Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ମୋଦି ମହାନ; ଟାରିଫ୍ ବିବାଦ ଭିତରେ ନୂଆ ହିଣ୍ଟସ ଦେଲେ ଟ୍ରମ୍ପ…

ନୂଆଦିଲ୍ଲୀ: ଭାରତ ଏବଂ ଆମେରିକା ମଧ୍ୟରେ ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା ଚାଲିଛି। ବାଣିଜ୍ୟ ଚୁକ୍ତି ଆଲୋଚନା ମଧ୍ୟରେ ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ମହାନ ବନ୍ଧୁ ବୋଲି କହିବା ସହ କିଛି ହିଣ୍ଟସ ମଧ୍ୟ ଦେଇଛନ୍ତି। ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର ଦିନ…

Philippines Typhoon Kalmaegi: ଟାଇଫୁନ୍ କଲମାଏଗି ନେଲା ୨୪୧ ଜୀବନ; ଦେଶରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା

ନୂଆଦିଲ୍ଲୀ: ଫିଲିପାଇନ୍ସରେ ଟାଇଫୁନ୍ କଲମାଏଗି ରଚିଲା ତାଣ୍ଡବ । ଅନେକ ଜୀବନ ଏବଂ ସମ୍ପତ୍ତିର ବହୁତ କ୍ଷତି ଘଟିଛି । ଘଣ୍ଟା ପ୍ରତି ୧୩୦ କିଲୋମିଟର ବେଗରେ ପବନ ବହି ଘର ଭାଙ୍ଗି ଦେଇଛି। ଏହି ଟାଇଫୁନ୍ ଏପର୍ଯ୍ୟନ୍ତ ୨୪୧ ଜଣଙ୍କ ଜୀବନ ନେଇସାରିଛି ଓ ଅନେକ ନିଖୋଜ ଅଛନ୍ତି । ପରିସ୍ଥିତିକୁ…

Maoist surrender: ୧୭ ଲକ୍ଷ ପୁରସ୍କାର ରାଶି ଥିବା ମହିଳା ନକ୍ସଲଙ୍କ ଆତ୍ମସମର୍ପଣ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ଖଇରାଗଡ଼ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ୧୭ ଲକ୍ଷ ଟଙ୍କା ପୁରସ୍କାର ରାଶି ଥିବା ଜଣେ ମହିଳା ନକ୍ସଲ ପୋଲିସ ଅଧିକ୍ଷକଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି। କମଳା ସୋଡି ନାମକ ଏହି ମହିଳା ଜଣକ ୩୦ ବର୍ଷ ବୟସର ଏବଂ ଜଣେ ହାର୍ଡକୋର…

ବାଲିଯାତ୍ରାରେ ରୂପା ତାରକସି ପାଭିଲିଅନ୍ ଓ ସ୍ୱତନ୍ତ୍ର ହସ୍ତତନ୍ତ ମେଳା ଉଦଘାଟିତ

କଟକ: ଐତିହାସିକ ବାଲିଯାତ୍ରାରେ ଆୟୋଜନ ହୋଇଥିବା କଟକ ରୂପା ତାରକସି ପାଭିଲିଅନ୍ ଉଦଘାଟିତ ହୋଇଯାଇଛି । ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ଶାସନ ସଚିବ ତଥା କେନ୍ଦ୍ରାଞ୍ଚଳ ରାଜସ୍ଵ ଆୟୁକ୍ତ ଶ୍ରୀମତୀ ଗୁହା ପୁନମ ତାପସ କୁମାର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବୁଧବାର ଦିନ ଏହାର ଉଦ୍ଘାଟନ…

୧୫୦ ବର୍ଷରେ “ବନ୍ଦେ ମାତରମ୍”; ସ୍ୟାଣ୍ଡ ଆନିମେସନରେ ଗୀତର ଯାତ୍ରାକୁ ଚିତ୍ରିତ କଲେ ବାଲୁକା ଶିଳ୍ପୀ ମାନସ

ପୁରୀ: ଭାରତର ପ୍ରସିଦ୍ଧ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ଦେଶଭକ୍ତିମୟ ଗୀତ “ବନ୍ଦେ ମାତରମ୍” ର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ଏକ ବାଲୁକା ଆନିମେସନ୍ ସ୍ୱଳ୍ପଚିତ୍ର ସୃଷ୍ଟି କରିଛନ୍ତି । ଏହି ଆନିମେସନ୍‌ରେ ମାନସ କୁମାର ସାହୁ ସୁନ୍ଦରଭାବରେ “ବନ୍ଦେ ମାତରମ୍” ଗୀତର ଯାତ୍ରାକୁ ଚିତ୍ରିତ…

ମହାମହିମଙ୍କୁ ଭେଟିଲେ ବିଶ୍ବବିଜେତା ମହିଳା କ୍ରିକେଟର; ରାଷ୍ଟ୍ରପତି କହିଲେ, ବଡି ଲାଙ୍ଗୁଏଜ କହୁଥିଲା ବିଜୟର କଥା

