Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଆଜିଠୁ ଆରମ୍ଭ ଐତିହାସିକ ‘ବାଲିଯାତ୍ରା’: କୁହେ ଗୌରବମୟ ନୌବାଣିଜ୍ୟ ପରମ୍ପରାର ଇତିହାସ

କଟକ: ଆଜିଠୁ ଆରମ୍ଭ ହେବାକୁ ଯାଉଛି କଟକର ଐତିହାସିକ ବାଲିଯାତ୍ରା । କାହିଁ କେତେ କାଳରୁ ଏହା ଆମ ନୌବାଣିଜ୍ୟ ପରମ୍ପରାର ମୂକସାକ୍ଷୀ ପାଲଟିଛି । ଇତିହାସ କୁହେ, ୨୦୦୦ ହଜାର ବର୍ଷ ପୂର୍ବରୁ ଓଡିଆ ସାଧବ ପୁଅମାନେ ଜାଭା ସୁମାତ୍ରା ଭଳି ଦ୍ବୀପଗୁଡିକୁ ବାଣିଜ୍ୟ କାରବାର କରିବାକୁ ଆଜିର ଦିନରେ…

ଆଦିବାସୀ ମହିଳାଙ୍କୁ ଥାର୍ଡ ଡିଗ୍ରୀ ନିର୍ଯାତନା: ଶରୀରରେ ପିଟିଲେ କଣ୍ଟା, ଆଉ ତାପରେ…

ଇମ୍ଫାଲ: ମଣିପୁରରେ ଥମୁନି ହିଂସା। ଉଗ୍ରବାଦୀମାନେ ନିରିହଙ୍କୁ ଦେଇଚାଲିଛନ୍ତି ନିର୍ଯାତନା। ନିକଟରେ ମଣିପୁରର ଜିରିବାମ ଜିଲ୍ଲାରେ ଜଣେ ୩୧ ବର୍ଷୀୟ ଆଦିବାସୀ ମହିଳାଙ୍କୁ ହତ୍ୟା କରାଯାଇଛି। ଏହି ଘଟଣା ନଭେମ୍ବର ୭ ତାରିଖରେ ଘଟିଥିଲା। ତେବେ ଉକ୍ତ ଆଦିବାସୀ ମହିଳାଙ୍କ ପୋଷ୍ଟ ମର୍ଟମ ରିପୋର୍ଟ…

କାହିଁକି ୧୭ ହଜାର କର୍ମଚାରୀଙ୍କୁ ଛଟେଇ କରିବ ବୋଇଂ?

ୱାଶିଂଟନ: ଖୁବଶୀଘ୍ର ବୋଇଂ ନିଜର ୧୭ ହଜାର କର୍ମଚାରୀଙ୍କୁ ଛଟେଇ କରିବ। ଆମେରିକାର ପ୍ରଖ୍ୟାତ ବିମାନ ନିର୍ମାଣକାରୀ ସଂସ୍ଥା ବୋଇଂ ନିଜର କର୍ମଚାରୀଙ୍କୁ ଛଟେଇ କରିବ ବୋଲି ଜଣାପଡିଛି। କୁଶଳୀ କର୍ମଚାରୀଙ୍କ ଜରିଆରେ ଉତ୍ପାଦନ କ୍ଷମତା ବୃଦ୍ଧି କରିବା ଲକ୍ଷ୍ୟରେ ଏଭଳି ନିଷ୍ପତ୍ତି ନିଆଯାଇଥିବା…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଡିଭାଇଡରକୁ ପିଟିଲା ବରଯାତ୍ରୀ କାର୍, ୪ ମୃତ

ଲକ୍ଷ୍ନୌ: ଉତ୍ତରପ୍ରଦେଶର ମଙ୍ଗଲୋରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଡିଭାଇଡରକୁ ପିଟିଲା ବରଯାତ୍ରୀ କାର୍। ଫଳରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ଘଟିଛି। ସୂଚନା ଅନୁସାରେ ଏକ ବରଯାତ୍ରୀ କାର୍ ଡିଭାଇଜରକୁ ଧକ୍କା ଦେଇଛି। ଫଳରେ ୪ ଜଣଙ୍କ ମୃତ୍ୟୁ ଘଟି ଥିବାବେଳେ ଅନେକ ଲୋକ…

ଗ୍ରୋସରୀ ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ରାଉରକେଲା: ସୁରୁଚି ବଜାରରେ ଭୟଙ୍କର ଅଗ୍ନିକାଣ୍ଡ। ରାଉରକେଲା ସିଭିଲଟାଉନସିପ୍ ସୁରୁଚି ବଜାରରେ ଅଗ୍ନିକାଣ୍ଡ ଘଟିଥିବା ସୂଚନା ରହିଛି । ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ହୋଇଥିବା ସୂଚନା ମିଳିଛି। ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜଳିପୋଡି ପାଉଁଶ ହୋଇଯାଇଥିବା ସୂଚନା ମିଳିଛି। ନିଆଁ…

