Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଏଣିକି ହାଇସ୍କୁଲ ଶିକ୍ଷକ ଓ କର୍ମଚାରୀଙ୍କୁ ଘର ପାଇଁ ମିଳିବ ଟଙ୍କା

ଭୁବନେଶ୍ବର: ଏଣିକି ହାଇସ୍କୁଲ ଶିକ୍ଷକ ଓ କର୍ମଚାରୀଙ୍କୁ ଘର ପାଇଁ ଆଗୁଆ ଟଙ୍କା ମିଳିବ । ଘର ଭଡା ଖର୍ଚ୍ଚ(ଏଚଆରଏ)ରେ ପାଉଥିବା ଟଙ୍କା ସହିତ ଏଣିକି ନୂଆ ଜମି ଓ ଘର କିଣିବା ପାଇଁ ମଧ୍ୟ ହାଇସ୍କୁଲ ଶିକ୍ଷକ ଓ ଅନ୍ୟ କର୍ମଚାରୀଙ୍କୁ ଅଗ୍ରୀମ ଟଙ୍କା ମିଳିବ । ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ…

ଆମେରିକାରେ ଟ୍ରମ୍ପଙ୍କ ବିଜୟ ପରେ କମୁଛି ସୁନା ଦର!

ନୂଆଦିଲ୍ଲୀ: କୁହାଯାଏ ଯେ ସମଗ୍ର ବିଶ୍ୱର ଅର୍ଥନୀତିର ଗତିପଥ ଆମେରିକା ସ୍ଥିର କରେ । ସେଠାରେ ରାଷ୍ଟ୍ରପତି ନିର୍ବାଚନ ଶେଷ ହେବା ପରେ ଏବେ ଏହା ପ୍ରମାଣିତ ହୋଇଥିବା ଜଣାପଡିଛି । ଆମେରିକାରେ ରାଷ୍ଟ୍ରପତିଙ୍କ ଦାୟିତ୍ବ କିଏ ଗ୍ରହଣ କରିବ ତାହା ସ୍ପଷ୍ଟ ନହେବା ପର୍ଯ୍ୟନ୍ତ ସୁନା ମୂଲ୍ୟ କ୍ରମାଗତ…

ଜଳବାୟୁ ପରିବର୍ତ୍ତନ ଯୋଗୁ ରାଜ୍ୟରେ ଶୀତ ଉଭାନ

ଭୁବନେଶ୍ବର: ରାଜ୍ୟରେ ଆରମ୍ଭ ହୋଇଯାଇଛି ଶୀତ ଋତୁ ହେଲେ ଏପର୍ଯ୍ୟନ୍ତ ଶୀତର ନାଁ ଗନ୍ଧ ନାହିଁ । କେବଳ ଦାରିଙ୍ଗବାଡି, ଜି.ଉଦୟଗିରି ଓ ସେମିଳିଗୁଡାର କିଛି ଅଞ୍ଚଳକୁ ଛାଡି ଦେଲେ ଆଉ ସବୁଠି ଶୀତ ଉଭାନ ରହିଛି । ତେବେ ଜଳବାୟୁ ପରିବର୍ତ୍ତନ ଏବଂ ମୌସୁମୀ ବାୟୁ ଫେରିଯିବା ପରେ ବାତ୍ୟା ଓ ବର୍ଷା…

‘କୁମ୍ଭକର୍ଣ୍ଣ ପରେ ଏବେ ଗଭୀର ନିଦରେ ଶୋଇ ରହିଛନ୍ତି ହିନ୍ଦୁ’

ଜୟପୁର: ବାଗେଶ୍ୱର ପୀଠାଧୀଶ୍ୱର ପଣ୍ଡିତ ଧିରେନ୍ଦ୍ର କୃଷ୍ଣ ଶାସ୍ତ୍ରୀ ଏକ ବଡ଼ ବିବୃତ୍ତି ଦେଇଛନ୍ତି । ସେ ହିନ୍ଦୁମାନଙ୍କୁ କୁମ୍ଭକର୍ଣ୍ଣ ପରି ଶୋଇଥିବାର ବର୍ଣ୍ଣନା କରିଛନ୍ତି । ଧିରେନ୍ଦ୍ର କୃଷ୍ଣ ଶାସ୍ତ୍ରୀ କହିଛନ୍ତି ଯେ ବର୍ତ୍ତମାନ ହିନ୍ଦୁମାନଙ୍କୁ ଜାଗ୍ରତ ହେବାକୁ ପଡ଼ିବ । ରାଜସ୍ଥାନର…

ମହିଳା ବିରୋଧୀ ଅପରାଧ ପ୍ରସଙ୍ଗରେ ପୂର୍ବ ସରକାର ଉପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବିଏନଏସ ଜାଗୃତିକରଣ କାର୍ଯ୍ୟକ୍ରମରେ ମହିଳା ବିରୋଧୀ ଅପରାଧ ପ୍ରସଙ୍ଗରେ ପୂର୍ବ ସରକାର ଏବଂ ପୂର୍ବ ମୁଖ୍ୟମନ୍ତ୍ରୀଙ୍କ ଉପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ । କହିଲେ, ରାଜ୍ୟରେ ମହିଳା ବିରୋଧୀ ଅପରାଧରେ ଦଣ୍ଡ ବିଧାନ ହାର ଏକ ଅଙ୍କରେ ସୀମିତ ରହିଛି । ଏନସିଆରବି ରିପୋର୍ଟ ଅନୁଯାୟୀ,…