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ଆଇସିସି ମହିଳା କ୍ରିକେଟ ବିଶ୍ୱକପ୍ ୨୦୨୫ ଜିତିଥିବା ଭାରତୀୟ ମହିଳା କ୍ରିକେଟ ଦଳର ସଦସ୍ୟମାନେ । ଆଜି ରାଷ୍ଟ୍ରପତି ଭବନ ଯାଇ ମହାମହିମଙ୍କୁ ସାକ୍ଷାତ କରିଛନ୍ତି । ରାଷ୍ଟ୍ରପତି ଭାରତୀୟ ମହିଳା କ୍ରିକେଟ ଦଳର ପ୍ରତ୍ୟେକ ସଦସ୍ୟଙ୍କୁ…

OCS ପ୍ରିଲିମିନାରୀ ପରୀକ୍ଷା ରେଜଲ୍ଟ ପ୍ରକାଶ; ୭୮୧ ମହିଳା ଦେବେ ମେନ ପରୀକ୍ଷା

ଭୁବନେଶ୍ବର: ଓଡିଶା ସିଭିଲ ସର୍ଭିସ  (OCS) ପ୍ରିଲିମିନାରି  ପରୀକ୍ଷା ଫଳାଫଳ ପ୍ରକାଶ ପାଇଛି। ପରୀକ୍ଷା ହେବାର ମାତ୍ର ୨୪ ଦିନ ମଧ୍ୟରେ ଏହା ଫଳାପଳ ପ୍ରକାଶ କରିଛି ଓଡିଶା ଲୋକ ସେବା ଆୟୋଗ । ୨୦୨୫ ଅକ୍ଟୋବର ୧୨ ତାରିଖରେ ହୋଇଥିଲା ପରୀକ୍ଷା । ପରୀକ୍ଷାର୍ଥୀ ଓପିଏସସି ଓ୍ବେବସାଇଟ …

ବାଲିଯାତ୍ରାରେ ଭୋଟର ସହାୟତା କେନ୍ଦ୍ର ଉଦଘାଟିତ

କଟକ: ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ଓ ସ୍ଥାନୀୟ ନିର୍ବାଚନ ବିଭାଗର ମିଳିତ ଆନୁକୂଲ୍ୟରେ ଐତିହାସିକ କଟକ ବାଲିଯାତ୍ରାରେ ଭୋଟର ସହାୟତା କେନ୍ଦ୍ର ଉଦଘାଟିତ ହୋଇଯାଇଛି । ଭୋଟର ତାଲିକାରେ ଶତପ୍ରତିଶତ ନାମ ପଞ୍ଜିକରଣ, ମତଦାନର ମହତ୍ତ୍ୱ ଆଦି ବିଭିନ୍ନ ବିଷୟରେ ସଚେତନ କରି ଭାରତୀୟ…

ସୁନାର ଓଡ଼ିଶାକୁ ବିଜେପି ସରକାର ଛାରଖାର କରିଦେଲା: ବିଜେଡି

ନୂଆପଡ଼ା: ରାଜ୍ୟର ଗରିବ, ପ୍ରବାସୀ ଶ୍ରମିକ, କୃଷକ, ମହିଳା ମାନଙ୍କ ପାଇଁ ନବୀନ ସରକାର ଯାହା ସବୁ କରିଥିଲେ, ତାକୁ ମୋହନ ସରକାର ଛାରଖାର କରିଦେଲେ । ୧୬ ମାସ ଭିତରେ ରାଜ୍ୟକୁ ଆଗକୁ ନେବା ପରିବର୍ତ୍ତେ ପଛକୁ ନେବାର ସବୁ ବନ୍ଦେବସ୍ତ କରିଛନ୍ତି । ନିର୍ବାଚନୀ ପ୍ରତିଶ୍ରୁତି ରକ୍ଷା କରିବାରେ ଏହି…

Bali Yatra: ବାଲିଯାତ୍ରାରେ ପରିବହନ ବିଭାଗର ସ୍ୱତନ୍ତ୍ର ଷ୍ଟଲ ଉଦଘାଟନ; ଭାଗ୍ୟଶାଳୀ ବିଜେତାଙ୍କୁ ମିଳିବ ହେଲମେଟ୍

କଟକ: ସଡ଼କ ସୁରକ୍ଷା ସଚେତନତାକୁ ଅଧିକରୁ ଅଧିକ ଲୋକଙ୍କ ପାଖରେ ପହଞ୍ଚାଇବା ଏବଂ ପରିବହନ ବିଭାଗର ବିଭିନ୍ନ ଲୋକାଭିମୁଖୀ ସୂଚନା ଜନସାଧାରଣଙ୍କ ପାଖରେ ପହଞ୍ଚାଇବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ, ଓଡ଼ିଶା ଏବଂ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ, କଟକଙ୍କ ଦ୍ୱାରା ଏକ ସ୍ୱତନ୍ତ୍ର ଷ୍ଟଲ୍ ସ୍ଥାପନ…