Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଗିରଫ ହେଲେ କନିଷ୍ଠ କିରାଣୀ ଦେବଜାନୀ କର

ଭୁବନେଶ୍ବର: ଗିରଫ ହେଲେ କନିଷ୍ଠ କିରାଣୀ ଦେବଜାନୀ କର। ସୋମବାର ଲାଞ୍ଚ ନେଉଥିବା ସମୟରେ ରେଡ୍ ହ୍ୟାଣ୍ଡରେ ଧରିଥିଲା ଭିଜିଲାନ୍ସ। ଖଣ୍ଡଗିରି ସବରେଜିଷ୍ଟ୍ରାର ଅଫିସର କନିଷ୍ଠ କିରାଣୀ ଦେବଜାନୀ କର ଲାଞ୍ଚ ନେଉଥିବା ସମୟରେ ମାଡିବସିଥିଲା ଭିଜିଲାନ୍ସ। ତାଙ୍କ କାର୍ଯ୍ୟାଳୟରୁ ୧୫ଲକ୍ଷ ୮ହଜାର…

ଆଜି ସଂସଦରେ ପାରିତ ହୋଇପାରେ ‘ଓ୍ବାନ୍ ନେସନ୍ ଓ୍ବାନ୍ ଇଲେକ୍ସନ୍’ ବିଲ୍

ନୂଆଦିଲ୍ଲୀ: ଆଜି ସଂସଦର ଶୀତକାଳୀନ ଅଧିବେଶନରେ ମୋଦି ସରକାର ତାଙ୍କର ବହୁ କଥିତ ଗୋଟିଏ ଦେଶ ଏବଂ ଗୋଟିଏ ନିର୍ବାଚନ ବଲ୍ ପାରିତ କରିପାରନ୍ତି । ଏନେଇ ଆଲୋଚନା ପାଇଁ ଯୁଗ୍ମ ସଂସଦୀୟ କମିଟିକୁ ପ୍ରସ୍ତାବ ପଠାଯାଇପାରେ । ଲୋକସଭା ତଥା ରାଜ୍ୟସଭା ପାଇଁ ହେଉଥିବା ନିର୍ବାଚନକୁ ଏକାଠି ଭାବେ…

ନବୀନ ପଟ୍ଟନାୟକଙ୍କୁ ମିଳିଛି ୱାଇ ପ୍ଲସ ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ମିଳିଛି ୱାଇ ପ୍ଲସ କ୍ୟାଟାଗୋରି ସୁରକ୍ଷା। ବିଧାନସଭାରେ ଏଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟରେ କୌଣସ ଅଧିକାରୀଙ୍କୁ ଜେଡ୍‌+ କିମ୍ବା ୱାଇ+ ଶ୍ରେଣୀ ସୁରକ୍ଷା ଯୋଗାଇ ଦିଆଯାଉ ନ ଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।…

ଛତିଶାନିଯୋଗ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା, ରତ୍ନଭଣ୍ଡାର ମରାମତିକୁ ଫୋକସ୍

ପୁରୀ: ମଙ୍ଗଳବାର ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଛତିଶାନିଯୋଗ ବୈଠକ ଅନୁଷ୍ଠିତ ହେବ। ଏଥିରେ ରତ୍ନଭଣ୍ଡାର ମରାମତି ସମ୍ପର୍କରେ ଆଲୋଚନା ହୋଇପାରେ। ଏହାସହ ଶ୍ରୀମନ୍ଦିରରେ ପୂଜା ନୀତି ଏବଂ ଅନ୍ୟାନ୍ୟ କାର୍ଯ୍ୟକ୍ରମ କିଭଳି ସହଳ କରାଯାଇ ପାରିବ ସେନେଇ ଆଲୋଚନା ହୋଇ ପରେ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ…

‘ଫତେହ’ ଟିଜର ଆଉଟ: ଭୟଙ୍କର ଅବତାରରେ ନଜର ଆସିଲେ ସୋନୁ ସୁଦ୍

ମୁମ୍ବାଇ: ରିଲିଜ ହେଲା ଫିଲ୍ମ ‘ଫତେହ’ର ଟିଜର। ବଲିଉଡ଼ ଅଭିନେତା ସୋନୁ ସୁଦ୍ ତାଙ୍କ ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘ଫତେହ’କୁ ନେଇ ଏବେ ଖୁବ୍ ଚର୍ଚ୍ଚାରେ ଅଛନ୍ତି। ଚଳିତ ବର୍ଷ ଜୁଲାଇରେ ଅଭିନେତା ନିଜ ଜନ୍ମଦିନ ଅବସରରେ ‘ଫତେହ’ର ନୂଆ ପୋଷ୍ଟର ଜାରି କରି ଏହାର ମୁକ୍ତିଲାଭ ତାରିଖ ଘୋଷଣା…

ଆଜି ସରୁଛି ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତଙ୍କ କାର୍ଯ୍ୟକାଳ, ଲେଖିଲେ ଭାବବିହ୍ବଳ ପୋଷ୍ଟ

