Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଆପୋଷ ବୁଝାମଣା ଜରିଆରେ ବନ୍ଦ କରାଯାଇ ପାରିବନି ଯୌନ ଉତ୍ପୀଡ଼ନ ମାମଲା: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଆପୋଷ ବୁଝାମଣା ଆଧାରରେ ବନ୍ଦ କରାଯାଇ ପାରିବନି ଯୌନ ଉତ୍ପୀଡ଼ନ ମାମଲା। ଗୁରୁବାର ଏହି ଗୁରୁତ୍ଵପୂର୍ଣ୍ଣ ରାୟ ଶୁଣାଇଛନ୍ତି ସୁପ୍ରିମକୋର୍ଟ। ରାଜସ୍ଥାନ ହାଇକୋର୍ଟଙ୍କ ସେହି ନିର୍ଦ୍ଦେଶକୁ ସୁପ୍ରିମକୋର୍ଟ ବାତିଲ କରିଛନ୍ତି, ଯେଉଁଥିରେ ଜଣେ ନାବାଳିକା ଛାତ୍ରୀଙ୍କୁ ଯୌନ ନିର୍ଯାତନା…

ନୂଆବର୍ଷରୁ ମିଳିବ ଚାଉଳ ସାଙ୍ଗକୁ ଗହମ

ଭୁବନେଶ୍ବର: ନୂଆବର୍ଷ ଠାରୁ ହିତାଧିକାରୀଙ୍କୁ ଚାଉଳ ସାଙ୍ଗକୁ ଗହମ ମିଳିବ । ଅର୍ଥାତ୍ ଆସନ୍ତା ଜାନୁୟାରୀ ପ୍ରଥମ ସପ୍ତାହରୁ ଚାଉଳ ସହ ଗହମ ପାଇବେ ରାସନ ହିତାଧିକାରୀ । ଏନେଇ ଆଜି ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଏନେଇଚ ମନ୍ତ୍ରୀ କହିଛନ୍ତି, ବର୍ତ୍ତମାନ…

ଚୀନ୍-ପାକିସ୍ତାନର ବଢିବ ଟେନସନ, ଭାରତରେ ତିଆରି ହେବ ଆମେରିକାର ବିପଜ୍ଜନକ ରାଇଫଲ୍ସ

ନୂଆଦିଲ୍ଲୀ: ଏଣିକି ପଡୋଶୀ ଦେଶ ଚୀନ ଏବଂ ପାକିସ୍ତାନର ବଢିବ ଟେନସନ। କାରଣ ଆମେରିକା ଠାରୁ ୭୩,୦୦୦ ଅତିରିକ୍ତ ସିଗ୍ ସୌର୍ ଆକ୍ରମଣକାରୀ ରାଇଫଲ କିଣିବାକୁ ଭାରତ ନିର୍ଦ୍ଦେଶ ଦେଇଛି। ଏପରି ହେଲେ ଭାରତ ଆହୁରୀ ଶକ୍ତିଶାଳୀ ହେବ। ତେବେ, ୨୦୨୫ ମସିହାରୁ ଏହି ରାଇଫଲଗୁଡିକ କେବଳ ଭାରତରେ ତିଆରି…

ଅକ୍ଷର ଭୂମି ଆଗରେ ‘ଅସ୍ମିତା ଭବନ’; ୩୬୦ ଡିଗ୍ରୀରେ ପ୍ରଦର୍ଶିତ ହେବ ଓଡିଶା

ଭୁବନେଶ୍ବର: ଅକ୍ଷର ଭୂମି ସାମ୍ନାରେ ହେବ ଓଡିଆ ଅସ୍ମିତା ଭବନ ।  ଭୁବନେଶ୍ବର ଗଜପତି ନଗରରେ କଳାମଣ୍ଡଳ ପରିସରରେ ଥିବା ଅକ୍ଷର ଭୂମି ସାମ୍ନାରେ ଓଡିଆ ଅସ୍ମିତା ଗୃହ ନିର୍ମାଣ ହେବ । ସମଗ୍ର ଓଡିଶାର ଗରିମାକୁ ପ୍ରଦର୍ଶନ କରିବ ଏହି ଅସ୍ମିତା ଗୃହ । ଏନେଇ ସରକାର ଯେଉଁ ସ୍ବପ୍ନ ଦେଖିଥିଲେ ଏବଂ…

ଏବେ ନଡା ଜାଳିବା ପଡିବ ଭାରି, ଦୁଇ ଗୁଣା ଜରିମାନା ବଢାଇଲେ ସରକାର

ନୂଆଦିଲ୍ଲୀ: ପ୍ରଦୂଷଣ ବୃଦ୍ଧି ସମସ୍ୟାକୁ ରୋକିବା ପାଇଁ ଭାରତ ସରକାର ଏକ ବଡ ପଦକ୍ଷେପ ନେଇଛନ୍ତି । ନଡା ଜାଳିବା ନେଇ ସରକାର ଜରିମାନା ବୃଦ୍ଧି କରିଛନ୍ତି । ସୂଚନାନୁସାରେ, ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ ଭାରତ ସରକାର ଦୁଇ ଏକରରୁ କମ୍ ଜମିରେ ନଡ଼ା ଜାଳିବା ପାଇଁ ୫ ହଜାର ଟଙ୍କା ଏବଂ…

