Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ଫଶିଲେ ଏମଆଇ

କୋରାପୁଟ: ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫଶିଲେ କୋରାପୁଟ ଜିଲ୍ଲା ଦଶମନ୍ତପୁର ବ୍ଲକର ଯୋଗାଣ ସାହାୟିକା (ଏମଆଇ) । କୋରାପୁଟ ଜିଲ୍ଲାର ଦଶମନ୍ତପୁର ବ୍ଲକରେ କାର୍ଯ୍ୟ କରୁଥିବା ଜଣେ ଚୁକ୍ତି ଭିତ୍ତିକ କର୍ମଚାରୀଙ୍କ ଦରମା କରିବା ପାଇଁ ଲାଞ୍ଚ ନେଉଥିଲେ ଏମଆଇମମତା ବେହେରା । ଖବର ମୁତାବକ,…

୨୦୨୪ ନିର୍ବାଚନରେ ଅନିୟମିତତା ଅଭିଯୋଗ; ନିର୍ବାଚନ କମିଶନଙ୍କୁ ଫେରାଦ ହେଲା ବିଜେଡି

ଭୁବନେଶ୍ୱର: ୨୦୨୪ ସାଧାରଣ ନିର୍ବାଚନରେ ବଡ଼ ଅନିୟମିତତା ଅଭିଯୋଗ ଆଣିଛି ବିଜୁ ଜନତା ଦଳ । ଭୋଟ ଦାନ ସଂଖ୍ୟା ନେଇ ଦୁଇ ପ୍ରକାରର ତଥ୍ୟ ସାମ୍ନାକୁ ଆସିଛି । ଯାହାକୁ ନେଇ ସୋମବାର ବିଜେଡି ସଂସଦୀୟ ଟିମ୍‌ ନିର୍ବାଚନ କମିଶନରଙ୍କୁ ଭେଟି ଅଭିଯୋଗ କରିଛନ୍ତି । ବିଜେଡି ଅଭିଯୋଗ ଆଣିଛି ଯେ,…

ଅବିକା ୨୦୨୫ କ୍ୟାଲେଣ୍ଡର ଗ୍ରାଣ୍ଡଫିନାଲେ; ଇପ୍ସିତା ନନ୍ଦ ‘ଫେସ୍ ଅଫ୍ ଦ ଇୟର’

ଭୁବନେଶ୍ବର: 'ଅବିକା ତରଫରୁ ଆୟୋଜିତ କ୍ୟାଲେଣ୍ଡର ମଡେଲ୍ ପ୍ରତିଯୋଗିତା-୫ରେ ‘ଫେସ୍ ଅଫ୍ ଦ ଇୟର-୨୦୨୫’ ଭାବେ ମନୋନୀତ ହୋଇଛନ୍ତି ବାଲେଶ୍ବର ଝିଅ ଇପ୍ସିତା ନନ୍ଦ । ଓଡିଶାର ପାରମ୍ପରିକ ହସ୍ତତନ୍ତ ଏବଂ ବୁଣାକାରମାନଙ୍କୁ ଉତ୍ସାହିତ କରିଥିବାରୁ ତାଙ୍କୁ ପୁରସ୍କାର ପାଇଁ ମନୋନୀତ କରାଯାଇଛି ।…

ପ୍ରେମିକା ଲରେନଙ୍କୁ ବାହାହେବେ ଆମାଜନର ମାଲିକ, ଖର୍ଚ୍ଚ ହେବ ୫ହଜାର କୋଟି

ନୂଆଦିଲ୍ଲୀ: ବିଶ୍ୱର ଧନୀ ବ୍ୟକ୍ତିଙ୍କ ମଧ୍ୟରେ ଜଣେ ତଥା ଆମାଜନର ପ୍ରତିଷ୍ଠାତା କୋଟିପତି 60 ବର୍ଷୀୟ ଜେଫ୍ ବେଜୋସ୍ ଖୁବ୍ ଶୀଘ୍ର ତାଙ୍କ ପ୍ରେମିକା 55 ବର୍ଷୀୟ ଲରେନ୍ ସାଞ୍ଚେଜଙ୍କ ସହ ବିବାହ କରିବାକୁ ଯାଉଛନ୍ତି । ଏହି ବିବାହ କଲୋରାଡୋର ଆସ୍ପେନରେ ଅନୁଷ୍ଠିତ ହେବ । ସୂତ୍ରରୁ ଜଣାପଡିଛି…

ଖ୍ରୀଷ୍ଟମାସ ଉପଲକ୍ଷେ ବାଲୁକା ଶିଳ୍ପୀ ମାନସ ସାହୁଙ୍କ ବାଲୁକା ପାର୍କ ପୁନଃ ଲୋକାର୍ପିତ

ପୁରୀ: ସବୁ ବର୍ଷ ଭଳି ଏବର୍ଷ ଖ୍ରୀଷ୍ଟମାସରେ ପୁରୀ ଲାଇଟ ହାଉସ ନିକଟସ୍ଥ ମାନସ ସାହୁ ସ୍ୟାଣ୍ଡ ଆର୍ଟ ପାର୍କ ରେ ୟୁରୋପିୟାନ ଢାଞ୍ଚାର ବାଲୁକା କଳା ମାନ ପ୍ରସ୍ତୁତ କରାଯାଇଛି । ଭାରତର ଏହା ଏକମାତ୍ର ବାଲୁକା କଳା ପାର୍କ, ଯେଉଁଥିରେ ସମସ୍ତେ ନିଃଶୁଳ୍କ ବର୍ଷ ବର୍ଷ ଧରି ଅତି ନିଖୁଣ ବାଲୁକା…

ଲୋନ୍ ନେଇଥିବା ବ୍ୟକ୍ତିଙ୍କ ମୃତ୍ୟୁ ପରେ ବ୍ୟାଙ୍କ କାହାଠାରୁ ଲୋନ୍ ପୁନରୁଦ୍ଧାର କରେ ଜାଣନ୍ତୁ ..

