Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଆସିଲା ଖୁସି ଖବର, ଇପିଏଫଓ କର୍ମଚାରୀଙ୍କ ବଢିପାରେ ବେତନ

ନୂଆଦିଲ୍ଲୀ:ଆସିଲା ଇପିଏଫଓ ଧାରକଙ୍କ ପାଇଁ ଖୁସି ଖବର । କର୍ମଚାରୀ ଭବିଷ୍ୟନିଧି ପାଣ୍ଠି(EPF) ଯୋଜନା ବେତନ ସୀମାକୁ କେନ୍ଦ୍ର ସରକାର ଖୁବ ଶୀଘ୍ର ୧୫ ହଜାରରୁ ୩୦ ହଜାର ଟଙ୍କାକୁ ବୃଦ୍ଧି କରିପାରନ୍ତି । ଏହାପୂର୍ବରୁ ସେପ୍ଟେମ୍ବର ୨୦୧୪ ରେ ସରକାର ବେତନ ସୀମାକୁ ଦ୍ୱିଗୁଣିତ କରି ୬,୫୦୦ ରୁ…

ଡିସେମ୍ବର ୨୩ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି

ଭୁବନେଶ୍ୱର: ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି । ଆସନ୍ତା ଡିସେମ୍ବର ୨୩ତାରିଖ ସୋମବାର ଦିନ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ଏନେଇ ସୂଚନା ଦେଇଛି ରାଜ୍ୟ ସାଧାରଣ ଅ ସାଧାରଣ ଅଭିଯୋଗ ବିଭାଗ। ସୂଚନା ଅନୁସାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫସିଲେ ଦୁଇ ଟେକ୍ସଟାଇଲ ଇନ୍ସପେକ୍ଟର

ବୌଦ୍ଧ: ଭିଜିଲାନ୍ସ ଜାଲରେ ଦୁଇ ଟେକ୍ସଟାଇଲ ଇନ୍ସପେକ୍ଟର । ଜଣେ ବ୍ୟକ୍ତିଙ୍କ ନିକଟରୁ ୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଶୁକ୍ରବାର ଧରାପଡ଼ିଛନ୍ତି ବୟନ ଶିଳ୍ପ ଇନ୍ସପେକ୍ଟର କୃଷ୍ଣଚନ୍ଦ୍ର ସାହୁ ଏବଂ ଆଦିତ୍ୟ କୁମାର ଦାସ । ସୂଚନା ଅନୁସାରେ, ବାଉଁଶୁଣୀ ସମବାୟ ସମିତିର ବିଲ୍…

ବିନା ଅନୁମତିରେ ମନା ଜିରୋ ନାଇଟ ସେଲିବ୍ରେସନ୍

ଭୁବନେଶ୍ବର: ପାଖେଇ ଆସୁଛି ନୂଆବର୍ଷ । ଜିରୋ ନାଇଟ ସେଲିବ୍ରେସନ୍ ପାଇଁ ପ୍ରସ୍ତୁତ ହେଲେଣି ଯୁବବର୍ଗ । ହେଲେ ଏହାକୁ ନେଇ ବଡ ନିଷ୍ପତ୍ତି ଶୁଣାଇଛି ଅବକାରୀ ବିଭାଗ । ଜିରୋ ନାଇଟ୍ ସେଲିବ୍ରେସନ୍ ପାଇଁ ଅବକାରୀ ବିଭାଗର କଟକଣା ଜାରି କରିଛି । ଡିସେମ୍ବର ୩୧ ତାରିଖରେ ଜିରୋ ନାଇଟ୍ ଆୟୋଜନ ପାଇଁ…

ପ୍ରାଚୀନ ଇଜିପ୍ଟର କବରରୁ ମିଳିଲା ସୁନା ‘ଜିଭ’ଓ ‘ନଖ’

ନୂଆଦିଲ୍ଲୀ: ପ୍ରତ୍ନତତ୍ତ୍ୱବିତମାନେ ଗ୍ରୀକ୍-ରୋମାନ୍ ସମୟରୁ ସୁନ୍ଦର ଭାବରେ ସଜାଯାଇଥିବା କବର ଭିତରେ ୧୩ଟି ଚମତ୍କାର ସୁବର୍ଣ୍ଣ ଜିଭ ଏବଂ ନଖ ଆବିଷ୍କାର କରିଛନ୍ତି । ମିଶର ମିନିୟା ପ୍ରଦେଶରେ ଅବସ୍ଥିତ ଅଲ-ବହନସା ପ୍ରତ୍ନତାତ୍ତ୍ୱିକ ସ୍ଥାନରେ ଟୋଲେମି କାଳର ଏକ ଗୁରୁତ୍ୱପୂର୍ଣ୍ଣ ଆବିଷ୍କାର…