ହଷ୍ଟେଲରୁ ମିଳିଲା ଛାତ୍ରୀଙ୍କ ଝୁଲନ୍ତା ମୃତ ଦେହ

ଭୁବନେଶ୍ବର: ଭୁବନେଶ୍ବର ହଷ୍ଟେଲ ରୁମ୍‌ରୁ ମିଳିଲା ଛାତ୍ରୀଙ୍କ ଝୁଲନ୍ତା ମୃତଦେହ । ଛାତ୍ରୀଜଣଙ୍କ ପଟିଆ ସ୍ଥିତ ଏକ ଘରୋଇ କୋଚିଂ ସେଣ୍ଟରରେ ମେଡିକାଲ ପାଇଁ କୋଂଚି ନେଉଥିବା ବେଳେ ହଷ୍ଟେଲରୁ ତାଙ୍କ ମୃତ ଦେହ ଉଦ୍ଧାର କରାଯାଇଛି । ତେବେ ଏହା  ଆତ୍ମହତ୍ୟା ନା ହତ୍ୟା ତାହା ଅସ୍ପଷ୍ଟ ଥିବା…

ଭୁବନେଶ୍ବର ବିମାନବନ୍ଦରରେ ହଙ୍ଗାମା, ତାତିଲେ ଯାତ୍ରୀ

ଭୁବନେଶ୍ବର: ଭୁବନେଶ୍ବର ବିମାନବନ୍ଦରରେ ତାତିଲେ ଯାତ୍ରୀ । ବିମାନ ଉଡାଣ ବାରମ୍ବାର ବାତିଲ୍ ହେବକୁ ନେଇ ଅସନ୍ତୋଷ ପ୍ରକାଶ କରି ଧାରଣାରେ ବସିଥିଲେ । ଯଥାଶୀଘ୍ର ସେମାନଙ୍କ ଯିବା ପାଇଁ ବିମାନ ବ୍ୟବସ୍ଥା କରିବା ପାଇଁ ଦାବି କରି ବିମାନ କର୍ତ୍ତୃପକ୍ଷଙ୍କ ଉପରେ ବର୍ଷିଥିଲେ ପାଖାପାଖି ୬୦ରୁ…

ବିଧାନସଭାରେ ଗଣ୍ଡଗୋଳ, ୩୭୦ ବ୍ୟାନର ଦେଖାଇବା ପରେ ହାତାହାତି ପରିସ୍ଥିତି

ଶ୍ରୀନଗର: ଜମ୍ମୁ-କଶ୍ମୀର ବିଧାନସଭାରେ ହାତାହାତି ପରିସ୍ଥିତି । ବିଧାନସଭାରେ ୩୭୦ ବ୍ୟାନରକୁ ନେଇ ହାଇଡ୍ରାମା ଆରମ୍ଭ ହୋଇଥିବା ବେଳେ ଶାସକ ଓ ବିରୋଧୀ ବିଧାୟକଙ୍କ ମଧ୍ୟରେ ଧକ୍କା ଏବଂ ମୁଥ ମରାମରି ପରିସ୍ଥିତି ସୃଷ୍ଟି ହୋଇଛି । ୩୭୦ ଧାରା ଉଚ୍ଛେଦ ପ୍ରସ୍ତାବକୁ ହଟାଇବାକୁ ନେଇ ଏଭଳି…

କୋଟିଏ ଟଙ୍କାର ଗଞ୍ଜେଇ ଜବତ, ୪ ଗିରଫ

ଦେବଗଡ଼: ଏସଟିଏଫକୁ ବଡ଼ ସଫଳତା। ଦେବଗଡ଼ ଜିଲ୍ଲାରେ ଚଢ଼ଉ କରି ୧ ଟନ୍ ଗଞ୍ଜେଇ ଜବତ କରିବା ସହ ୪ ଜଣଙ୍କୁ ଗିରଫ କରିଛି। ରିଆମାଳ ଥାନା ବଞ୍ଜାରୀ ଗାଁର ଏକ ଷ୍ଟକ ୟାର୍ଡରୁ ଜବତ ହୋଇଛି ୧ ଟନ୍ ଗଞ୍ଜେଇ। ଏକ ଟ୍ରକରୁ ୮୭ଟି ଗଂଜେଇ ଭର୍ତ୍ତି ଅଖା ଜବତ କରିଥିଲା STF। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ…

ମାଆ, ଝିଅଙ୍କୁ ପୋଡ଼ି ହତ୍ୟା ଘଟଣାର ପର୍ଦ୍ଦାଫାସ: ପୁଅ, ନାତି ଗିରଫ

ସମ୍ବଲପୁର: ମାଆ, ଝିଅଙ୍କୁ ପୋଡ଼ି ହତ୍ୟା ଘଟଣାର ପର୍ଦ୍ଦାଫାସ। ମୃତ ବୃଦ୍ଧାଙ୍କ ପୁଅ ଓ ନାତିଙ୍କୁ ଗିରଫ କଲା ସଦର ଥାନା ପୋଲିସ। ଗତକାଲି ମାନେଶ୍ବର ହାଟପଦା ଅଞ୍ଚଳରେ ଘଟିଥିଲା ଜଘନ୍ୟକାଣ୍ଡ। ଘରେ ମାଆ, ଝିଅ ଶୋଇଥିବା ବେଳେ ଶ୍ୱାସରୁଦ୍ଧ କରି ମାରିଥିଲେ ପୁଅ ଓ ନାତି। ପ୍ରମାଣ ନଷ୍ଟ ପାଇଁ ୨…