Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

୨୬୭ ଭୋଟରେ ଆଗରେ ଟ୍ରମ୍ପ, ନିରାଶ ହୋଇ ଅଭିଭାଷଣ ବାତିଲ କଲେ କମଲା ହାରିସ୍

ନୂଆଦିଲ୍ଲୀ: ସରିଯାଇଛି ଆମେରିକା ନିର୍ବାଚନର ଭୋଟ ଗ୍ରହଣ । ଫଳାଫଳା ଏକପ୍ରକାର ସ୍ପଷ୍ଟ ହୋଇଯାଇଛି । ୨୬୭ ଭୋଟରେ ରିପବ୍ଲିକାନ୍ ପାର୍ଟିର ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ ଆଗରେ ଥିବା ବେଳେ ୨୧୪ ଭୋଟରେ ଫଛରେ ରହିଛନ୍ତି ଭାରତୀୟ ବଂଶୋଦ୍ଭବ ତଥା ଡେମୋକ୍ରାଟିକ୍ ପାର୍ଟିର ପ୍ରାର୍ଥୀ କମଲା…

ସ୍ୱାମୀକୁ ଗଛରେ ବାନ୍ଧି ସ୍ତ୍ରୀକୁ ହତ୍ୟା ଘଟଣା: ସ୍ୱାମୀ ରଚିଥିଲା ଷଡ଼ଯନ୍ତ୍ର

କୋରାପୁଟ: ସ୍ଵାମୀକୁ ଗଛରେ ବନ୍ଧି ସ୍ତ୍ରୀକୁ ହତ୍ୟା ଘଟଣାରେ ଧରାପଡିଲା ମୁଖ୍ୟ ଅଭିଯୁକ୍ତ। ସମସ୍ତ ସସପେନ୍ସ ଉପରୁ ପରଦା ହଟାଇଲା କୋରାପୁଟ ନନ୍ଦପୁର ପୋଲିସ। ସ୍ତ୍ରୀକୁ ହତ୍ୟା କରିବା ପାଇଁ ସ୍ବାମୀ ରଚିଥିଲା ସାଂଘାତିକ ଷଡ଼ଯନ୍ତ୍ର । ମୁଖ୍ୟ ଅଭିଯୁକ୍ତ ତଥା ସ୍ବାମୀ ମହେନ୍ଦ୍ର ଖରା ସହ ଦୁଇ…

ଦିନେ ମରୁଭୂମି ଥିଲା, ଏବେ ବରଫରେ ଢାଙ୍କି ହେଲାଣି ସାଉଦ ଆରବ

ନୂଆଦିଲ୍ଲୀ: ପ୍ରକୃତି ଏବେ ଚାରିଆଡେ ତାଣ୍ଡବ ରଚୁଛି । ଜୈବ ବିବିଧତା ଏବେ ପ୍ରକୃତିର ନୂଆ ରୂପ ଦେଖାଉଛି । ଯାହା କେବେ ଘଟିନଥିଲା ତାହା ଏବେ ସମସ୍ତଙ୍କୁ ଆଚମ୍ବିତ କରୁଛି । କେଉଁଠି ବରଫରେ ଆଚ୍ଛାଦିତ ସାଗର ସବୁଜିମା ପାଲଟିଲାଣି ତ ଆଉ କେଉଁଠି କାଳ କାଳର ମରୁଭୂମି ଅଞ୍ଚଳରେ ଏବେ ବରଫ ବର୍ଷା…

ଆକ୍ସନ ମୁଡ୍‌ରେ ବିଜେପି: ୪୦ ବିଦ୍ରୋହୀଙ୍କୁ ଦଳରୁ ବହିଷ୍କାର

ମୁମ୍ବାଇ: ପାଖେଇ ଆସୁଛି ମହାରାଷ୍ଟ୍ର ନିର୍ବାଚନ। ହେଲେ ନିର୍ବାଚନ ପୂର୍ବରୁ ବିଜେପିର ବଡ଼ କାର୍ଯ୍ୟାନୁଷ୍ଠାନ। ୩୭ଟି ଆସନରେ ବିଦ୍ରୋହ କରିଥିବା ୪୦ବିଦ୍ରୋହୀଙ୍କ ବିରୋଧରେ ବିଜେପି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ବିଜେପି ଏହି ବିଦ୍ରୋହୀମାନଙ୍କୁ ଦଳରୁ ବହିଷ୍କାର କରିଛି। ଏହାପୂର୍ବରୁ…

ଓଡ଼ିଶା ଟେଲିଭିଜନ ନେଟୱର୍କ ଷ୍ଟୁଡିଓରେ ଭୟଙ୍କର ଅଗ୍ନିକାଣ୍ଡ

ଖୋର୍ଦ୍ଧା: ଓଡ଼ିଶା ଟେଲିଭିଜନ ନେଟୱର୍କ ଷ୍ଟୁଡିଓରେ ଲାଗିଲା ନିଆଁ। ଖୋର୍ଦ୍ଧା ଜିଲ୍ଲା ସାରୁଅସ୍ଥିତ ଏହି ଷ୍ଟୁଡିଓରେ ବିଳମ୍ବିତ ରାତିରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ଲକ୍ଷାଧିକ ଟଙ୍କା ମୂଲ୍ୟର ଆସବାବପତ୍ର ପୋଡ଼ି ଯାଇଥିବା ବେଳେ ଜୀବନହାନୀ ହୋଇ ନଥିବା ଜଣା ପଡିଛି। ଗତକାଲି…

