Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

Weather Update: ରାଜ୍ୟର ବିଭିନ୍ନ ସ୍ଥାନରେ ସର୍ବନିମ୍ନ ତାପମାତ୍ରା କମୁଛି, ୧୨ ଡିଗ୍ରୀ ସହ ଶୀତରେ ଥରୁଛି…

ଭୁବନେଶ୍ୱର: ରାଜ୍ୟରେ ଗତ ୨ ଦିନ ହେବ ପାରଦ ଖୁସୁଛି । ରାଜ୍ୟର ପାହାଡ଼ିଆ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ହ୍ରାସ ପାଉଥିବାରୁ ଶୀତ ଅନୁଭୂତ ହେଉଛି । ଦାରିଙ୍ଗବାଡ଼ିରେ ରାତି ତାପମାତ୍ରା ୧୨ଡିଗ୍ରୀ ଛୁଇଁଛି । ଫୁଲବାଣୀରେ ୧୨.୫ ଡିଗ୍ରୀ ରେକର୍ଡ କରାଯାଇଛି । ଅନୁଗୁଳରେ ୧୫, କୋରାପୁଟ ଓ…

Pakistan Plans: ମନରୁ ଯାଇନି ଭାରତ ଭୟ, ପାକ୍ ସେନା ମୁଖ୍ୟଙ୍କୁ ଅଧିକ କ୍ଷମତା ଦେବାକୁ ପ୍ରସ୍ତୁତି ଚଲାଇଛି…

ନୂଆଦିଲ୍ଲୀ: ଭାରତର ଅପରେସନ ସିନ୍ଦୂରରୁ ଶିକ୍ଷା ନେଇ, ପାକିସ୍ତାନର ପ୍ରଧାନମନ୍ତ୍ରୀ ଶହବାଜ ସରିଫଙ୍କ ସରକାର ଏକ ନୂତନ ସାମ୍ବିଧାନିକ ସଂଶୋଧନ ଆଗତ କରିବାକୁ ପ୍ରସ୍ତୁତ ହେଉଛି, ଯେଉଁଥିରେ ସେ ସେନା ମୁଖ୍ୟ ଅସୀମ ମୁନିରଙ୍କୁ ପ୍ରତିରକ୍ଷା ବାହିନୀର ମୁଖ୍ୟ (CDF) କରିବାକୁ ଯୋଜନା କରୁଛି।…

Air Quality: ବିଷ ବଳୟରେ ରାଜଧାନୀ, ଅନେକ ସ୍ଥାନରେ ୪୦୦ ପାର୍ କଲା ଏକ୍ୟୁଆଇ

ନୂଆଦିଲ୍ଲୀ: ବିଷ ବଳୟରେ ରାଜଧାନୀ ଦିଲ୍ଲୀ। ବିଷାକ୍ତ ବାୟୁ ବଳୟରେ ଛଟପଟ ହେଉଛନ୍ତି ରାଜଧାନୀବାସୀ। ବାୟୁର ମାନ ଶନିବାର ସାଂଘାତିକ ରୂପ ନେବାପରେ ଅଧିକ କଟକଣା ପାଇଁ ସରକାର ପ୍ରସ୍ତୁତ ହେଉଛନ୍ତି। ସହରର ବିଭିନ୍ନ ସ୍ଥାନରେ ଏକ୍ୟୁଆଇ ୪୦୦ ଟପିଛି । ଅଲୀପୁରରେ ୪୧୭, ଆଇଟିଓରେ ୪୦୮, ନେହରୁ…

ନୂଆପଡ଼ାରେ ଆଜି ଉପନିର୍ବାଚନ ପ୍ରଚାରର ଶେଷଦିନ, ନୀରବ ଅବଧି ପୂର୍ବରୁ ସମସ୍ତ ପ୍ରଚାର ସାରିବାକୁ ନିର୍ଦ୍ଦେଶ

ନୂଆପଡ଼ା: ନୂଆପଡ଼ା ଉପନିର୍ବାଚନ ପାଇଁ ଆଜି ପ୍ରଚାରର ଶେଷଦିନ । ଅପରାହ୍ନ ୪ଟାରୁ ଲାଗୁ ହେବ ସାଇଲେନ୍ସ ପିରିୟଡ୍ । ନୀରବ ଅବଧି ପୂର୍ବରୁ ସମସ୍ତ ପ୍ରଚାର ଶେଷ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ବାହାର ଲୋକଙ୍କୁ ନୂଆପଡ଼ା ଛାଡ଼ିବାକୁ କଡ଼ା ନିର୍ଦ୍ଦେଶାନାମା ଜାରି ହୋଇଛି । ଭୋଟିଂର ୪୮…

Landmine Explosion: ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ଯବାନ ଗୁରୁତର, ସନ୍ଧାନୀ କୁକୁର ସହିଦ

ସୁନ୍ଦରଗଡ: ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ପଶ୍ଚିମ ସିଂହ ଭୂମି ଛୋଟା ନାଗରା ଥାନା ସରଣ୍ଡା ଜଙ୍ଗଲରେ ଆଇଇଡି ବିସ୍ଫୋରଣ । ମାଓବାଦୀଙ୍କ ଆଇଡି ବିସ୍ଫୋରଣରେ ଜଣେ ସିଆରପିଏଫ୍ ଯବାନ ଗୁରୁତର ହୋଇଥିବାବେଳେ, ଏକ ସନ୍ଧାନୀ କୁକୁର ସହିଦ ହୋଇଛି । ଗୁରୁତର ଯବାନ ଜଣକ ହେଲେ ସୁମିତ ଏମ୍ । ତାଙ୍କର…

କଟକରେ କୋଠା ଭୁଶୁଡ଼ିବା ଘଟଣା; ମୃତକଙ୍କ ପରିବାରକୁ ୪ ଲକ୍ଷ କ୍ଷତିପୂରଣ..

