Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ବେଆଇନ ଲିଙ୍ଗ ନିରୂପଣ ଓ ବେଆଇନ ଗର୍ଭପାତ ବିରୁଦ୍ଧରେ କଡ଼ା କାର୍ଯ୍ୟାନୁଷ୍ଠାନ

ସୋର: ବାଲେଶ୍ୱରରେ ବେଆଇନ ଲିଙ୍ଗ ନିରୂପଣ ଓ ବେଆଇନ ଗର୍ଭପାତ (MTP) ବିରୁଦ୍ଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ପିସି ପିଏନଡିଟି ଆଇନ ଅଧୀନରେ ରାଜ୍ୟ କର୍ତ୍ତୃପକ୍ଷ ଏବଂ ବାଲେଶ୍ୱର ଜିଲ୍ଲା କର୍ତ୍ତୃପକ୍ଷଙ୍କ ମିଳିତ ଉଦ୍ୟମରେ, ପିସି ପିଏନଡିଟି ଆଇନ ଉଲ୍ଲଙ୍ଘନ ସୂଚନା ଆଧାରରେ ସୋର…

ରାଜ୍ୟ ସରକାରଙ୍କର ୨ ବର୍ଷର ବିଫଳ ଶାସନ ବିରୁଦ୍ଧରେ ଓଡ଼ିଶା ଯୁବ ଜନତା କଂଗ୍ରେସର ବିକ୍ଷୋଭ

ଭୁବନେଶ୍ୱର: ଓଡ଼ିଶା ଯୁବ ଜନତା କଂଗ୍ରେସ ପକ୍ଷରୁ ଭୁବନେଶ୍ୱରର ଖାରବେଳନଗର ଠାରୁ ମାଷ୍ଟରକ୍ୟାଣ୍ଟିନ ପର୍ଯ୍ୟନ୍ତ ବିଶାଳ ବିକ୍ଷୋଭ ଶୋଭାଯାତ୍ରା ଅନୁଷ୍ଠିତ ହୋଇଛି । ଓଡ଼ିଶା ଯୁବ ଜନତା କଂଗ୍ରେସ ସଭାପତି ଆର୍ଯ୍ୟବୀର ଲେଙ୍କାଙ୍କ ନେତୃତ୍ୱରେ ଏହି ଶୋଭାଯାତ୍ରା ବାହାରିଥିଲା । ଓଡ଼ିଶା ଜନତା…

କରୋନାର କରାଳ ରୂପ: ୨ ଜଣଙ୍କ ମୃତ୍ୟୁ ପରେ ଓଡ଼ିଶାରେ ବଢ଼ିଲା ଟେନସନ୍, ସୀମାନ୍ତରେ ହାଇ ଆଲର୍ଟ…

ଭୁବନେଶ୍ୱର: ପୁଣି ଥରେ ମୁଣ୍ଡ ଟେକିଲାଣି କରୋନା ଆତଙ୍କ। ଲୋକେ ଭାବି ନେଇଥିଲେ ଯେ ମହାମାରୀ ସମ୍ପୂର୍ଣ୍ଣ ରୂପେ ଶେଷ ହୋଇଯାଇଛି, କିନ୍ତୁ ପଡ଼ୋଶୀ ଆନ୍ଧ୍ର ପ୍ରଦେଶରୁ ଆସିଥିବା ଏକ ଖବର ଏବେ ସମସ୍ତଙ୍କ ଚିନ୍ତା ବଢ଼ାଇ ଦେଇଛି। ଆନ୍ଧ୍ରରେ ପୁଣି ଥରେ କୋଭିଡ୍-୧୯ ନିଜର କରାଳ ରୂପ ଦେଖାଇବା ଆରମ୍ଭ…

