Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ପୁରୀ ରଥଯାତ୍ରାରେ ମୁତୟନ ହେବେ କେନ୍ଦ୍ରୀୟ ଫୋର୍ସ: ୧୫ କମ୍ପାନୀ ଯବାନ ସମ୍ଭାଳିବେ ମହାପ୍ରଭୁଙ୍କ ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ପାଇଁ ପୁରୀ ଏବେ ସମ୍ପୂର୍ଣ୍ଣ ପ୍ରସ୍ତୁତ। ଆସନ୍ତା ଜୁଲାଇ ୧୬ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ଏହି ମହାପର୍ବକୁ ଶାନ୍ତିପୂର୍ଣ୍ଣ ଏବଂ ଶୃଙ୍ଖଳିତ ଭାବେ ସମ୍ପନ୍ନ କରିବା ଲାଗି ରାଜ୍ୟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା…

ରେଳମନ୍ତ୍ରୀଙ୍କୁ ଚିଠି ଲେଖିଲେ ଏମ୍‌ପି;ଗୁଡାରୀକୁ ରେଳ ସଂଯୋଗ ପାଇଁ…

ଗୁଡ଼ାରୀ:କୋରାପୁଟ ସାଂସଦ ସପ୍ତଗିରି ଶଙ୍କର ଉଲାକା ରାୟଗଡା ଜିଲ୍ଲାର ଗୁଡାରି ବ୍ଲକକୁ ରେଳ ସଂଯୋଗ ଦାବି କରିଛନ୍ତି । ପ୍ରସ୍ତାବିତ ଗୋପାଳପୁର-ରାୟଗଡ଼ା ନୂତନ ରେଳ ଲାଇନର ପୁନଃ ସର୍ବେକ୍ଷଣ ଦାବି କରି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀଙ୍କୁ ପତ୍ର ଲେଖିଛନ୍ତି ସାଂସଦ । ଏହି ରେଳପଥ ଜିଲାର…

ଅବକାରୀ ବିଭାଗକୁ ବଡ଼ ସଫଳତା; ୫୫ କେଜି ଗଞ୍ଜେଇ ଜବତ, ୨ ଗିରଫ

ସୁନ୍ଦରଗଡ଼: ସୁନ୍ଦରଗଡ଼ ସହର ରାଣୀବଗିଚା ଛକରେ ଅବକାରୀ ବିଭାଗର ଚଢ଼ାଉ ବେଳେ ଧରାପଡ଼ିଛି ଏକ ବଡ଼ ଗଞ୍ଜେଇ ଚୋରାଚାଲାଣ ରାକେଟ୍ । ପଶ୍ଚିମବଙ୍ଗର ଦୁଇ ଜଣ ଚୋରାଚାଲାଣକାରୀଙ୍କୁ ଗିରଫ କରାଯାଇଛି । ପାଟ୍ରୋଲିଂ ସମୟରେ ସଦର ଅବକାରୀ ଇନ୍ସପେକ୍ଟର ନିରଞ୍ଜନ ସାହୁ ଦୁଇ ଜଣ ଯୁବକଙ୍କୁ ଏକ ଗଞ୍ଜେଇ…

ଓଡ଼ିଶାରେ ସ୍ଵଳ୍ପ-କାର୍ବନ ନିର୍ମାଣ ପାଇଁ ‘ସେଣ୍ଟର ଅଫ୍ ଏକ୍ସଲେନ୍ସ’ ପ୍ରତିଷ୍ଠା ନିମନ୍ତେ ଏମଓୟୁ…

ଭୁବନେଶ୍ୱର:ସ୍ଥାୟୀ ସହରୀକରଣ ଏବଂ ଜଳବାୟୁ-ସହନଶୀଳ ଭିତ୍ତିଭୂମିକୁ ପ୍ରୋତ୍ସାହିତ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି । ଆଜି ଓଡ଼ିଶା ସରକାରଙ୍କ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଆନୁକୂଲ୍ୟରେ ‘ସେଣ୍ଟର ଅଫ୍ ଏକ୍ସଲେନ୍ସ ଅନ୍ ଲୋ କାର୍ବନ କନ୍ସଟ୍ରକ୍ସନ ମ୍ୟାଟେରିଆଲ୍ସ…

Overstaying Visa: ପୁଅ ସହ ପାକିସ୍ତାନୀ ମହିଳା ଗିରଫ; ଅନେକ ଭାରତୀୟ କାଗଜପତ୍ର ଜବତ

ନୂଆଦିଲ୍ଲୀ: ବେଙ୍ଗାଲୁରୁ ନିକଟସ୍ଥ ବାଗେପାଲିରେ ବେଆଇନ ଭାବରେ ରହୁଥିବା ଦୁଇ ଜଣ ପାକିସ୍ତାନୀ ନାଗରିକଙ୍କୁ ପୋଲିସ ଗିରଫ କରିଛି। ଭିସା ମିଆଦ ଶେଷ ହେବା ପରେ ସେମାନେ ବେଆଇନ ଭାବରେ ଭାରତରେ ରହୁଥିବା ଅଭିଯୋଗ ହୋଇଛି। ଗିରଫ ବ୍ୟକ୍ତିମାନେ ହେଉଛନ୍ତି ଫରହାନାଜ୍ ଏବଂ ତାଙ୍କ ପୁଅ ମହମ୍ମଦ…