ବ୍ରହ୍ମପୁର-ଜୟପୁର ହାଇସ୍ପିଡ଼ କରିଡର ଓ ଗ୍ରୀନ ଫିଲଡ଼ ପ୍ରକଳ୍ପ: ପ୍ରମୁଖ ସହର, ଖଣି ଓ ଶିଳ୍ପ ଯୋଗାଯୋଗକୁ ସୁଦୃଢ କରିବ

ଭୁବନେଶ୍ୱର: ପ୍ରସ୍ତାବିତ ବ୍ରହ୍ମପୁର-ଜୟପୁର ହାଇ-ସ୍ପିଡ଼ କରିଡର ଓ ଗ୍ରୀନ ଫିଲଡ଼ ପ୍ରକଳ୍ପ ସମ୍ପର୍କିତ ଏକ ସମୀକ୍ଷା ବୈଠକ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନଙ୍କ ଅଧକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଗଞ୍ଜାମ, ଗଜପତି,ରାୟଗଡା ଓ କୋରାପୁଟ ଜିଲ୍ଲା ଦେଇ ନିର୍ମାଣ ହେବାକୁ…

ଧାନ କିଣାର ୪୮ ଘଣ୍ଟା ଭିତରେ ଚାଷୀଙ୍କ ଆକାଉଣ୍ଟକୁ ଆସିବ ୩୧ ଶହ ଟଙ୍କା

ଭୁବନେଶ୍ବର: ନଭେମ୍ବର ତୃତୀୟ ସପ୍ତାହରେ ଆରମ୍ଭ ହେବ ଧାନ କିଣା ପ୍ରକ୍ରିୟା। ନିର୍ବାଚନ ବେଳେ ଚାଷୀଙ୍କୁ ଦେଇଥିବା ଏମଏସପି ଗ୍ୟାରେଣ୍ଟି ପୂରଣ କରିବାକୁ ଯାଉଛନ୍ତି ମୋହନ ସରକାର । ଧାନ କିଣାର ୪୮ ଘଣ୍ଟା ଭିତରେ ଚାଷୀଙ୍କ ଆକାଉଣ୍ଟକୁ ଆସିବ ଏମଏସପି ଓ ଇନପୁଟ୍ ସବସିଡି ଅର୍ଥାତ୍ ୩୧ ଶହ ଟଙ୍କା ।…

ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରେ ‘ଷ୍ଟ୍ରୋକକୁ ଜାଣିବା, ଜିଣିବା’ ସଚେତନତା କାର୍ଯ୍ୟକ୍ରମ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରେ ଆୟୋଜିତ ଯୁବ ସଚେତନତା କାର୍ଯ୍ୟକ୍ରମ ‘ଷ୍ଟ୍ରୋକକୁ ଜାଣିବା, ଜିଣିବା’କୁ ନେଇ ବିଶେଷ ଉତ୍ସାହ ଦେଖିବାକୁ ମିଳିଛି। ବିଶ୍ୱବିଦ୍ୟାଳୟର ସହଭାଗିତାରେ ଆଜି ଆଇଏଫଆଇ ଫାଉଣ୍ଡେସନ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଭିନ୍ନ…

ଝାଡ଼ଖଣ୍ଡ ନିର୍ବାଚନ ପ୍ରଚାର ପାଇଁ କାଲିଠୁ ୩ ଦିନିଆ ଗସ୍ତରେ ଯିବେ ମନ୍ତ୍ରୀ

ଭୁବନେଶ୍ବର: ଆଉ ମାତ୍ର କିଛି ଦିନର ଅପେକ୍ଷା ଏହା ପରେ ଆରମ୍ଭ ହେବ ଝାଡ଼ଖଣ୍ଡ ନିର୍ବାଚନ । ଏଥିପାଇଁ ସବୁ ଦଳ ପକ୍ଷରୁ ପ୍ରଚାର ଜୋରଦାର କରାଯାଉଛି । ବିଜେପି ମଧ୍ୟ ନିଜ ସପକ୍ଷରେ ଭୋଟ୍ ଆଣିବା ପାଇଁ ପ୍ରକ୍ରିୟା ଆରମ୍ଭ କରିଛି । ଏନେଇ ଆସନ୍ତାକାଲିଠୁ ୩ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ ନଗର…

ଡିସେମ୍ବର ୩୦ ସୁଦ୍ଧା ସବୁ ସ୍କୁଲ୍ ଓ କଲେଜକୁ ଜମି ପଟ୍ଟା ଦିଆଯିବ: ରାଜସ୍ଵ ମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟର ସବୁ ସ୍କୁଲ ଓ କଲେଜକୁ ପଟ୍ଟା ଦିଆଯିବ । ତେଣୁ ଡିସେମ୍ବର ୩୦ ତାରିଖ ସୁଦ୍ଧା କିପରି ସବୁ ସ୍କୁଲ ଓ କଲେଜକୁ ଜମି ପଟ୍ଟା ଦିଆଯିବ ସେନେଇ କାର୍ଯ୍ୟ ଆରମ୍ଭ ହୋଇଥିବା କହିଛନ୍ତି ରାଜସ୍ବ ମନ୍ତଫରି ସୁରେଶ ପୂଜାରୀ । ଶିକ୍ଷକ କିମ୍ବା ଅଧ୍ୟାପକମାନେ ପାଠ ପଢ଼ାଇବା  ଛାଡ଼ି…