଳଙ୍କ ନିଯୁକ୍ତି ପରେ ରାଜ୍ୟପାଳ…

ପ୍ରବାସୀ ଭାରତୀୟ ଦିବସ: ଉଦଯାପନୀ ଉତ୍ସବରେ ଯୋଗ ଦେବେ ରାଷ୍ଟ୍ରପତି

ଭୁବନେଶ୍ବର: ଭୁବନେଶ୍ଵରରେ ପ୍ରବାସୀ ଭାରତୀୟ ଦିବସରେ ଯୋଗଦେବେ ରାଷ୍ଟ୍ରପତି। ଉଦଯାପନୀ ଉତ୍ସବ ୧୦ ତାରିଖ ରେ ଯୋଗ ଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଭୁବନେଶ୍ୱରରେ ଆୟୋଜନ ହେବାକୁ ଥିବା ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସର ସଫଳ ଆୟୋଜନ ପାଇଁ ନଗର ଉନ୍ନୟନ ବିଭାଗ ପକ୍ଷରୁ ଅନୁଷ୍ଠିତ ବୈଠକ…

ଧାନର ମାନ ଖରାପ ଥିଲେ ବି କିଣିବେ ରାଜ୍ୟ ସରକାର: ମନ୍ତ୍ରୀ

ଭୁବନେଶ୍ଵର: ଧାନର FAQ ମାନ ଖରାପ ଥିଲେ ମଧ୍ୟ କିଣିବେ ରାଜ୍ୟ ସରକାର। ବର୍ଷା ପାଇଁ ଧାନର ମାନ କମିଯାଇଥିବାରୁ ଚିନ୍ତାରେ ରହିଛନ୍ତି ଚାଷୀ। କିନ୍ତୁ ସବୁ କୃଷକଙ୍କ ଧାନ କିଣାଯିବ ବୋଲି ଅଶ୍ଵାସନା  ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ଏଥିପାଇଁ ସବୁ ଜିଲ୍ଲାପାଳଙ୍କୁ…