Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲା: ତଦନ୍ତ ପାଇଁ ଥାନାରେ କ୍ରାଇମବ୍ରାଞ୍ଚ ଟିମ୍

ଯାଜପୁର: ଯାଜପୁର ଟାଉନ ଥାନାରେ କ୍ରାଇମ୍‌ବ୍ରାଞ୍ଚ ଟିମ୍‌ । ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲାରେ କ୍ରାଇମ୍‌ବ୍ରାଞ୍ଚର ତନାଘନା ଆରମ୍ଭ। ବିଧାୟକଙ୍କୁ ଆକ୍ରମଣ, ରାସ୍ତାରୋକ ଓ ଟାଉନ୍ ଥାନା ଘେରାଉର ତଦନ୍ତ ଆରମ୍ଭ। ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ କ୍ରାଇମ୍ ବ୍ରାଞ୍ଚ ହାତକୁ ଗଲା ୩…

ଏନକ୍ଲୋଜରରୁ ବାହାରି ଘଞ୍ଚ ଜଙ୍ଗଲ ଗଲା ‘ଜିନତ୍’

ବାରିପଦା: ଏନ୍‌କ୍ଲୋଜର୍‌ରୁ ବାହାରିଲା ବାଘୁଣୀ 'ଜୀନ୍ନତ'। ଶିମିଳିପାଳର ଉତ୍ତର ଡିଭିଜନ୍ କୋର୍‌ ଏରିଆକୁ ଛଡ଼ାଗଲା। ରାତି ୯ଟା ୩୦ରେ ଛଡ଼ାଯାଇଥିବା ନେଇ ଶିମିଳିପାଳ RCCF ସୂଚନା ଦେଇଛନ୍ତି। ତେବେ ୨୪ ଘଣ୍ଟିଆ ମନିଟରିଂରେ ରହିବ ମହାରାଷ୍ଟ୍ରରୁ ଆସିଥିବା ବାଘୁଣୀ 'ଜୀନ୍ନତ'। ଏବେ…

ଆଜି ସର୍ବଦଳୀୟ ବୈଠକ, କାଲିଠୁ ବିଧାନସଭା ଶୀତ ଅଧିବେଶନ

ଭୁବନେଶ୍ୱର: ଆସନ୍ତାକାଲି ଠାରୁ ଆରମ୍ଭ ହେଉଛି ବିଧାନସଭା ଶୀତ ଅଧିବେଶନ। ଏହା ପୂର୍ବରୁ ଆଜି ବିଧାନସଭାରେ ବସିବ ସର୍ବଦଳୀୟ ବୈଠକ। ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସକାଳ ସାଢେ ୧୦ଟାରେ ବସିବ ବୈଠକ। ବୈଠକରେ ଯୋଗଦେବା ପୂର୍ବରୁ ଉଭୟ ଶାସକ ବିଜେପି, ବିରୋଧୀ ବିଜେଡି ଓ କଂଗ୍ରେସ ବିଧାୟକଙ୍କ ବୈଠକ…

ମସଜିଦ ସର୍ଭେ ବେଳେ ହିଂସା: ପଥରମାଡ଼ରେ ୪ ମୃତ, ଇଣ୍ଟରନେଟ ସେବା ବନ୍ଦ

ଲକ୍ଷ୍ନୌ: ଉତ୍ତରପ୍ରଦେଶ ଜାମା ମସଜିଦରେ ସର୍ଭେ ସମୟରେ ହିଂସାକାଣ୍ଡ। ଏହି ଘଟଣାରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି ୩୦ରୁ ଉର୍ଦ୍ଧ୍ୱ ଲୋକେ ଆହତ ହୋଇଛନ୍ତି। ସେହିମଧ୍ୟରୁ ୨୦ ଜଣ ପୋଲିସ କର୍ମଚାରୀ ସାମିଲ ଅଛନ୍ତି। ଏହି ଘଟଣାରେ ୨୦ ଜଣଙ୍କୁ ଗିରଫ କରାଯାଇଛି। ହିଂସାକୁ ଦୃଷ୍ଟିରେ ରଖି…

ଆଜିଠୁ ସଂସଦର ଶୀତକାଳୀନ ଅଧିବେଶନ

ନୂଆଦିଲ୍ଲୀ: ଆଜିଠୁ ଆରମ୍ଭ ହେବ ସଂସଦର ଶୀତକାଳୀନ ଅଧିବେଶନ। ଆଜି ପ୍ରଥମ ଦିନରେ ଉଭୟ ଗୃହର ମିଳିତ ଅଧିବେଶନକୁ ସମ୍ବୋଧନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହା ପୂର୍ବରୁ ରବିବାର ବସିଥିବା ସର୍ବଦଳୀୟ ବୈଠକରେ ଅଧିବେଶନକୁ ସୁରୁଖୁରୁରେ ଚଳାଇବା ପାଇଁ କେନ୍ଦ୍ର ସରକାର ସବୁ ଦଳର ସହଯୋଗ…

ସୃଷ୍ଟି ହେଲା ଲଘୁଚାପ, ଆସୁଛି ବାତ୍ୟା!

