Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଜେଲ୍‌ ଗଲେ ବବିଙ୍କ ଭାଇ ଭବ ପ୍ରସାଦ ଦାଶ

ଯାଜପୁର: ଜେଲ୍‌ ଗଲେ ବିଜେଡି ନେତା ତଥା ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ସମ୍ପର୍କୀୟ ଭାଇ ଭବ ପ୍ରସାଦ ଦାସ । ଏସ୍‌ଡିଜେଏମ୍‌ଙ୍କ ପାଖରେ ହାଜର ପରେ ଜେଲ୍‌ ଗଲେ ଭବ ପ୍ରସାଦ ଦାଶ । ଗିରଫ ପରେ ଏସ୍‌ଡିଜେଏମ୍‌ଙ୍କ ପାଖରେ ହାଜର କରିଥିଲା ପୋଲିସ । ଯାଜପୁର ବିରଜା ହାଟରେ ଜଣେ…

ୱାୟାନାଡ ଉପ-ନିର୍ବାଚନ: ବିଜୟ ଅଭିମୁଖେ ପ୍ରିୟଙ୍କା

ୱାୟନାଡ: କଂଗ୍ରେସ ନେତା ତଥା ପୂର୍ବତନ କଂଗ୍ରେସ ସଭାପତି ରାହୁଲ ଗାନ୍ଧୀଙ୍କ ଇସ୍ତଫା ପରେ ଖାଲି ପଡ଼ିଥିବା କେରଳର ୱାୟନାଡ ଲୋକ ସଭା ଆସନ ପାଇଁ ଗତ ୧୩ ତାରିଖରେ ଉପ-ନିର୍ବାଚନ ହୋଇଥିଲା । ଆଜି ଫଳାଫଳ ଆଜି ପ୍ରକାଶ ପାଇବ । ଏନେଇ ବର୍ତ୍ତମାନ ଭୋଟ ଗଣନା ଚାଲିଛି । ପ୍ରାରମ୍ଭିକ ଧାରାରେ…

ଚାଲିଛି ଭୋଟ୍ ଗଣତି; ଆଜି ଆସିବ ମହାରାଷ୍ଟ୍ର-ଝାଡଖଣ୍ଡ ବିଧାନସଭା ନିର୍ବାଚନ ଫଳ

ମୁମ୍ବାଇ/ରାଞ୍ଚି: ମହାରାଷ୍ଟ୍ର ଏବଂ ଝାଡଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଭୋଟ୍ ଗଣତି ଆରମ୍ଭ ହୋଇଛି । ଆଜି ପ୍ରକାଶ ପାଇବ ମହାରାଷ୍ଟ୍ର, ଝାଡଖଣ୍ଡ ବିଧାନସଭା ନିର୍ବାଚନ ଫଳ । ହାରାଷ୍ଟ୍ରର ୨୮୮ ଆସନ ଲାଗି ଗତ ୨୦ରେ ସରିଥିଲା ଭୋଟ୍ । ଝାଡଖଣ୍ଡରେ ୮୧ ଆସନ ଲାଗି ୨ଟି ପର୍ଯ୍ୟାୟରେ ହୋଇଥିଲା…

ବବି ଦାସଙ୍କ ଭାଇ ଭବ ପ୍ରସାଦ ଦାସ ଅଟକ

ଯାଜପୁର: ବବି ଦାସଙ୍କ ଭାଇ ଭବ ପ୍ରସାଦ ଦାସ ଅଟକ । ବିଳମ୍ବିତ ରାତିରେ ଭବ ପ୍ରସାଦ ଦାସଙ୍କୁ ଅଟକ ରଖିଛି ଯାଜପୁର ଟାଉନ ଥାନା ପୋଲିସ । ବିରଜା ହାଟ ବ୍ୟବସାୟୀଙ୍କୁ ଧମକ ଦେବା ନେଇ ଗତକାଲି ଥାନାରେ ଅଭିଯୋଗ କରିଥିଲେ ଜଣେ ବ୍ୟବସାୟୀ । ସୂଚନାଯୋଗ୍ୟ, ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣା ଓ…

ନାବାଳିକା ଦୁଷ୍କର୍ମ ମାମଲା; ଅଭିଯୁକ୍ତକୁ ୨୦ ବର୍ଷର ସଶ୍ରମ କାରାଦଣ୍ଡ ଶୁଣାଇଲେ କୋର୍ଟ

କେନ୍ଦୁଝର: ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କଲେ କେନ୍ଦୁଝରର ଫାଷ୍ଟଟ୍ରାକ କୋର୍ଟ । ଅଭିଯୁକ୍ତ ଜଣକ ହେଲେ ସଦର ଥାନା କସିରା ଗ୍ରାମର ବିଦେଶିଆ ପ୍ରଧାନ(୨୨) । ବିଦେଶିଆଙ୍କୁ ଫାଷ୍ଟଟ୍ରାକ କୋର୍ଟ କେନ୍ଦୁଝରର ବିଚାରପତି ବିଜୟ କୁମାର ମିଶ୍ର…