ଶିମିଳିପାଳକୁ ଆସିଲା ଦ୍ଵିତୀୟ ବାଘୁଣୀ

ମୟୂରଭଞ୍ଜ: ପ୍ରଥମେ ଯମୁନା ପରେ ଆଜି ପୁଣି ଶିମିଳିପାଳକୁ ଆସିଲା ଦ୍ବିତୀୟ ବାଘୁଣୀ । ମହାରାଷ୍ଟ୍ର ତାଡ଼ବା ଅନ୍ଧାରୀ ଟାଇଗର ରିଜର୍ଭରୁ ଆସି ମୟୂରଭଞ୍ଜ ଶିମିଳିପାଳ ଅଭୟାରଣ୍ୟରେ ପହଞ୍ଚିଛି ଆଉ ଏକ ବାଘୁଣୀ । ଭବିଷ୍ୟତରେ ବାଘ ସଂଖ୍ୟା ବୃଦ୍ଧି ପାଇଁ ବାହାର ରାଜ୍ୟରୁ ଦୁଇଟି ବାଘୁଣୀ ଆଣିବା…

ରୂପାରେ ଛାଉଣି ହେବ ଶ୍ରୀମନ୍ଦିର ସଂହଦ୍ବାର ଓ ପତିତପାବନଙ୍କ ମନ୍ଦିର

ପୁରୀ: ଶ୍ରୀମନ୍ଦିର ସିଂହଦ୍ବାର ଜମଶିଳା ତଥା ଦ୍ବାର ବନ୍ଧ ଓ ପତିତପାବନଙ୍କ ମନ୍ଦିରକୁ ସଂପୂର୍ଣ୍ଣ ଭାବେ ରୂପାରେ ଛାଉଁଣି କରାଯିବ । ଏନେଇ ଗୁରୁବାର ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ ବସିଥିବା ଗୁରୁତ୍ୱପୂର୍ଣ୍ଣ ବୈଠକରେ ନିଷ୍ପତ୍ତି ହୋଇଛି ।…

ଆସିଲା ନୂଆ ନିୟମ; ଆଗକୁ ପରୀକ୍ଷାରେ କପି କଲେ ୫ ବର୍ଷ ଜେଲ୍..

ଭୁବନେଶ୍ବର: କେନ୍ଦ୍ରର ମାର୍ଗ ଦର୍ଶନରେ ଓଡ଼ିଶା ବିଭିନ୍ନ ସରକାରୀ ଚାକିରି ପାଇଁ ନୂଆ ନୀତି ଆପଣାଇଛି । ଚାକିରି ପାଇଁ ହେଉଥିବା ପରୀକ୍ଷା ବା ଇଣ୍ଟରଭ୍ୟୁରେ ଅସାଧୁ ଉପାୟକୁ ରୋକ୍‍ ଦେବା ଲାଗି ସରକାରଙ୍କ ପକ୍ଷରୁ ଏହି ନିୟମରେ କଡ଼ା ଦଣ୍ଡ ବିଧାନ କରାଯାଇଛି । ଓଡ଼ିଶା ସରକାରଙ୍କ ବିଭିନ୍ନ…

‘ସମବାୟ ସମିତି ଗୁଡିକ ସରକାରୀ ନିୟମ ଅନୁଯାୟୀ ଧାନ ସଂଗ୍ରହ କରନ୍ତୁ, ନହେଲେ ଦୃଢ କାର୍ଯ୍ୟାନୁଷ୍ଠାନ…

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ବର ସ୍ଥିତ ସମବାୟ ଭବନ ପରିସରରେ ୭୧ ତମ ନିଖିଳ ଭାରତ ସମବାୟ ସପ୍ତାହ ପାଳନର ଉଦ୍‌ଘାଟନ କରିଛନ୍ତି । ନଭେମ୍ବର ୧୪ ରୁ ୨୦ ତାରିଖ ପର୍ଯ୍ୟନ୍ତ ଏହି ସମବାୟ ସପ୍ତାହ ପାଳନ କରାଯାଉଛି । ଏହି ଅବସରରେ ଉପସ୍ଥିତ ବିଭିନ୍ନ ସମବାୟ…

ବିଦ୍ୟାର୍ଥୀମାନେ ନିଜ ଭିତର ଲୁକ୍କାୟିତ ଗୁଣାବଳୀ ଏବଂ ଦକ୍ଷତାକୁ ଚିହ୍ନଟ କରନ୍ତୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଏବଂ ଐତିହ୍ୟ ବିଦ୍ୟାଳୟ ଯୋଜନାର ଶୁଭାରମ୍ଭ । ଆଜି ୟୁନିଟ-୩ ସ୍ଥିତ କ୍ୟାପିଟାଲ୍ ଉଚ୍ଚ ବିଦ୍ୟାଳୟ ପରିସରରେ ରାଜ୍ୟସ୍ତରୀୟ ଶିଶୁ ଦିବସ ସମାରୋହ ‘ସୁରଭି’ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମର ଶେଷ ଦିବସରେ ମୁଖ୍ୟ ଅତିଥି…