ଦିଲ୍ଲୀ ଦରବାରରେ ଗର୍ଜିବ ଶଙ୍ଖ! ୪ ସାଂସଦଙ୍କ ହାତରେ ନବୀନ ଧରାଇଲେ ‘ସ୍ପେଶାଲ୍ ବ୍ଲୁ-ପ୍ରିଣ୍ଟ’, ରାଜ୍ୟର…

ଭୁବନେଶ୍ୱର: ସଂସଦର ଆସନ୍ତା ମୌସୁମୀ ଅଧିବେଶନ ପୂର୍ବରୁ ଓଡ଼ିଶା ରାଜନୀତିରେ ବଡ଼ ହଲଚଲ। ଦିଲ୍ଲୀରେ ବିରୋଧୀ ଦଳ ଭୂମିକାରେ ଥିବା ବିଜେଡି ଏଥର ସରକାରଙ୍କୁ ସହଜରେ ଛାଡ଼ିବା ମୁଡ୍‌ରେ ନାହିଁ। ରାଜ୍ୟ ସ୍ୱାର୍ଥ ସହ ଜଡ଼ିତ ଏକାଧିକ ସମ୍ବେଦନଶୀଳ ପ୍ରସଙ୍ଗକୁ ନେଇ ସଂସଦରେ ଶାସକ ଦଳକୁ କୋଣଠେସା…

ଚୌଦ୍ୱାର ରାଜନୀତିକୁ ନେଇ ନବୀନ ନିବାସରେ ବଡ଼ ହଲଚଲ, ସାମ୍ନାକୁ ଆସିଲା ନୂଆ ରଣନୀତି…

ଭୁବନେଶ୍ୱର: ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳ ବିଜେପିରେ ସାମିଲ ହେବା ପରେ ଚୌଦ୍ୱାର-କଟକ ନିର୍ବାଚନ ମଣ୍ଡଳୀର ରାଜନୀତି ସରଗରମ ହୋଇଉଠିଛି। ଦଳ ଭିତରେ ବଡ଼ ଓଲଟପାଲଟ ଆଶଙ୍କା ପ୍ରକାଶ ପାଉଥିବା ବେଳେ ଏହାକୁ ପ୍ରତିହତ କରିବା ପାଇଁ ଶଙ୍ଖ ଭବନ ଓ ନବୀନ ନିବାସ ଏବେ ପୂରା ସକ୍ରିୟ। ଆଜି ନବୀନ…

IED blast targets Assam Rifles: ଆସାମ ରାଇଫଲ୍ସ କନଭୟ ନିକଟରେ ଆଇଇଡି ବିସ୍ଫୋରଣ; ଜଣେ ଯବାନ ସହିଦ, ୪ ଆହତ

ନୂଆଦିଲ୍ଲୀ:ନାଗାଲାଣ୍ଡର ଶୋଖୁଭି-ଚୁମୌକେଡିମା ରାସ୍ତାରେ ଏକ ସନ୍ଦିଗ୍ଧ ଆଇଇଡି( ଇମ୍ପ୍ରୋଭାଇଜଡ୍ ଏକ୍ସପ୍ଲୋସିଭ୍ ଡିଭାଇସ୍ -IED) ବିସ୍ଫୋରଣରେ ଆସାମ ରାଇଫଲ୍ସର ଜଣେ ଯବାନ ସହିଦ ହୋଇଛନ୍ତି ଏବଂ ଅନ୍ୟ ଚାରି ଜଣ ଆହତ ହୋଇଛନ୍ତି। ସପ୍ତାହ ମଧ୍ୟରେ ଦ୍ୱିତୀୟ ଥର ପାଇଁ ଆସାମ ରାଇଫଲ୍ସର ଏକ…

ରାଜଧାନୀ ରାଜରାସ୍ତାରେ ମହିଳା ସରପଞ୍ଚଙ୍କ ଜିଦ୍: ‘ନ୍ୟାୟ ନ ମିଳିବା ଯାଏଁ ଉଠିବିନି…’ ଜାଣନ୍ତୁ…

