Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ମନୁଷ୍ୟର ମସ୍ତିଷ୍କ ବୟସକୁ ହ୍ରାସ କରାଯାଇପାରିବ କି?

ମଣିଷର ମସ୍ତିଷ୍କ ଉପରେ ବାର୍ଦ୍ଧକ୍ୟର ପ୍ରଭାବ କ’ଣ? ଟେକ୍ନୋଲୋଜି ଦ୍ୱାରା ଆମ ମସ୍ତିଷ୍କର ବାର୍ଦ୍ଧକ୍ୟ ପ୍ରକ୍ରିୟା ମନ୍ଥର କରିପାରିବା କି ? ଟେକ୍ନୋଲୋଜି ଦ୍ୱାରା ମସ୍ତିଷ୍କ ବୃଦ୍ଧି ପାଇପାରିବ କି? ବାସ୍ତବରେ, ବର୍ତ୍ତମାନ ବୈଜ୍ଞାନିକମାନେ ଜାଣିବାକୁ ଚେଷ୍ଟା କରୁଛନ୍ତି ଯେ ବୟସ ବଢିବା ସହିତ…

ମଝି ରାସ୍ତାରେ ଓଲଟିଲା ପିକ୍‌ଅପ୍, ବୋହି ନେଲେ କୁକୁଡ଼ା

କେନ୍ଦୁଝର: ମଝି ରାସ୍ତାରେ ଓଲଟିଲା କୁକୁଡ଼ା ବୋଝେଇ ପିକ୍‌ଅପ୍। ଏନ୍ଏଚ୍ ୪୯ ଚିଲ୍‌ଦା ନିକଟରେ ଭାରସାମ୍ୟ ହରାଇ ଓଲଟିଲା ପିକ୍ଅପ୍। ଦୁର୍ଘଟଣା ପରେ କୁକୁଡ଼ା ବୋହି ନେଲେ ଲୋକେ। ସୂଚନା ଅନୁସାରେ କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ୪୯ ନମ୍ବର ଜାତୀୟ ରାଜପଥର ଚିଲିଦା ନିକଟରେ ଆଜି ଭୋରରୁ…

ଆଇଏଏସ ସ୍ତରରେ ଅଦଳବଦଳ: ଚିତ୍ରାଙ୍କୁ ଶ୍ରମ ଓ ଇଏସଆଇ, ସୁଧାଂଶୁ ଓଡ଼ଶା ଖଣି ନିଗମ ଏମଡି

ଭୁବନେଶ୍ୱର: ଆଇଏଏସ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। ଚିତ୍ରା ଅରୁମୁଗମଙ୍କୁ ଶ୍ରମ ଓ ESI ବିଭାଗର ପ୍ରମୁଖ ସଚିବ ନିଯୁକ୍ତ ହୋଇଛନ୍ତି। ଯାମିନୀ ଷଡ଼ଙ୍ଗୀ ହେଲେ ସିଟି ଜିଏସ୍ଟି କମିଶନର। ସେ ବିଜ୍ଞାନ ଓ କାରିଗରି କୌଶଳ ବିଭାଗର ପ୍ରମୁଖ ସଚିବର ଅତିରିକ୍ତ ଦାୟିତ୍ୱ ମଧ୍ୟ ତୁଲାଇବେ। ମୋଟ…

ଆଜି ଆସିବ ସୁଭଦ୍ରା ଟଙ୍କା: ମେଳ ଖାଇଲାନି ୫ ଲକ୍ଷ ଆକାଉଣ୍ଟ, ଯିବନି ଟଙ୍କା

ଭୁବନେଶ୍ୱର: ସୁଭଦ୍ରା ଯୋଜନା ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା । ଆଜି ମିଳିବ ସୁଭଦ୍ରା ଟଙ୍କା। ସୁଭଦ୍ରା ଯୋଜନାରୁ ବାଦ ପଡିଥିବା ୨.୬୭ ହିତଧିକାରୀଙ୍କର ଯାଞ୍ଚ ଶେଷ ହୋଇଛି। ତେବେ ଯାଞ୍ଚ ପରେ ୨୨ ପ୍ରତିଶତ ଆବଦନକାରୀଙ୍କୁ କାଲି ସୁଭଦ୍ରା ଟଙ୍କା ମିଳିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି…

ଟୋଲଗେଟ୍‌କୁ ଧକ୍କା ଦେଲା କଣ୍ଟେନର, ଡ୍ରାଇଭର ଜୀବନ୍ତଦଗ୍ଧ

ବାଲେଶ୍ୱର: ଜଳେଶ୍ୱର ଥାନା ଲକ୍ଷ୍ମଣନାଥ ଟୋଲଗେଟରେ ଭୟଙ୍କର ଦୁର୍ଘଟଣା। ଏଠାରେ ଟୋଲଗେଟକୁ ଧକ୍କା ଦେଇ ଜଳିଗଲା କଣ୍ଟେନର। ଏହି ସମୟରେ ଜୀବନ୍ତଦଗ୍ଧ ହୋଇଯାଇଛନ୍ତି ଡ୍ରାଇଭର। କଣ୍ଟେନରଟିରେ ଚା’ ବୋଝେଇ ହୋଇଥିଲା। ତାହା ପଶ୍ଚିମବଙ୍ଗରୁ ତାମିଲନାଡୁ ଯାଉଥିବା ବେଳେ ଗତକାଲି ବିଳମ୍ବିତ ରାତିରେ…

