Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ବାତ୍ୟା ଦାନା କ୍ଷୟକ୍ଷତି: ୭ ଦିନ ଭିତରେ ଟଙ୍କା ବାଣ୍ଟିବେ ଜିଲ୍ଲାପାଳ

ଭୁବନେଶ୍ବର: ବାତ୍ୟା ଦାନାରେ ଯେଉଁମାନଙ୍କର କ୍ଷୟକ୍ଷତି ହୋଇଛି ସେମାନଙ୍କୁ ଆଗାମୀ ୭ ଦିନ ଭିତରେ ନିଜ ନିଜ ଜିଲ୍ଲାପାଳଙ୍କ ଠାରୁ ସହାୟତା ରାଶି ମିଳିଯିବ । ଏନେଇ ସୂଚନା ଦେଇଛନ୍ତି ମନ୍ତ୍ରୀ ସୁରେଶ ପୂଜାରୀ । ଏନେଇ ମନ୍ତ୍ରୀ କହିଛନ୍ତି, ଆସନ୍ତା ୭ ଦିନ ଭିତରେ ଲୋକଙ୍କୁ ବାତ୍ୟା କ୍ଷୟକ୍ଷତି…

ଡ୍ରାଇଭିଂ ଲାଇସେନ୍ସ ନିୟମରେ ବଡ ପରିବର୍ତ୍ତନ, ଜାଣନ୍ତୁ କ’ଣ ପାଇବେ ଲାଭ..

ନୂଆଦିଲ୍ଲୀ: ଡ୍ରାଇଭିଂ ଲାଇସେନ୍ସ ନିୟମରେ ବଡ଼ ପରିବର୍ତ୍ତନ ହୋଇଛି । ଏଣିକି ହାଲୁକା ଯାନ ପାଇଁ ଲାଇସେନ୍ସ ପାଇଥିବା ଗାଡ଼ି ଚାଳକ ଭାରୀ ଯାନ ବି ଚଳାଇପାରିବେ । ଏଥିପାଇଁ ଆଉ ଅଲଗା ପ୍ରାଧିକରଣ ଆବଶ୍ୟକ ହେବ ନାହିଁ । କମର୍ସିଆଲ ଭେଇକିଲ ଗାଡିଚାଳକଙ୍କୁ ଆଶ୍ବସ୍ତି ଦେଇ ଆଜି ସୁପ୍ରିମକୋର୍ଟ…

ନୂଆ ଗାଇଡଲାଇନ: ଏଣିକି ୩ ଥର ଜେଇଇ ଆଡଭାନ୍ସ ପରୀକ୍ଷା ଦେଇପାରିବେ ଛାତ୍ରଛାତ୍ରୀ

ନୂଆଦିଲ୍ଲୀ: ଜେଇଇ ଆଡଭାନ୍ସ ଦେଇଥିବା ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର। ଏବେଠାରୁ ୩ ଥର ଜେଇଇ ଆଡଭାନ୍ସ ପରୀକ୍ଷା ଦେଇପାରିବେ ଛାତ୍ରଛାତ୍ରୀ। ନୂଆ ଗାଇଡଲାଇନ ମୁତାବକ, ଇଚ୍ଛୁକ ପ୍ରାର୍ଥୀ ଲଗାତାର ୩ ବର୍ଷ ପାଇଁ ୩ ଥର ପରୀକ୍ଷା ଦେଇପାରିବେ। ଏହାପୂର୍ବରୁ ଜେଇ ଆଡଭାନ୍ସ ପରୀକ୍ଷା ୨ ବର୍ଷରେ…

ହାତୀଙ୍କ ପାଇଁ ରାଜ୍ୟରେ ଅଧିକ ଜଙ୍ଗଲ ସୃଷ୍ଟି କରିବେ ସରକାର

ଭୁବନେଶ୍ବର: ଓଡିଶାରେ ଗଜରାଜଙ୍କ ପାଇଁ ଜାଗା କମ୍ ପଡିଲାଣି । ଓଡିଶା ଜଙ୍ଗଲରେ ସର୍ବାଧିକ ହାତୀ ରହିବା କ୍ଷମତା ୧୭୦୦ ଥିବା ବେଳେ ଏବେ ରାଜ୍ୟରେ ମୋଟ ହାତୀ ସଂଖ୍ୟା ୨୧୦୦ ରହିଛି । ଯାହାକି କ୍ଷମତା ଠାରୁ ୪୦୦ ଅଧିକ ।  ସେ୍ଥିପାଇଁ ହାତୀମାନେ ଗାଁ ମୁହାଁ ହେଉଛନ୍ତି । ମଣିଷ- ହାତୀ ଲଢେଇ…