ନୂଆଦିଲ୍ଲୀ: ଆଜି ସରୁଛି ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କ କାର୍ଯ୍ୟକାଳ। କୋଭିଡ୍ ମହାମାରୀ ସହ ଦୀର୍ଘ ୬ବର୍ଷ କାଳ ସଫଳତାର ସହ ଦାୟିତ୍ୱ ତୁଲାଇଛନ୍ତି। ଏହି ଅବସରରେ ସେ ସୋସିଆଲ ମିଡ଼ିଆ ‘ଏକ୍ସ’ରେ ଭାବବିହ୍ନଳ ପୋଷ୍ଟ କରିଛନ୍ତି। ଏଥି ସହ ପ୍ରଧାନମନ୍ତ୍ରୀ ମୋଦି ଓ ଅର୍ଥମନ୍ତ୍ରୀଙ୍କୁ…

ଉତ୍ତରପ୍ରଦେଶରୁ ଆସିଲା ଆଳୁ, କେଜି ୩୦ ଟଙ୍କାରେ କିଣିଲେ ଖାଉଟି

ଭୁବନେଶ୍ୱର: ପଶ୍ଚିମବଙ୍ଗରୁ ଆଳୁ ଆସିବା ବନ୍ଦ ହେବାପରେ ରାଜ୍ୟରେ ଖାଉଟି ମାନଙ୍କୁ ସୁଲଭ ମୂଲ୍ୟରେ ଆଳୁ ଯୋଗାଇ ଦେବା ନିମନ୍ତେ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି । ରାଜ୍ୟ ସରକାର ନାଫେଡ ମାଧ୍ୟମରେ ଆଳୁ କିଣିବା ସହ ଖାଉଟି ମାନଙ୍କୁ କିଲୋଗ୍ରାମ ପିଛା ୩୦ ଟଙ୍କାରେ ଯୋଗାଇ ଦେଉଛନ୍ତି ।…

ଓଡ଼ିଶାର ୨ ରେଳ ଫ୍ଲାଏଓଭର ନିର୍ମାଣ ପାଇଁ ୫୦୯ କୋଟି ମଞ୍ଜୁରୀ

ଭୁବନେଶ୍ୱର: ରାଜ୍ୟର କଟକ ଏବଂ ରାୟଗଡା ଜିଲ୍ଲାରେ ଦୁଇଟି ପ୍ରମୁଖ ରେଳ ଫ୍ଲାଏଓଭର ନିର୍ମାଣ ପାଇଁ ୫୦୯ କୋଟି ଟଙ୍କା ମଞ୍ଜୁର କରିଛି ମନ୍ତ୍ରଣାଳୟ । ଏହି ପଦକ୍ଷେପ ଭାରତୀୟ ରେଳର ଭିତ୍ତିଭୂମି ସୁଦୃଢ କରିବ । ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ତାଙ୍କର ଗତ ଓଡିଶା ଗସ୍ତ ସମୟରେ ଓଡିଶାରେ ଏହି ରେଳ…

ଭଦ୍ରକ ଓ ରାଣୀତାଲ ରେଳ ଷ୍ଟେସନ ମଧ୍ୟରେ ଚାଲିଛି ତୃତୀୟ ଲାଇନ ନିର୍ମାଣ କାମ

ଭୁବନେଶ୍ୱର: ଦେଶର ପ୍ରମୁଖ ରେଳ ଷ୍ଟେସନଗୁଡିକର ନବୀକରଣ ଏବଂ ଆଧୁନିକୀକରଣ ପାଇଁ ଭାରତୀୟ ରେଳବାଇର ବୃହତ ଯୋଜନାର ଏକ ଅଂଶ ଭାବରେ ଭଦ୍ରକ ରେଳ ଷ୍ଟେସନରେ ଗୁରୁତ୍ୱପୂର୍ଣ୍ଣ ୟାର୍ଡ଼ ପୁନଃନିର୍ମାଣ କାର୍ଯ୍ୟ ଚାଲୁରହିଛି । ପୂର୍ବତଟ ରେଳପଥ ରେଳ ନେଟୱାର୍କର ଏକ ପ୍ରମୁଖ ହବ୍, ଏହି…

ଓଡ଼ିଶା କ୍ଲାଇମେଟ ଚେଞ୍ଜ କନ୍‌କ୍ଲେଭ: ଜଳବାୟୁ ପରିବର୍ତ୍ତନ ଏକ ବିଶ୍ୱବ୍ୟାପୀ ଘଟଣା ପାଲଟିଛି

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ ଓ ଏଭର ଗ୍ରୀନ୍‌ ଫୋରମ୍‌ ଦ୍ୱାରା ବିଶ୍ୱ ଜଳବାୟୁ ଦିବସ ଉପଲକ୍ଷେ ଆୟୋଜିତ ‘ଓଡ଼ିଶା କ୍ଲାଇମେଟ ଚେଞ୍ଜ କନ୍‌କ୍ଲେଭ’ ଅନୁଷ୍ଠିତ ହୋଇଯାଇଛି। ଜଳବାୟୁ ପରିବର୍ତ୍ତନ ଆଉ କାହାଣୀ ନୁହେଁ ଏହା ଏକ ଭୈାଗଳିକ ତଥା ପ୍ରତ୍ୟକ୍ଷ ଭାବେ ଅନୁଭୂତ ହେଉଥିବା ଘଟଣା ପାଲଟିଛି।…