ବଙ୍ଗୋପସାଗରରେ ଆଗାମୀ ୧୨ ଘଣ୍ଟା ମଧ୍ୟରେ ହୋଇପାରେ ଅବପାତ

ଭୁବନେଶ୍ବର: ବଙ୍ଗୋପସାଗରରେ ହୋଇପାରେ ଅବପାତ। ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ  ଆଗାମୀ ୧୨ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ଏକ ଅବପାତରେ ପରିଣତ ହେବାରେ ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବିଭାଗ ସୂଚନା ଅନୁଯାୟୀ, ଏହି ଲଘୁଚାପ ଆଗାମୀ ୧୨ ଘଣ୍ଟାରେ…

ପ୍ରିୟଙ୍କାଙ୍କୁ ବ୍ୟାଗରେ ଜବାବ

ନୂଆଦିଲ୍ଲୀ: ବ୍ୟାଗକୁ ନେଇ ସଂସଦର ଶୀତ ଅଧିବେଶନରେ ଚର୍ଚ୍ଚାରେ ରହିଛନ୍ତି ପ୍ରିୟଙ୍କା ଗାନ୍ଧୀ । କେତେବେଳେ ପାଲେଷ୍ଟାଇନ୍ ତ କେତେବେଳେ ବାଂଲାଦେଶ ସଂଖ୍ୟାଲଘୁଙ୍କ ସଂପର୍କିତ ବାର୍ତ୍ତା ଲେଖାଥିବା ବ୍ୟାଗ ନେଇ ସଂସଦକୁ ଆସିଛନ୍ତି ପ୍ରିୟଙ୍କା । ତେବେ ଶୀତଅଧିବେଶନର ଶେଷ ଦିନରେ ପ୍ରିୟଙ୍କାଙ୍କୁ…

କାମ ଦେବ କି କେଜ୍ରିଓ୍ବାଲଙ୍କ ‘ମାଗଣା’ ଘୋଷଣା?

ନୂଆଦିଲ୍ଲୀ: ଦିଲ୍ଲୀ ନିର୍ବାଚନରେ ଗେମଚେଞ୍ଜର ହେବ କି ସଂଜୀବନୀ ଯୋଜନା? ନିର୍ବାଚନ ପୂର୍ବରୁ ବରିଷ୍ଠ ନାଗରିକଙ୍କ ସ୍ବାସ୍ଥ୍ୟସେବା ନେଇ ବଡ ଘୋଷଣା କରିଛନ୍ତି ଅରବିନ୍ଦ କେଜ୍ରିଓ୍ବାଲ । ମାସେ ଭିତରେ ଆପ୍ ପକ୍ଷରୁ ମହିଳାଙ୍କଠାରୁ ବରିଷ୍ଠ ନାଗରିକ ପୁଣି ଅଟୋ ଡ୍ରାଇଭରଙ୍କ ପାଇଁ ଜନକଲ୍ୟାଣକାରୀ…

ରୁଷ ୟୁକ୍ରେନ୍ ଯୁଦ୍ଧରେ ପଡିବ ବିରାମ: ପୁଟିନ୍ କହିଲେ, ମୁଁ ରାଜି!

ନୂଆଦିଲ୍ଲୀ:  ପାଖାପାଖି ଦୀର୍ଘ ୧୧ ବର୍ଷ ପରେ ବନ୍ଦ ହେବ ରୁଷ-ୟୁକ୍ରେନ୍ ଯୁଦ୍ଧ । ବହୁ ବାଦବିବାଦ, ମରଣ, ତର୍କବିତର୍କ, ବୁଝାମଣା ପରେ ଏବେ ବାସ୍ତବରେ ପଡିବ ବିରାମ । ଯୁଦ୍ଧ ବନ୍ଦ ପାଇଁ ସଙ୍କେତ ଦେଇଛନ୍ତି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ । ଗୁରୁବାର ରୁଷିଆବାସୀଙ୍କୁ ବର୍ଷର ଶେଷ…

ବାବା ସାହେବଙ୍କୁ କାହିଁକି ପସନ୍ଦ ଥିଲା ନୀଳ ରଙ୍ଗ? ରାହୁଲ ଗାନ୍ଧୀ ମଧ୍ୟ ବଦାଳଇ ଦେଲେ ନିଜ ଟି-ସାର୍ଟର ରଙ୍ଗ

ନୂଆଦିଲ୍ଲୀ: ବାବା ସାହେବ ଭୀମ ରାଓ ଆମ୍ବେଦକରଙ୍କ ଉପରେ ଅମିତ ଶାହାଙ୍କ ମନ୍ତବ୍ୟ ପରେ ରାଜନୀତି ଉଠୁଛି ପଡୁଛି। ତେବେ ଏହି ବିବାଦ ମଧ୍ୟରେ ରାହୁଲ ଗାନ୍ଧୀ ତାଙ୍କ ମତ ବଦଳାଇଥିବା ଜଣାପଡିଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଟି-ସାର୍ଟର ରଙ୍ଗ ବଦଳି ଯାଇଛି। ଆମ୍ବେଦକର ବିବାଦ ମଧ୍ୟରେ ସେ…