Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

କାଲି ବନ୍ଦ ରହିବ ଜଗା ଦର୍ଶନ..ଜାଣନ୍ତୁ କେଉଁ ସମୟରେ?

ପୁରୀ: କାଲି ବନ୍ଦ ରହିବ ଜଗା ଦର୍ଶନ । ମହାପ୍ରଭୁଙ୍କ ଗୁପ୍ତ ନୀତି ପାଇଁ କିଛି ସମୟ ପାଇଁ ତିନି ଠାକୁରଙ୍କ ସାନିଧ୍ୟ ଲାଭ କରିବାରୁ ବଞ୍ଚିତ ହେବେ ସାଧାରଣ ଭକ୍ତ । ଗୁପ୍ତ ନୀତି ସଂପର୍ଣ୍ଣ ହେବା ପରେ ଦର୍ଶନ ସ୍ବାଭାବିକ ହେବ । ତେବେ ଆସନ୍ତାକାଲି ଶ୍ରୀମନ୍ଦିରରେ ପଇତାଲାଗି ନୀତି ଅନୁଷ୍ଠିତ…

ଓ୍ବାକଫ୍‌ ବିଲ୍‌ ବିରୋଧରେ ରାସ୍ତାକୁ ଓହ୍ଲାଇଲା ବିଜେଡି

ଭୁବନେଶ୍ବର: ଓ୍ବାକଫ୍ (ସଂଶୋଧନ) ବିଲ୍କୁ ବିରୋଧ କରି ରାସ୍ତାକୁ ଓହ୍ଲାଇଲା ବିଜେଡି । ଏହି ବିଲ୍ ଆସିଲେ ହିନ୍ଦୁ ମୁସଲମାନ ବିଭେଦ ସୃଷ୍ଟି ହେବ ଅଭିଯୋଗ ଦାବି କରି ବିକ୍ଷୋଭ ପ୍ରଦର୍ଶନ କରିଛି ବିଜେଡି । ଆଜି ଓ୍ବାକଫ୍‌(ସଂଶୋଧନ) ବିଲ୍‌କୁ ବିରୋଧ କରି ରାଜଭବନ ନିକଟସ୍ଥ ସର୍କିଟ୍‌…

ଦୁର୍ଘଟଣାରୁ ବଞ୍ଚାଇଥିବା ବ୍ୟକ୍ତିଙ୍କୁ ସ୍ପେଶାଲ ଗିଫ୍ଟ ଦେଲେ ପନ୍ତ

ନୂଆଦିଲ୍ଲୀ: ୨୦୨୨ ମସିହାରେ ଟିମ୍ ଇଣ୍ଡିଆର ୱିକେଟ୍ କିପର ତଥା ବ୍ୟାଟ୍ସମ୍ୟାନ୍ ଋଷଭ ପନ୍ତଙ୍କର ଏକ କାର ଦୁର୍ଘଟଣା ହୋଇଥିଲା। ଏହି ଦୁର୍ଘଟଣାରେ ସେ ଗୁରୁତର ଆହତ ହେବାସହ କାରରେ ନିଆଁ ମଧ୍ଯ ଲାଗିଯାଇଥିଲା। ସେହି ସମୟରେ ତାଙ୍କୁ ଦୁଇ ଜଣ ଲୋକ ଉଦ୍ଧାର କରିଥିଲେ। ପନ୍ତ ତାଙ୍କ ଜୀବନ ରକ୍ଷା…

‘ଯୁବବର୍ଗଙ୍କ ପ୍ରାଣରେ ଅନୁଶାସନ, ନେତୃତ୍ଵ ଓ ସେବା ଭାବନା ଭରିଥାଏ ଏନସିସି’

ନୂଆଦିଲ୍ଲୀ: ୧୧୬ ତମ ‘ମନ୍ କି ବାତ’ରେ ଦେଶବାସୀଙ୍କୁ ଆଜି ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ତୃତୀୟ ପାଳିର ଏହା ହେଉଛି ମୋଦୀଙ୍କ ଷଷ୍ଠ ତମ ‘ମନ କି ବାତ୍‌’ କାର୍ଯ୍ୟକ୍ରମ । ଆଜିର ରେଡିଓ କାର୍ଯ୍ୟକ୍ରମରେ ଆଜି ଦେଶବାସୀଙ୍କୁ ନିଜ ମନର କଥା କହିଛନ୍ତି ପ୍ରଧାନମନ୍ତ୍ରୀ…

ଖାତାକୁ ଗଲା ସୁଭଦ୍ରାର ତୃତୀୟ ଦଫା ଟଙ୍କା

ସୁନ୍ଦରଗଡ: ପୁଣି ଖାତାକୁ ଗଲା ସୁଭଦ୍ରାର କିସ୍ତି । ବାଦ୍ ପଡିଥିବା ଯୋଗ୍ୟ ଆଉ ୨୦ ଲକ୍ଷରୁ ଅଧିକ ମହିଳାଙ୍କ ଖାତାକୁ ଆଜି ୫ ହଜାର ଟଙ୍କା ସୁଭଦ୍ରା ଟଙ୍କା ଚଢିଛି । ସୁଭଦ୍ରା ପ୍ରଥମ କିସ୍ତିର ତୃତୀୟ ଦଫା ଟଙ୍କା ୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ଆକାଉଣ୍ଟକୁ ସୁନ୍ଦରଗଡରେ ଆୟୋଜିତ…