ଭୁବନେଶ୍ୱର: ରାଜଧାନୀର ଲୋୟର ପିଏମଜି ଛକରେ ଏବେ ଦେଖିବାକୁ ମିଳିଛି ଜଣେ ମହିଳା ଲୋକପ୍ରତିନିଧିଙ୍କ ଅସନ୍ତୋଷର ନିଆଁ। ନ୍ୟାୟ ଦାବିରେ ଆମରଣ ଅନଶନରେ ବସିଛନ୍ତି କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ବ୍ଲକ୍ ଅନ୍ତର୍ଗତ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝା। ସରକାରୀ ବାବୁଙ୍କ ମନମାନି ଏବଂ…

ରାସ୍ତା କଡ଼ରେ ପଡ଼ିଥିଲା ଟଙ୍କା ଓ ମୂଲ୍ୟବାନ ସାମଗ୍ରୀ ଭର୍ତ୍ତି ବ୍ୟାଗ୍! ତା’ପରେ ମହିଳା ଜଣକ ଯାହା କଲେ, ଶୁଣିଲେ ଆପଣ…

ଭୁବନେଶ୍ୱର: ଆଜିକାଲିର ସ୍ୱାର୍ଥପର ଦୁନିଆରେ ଲୋକେ ନିଜ ଫାଇଦା ପାଇଁ କିଛି ବି କରିବାକୁ ପଛାଉ ନାହାନ୍ତି। ବିଶେଷ କରି ଟଙ୍କା ପାଇଁ ଭାଇ ଭାଇ ମଧ୍ୟରେ ସମ୍ପର୍କ ତୁଟି ଯାଉଥିବା ବେଳେ, ଏମିତି ଏକ ଘଟଣା ଭଦ୍ରକ ରେ ଦେଖିବାକୁ ମିଳିଛି, ଯାହା ପ୍ରମାଣିତ କରିଛି ଯେ ଆଜି ବି ମଣିଷ ପଣିଆ ବଞ୍ଚିଛି।…

ଭାରତ – ନେପାଳ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ; ଉର୍ଜା ସହଯୋଗ ଉପରେ ହେବ ଆଲୋଚନା

ନୂଆଦିଲ୍ଲୀ: ଭାରତ ଏବଂ ନେପାଳ ମଧ୍ୟରେ ଉର୍ଜା ସହଯୋଗକୁ ଆହୁରି ମଜବୁତ କରିବା ଲକ୍ଷ୍ୟରେ ଏହି ସପ୍ତାହରେ କାଠମାଣ୍ଡୁରେ ମିଳିତ କାର୍ଯ୍ୟକାରୀ ଗୋଷ୍ଠୀ ଏବଂ ମିଳିତ ପରିଚାଳନା କମିଟିର ବୈଠକ ଅନୁଷ୍ଠିତ ହେବ। ଜଣେ ଅଧିକାରୀ ରବିବାର ସୂଚନା ଦେଇ କହିଛନ୍ତି ଯେ ଏହି ବୈଠକଗୁଡ଼ିକ ଜୁଲାଇ ୧୪ ଏବଂ ୧୫…

ପ୍ରେମ ପାଇଁ ଗଲା ପ୍ରେମିକର ଜୀବନ! ଆପାର୍ଟମେଣ୍ଟ ନିକଟରୁ ମିଳିଲା ମୃତଦେହ

ଭୁବନେଶ୍ୱର: ଭୁବନେଶ୍ୱରର ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳର ଏକ ଆପାର୍ଟମେଣ୍ଟରୁ ସନ୍ଦେହଜନକ ପରିସ୍ଥିତିରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି ପୋଲିସ । ମୃତକଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିପାରିନଥିବାବେଳେ, ମୃତଦେହକୁ ଜବତ କରି ତଦନ୍ତ ଆରମ୍ଭ କରିଛି ପୋଲିସ । ଯାଞ୍ଚ ପରେ ଜଣାପଡିଛି…