ଯୁବକଙ୍କ ଉପରେ ଚଢିଗଲା ଟ୍ରଲର, ମୃତ ଦେହ ରଖି କାରଖାନା ସମ୍ମୁଖରେ ଉତ୍ତ୍ୟକ୍ତ ଲୋକଙ୍କ ବ୍ୟାପକ ଭଙ୍ଗାରୁଜା

ଝାରସୁଗୁଡା: ଝାରସୁଗୁଡା ଜିଲ୍ଲା ଲଇକେରା ଥାନା ଅନ୍ତର୍ଗତ ଧୁତୁରାସ୍ଥିତ ଅଲଟ୍ରାଟେକ୍ ସିମେଣ୍ଟ କାରଖାନା ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ ଯବକଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ଦୁ‌ର୍ଯ୍ୟୋଧନ ବାଗ(୨୬) । ସେ ନିଜ ଗାଁକୁ ଫେରୁଥିବାବେଳେ, ଏହି ଦୁର୍ଘଟଣାର ଶିକାର ହୋଇଥିଲେ । ଏହି…

ସାପକାମୁଡ଼ାରେ ଛାତ୍ରଙ୍କ ମୃତ୍ୟୁ ଘଟଣାରେ ପ୍ରଧାନଶିକ୍ଷୟିତ୍ରୀ ନିଲମ୍ବିତ

ବୈଶିଙ୍ଗା:ମୟୂରଭଞ୍ଜର ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ପ୍ରାଥମିକ ବିଦ୍ୟାଳୟର ଜନୈକ ୫ମ ଶ୍ରେଣୀ ଛାତ୍ର ସାପକାମୁଡ଼ାରେ ଗୁରୁତର ହୋଇଥିଲେ । କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ ଶନିବାର ତାଙ୍କର ମୃତ୍ୟୁ ଘଟିଛି। ତେବେ ଏହି ଘଟଣାରେ ପ୍ରଧାନଶିକ୍ଷୟିତ୍ରୀ ସୁବର୍ଣ୍ଣ…

କାହିଁକି ସାମ୍ବାଦିକ ସମ୍ମିଳନୀ କରନ୍ତି ନାହିଁ ପ୍ରଧାନମନ୍ତ୍ରୀ ମୋଦି, ଏଭଳି କହିଲେ ବୈଦେଶିକ ସଚିବ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଦେଶ ଗସ୍ତ ସମୟରେ ସାମ୍ବାଦିକ ସମ୍ମିଳନୀ ନେଇ ବିଦେଶୀ ଗଣମାଧ୍ୟମ ପୁଣି ଥରେ ପ୍ରଶ୍ନ ଉଠାଇଛି। ନ୍ୟୁଜିଲ୍ୟାଣ୍ଡ ଗସ୍ତ ସମୟରେ ଉଠାଯାଇଥିବା ଏହି ପ୍ରଶ୍ନଗୁଡ଼ିକର ଉତ୍ତର ଏବେ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଦେଇଛି। ବୈଦେଶିକ ସଚିବ…

ନିର୍ମାଣଧୀନ ପାଇଖାନା ଟାଙ୍କିରେ ପଡି ୨ ଶ୍ରମିକ ମୃତ

ଭୁବନେଶ୍ବର: ନିର୍ମାଣାଧୀନ ପାଇଖାନା ଟାଙ୍କିରେ ପଡି ୨ଜଣ ଶ୍ରମିକଙ୍କର ମୃତ୍ୟୁ ଘଟିଛି । ବରଗଡ଼ ଥାନା ଅଧୀନ ବିଜେବି ନଗର ଅଞ୍ଚଳରେ ନିର୍ମାଣାଧୀନ ପାଇଖାନା ଟାଙ୍କିରେ ଶ୍ରମିକମାନେ କାମ କରୁଥିଲେ । ଏହି ସମୟରେ ଅଘଟଣ ଘଟିଥିଲା । ଉଭୟଙ୍କ ପରିଚୟ ମିଳିପାରି ନାହିଁ । ଟାଙ୍କି ନିକଟରେ କାମ…

Expired Biscuits Seized: ବିପୁଳ ପରିମାଣର ଅବଧି ନଥିବା ନକଲି ବିସ୍କୁଟ ଜବତ, ୨ ଅଟକ

ବାଲିପାଟଣା: ବାଲିପାଟଣା ଅଞ୍ଚଳରୁ ବିପୁଳ ପରିମାଣର ନକଲି ବିସ୍କୁଟ ଜବତ ହୋଇଛି । ଏହି ଘଟଣାରେ ୨ ଜଣଙ୍କୁ ଅଟକ ରଖିଛି ବାଲିପାଟଣା ପୋଲିସ । ଆଜି ଟ୍ରକରୁ ବିସ୍କୁଟ ଖାଲି ହେବା ସମୟରେ ସ୍ଥାନୀୟ ଲୋକେ ଏହାକୁ ବିରୋଧ କରିଥିଲେ । ଏହା ପରେ ପୋଲିସକୁ ଖବର ଦେଇଥିଲେ । ବେପାରୀ ଏବଂ ଟ୍ରକ ଚାଳକ…