Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଏସଆଇ ପରୀକ୍ଷା ଘୋଟାଲା ମାମଲା; ମୁଖ୍ୟ ଅଭିଯୁକ୍ତର ହେବ ଲାଏ ଡିଟେକ୍ସନ୍‌ ଟେଷ୍ଟ

ଭୁବନେଶ୍ବର: ପୋଲିସ ଏସଆଇ ପରୀକ୍ଷା କେଳେଙ୍କାରୀ ମାମଲାରେ ନୂଆ ତଥ୍ୟ ସାମ୍ନାକୁ ଆସୁଛି । ଘଟଣାର ମୁଖ୍ୟ ଅଭିଯୁକ୍ତ ଶଙ୍କର ପୃଷ୍ଟି ଏବଂ ସିଲିକନ୍ ଟେକ୍ ମାଲିକ ସୁରେଶ ନାୟକଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରଶ୍ନ ପଚରାଯାଇଥିଲେ ମଧ୍ୟ ସେମାନେ କେହି ସନ୍ତୋଷଜନକ ଉତ୍ତର ଦେଉନାହାନ୍ତି । ଯାହାକୁ…

ଶ୍ରୀମନ୍ଦିରରେ ପୁଣି ହିଡେନ୍ କ୍ୟାମେରା ଓ ନକଲି ସେବକ…

ପୁରୀ: ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିରରେ ପୁଣି ସୁରକ୍ଷାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ଦିନ ଦୁଇଟି ପୃଥକ ପୃଥକ ଘଟଣା ରିପୋର୍ଟ ହୋଇଛି। ପ୍ରଥମ ଘଟଣାରେ ଯାଜପୁରର ଶଙ୍କର ମିଶ୍ର ନାମକ ଜଣେ ଭକ୍ତ ଗୋପାଳ ବଲ୍ଲଭ ପୂଜା ପରେ ସେବକ ବେଶରେ ମନ୍ଦିରର ଗର୍ଭଗୃହରେ ପ୍ରବେଶ କରି…

Stray Dogs: ‘୮ ସପ୍ତାହ ମଧ୍ୟରେ ସରକାରୀ ପ୍ରତିଷ୍ଠାନକୁ ବାଡ଼ ଦିଅ, ରାଜପଥରୁ ବୁଲା ପଶୁଙ୍କୁ ହଟାଅ’,…

ନୂଆଦିଲ୍ଲୀ: ଶୁକ୍ରବାର ସୁପ୍ରିମକୋର୍ଟ ସାରା ଦେଶରେ ବୁଲୁଥିବା କୁକୁରମାନଙ୍କ ଉପରେ ମାମଲାର ଶୁଣାଣି କରିଥିଲେ। ବିଚାରପତି ବିକ୍ରମ ନାଥ, ବିଚାରପତି ସନ୍ଦୀପ ମେହେଟ୍ଟା ଏବଂ ବିଚାରପତି ଏନଭି ଅଞ୍ଜାରିଆଙ୍କୁ ନେଇ ଗଠିତ ଖଣ୍ଡପୀଠ ଶୁଣାଣି କରିଥିଲେ। ସୁପ୍ରିମକୋର୍ଟ ରାଜପଥ ଏବଂ ଏକ୍ସପ୍ରେସୱେରେ…

Vande Mataram: ବନ୍ଦେ ମାତରମ୍ ଏକ ରାଷ୍ଟ୍ରପ୍ରେମ, ତ୍ୟାଗ ଓ ରାଷ୍ଟ୍ରପ୍ରତି ସମର୍ପଣ ଭାବର ପ୍ରତୀକ

ଭୁବନେଶ୍ୱର: ବନ୍ଦେ ମାତରମ୍ କେବଳ ଗୀତ ନୁହେଁ, ଏହା ରାଷ୍ଟ୍ରପ୍ରେମ, ତ୍ୟାଗ ଓ ବୀରତାର ପ୍ରତୀକ। ବଙ୍କିମ୍ ଚନ୍ଦ୍ର ଚଟ୍ଟୋପାଧ୍ୟାୟଙ୍କ ‘ଆନନ୍ଦ ମଠ’ ଉପନ୍ୟାସରୁ ଜନ୍ମ ନେଇଥିବା ଏହି ଗୀତ ସ୍ୱାଧୀନତା ସଂଗ୍ରାମ ସମୟରେ ଦେଶବାସୀଙ୍କ ମନରେ ଜାଗୃତି, ଉତ୍ସାହ ଓ ବୈପ୍ଳବିକ ମନୋଭାବ ଜଗାଇଥିଲା ବୋଲି…

PAK Afghan Clash: ତୁର୍କୀରେ ତାଲିବାନ ସହିତ ଚାଲିଛି ଆଲୋଚନା, ପାକିସ୍ତାନ ଭଙ୍ଗ କଲା ଯୁଦ୍ଧବିରତ, ୧୧ ଆଫଗାନ ମୃତ