‘ବିଶ୍ୱରେ ଓଡ଼ିଶାର ହସ୍ତକଳା ଓ ହସ୍ତତନ୍ତ ସାମଗ୍ରୀର ବିଶେଷ ପରିଚୟ ରହିଛି’: ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ/ଭୁବନେଶ୍ୱର: ନୂଆଦିଲ୍ଲୀର ଭାରତ ମଣ୍ଡପମ୍ ଠାରେ ଚାଲିଥିବା ୪୩ତମ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା (ଆଇଆଇଟିଏଫ) ମଞ୍ଚରେ ‘ଓଡ଼ିଶା ରାଜ୍ୟ ଦିବସ ସମାରୋହ’ ଆୟୋଜିତ ହୋଇଯାଇଛି । ଶୁକ୍ରବାର ହୋଇଥିବା ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟଅତିଥି…

ଦକ୍ୟାଚ ଓଡିଶା: ଭଞ୍ଜ କଳା ମଣ୍ଡପରେ ଆୟୋଜିତ ହେବ ତ୍ରିଦିବସୀୟ ସଂସ୍କୃତ ନାଟ୍ୟ ମହୋତ୍ସବ ‘ଦଶରୂପକମ୍’

ଭୁବନେଶ୍ବର: ଦକ୍ୟାଚ ଓଡିଶା ଦ୍ବାରା ଓଡିଶାରେ ପ୍ରଥମ ଥର ପାଇଁ ତ୍ରିଦିବସୀୟ ସଂସ୍କୃତ ନାଟ୍ୟ ମହୋତ୍ସବ 'ଦଶରୂପକମ୍' ଆୟୋଜିତ ହେବାକୁ ଯାଉଛି । ଓଡିଶା ଇତିହାସରେ ସଂସ୍କୃତର ପ୍ରଚାର ପ୍ରସାର ପାଇଁ ଦକ୍ୟାଚ, ଓଡିଶାର ନାଟ୍ୟ ଏବଂ ଆଲୋଚନା ଚକ୍ର ଦ୍ବାରା ନୂଆ ପ୍ରୟାସ । ଏହି ତିନି ଦିନରେ…

ଦ୍ୱିଶତକ ସତ୍ୱେ ସେହ୍ୱାଗ ପୁଅ ଆର୍ଯ୍ୟବୀରଙ୍କୁ ଦେବେନି ସ୍ୱତନ୍ତ୍ର ଉପହାର

ନୂଆଦିଲ୍ଲୀ: ଭାରତୀୟ କ୍ରିିକେଟ ଟିମର ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ ବୀରେନ୍ଦ୍ର ସେହ୍ୱାଗଙ୍କ ପୁଅ ଆର୍ଯ୍ୟବୀର ଏବେ ଚର୍ଚ୍ଚାରେ ରହିଛନ୍ତି । ଶୁକ୍ରବାର କୁଚ ବିହାର ଟ୍ରଫି କ୍ରିକେଟରେ ଦିଲ୍ଲୀ ପକ୍ଷରୁ ଖେଳୁଥିବା ଆର୍ଯ୍ୟବୀର ମେଘାଳୟ ବିପକ୍ଷରେ ୨୯୭ ରନର ଚମକପ୍ରଦ ଇନିଂସ ଖେଳିଥିଲେ ।…

ଡାକୁ ମାଝୀ ହତ୍ୟା ମାମଲା: ମାଓ ନେତା ସବ୍ୟସାଚୀ ପଣ୍ଡା ନିର୍ଦ୍ଦୋଷ ପ୍ରମାଣିତ

ରାୟଗଡ଼ା: ଦୁଇଟି ଅପରାଧିକ ମାମଲାରେ ନିର୍ଦ୍ଦୋଷରେ ଖଲାସ ହେଲେ ମାଓ ନେତା ସବ୍ୟସାଚୀ ପଣ୍ଡା । ଆଜି କଡା ସୁରକ୍ଷା ମଧ୍ୟରେ ମାଓନେତା ସବ୍ୟସାଚୀ ପଣ୍ଡାଙ୍କୁ ରାୟଗଡ଼ା ଜିଲ୍ଲା ଗୁଣୁପୁର ଏଡିଜେ କୋର୍ଟରେ ହାଜର କରାଯାଇଥିଲା । ସେଠାରେ ବିଚାର କରି ଦୁଇଟି ଅପରାଧିକ ମାମଲାରେ ନିର୍ଦ୍ଦୋଷରେ ଖଲାସ…

ଓଡିଶାର କଶିକା ମିଶ୍ର ଜିତିଲେ ଆଇଜିୟୁ ଟାଇଟଲ

ଭୁବନେଶ୍ୱର: ଓଡିଶାର ଉଦୀୟମାନ ଗଲ୍ଫ ଖେଳାଳି କଶିକା ମିଶ୍ର ଇତିହାସ ରଚିଛନ୍ତି । ସେ ପ୍ରଥମ ଓଡିଆ ଭାବେ ଇଣ୍ଡିଆନ ଗଲ୍ଫ ୟୁନିୟନ ଚାମ୍ପିୟନଶିପରେ ଟାଇଟଲ ହାସଲ କରିଛନ୍ତି । ନଭେମ୍ବର ୧୮ରୁ ୨୧ ପର୍ଯ୍ୟନ୍ତ ଏହା ଜେପି ଗ୍ରୀନରେ ଖେଳାଯାଇଥିଲା । ୧୫ରୁ ୧୮ ବର୍ଷ କାଟାଗୋରୀ ଏବଂ ସିନିୟର ଆମେଚର…