ହ୍ୱାଇଟ୍ ହାଉସ୍ ରେସ: ଗଣତି ଜାରି, ମ୍ୟାଜିକ୍ ନମ୍ବର ମୁହାଁ ରିପବ୍ଲିକାନ୍ ପାର୍ଟି

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ନିର୍ବାଚନକୁ ନେଇ ବଢୁଛି ଉତ୍କଣ୍ଠା। କିଏ ଯିବେ ହ୍ୱାଇଟ ହାଉସ। ଆମେରିକା କ୍ଷମତା ଲଢ଼େଇରେ କିଏ ବାଜି ମାରିବ ? ଆମେରିକାର ରାଷ୍ଟ୍ରପତି ନିର୍ବାଚନ ଉପରେ ସାରା ବିଶ୍ବର ନଜର । ଗୋଟିଏପଟେ କିଛି ଅଞ୍ଚଳରେ ଏବେବି ନିର୍ବାଚନ ଜାରି ରହିଥିବା ବେଳେ ଅନ୍ୟପଟେ…

ଆରଆଇ, ଅମିନ ପରୀକ୍ଷାରେ ବିଭ୍ରାଟ: ମୁଖ୍ୟ ଶାସନ ସଚିବଙ୍କୁ ଭେଟି ଆଲୋଚନା କଲେ ପ୍ରତିନିଧି ମଣ୍ଡଳୀ

ଭୁବନେଶ୍ୱର: ଲୋୟର ପିଏମଜିରେ ଧାରଣା ଦେଉଥିବା ଆରଆଇ ଅମିନ ପରୀକ୍ଷାର୍ଥୀ ଆଜି ସନ୍ଧ୍ୟାରେ ମୁଖ୍ୟ ଶାସନ ସଚିବଙ୍କୁ ଭେଟି ଆଲୋଚନା କଋଛନ୍ତି। ଲୋୟର ପିଏମଜିରେ ଆନ୍ଦୋଳନ ବେଳେ ସେମାନଙ୍କୁ ରୋକିଥିଲା ପୋଲିସ। କିଛି ସମୟର ମୁହାଁମୁହିଁ ସ୍ଥିତି ପରେ ପ୍ରତିନିଧି ମଣ୍ଡଳି ମୁଖ୍ୟ ସଚିବଙ୍କୁ…

କଣ୍ଟାବାଞ୍ଜି ଓ ହିଞ୍ଜିଳିକାଟୁରୁ ନିର୍ବାଚନ ଲଢ଼ିବା ପ୍ରସଙ୍ଗରେ ଦୃଢ ନିନ୍ଦା କଲେ ନବୀନ

ଭୁବନେଶ୍ବର:  ଗତ କିଛି ଦିନ ହେବ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସଭାପତି ନବୀନ ପଟ୍ଟନାୟକଙ୍କ ସାଧାରଣ ନିର୍ବାଚନ ସିଟକୁ ନେଇ ନାନା ଆଲୋଚନା ପର୍ଯ୍ୟାଲୋଚନା ଚାଲିଛି। ଏନେଇ ସୋସିଆଲ ମିଡିଆରେ ରାଜନୈତିକ ପାଣିପାଗ ବେଶ ଉଷ୍ମ ରହିଥିବା ବେଳେ ଖୋଦ ନବୀନ ପଟ୍ଟନାୟକ ତାଙ୍କର ସୋସିଆଲ ମିଡ଼ିଆ…

ଚିକିତ୍ସାରେ ଅବହେଳା କଲେ ହେବ ଦୃଢ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ରାଜ୍ୟର କୋଣ ଅନୁକୋଣରୁ ଶତାଧିକ ରୋଗୀ ପ୍ରତିଦିନ ଶ୍ରୀରାମଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ନ୍ୟୁରୋଲୋଜି ବିଭାଗକୁ ଉତ୍ତମ ଚିକିତ୍ସାସେବା ପାଇବା ପାଇଁ ଆସୁଛନ୍ତି। ହେଲେ ନ୍ୟୁରୋଲୋଜି ବିଭାଗ ଆଉଟ୍‌ଡୋରରେ ରୋଗୀମାନଙ୍କୁ ଉପଯୁକ୍ତ ସ୍ୱାସ୍ଥ୍ୟସେବା ଯୋଗାଇ ନ…

ହିତାଧିକାରୀଙ୍କୁ ତିନିମାସର ଆଗୁଆ ଚାଉଳ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ସାଧାରଣ ବଣ୍ଟନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରି ହିତାଧିକାରୀମାନଙ୍କୁ ତିନି ମାସର ଚାଉଳ ଆଗୁଆ ପ୍ରଦାନ କରିବା ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ…