Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ତଡ଼ାଯିବା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା, ଆଇନକୁ ହାତକୁ ନନେବାକୁ ସରକାରଙ୍କ ଅପିଲ

ଭୁବନେଶ୍ୱର: ବାଂଲାଦେଶରେ ସଂଖ୍ୟାଲଘୁଙ୍କ ଆକ୍ରମଣ ପରେ ଭାରତରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦେଶର ବିଭିନ୍ନ ସ୍ଥାନରେ ବାଂଲାଦେଶୀଙ୍କ ଉପରେ ଆକ୍ରମଣ ହେଉଥିବାର ଭିଡିଓ ଭାଇରାଲ ହେଉଛି। ଓଡ଼ିଶାରେ ବି ସମାନ ସ୍ଥିତି। ରାଜ୍ୟର ବିଭିନ୍ନ ସ୍ଥାନରେ ବାଂଲାଦେଶୀଙ୍କ ଉପରେ ଆକ୍ରମଣ କରାଯାଉଛି।…

Rath Yatra: ୨୦୨୬ ରଥଯାତ୍ରା ଲାଗି ଆରମ୍ଭ ହେଲା ପ୍ରାରମ୍ଭିକ ପ୍ରସ୍ତୁତି

ପୁରୀ: ୨୦୨୬ ରଥଯାତ୍ରା ଲାଗି ଆରମ୍ଭ ହେଲା ପ୍ରାରମ୍ଭିକ ପ୍ରସ୍ତୁତି। ଶ୍ରୀମନ୍ଦିରରୁ ମହାପ୍ରଭୁଙ୍କ ମାଳ, ପତନି, ଲାଗିଲୁଗା ସହ ଟାକୁଆ ସରପୁଳି, ବିରିପିଠା ଓ ଲଡୁ ମହାପ୍ରସାଦ ନେଇ ରଥ ତତ୍ତ୍ୱାବଧାରକଙ୍କ ନେତୃତ୍ୱରେ ଏକ ତିନିଜଣିଆ ପ୍ରତିନିଧି ଦଳ ଆଜି ନୟାଗଡ଼ ଅଭିମୁଖେ ଯାତ୍ରା କରିଛନ୍ତି।…

New Year Celebration: ଓଡିଶାରେ ଆରମ୍ଭ ହେଲା ‘ମିଶନ ସୁରକ୍ଷା ୨୦୨୬’; ଜିରୋ ନାଇଟ୍ ପାଇଁ ରାତିସାରା…

ଭୁବନେଶ୍ବର: ଜିରୋ ନାଇଟ୍ ପାଇଁ କମିଶନରେଟ୍ ପୁଲିସର ନିର୍ଦ୍ଦେଶନାମା। ରାସ୍ତା କଡ଼ରେ ସେଲିବ୍ରେସନ୍ ମନା। ସେଲିବ୍ରେସନ୍ ର ଜାଗା ଚିହ୍ନଟ କରିବାକୁ ସମସ୍ତ ଥାନା ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଇଭେଣ୍ଟ ପାଇଁ ଅନୁମତି ମିଳିଛି କି ନାହିଁ ତଦାରଖ କରିବାକୁ କୁହାଯାଇଛି। ରାତିରେ ନିରନ୍ତର…

ନୂଆ ବର୍ଷରେ ଶ୍ରୀକ୍ଷେତ୍ର ଜଗିବେ ୬୦ ପ୍ଲାଟୁନ୍ ପୋଲିସ ଫୋର୍ସ

ପୁରୀ: ଇଂରାଜୀ ନବବର୍ଷ ପୂର୍ବରୁ ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ଭିଡ। ଭିଡକୁ ନଜରରେ ରଖି ପ୍ରଶାସନ ତରଫରୁ ହୋଇଛି ଜୋରଦାର ପ୍ରସ୍ତୁତି। ଶ୍ରୀକ୍ଷେତ୍ର ଜଗିବେ ୬୦ ପ୍ଲାଟୁନ୍ ପୋଲିସ ଫୋର୍ସ। ମେଡିକାଲ ଛକରୁ ଶ୍ରୀମନ୍ଦିର, ମେଡିକାଲ ଛକରୁ ବେଳାଭୂମି ପର୍ଯ୍ୟନ୍ତ ଚାରି ଚକିଆ ନିଷେଧ। ମାର୍କେଟ ଛକରୁ…

Cases Registered: ଏହି ସହରରେ ବର୍ଷକରେ ରୁଜୁ ହୋଇଛି ୯ ହଜାର ୨ ଶହ କେସ୍‌

କଟକ: ୨୦୨୫ରେ କଟକ ସହରରେ ଥିବା ୨୧ଟି ଥାନାରେ ମୋଟ ୯ ହଜାର ୧୩୯ଟି ମାମଲା ରୁଜୁ ହୋଇଛି । ଯାହାକି ୨୦୨୪ ମସିହା ତୁଳନାରେ ପ୍ରାୟ ୨ ହଜାର ଅଧିକ ଅଟେ । କେବଳ ସଦର ଥାନାରେ ଚଳିତ ବର୍ଷ ପ୍ରାୟ ରେକର୍ଡ ସଂଖ୍ୟକ ୧ ହଜାର ମାମଲା ରୁଜୁ ହୋଇଛି । ଯାହାକି ଥାନା ପାଇଁ ଚିନ୍ତାକର ବିଷୟ ପାଲଟିଛି ।…