୧୭ତମ ‘ଟାଇମପାସ୍‍’ ବୁକର ପୁରସ୍କାର ପାଇବେ ସୁଜିତ୍‍: ବିକାଶଙ୍କୁ ବହିବନ୍ଧୁ ସମ୍ମାନ

ଭୁବନେଶ୍ୱର: ଓଡ଼ିଶାର ପ୍ରତିଷ୍ଠିତ ପ୍ରକାଶନ ସଂସ୍ଥା ‘ଟାଇମପାସ୍‍’ ପକ୍ଷରୁ ଯୁବକଥାକାରମାନଙ୍କୁ ଉତ୍ସାହିତ କରିବା ପାଇଁ ୧୭ ବର୍ଷ ଧରି ପ୍ରଦାନ କରାଯାଇଆସୁଥିବା ‘ଟାଇମପାସ୍‍ ବୁକର ପୁରସ୍କାର’ ଚଳିତବର୍ଷ ଯୁବକଥାକାର ସୁଜିତ କୁମାର ପଣ୍ଡାଙ୍କୁ ତାଙ୍କ ଗଳ୍ପ ପାଣ୍ଡୁଲିପି ‘ଝଣ୍ଟା ଲହରେ…

ଜୁଆ ଆଡ୍ଡା ଉପରେ ବଡ଼ ଧରଣର ଚଢଉ: ୮୦ ଗିରଫ

ନୂଆପଡ଼ା: ଜୁଆ ଆଡ୍ଡା ଉପରେ ପୋଲିସର ବଡ଼ ଧରଣର ଚଢ଼ଉ। ଶନିବାର ବିଳମ୍ବିତ ସନ୍ଧ୍ୟାରେ ଡିଜିପି ଯୋଗେଶ ବାହାଦୁର ଖୁରାନିଆଙ୍କ ନିର୍ଦ୍ଦେଶ କ୍ରମେ DIG(SWR)ଙ୍କ ତତ୍ତ୍ୱବଧାନରେ ଏହି ଚଢାଉ ହୋଇଛି। ଛତିଶଗଡ ସୀମା ନୂଆପଡା ଜିଲ୍ଲା ଜଙ୍କ ଥାନା ଅଞ୍ଚଳରେ ଏକ ଜୁଆ ଆଡ୍ଡା ଉପରେ ପୋଲିସ ବଡ଼…

ଖୁବ ଶୀଘ୍ର କୁଳପତି ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହେବ: ମନ୍ତ୍ରୀ

ଭୁବନେଶ୍ବର: ତିନୋଟି ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳ ବୃଦ୍ଧି ପ୍ରସଙ୍ଗ ଖୁବ ଶୀଘ୍ର କୁଳପତି ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହେବ । ଏହା ସାମୟିକ ଭାବେ ବୃଦ୍ଧି କରାଯାଇଛି ବୋଲି ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି । ସେ ଆହୁରି କହିଛନ୍ତି ଯେ, ୨୦୨୦…

ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ ଘଟଣା; ଗିରଫ ସଂଖ୍ୟା ୧୯କୁ ବୃଦ୍ଧି

ଯାଜପୁର: ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ ଏବଂ ବିରଜା ହାଟ ଗଣ୍ଡଗୋଳ ଘଟଣା । ଦୁଇଟି ଥାନାରେ ମୋଟ ୧୬ଟି ମାମଲା ରୁଜୁ ହୋଇଛି । ଏଥିରେ ଗିରଫ ସଂଖ୍ୟା ୧୯କୁ ବୃଦ୍ଧି ହୋଇଛି । ସୂଚନା ମୁତାବକ, ଗତ ଦୁଇ ଦିନରେ ସଦର ଥାନା ୧୪ଜଣ ଅଭିଯୁକ୍ତଙ୍କୁ ଗିରଫକରି କୋର୍ଟ ଚାଲାଣ କରିଥିଲା…

ଗୋଷ୍ଠୀଗତ ହିଂସାରେ ଜଳୁଛି ଖୈବର ପଖତୁନଖୱା, ୨୪ ଘଣ୍ଟାରେ ଗଲାଣି ୧୮ରୁ ଅଧିକ ଜୀବନ

ପେଶାଓ୍ବର: ପଶ୍ଚିମ-ଉତ୍ତର ପାକିସ୍ଥାନର ଖୈବର ପଖତୁନଖୱା ଅଞ୍ଚଳ ପୂର୍ବ ଅପେକ୍ଷା ଅଧିକ ଅଶାନ୍ତ ହୋଇପଡିଛି । ଗୋଷ୍ଠୀଗତ ହିଂସା ହେତୁ ଗତ ୨୪ ଘଣ୍ଟା ମଧ୍ୟରେ ଏଠାରେ ଅତି କମରେ ୧୮ ଜଣଙ୍କର ମୃତ୍ୟୁ ଘଟିଛି । ଏଥିରେ ଅନ୍ୟ ୩୦ ଜଣ ଆହତ ହୋଇଛନ୍ତି । ଏହି ସୂଚନା ଦେଇ ପାକିସ୍ତାନ ପୋଲିସ କହିଛି…