ଚିକେନ୍ ବିରିୟାନୀ ନେଲା ଝିଅର ଜୀବନ, ୨୦ ଅସୁସ୍ଥ

ହାଇଦ୍ରାବାଦ: ବିରିୟାନୀ ପ୍ରାୟତଃ ଲୋକଙ୍କର ପ୍ରିୟ ଖାଦ୍ୟ। କିନ୍ତୁ ବିରିୟାନୀ ଜଣେ ଝିଅର ଜୀବନ ନେବା ସହ ଅନେକ ଲୋକଙ୍କୁ ଗୁରୁତର ଭାବରେ ଅସୁସ୍ଥ କରିଦେଇଛି। ହାଇଦ୍ରାବାଦରୁ ଏହି ମାମଲା ସାମ୍ନାକୁ ଆସିଛି। ଏଠାରେ ଚିକେନ୍ ବିରିୟାନୀ ଖାଇବା ପରେ ଜଣେ ଝିଅର ସ୍ୱାସ୍ଥ୍ୟ ଅବସ୍ଥା ବିଗିଡି…

ଜମ୍ମୁ-କାଶ୍ମୀରରେ ବୁଲିବ ବୁଲଡୋଜର, ଆତଙ୍କୀଙ୍କ ବିରୋଧରେ ବଡ଼ ଯୋଜନା

ଶ୍ରୀନଗର: ଉତ୍ତର ପ୍ରଦେଶ ଭଳି ଜମ୍ମୁ-କାଶ୍ମୀରରେ ହେବ ବୁଲଡୋଜର ଆକ୍ସନ। ଯୋଗୀ ସରକାରଙ୍କ ପରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରସ୍ତୁତ ହେଉଛି ଜମ୍ମୁ-କାଶ୍ମୀର। ଲେଫ୍ଟନାଣ୍ଟ ଗଭର୍ଣ୍ଣର ମନୋଜ ସିହ୍ନା ଲୋକଙ୍କୁ ଚେତାବନୀ ଦେଇଛନ୍ତି ଯେ ଯଦି କେହି ଆତଙ୍କବାଦୀଙ୍କୁ ଆଶ୍ରୟ ଦେବାକୁ…

ଆମେରିକାର ୪୭ତମ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ, ଭାରତ ପାଇଁ ହେବ କି ଫାଇଦା ?

ନୂଆଦିଲ୍ଲୀ: ଆମେରିକାର ୪୭ତମ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ରାଷ୍ଟ୍ରପତି ନିର୍ବାଚନ ରେସ୍‌ରେ ​​ଡୋନାଲ୍ଡ ଟ୍ରମ୍ପ ବାଜି ମାରିଥିବା ବେଳେ ହ୍ୱାଇଟ୍‌ ହାଉସ୍‌ ଲଢ଼େଇରେ ଜିତିଛନ୍ତି ଟ୍ରମ୍ପ। ଡେମୋକ୍ରାଟିକ୍ ପାର୍ଟି ପ୍ରାର୍ଥୀ କମଲା ହାରିସ ଏବଂ ରିପବ୍ଲିକାନ ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପଙ୍କ…

ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମଧ୍ୟରେ ଗୁଳିବିନିମୟ: ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର: ଜମ୍ମୁ-କାଶ୍ମୀରର ବାନ୍ଦିପୋରା ଜିଲ୍ଲାରେ ହୋଇଥିବା ଏନକାଉଣ୍ଟରରେ ଦୁଇଜଣ ସୁରକ୍ଷା କର୍ମୀ ଆହତ ହୋଇଥିବା ବେଳେ ଜଣେ ଆତଙ୍କବାଦୀ ନିହତ ହୋଇଛି। ବାନ୍ଦିପୋରାର ଚୋଣ୍ଟପାଥ୍ରି ଜଙ୍ଗଲ ଅଞ୍ଚଳରେ ସୁରକ୍ଷା ବାହିନୀ ଏକ କର୍ଡନ-ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲା। ଏହି ଅପରେସନରେ…

ଦ୍ବିତୀୟ ଥର ପାଇଁ ଟ୍ରମ୍ପଙ୍କ ହାତକୁ ଗଲା ହ୍ବାଇଟ ହାଉସ୍ , ହାରିଲେ ହାରିସ୍

ନୂଆଦିଲ୍ଲୀ: ୪ ବର୍ଷ ପରେ ପୁଣି ଥରେ ହ୍ବାଇଟ ହାଉସ ଯିବେ ଟ୍ରମ୍ପ । ୭ ସୁଇଙ୍ଗ ଷ୍ଟେଟରେ ଐତିହାସିକ ବିଜୟ ହାସଲ କରିଛନ୍ତି ରିପବ୍ଲିକାନ୍ ପାର୍ଟିର ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ । ତେବେ ଏବେ ବି ଗଣତି ଜାରି ରହିଥିବା ବେଳେ ମ୍ୟାଜିକ୍ ନମ୍ବର ଅତି ନିକଟରେ ଟ୍ରମ୍ପ ଥିବା ବେଳେ ଆମେରିକାର…