ନନ୍ଦନକାନନର ୬୬ ତମ ପ୍ରତିଷ୍ଠା ଦିବସ; ନୂଆ ଜନ୍ତୁଙ୍କୁ ନାଁ ଦେଲେ ମନ୍ତ୍ରୀ

ଭୁବନେଶ୍ୱର: ୬୬ ବର୍ଷରେ ପଦାର୍ପଣ କରିଛି ଓଡ଼ିଶାର ଗର୍ବ ନନ୍ଦନକାନନ ପ୍ରାଣୀ ଉଦ୍ୟାନ । ୧୯୬୦ ମସିହା ଡିସେମ୍ବର ୨୯ ଆଜିର ଦିନରେ ପ୍ରତିଷ୍ଠା ହୋଇଥିଲା ଏହି ପ୍ରାଣି ଉଦ୍ୟାନ । ଏହି ଅବସରରେ ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ମୁଖ୍ୟ ଅତିଥି ଭାବେ…

Konark Temple: ଡିସେମ୍ବର ୩୦ରେ କୋଣାର୍କ ସୂର୍ଯ୍ୟ ମନ୍ଦିର ପ୍ରବେଶ ଶୁଳ୍କ ଛାଡ଼

କୋଣାର୍କ: ପୁରୀ ଜିଲ୍ଲାର ସୂର୍ଯ୍ୟ ମନ୍ଦିରକୁ ନେଇ ଏକ ବଡ ଖବର ସାମ୍ନାକୁ ଆସିଛି । ଡିସେମ୍ବର ୩୦ ତାରିଖ ଅର୍ଥାତ୍ ଆସନ୍ତାକାଲି କୋଣାର୍କ ସୂର୍ଯ୍ୟ ମନ୍ଦିର ପ୍ରବେଶ ଶୁଳ୍କ ଛାଡ କରାଯାଇଥିବା ସୂଚନା ରହିଛି । ବିଶ୍ବକୁ ରୋଗମୁକ୍ତ ଓ ବିଶ୍ବର କଲ୍ୟାଣ ପାଇଁ ଚଳିତବର୍ଷ ମଧ୍ୟ କୋଣାର୍କ…

Silver Price Hike: ସୁନା ପରି ରେକର୍ଡ କଲା ରୂପା ଦର

ଭୁବନେଶ୍ବର: ଆଜି ରୂପା ପୁଣି ଥରେ ସମସ୍ତ ରେକର୍ଡ ଭାଙ୍ଗିଛି । ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ, ରୂପାର ମୂଲ୍ୟ ପ୍ରଥମ ଥର ପାଇଁ ପ୍ରତି କିଲୋଗ୍ରାମ ୨.୫୦ ଲକ୍ଷ ଟଙ୍କା ଅତିକ୍ରମ କରିଛି । ରୂପାର ମୂଲ୍ୟରେ ଏହି ବୃଦ୍ଧି କେବଳ ଭାରତୀୟ ବଜାରରେ ନୁହେଁ, ବରଂ ଅନ୍ତର୍ଜାତୀୟ ବଜାରରେ ମଧ୍ୟ…

ଶ୍ରମିକଙ୍କୁ ହତ୍ୟା କରି ମାଟିରେ ପୋତିଦେବା ମାମଲାରେ ୩ ଗିରଫ

ସୁବର୍ଣ୍ଣପୁର: ବିନିକା ଥାନା ଅନ୍ତର୍ଗତ ଗୁଲାପଡା ଅଞ୍ଚଳରେ ଶ୍ରମିକଙ୍କୁ ହତ୍ୟା କରି ମାଟିରେ ପୋତିଦେବା ମାମଲାରେ ୩ ଗିରଫ ହୋଇଛନ୍ତି। ଏହି ହତ୍ୟା ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ମୁଖ୍ୟ ଅଭିଯୁକ୍ତ ସମେତ ୩ ଜଣ ଗିରଫ ହୋଇଛନ୍ତି। ଜଣେ ଏବେ ବି ଫେରାର ଅଛି।…

ଉନ୍ନାଓ ଦୁଷ୍କର୍ମ ମାମଲା: ଅଭିଯୁକ୍ତ କୁଲଦୀପକୁ ଜାମିନ୍ ଦେଇଥିଲେ ଦିଲ୍ଲୀ ହାଇକୋର୍ଟ, ରୋକ୍ ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଉନ୍ନାଓ ଦୁଷ୍କର୍ମ ମାମଲାରେ ଦୋଷୀ ସାବ୍ୟସ୍ତ ପୂର୍ବତନ ବିଧାୟକ କୁଲଦୀପ ସିଂହ ସେଙ୍ଗରଙ୍କୁ ସୁପ୍ରିମକୋର୍ଟରୁ ଏକ ବଡ଼ ଝଟକା ମିଳିଛି। କୋର୍ଟ ଦିଲ୍ଲୀ ହାଇକୋର୍ଟର ନିଷ୍ପତ୍ତି ଉପରେ ସ୍ଥଗିତାଦେଶ ଜାରି କରିଛନ୍ତି। ଦିଲ୍ଲୀ ହାଇକୋର୍ଟ ନିକଟରେ ତାଙ୍କ ଦଣ୍ଡାଦେଶକୁ ସ୍ଥଗିତ…