ଫଲୋଅର୍ସ ୫୦ ଲକ୍ଷରୁ ଅଧିକ, ମାତ୍ର ୧୫୫ରେ ହାରିଲେ ନିର୍ବାଚନ

ମୁମ୍ବାଇ: ସିନେ ଜଗତରେ ନିଜର ଛାପ ଛାଡିବା ପରେ ଅନେକ ଅଭିନେତା ଏବଂ ଅଭିନେତ୍ରୀ ରାଜନୀତିରେ ପାଦ ଥାପିଛନ୍ତି । କେତେକ ରାଜନୀତି କ୍ଷେତ୍ରରେ ଭଲ ପ୍ରଦର୍ଶନ କରିଥିବା ବେଳେ ଆଉ କେତେକଙ୍କ ଲୋକପ୍ରିୟତା ରାଜନୀତିରେ ଫେଲ୍ ମାରିଛି । ସେହିଭଳି ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଛି ମହାରାଷ୍ଟ୍ର…

ସରିଲା ବାଲିଯାତ୍ରା, ଅସମ୍ଭାଳ ଭିଡକୁ ୨୫୦ କୋଟି ଟପିଲା ଏଥର ବେପାର

କଟକ: ସରିଛି ଐତିହାସିକ କଟକ ବାଲିଯାତ୍ରା । ଶନିବାର ଏସିଆର ସର୍ବବୃହତ୍‌ ମୁକ୍ତାକାଶ ବାଣିଜ୍ୟ ମେଳା କଟକ ବାଲିଯାତ୍ରା ଶେଷ ହୋଇଥିବା ବେଳେ, ଶେଷ ଦିନରେ ଛାତି ପିଟାପିଟି ଭିଡ ଦେଖିବାକୁ ମିଳିଥିଲା । ପାଖାପାଖି ୧୩ ଲକ୍ଷରୁ ଅଧିକ ଜନ ସମାଗମ ହୋଇଥିବା ବେଳେ ପୋଲିସଙ୍କ ନିୟନ୍ତ୍ରଣ ବାହାରେ…

କାର୍ଗୋ ସ୍ପେସକ୍ରାଫ୍ଟ କଣ ? ସୁନିତା ୱିଲିୟମ୍ସଙ୍କୁ ବଞ୍ଚାଇ ପାରିବ କି ଏହି ମହାକାଶଯାନ…

ସୁନୀତା ୱିଲିୟମ୍ସ ଏବଂ ବୁଚ୍ ୱିଲମୋର ପ୍ରାୟ ୬ ମାସ ମହାକାଶରେ ବିତାଇଛନ୍ତି। ସେ ଜୁନ୍ ୫ ତାରିଖରୁ ଆନ୍ତର୍ଜାତୀୟ ସ୍ପେସ୍ ଷ୍ଟେସନ୍ (ଆଇଏସ୍ଏସ୍) ରେ ଉପସ୍ଥିତ ଅଛନ୍ତି। ଏତେ ଦିନ ପର୍ଯ୍ୟନ୍ତ ମହାକାଶରେ ଥିବାରୁ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ବିଗିଡିବାରେ ଲାଗିଛି। ସମ୍ପ୍ରତି, ମହାକାଶରୁ…

ଅସ୍ତ୍ରଶସ୍ତ୍ରର ଥାଏ କି ବ୍ୟବହାରିକ ସମୟ ସମାପ୍ତି ? କ’ଣ କହୁଛି ବିଜ୍ଞାନ…

ଆମେ ସମସ୍ତେ ଜାଣୁ ଯେ ଖାଦ୍ୟ ସାମଗ୍ରୀ, ଔଷଧ ଏବଂ ଅନ୍ୟାନ୍ୟ ଜିନିଷର ମିଆଦ ପୂର୍ଣ୍ଣ ତାରିଖ ଅଛି। କିନ୍ତୁ ଆପଣ କେବେ ଭାବିଛନ୍ତି କି ଅସ୍ତ୍ରଶସ୍ତ୍ରର ମଧ୍ୟ ଅବଧି ରହିଥାଇପାରେ? ଏହି ପ୍ରଶ୍ନ ଅଜବ ଲାଗୁଛି, କାରଣ ଅସ୍ତ୍ରଶସ୍ତ୍ରର ବିଶେଷ ଉଦ୍ଦେଶ୍ୟ ହେଉଛି ସେମାନଙ୍କୁ ସୁରକ୍ଷା, ପ୍ରତିରକ୍ଷା…

‘ଜଏଣ୍ଟ ଥେରାପି’ କ’ଣ? ଜାଣନ୍ତୁ ଏହାର ସମ୍ପୂର୍ଣ୍ଣ ପ୍ରକ୍ରିୟା

ନିକଟରେ ବଲିଉଡ ଅଭିନେତା ଆମୀର ଖାନ ବିବେକ ମୁର୍ତ୍ତୀଙ୍କୁ ନେଟଫ୍ଲିକ୍ସ ଇଣ୍ଡିଆରେ ଏକ ଇଣ୍ଟର୍ଭ୍ୟୁ ଦେଇଛନ୍ତି। ଏଥିରେ ସେ କହିଥିଲେ ଯେ ସେ ଏବଂ ତାଙ୍କ ଝିଅ ଇରା 'ଜଏଣ୍ଟ ଥେରାପି' ନେଉଛନ୍ତି। କିନ୍ତୁ ଆପଣ ଏହି 'ଜଏଣ୍ଟ ଥେରାପି' ବିଷୟରେ ଶୁଣିଛନ୍ତି କି? 'ଜଏଣ୍ଟ ଥେରାପି' କ’ଣ? ଆଜି ଆମେ…