ଭୁବନେଶ୍ୱର: ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ଏହା ଆଜି ବାତ୍ୟାରେ ପରିଣତ ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏହା ପଶ୍ଚିମ ଓ ଉତ୍ତର-ପଶ୍ଚିମ ଦିଗରେ ଗତିକରି ଆଜି ଅବପାତରେ ପରିଣତ ହେବ। ପରବର୍ତ୍ତି ସମୟରେ ଅଧିକ ଘନୀଭୂତ ହୋଇ ବାତ୍ୟାରେ ପରିଣତ ହୋଇପାରେ।…

୨୬ରେ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ହେମନ୍ତ ସୋରେନ୍

ରାଞ୍ଚି : ନଭେମ୍ବର ୨୮ରେ ଶପଥ ନେବେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ। ବିଧାନସଭା ନିର୍ବାଚନରେ ବଡ ବିଜୟ ପରେ ସେ ଲଗାତାର ଦ୍ୱିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ସେ ଆଜି ରାଜ୍ୟପାଳ ସନ୍ତୋଷ ଗଙ୍ଗୱାରଙ୍କୁ ଭେଟି ତାଙ୍କର ଇସ୍ତଫା ପତ୍ର ଦେବା ସହ ସରକାର ଗଠନ କରିବାକୁ…

କାହିଁକି ବିମାନରେ ନଡିଆ ନେବା ମନା?

ନୂଆଦିଲ୍ଲୀ: ଉଡାଜାହାଜରେ ଯାତ୍ରା କରିବା ପୂର୍ବରୁ ସମସ୍ତ ଯାତ୍ରୀଙ୍କ ବ୍ୟାଗ ତନତନ କରି ଯାଞ୍ଚ କରାଯାଏ । ଏକ ନିର୍ଦ୍ଦିଷ୍ଟ ଓଜନର ଭିତରେ ଯାତ୍ରୀଙ୍କ ବ୍ୟାଗର ଓଜନ ରହିବା ନେଇ ନିୟମ ରହିଥିବା ବେଳେ ଅନେକ କିଛି ଜିନିଷ ରହିଥାଏ, ଯାହାକୁ ବିାମନ ମଧ୍ୟରେ ନେବାକୁ ବାରଣ କରାଯାଇଥାଏ । ଚେକିଂ…

ଦୁନିଆର ସବୁଠୁ ବିଷାକ୍ତ ଗଛ: ତଳେ ଛିଡା ହେଲେ ବି ଚାଲିଯିବ ଜୀବନ

ନୂଆଦିଲ୍ଲୀ: ଆମ ଜୀବନରେ ବୃକ୍ଷ କିମ୍ବା ଉଦ୍ଭିଦମାନଙ୍କ ଭୁମିକା ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ । ଯଦି ସରଳ ଅର୍ଥରେ କହିବା ଗଛ ହିଁ ଜୀବନ । ଆମେ କେବଳ ସେମାନଙ୍କ ଉପରେ ନିର୍ଭରଶୀଳ ନୁହେଁ ସେଥିରୁ ଆମ ପିଣ୍ଡରେ ପ୍ରାଣ ସଞ୍ଚାର ହୁଏ । ଗଛର ମୂଳ ଠାରୁ ଆରମ୍ଭ କରି ଡାଳ, ପତ୍ର, ଫଳ, କାଣ୍ଡ ସବୁ…

କାଲିଠୁ ସଂସଦରେ ଶୀତ ଅଧିବେଶନ: ସରିଲା ସର୍ବଦଳୀୟ ବୈଠକ

ନୂଆଦିଲ୍ଲୀ: ନଭେମ୍ବର ୨୫ରୁ ଅର୍ଥାତ୍ ଆସନ୍ତାକାଲି ଠାରୁ ସଂସଦରେ ଶୀତ ଅଧିବେଶନ ଆରମ୍ଭ ହେବାକୁ ଯାଉଛି । ଶୀତ ଅଧିବେଶନ ପୂର୍ବରୁ ଆଜି ବସିଯାଇଛି ସର୍ବଦଳୀୟ ବୈଠକ । ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁଙ୍କ ଆବାହକତ୍ଵରେ ସଂସଦ ଭବନରେ ରବିବାର ଏହି ସର୍ବଦଳୀୟ ବୈଠକ  ଅନୁଷ୍ଠିତ…