ଭୁବନେଶ୍ବର: ଆପଣ କେବେ ଭାବିଛନ୍ତି କି, ଯଦି କ କୌଣସି ବ୍ୟକ୍ତି ବ୍ୟାଙ୍କରୁ ଘର,କାର କିମ୍ବା ଅନ୍ୟ କୌଣସି ଋଣ ନେଇଥାଏ ଏବଂ ଋଣ ଅବଧି ମଧ୍ୟରେ କୌଣସି କାରଣରୁ ସେହି ବ୍ୟକ୍ତି ହଠାତ୍ ମରିଯାଆନ୍ତି, ତେବେ ବ୍ୟାଙ୍କର ଋଣ କିଏ ସୁଝିବ ? ଅନେକ ଲୋକ ଭାବନ୍ତି  ଯେ, ଯଦି ଋଣ ନେଇଥିବା ବ୍ୟକ୍ତି…

ପ୍ରଥମଥର ସାଧାରଣତନ୍ତ୍ର ଦିବସ ପରେଡ଼କୁ ବିମାନ ଯୋଗେ ଯାତ୍ରା କରିବେ ଏନସିସି କ୍ୟାଡ଼େଟ୍

ଭୁବନେଶ୍ୱର: ଏଥର ଦିଲ୍ଲୀର ରାଜପଥରେ ହେବାକୁ ଥିବା ୭୬ ତମ ସାଧାରଣତନ୍ତ୍ର ଦିବସ ପରେଡ଼ରେ ଓଡ଼ିଶା ନିର୍ଦ୍ଦେଶାଳୟର ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ (ଏନସିସି) କଣ୍ଟିଜେଣ୍ଟ ରାଜ୍ୟର ପ୍ରତିନିଧିତ୍ୱ କରିବ । ଓଡିଶା ଏନସିସିର ୭୫ ବର୍ଷର ଇତିହାସରେ ପ୍ରଥମ ଥର ପାଇଁ ରାଜ୍ୟ ସରକାରଙ୍କ ସହଯୋଗରେ…

୨୦୩୦ ସୁଦ୍ଧା ୭.୫ ଗିଗାୱାଟ୍ ଶକ୍ତି ଉତ୍ପାଦନ ଲକ୍ଷ୍ୟ: ଉପ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଓଡ଼ିଶା ସରକାର ଅକ୍ଷୟ ଶକ୍ତି ଉତ୍ପାଦନ ପାଇଁ ଦୃଢ ପ୍ରତିଶୃତିବଦ୍ଧ l ଅକ୍ଷୟ ଶକ୍ତିରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ ଭାବେ ପରିଗଣିତ ହେବ l ନିବେଶକଙ୍କ ପାଇଁ ଓଡ଼ିଶାର ଜଳବାୟୁ ମଧ୍ୟ ଅନୁକୂଳ ଏବଂ ଆବଶ୍ୟକୀୟ ସହାୟତା ମଧ୍ୟ ଆମେ ଯୋଗାଇଦେବା ପାଇଁ ପ୍ରସ୍ତୁତ l ପ୍ରଧାନମନ୍ତ୍ରୀ ମଧ୍ୟ…

କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ: ସାନି ମେରିଟ୍‌ ଲିଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ: ରାଜ୍ୟରେ ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବୀ ପୂରଣ ପ୍ରସଙ୍ଗ । ଏନେଇ ହାଇକୋର୍ଟ ଆଜି ବଡ଼ ନିର୍ଦ୍ଦେଶ ଦେଇଛନ୍ତି । ନୂଆ କଟ୍-ଅଫ୍ ମାର୍କ ସ୍ଥିର କରି ପୁନଃ ମେରିଟ୍ ଲିଷ୍ଟ ଜାରି କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଉଚ୍ଚ ନ୍ୟାୟାଳୟ । ନିଯୁକ୍ତିରୁ ବଞ୍ଚିତ ଆଶାୟୀଙ୍କ ପିଟିସନ୍ ଉପରେ…

୧ ଜାନୁଆରୀରୁ ହ୍ବାଟ୍ସଆପ୍ ଏହି ସ୍ମାର୍ଟଫୋନରେ କରିବନି କାମ, ଥରେ ଚେକ୍ କରନ୍ତୁ ତାଲିକା..

ନୂଆଦିଲ୍ଲୀ: ଯଦି ଆପଣ ଏକ ଆଣ୍ଡ୍ରଏଡ୍ ସ୍ମାର୍ଟଫୋନ୍ ବ୍ୟବହାର କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ବିଶେଷ ଅଟେ | ହ୍ବାଟ୍ସଆପ୍ ଏକ ନିଷ୍ପତ୍ତି ନେଇଛି ଯାହା ଆଣ୍ଡ୍ରଏଡ୍ (Android) ଫୋନ୍ ଚଳାଉଥିବା ଉପଭୋକ୍ତାଙ୍କୁ ପ୍ରଭାବିତ କରିବ। ବାସ୍ତବରେ, ଜାନୁଆରୀ ୧, ୨୦୨୫ରୁ କିଛି ଆଣ୍ଡ୍ରଏଡ୍…