ନୂଆଦିଲ୍ଲୀ: ତୁର୍କୀରେ ଆଫଗାନିସ୍ତାନ ଏବଂ ପାକିସ୍ତାନ ମଧ୍ୟରେ ଶାନ୍ତି ଆଲୋଚନା ଚାଲିଥିବା ବେଳେ, ସୀମାରେ ପୁଣି ଉତ୍ତେଜନା ବୃଦ୍ଧି ପାଇଛି। ଗୁରୁବାର ଦିନ, ଅନେକ ଆଫଗାନ ସାମ୍ବାଦିକ ସୋସିଆଲ ମିଡିଆରେ ଭିଡିଓ ସେୟାର କରି ଦାବି କରିଛନ୍ତି ଯେ ପାକିସ୍ତାନୀ ସେନା ଅସ୍ତ୍ରବିରତି ଉଲ୍ଲଂଘନ…

Hurun India Philanthropy List 2025: ଅମ୍ବାନୀ, ଆଦାନୀ ନୁହେଁ; ଏହି ବ୍ୟକ୍ତି କଲେ ଅଧିକ ଦାନ…

ମୁମ୍ବାଇ: ହୁରୁନ୍ ପରୋପକାର ତାଲିକା ୨୦୨୫ ଅନୁଯାୟୀ ଚଳିତ ବର୍ଷ ଶିବ ନାଦର ୨୭୦୮ କୋଟି ଟଙ୍କା ଦାନ କରି ହୁରୁନ୍ ତାଲିକାର ଶୀର୍ଷରେ ଅଛନ୍ତି। ୮୦ ବର୍ଷୀୟ ଶିବ ନାଦର ଟେକ୍ ଜାଏଣ୍ଟ ଏଚସିଏଲ ର ପ୍ରତିଷ୍ଠାତା ହେବା ସହ ଦେଶର ସବୁଠାରୁ ଧନୀ ବ୍ୟକ୍ତିଙ୍କ ମଧ୍ୟରେ ସାମିଲ ଅଛନ୍ତି। ଅପରପକ୍ଷେ…

Vande Mataram: ୧୫୦ ବର୍ଷ ପୂରଣ କଲା ‘ବନ୍ଦେ ମାତରମ୍’, ପ୍ରଧାନମନ୍ତ୍ରୀ ମୋଦି କହିଲେ, ‘ଏପରି…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ମୋଦି ଶୁକ୍ରବାର ଜାତୀୟ ସଙ୍ଗୀତ "ବନ୍ଦେ ମାତରମ୍"ର ୧୫୦ତମ ବାର୍ଷିକୀ ପାଳନ ପାଇଁ ଏକ ବର୍ଷବ୍ୟାପୀ ସ୍ମାରକୀ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି। ଏହି ଅବସରରେ ମୋଦି ଇନ୍ଦିରା ଗାନ୍ଧୀ ଇନଡୋର ଷ୍ଟାଡିୟମରେ ଏକ ସ୍ମାରକୀ ଡାକଟିକଟ ଏବଂ ମୁଦ୍ରା ମଧ୍ୟ ଉନ୍ମୋଚନ…

ଏଟିସିରେ ଯାନ୍ତ୍ରିକ ତ୍ରୁଟି, ୧୦୦ରୁ ଅଧିକ ବିମାନ ଉଡାଣ ବିଳମ୍ୱ

ନୂଆଦିଲ୍ଲୀ: ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ଶୁକ୍ରବାର ଦିନ ଯାତ୍ରୀମାନେ ବହୁ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ସୂଚନା ଅନୁଯାୟୀ, ଶୁକ୍ରବାର ସକାଳେ ଏୟାର ଟ୍ରାଫିକ୍ କଣ୍ଟ୍ରୋଲ୍ (ଏଟିସି) ସିଷ୍ଟମରେ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ବିମାନ ଉଡାଣ ବାଧାପ୍ରାପ୍ତ…

Bihar Elections 2025: ଜନସମର୍ଥନ ନା ପରିବର୍ତ୍ତନର ଝଡ଼…ବିହାରରେ ରେକର୍ଡ ଭୋଟର ମତଦାନ…କ’ଣ…

ପାଟନା: ରେକର୍ଡ ଭାଙ୍ଗିଲା ବିହାର ବିଧାନସଭା ମତଦାନ। ଗୁରୁବାର ଅନୁଷ୍ଠିତ ବିଧାନସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ମତଦାନରେ ବିହାରର ୧୮ ଜିଲ୍ଲାର ଲୋକମାନେ ଉତ୍ସାହର ସହିତ ଅଂଶଗ୍ରହଣ କରିଥିଲେ। ପ୍ରଥମ ପର୍ଯ୍ୟାୟରେ ରେକର୍ଡ ୬୪.୬୯ ପ୍ରତିଶତ ମତଦାନ ହୋଇଥିଲା, ଯାହା ପୂର୍ବ ୨୦୨୦…