Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ମାର୍କେଟ ବିଲ୍ଡିଂ ଅଣ୍ଡର ଗ୍ରାଉଣ୍ଡରେ ନିଆଁ

ଭୁବନେଶ୍ଵର: ୧ ନମ୍ବର ହାଟ ଭୂତଳ ମାର୍କେଟରେ ଅଗ୍ନିକାଣ୍ଡ । ବିଳମ୍ବିତ ରାତିରେ ମାର୍କେଟ ବିଲ୍ଡିଂ ଭୂତଳ ମାର୍କେଟରେ ଅଗ୍ନିକାଣ୍ଡ । ୪ ଘଣ୍ଟାର ପରିଶ୍ରମ ପରେ ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ । ଅଗ୍ନିକାଣ୍ଡରେ ଏକାଧିକ କପଡା ଦୋକାନ ଜଳିଯାଇଥିବା ନେଇ ସୂଚନା ମିଳିଛି । ତେବେ…

ଭାରସାମ୍ୟ ହରାଇ ଗଛରେ ପିଟି ହେଲା କାର୍, ଯୁବତୀ ମୃତ

କଳାହାଣ୍ଡି: ଏମ୍.ରାମପୁର ଥାନା ଅନ୍ତର୍ଗତ ଗୋବରବାହାଲି ନିକଟରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏଠାରେ ଭାରସାମ୍ୟ ହରାଇ ଗଛରେ ପିଟି ହେଲା କାର୍। ଦୁର୍ଘଟଣାରେ ଜଣେ ଯୁବତୀଙ୍କର ମୃତ୍ୟୁ ଘଟିଥିବା ବେଳେ ଗାଡ଼ି ଚାଳକ ଗୁରୁତର ଆହତ ହୋଇଛନ୍ତି। ମୃତ ଯୁବତୀ ଜଣଙ୍କ ହେଲେ ଜଗନ୍ନାଥ ମନ୍ଦିର ପଡ଼ାର…

ଡ୍ୟାମକୁ ଡେଇଁଲେ ମହିଳା, ଗୁରୁତର ଅବସ୍ଥାରେ ଉଦ୍ଧାର କଲେ ଅଗ୍ନିଶମ ବାହିନୀ

କୋରାପୁଟ: ପାରିବାରିକ କଳହକୁ ନେଇ ଡ୍ୟାମକୁ ଡେଇଁଲେ ମହିଳା। ଏଭଳି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲ୍ଲାର କୋଲାବ ଡ୍ୟାମରେ। ଗୁରୁତର ଅବସ୍ଥାରେ ମହିଳାଙ୍କୁ ଉଦ୍ଧାର କଲେ ଅଗ୍ନିଶମ ବାହିନୀ। ମହିଳା ଜଣଙ୍କ ବିବାହିତା ବୋଲି ଜଣାପଡିଛି। ସୂଚନାନୁସାରେ, କୋରାପୁଟ ସଦର ପୋଲିସ ସୀମା…

ପୁଣି ମହାବଳ ବାଘ ଆତଙ୍କ; ଭୟରେ ଅଞ୍ଚଳବାସୀ

ଗଞ୍ଜାମ: ଦିଗପହଣ୍ଡି ବ୍ଳକ ଖମାରୀ ଗାଁରେ ମହାବଳ ଆତଙ୍କ। ବାଘ ଆତଙ୍କରେ ଭୟରେ ଅଞ୍ଚଳବାସୀ। ଏପରିକି ଘରୁ ପଦାକୁ ଗୋଡ଼ କାଢ଼ିବାକୁ ସୁରକ୍ଷିତ ମଣୁ ନାହାଁନ୍ତି। ପଦ୍ମପୁର ଗାଁରେ ଗୋଟିଏ ଗାଈକୁ ମହାବଳ ମାରି ଖାଇଦେଇଥିବା ଅଭିଯୋଗ ହୋଇଛି। ଏହି ଘଟଣା ପରେ ଗାଁରେ ଭୟର ଆତଙ୍କ ଖେଳିଯାଇଛି।…