କଟକ: କଟକ ମଣିସାହୁ ଛକରେ ଶନିବାର ସନ୍ଧ୍ୟାରେ ଏକ କୋଠା ଭୁଶୁଡ଼ି ୩ଜଣଙ୍କ ମୃତ୍ୟୁ ଘଟିଛି। ମଣିସାହୁ ଛକ ନିକଟରେ ଥିବା ହାଡ଼ିବନ୍ଧୁ ସ୍କୁଲ ନିକଟରେ ପୁରୁଣା କୋଠା ଭୁଶୁଡ଼ିବାରୁ ଏଭଳି ଅଘଟଣ ଘଟିଛି। ଏହି ଘଟଣାରେ ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ କ୍ଷତିପୂରଣ ଘୋଷଣା କରିଛନ୍ତି…

୨୫ଏକର ଜମିରେ ୧୧ କୋଟି ମୂଲ୍ୟର ଗଞ୍ଜେଇ ଗଛ ନଷ୍ଟ କଲା ପୋଲିସ

କନ୍ଧମାଳ:ବେଆଇନ ଗଞ୍ଜେଇ ଗଛ କାଟି ନଷ୍ଟ । ରାଇକିଆ ପୋଲିସ ଓ ଅବକାରୀ ବିଭାଗ ଚଢ଼ାଉ କରି ସୁଗଡବାଡି ପଞ୍ଚାୟତର ନାଉଡ଼ିମାହା ନିକଟସ୍ଥ ଜଙ୍ଗଲରୁ ୨୫ ଏକର ଜମିରେ ଲାଗିଥିବା ବେଆଇନ ଗଞ୍ଜେଇ ଗଛ କାଟି ନଷ୍ଟ କରିଛି । ସୂଚନାଥାଉକି, ବିଶେଷସୂତ୍ରରୁ ସୂଚନା ପାଇ ରାଇକିଆ ଥାନା ଅଧିକାରୀ ଆଶୁତୋଷ…

କଟକରେ ପୁରୁଣା କୋଠା ଭୁଶୁଡ଼ି ୩ମୃତ

କଟକ:କଟକ ମଣିସାହୁ ଛକରେ ଶନିବାର ସନ୍ଧ୍ୟାରେ ଏକ ବଡ଼ ଅଘଟଣ ଘଟିଛି। କୋଠା ଭୁଶୁଡ଼ି ୩ଜଣଙ୍କ ମୃତ୍ୟୁ ଘଟିଛି। ମଣିସାହୁ ଛକ ନିକଟରେ ଥିବା ହାଡ଼ିବନ୍ଧୁ ସ୍କୁଲ ନିକଟରେ ପୁରୁଣା କୋଠା ଭୁଶୁଡ଼ିବାରୁ ବସ୍ତିରେ ରହୁଥିବା ୩ ଜଣଙ୍କର ମୃତ୍ୟୁ ଘଟିଛି। କମିସନରେଟ୍‌ ପୋଲିସ କହିଛି ଯେ,…

ପୀତବାସ ପଣ୍ଡାଙ୍କ ପତ୍ନୀଙ୍କ ସାଙ୍ଘାତିକ ଅଭିଯୋଗ ପରେ ପରିବାରକୁ ୨୪ ଘଣ୍ଟିଆ ସୁରକ୍ଷା

ବ୍ରହ୍ମପୁର: ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲା। ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀଙ୍କୁ ନ୍ୟାୟ ମାଗିଲେ ପୀତବାସଙ୍କ ସ୍ତ୍ରୀ ସୁସ୍ମିତା ପଣ୍ଡା। କହିଲେ ଜୀବନ ପ୍ରତି ବିପଦ ଅଛି। ପୁଅ ପାଖକୁ ମାମଲା ପ୍ରତ୍ୟାହାର କରିବାକୁ ବାରମ୍ବାର ଧମକପୂର୍ଣ୍ଣ କଲ୍ ଆସୁଛି। ମୁଖ୍ୟ ଅଭିଯୁକ୍ତ…

ଏହି ଜିଲ୍ଲାରେ ବଢିଛି ସଡ଼କ ଦୁର୍ଘଟଣା; ଗତବର୍ଷ ତୁଳନାରେ ୧୧ % ଅଧିକ ଦୁର୍ଘଟଣା

ଖୋର୍ଦ୍ଧା: ଜିଲ୍ଲାରେ ଗତବର୍ଷ(ଜାନୁଆରୀରୁ ସେପ୍ଟେମ୍ବର) ତୁଳନାରେ ଚଳିତବର୍ଷ ୧୧.୦୧ ପ୍ରତିଶତ ଅଧିକ ଦୁର୍ଘଟଣା ଘଟିଛି । ଜାତୀୟ ରାଜପଥରେ ହିଁ ସର୍ବାଧିକ ମୁଣ୍ଡ ଗଡି଼ଛି । ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଜିଲ୍ଲାସ୍ତରୀୟ ସଡ଼କ ସୁରକ୍ଷା ବୈଠକରେ ଏହି ତଥ୍ୟ ଉପସ୍ଥାପନ କରାଯାଇଛି ।…