ରାଜଧାନୀରେ ଲଜ୍ଜା: ନାବାଳିକାଙ୍କୁ ଗଣଦୁଷ୍କର୍ମ ମାମଲାରେ ୩ ଗିରଫ

ଭୁବନେଶ୍ବର: ରାଜଧାନୀରେ ଲଜ୍ଜା। ନାବାଳିକାଙ୍କୁ ଗଣଦୁଷ୍କର୍ମ ମାମଲାରେ ୩ ଜଣଙ୍କୁ ବନ୍ଧିଲା ପୋଲିସ। ପୀଡ଼ିତାଙ୍କ ବାନ୍ଧବୀ ନାବାଳିକା ସହ ୩ ଜଣଙ୍କୁ ଗିରଫ କଲା ପୋଲିସ। ଘଟଣା ସଂପର୍କରେ ଭୁବନେଶ୍ବର ଡିସିପି ପିନାକ ମିଶ୍ର ଦେଇଛନ୍ତି ସୂଚନା। ଖବର ଅନୁଯାୟୀ, ୧୦ ଦିନ ତଳେ ଜଣେ…

ବାଣ ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ, ୬୬ଟି ଦୋକାନ ଜଳିପୋଡି ପାଉଁଶ

ରାଞ୍ଚି: ଝାଡ଼ଖଣ୍ଡ ବୋକାରୋରେ ବଡ଼ ଅଘଟଣ । ବୋକାରୋର ବିଭିନ୍ନ ବାଣ ଦୋକାନରେ ଅଗ୍ନିକାଣ୍ଡ । ବାଣ ଦୋକାନରେ ଫୁଟି ବିସ୍ଫୋରଣ ହୋଇଛି । ନିଆଁକୁ ଆୟତ ପାଇଁ ଲାଗିଛି ଦମକଳ ବାହିନୀ। ନିଆଁ ଏତେ ଭୟଙ୍କର ଥିଲା ଯେ ୬୬ଟି ଦୋକାନ ପାଉଁଶ ହୋଇଯାଇଛି। ସୂଚନା ଅନୁଯାୟୀ, ଅଗ୍ନିକାଣ୍ଡ ପରେ ଚାରିଟି…

ବିଶିଷ୍ଟ ଶିକ୍ଷାବିତ୍‌ ଓ ସ୍ତମ୍ଭକାର ଡକ୍ଟର ପାବକ କାନୁନଗୋଙ୍କ ପରଲୋକ

କଟକ: ପଦ୍ମଶ୍ରୀ ବିନୋଦ କାନୁନ୍‌ଗୋଙ୍କ ଜ୍ୟେଷ୍ଠପୁତ୍ର ବିଶିଷ୍ଟ ଶିକ୍ଷାବିତ୍‌ ଓ ସ୍ତମ୍ଭକାର ଡକ୍ଟର ପାବକ କାନୁନ୍‌ଗୋ (୭୮)ଙ୍କର ବୁଧବାର ରାତିରେ ମର୍କତନଗର (ସିଡିଏ)ସ୍ଥିତ ବାସଭବନରେ ହୃଦଘାତରେ ପରଲୋକ ହୋଇଯାଇଛି। ସେ ଖ୍ରୀଷ୍ଟ କଲେଜ ରାଜନୀତି ବିଜ୍ଞାନ ବିଭାଗର ପ୍ରାଧ୍ୟାପକ ତଥା ମୁଖ୍ୟ…

ସମଙ୍ଗରା ଡବଲ ମର୍ଡର ଘଟଣାର ପର୍ଦ୍ଦାଫାଶ; ୫ ଗିରଫ

ପୁରୀ: ପୁରୀ ସଦର ସମଙ୍ଗରାରେ ଡବଲ ମର୍ଡର ଘଟଣାର ପର୍ଦ୍ଦାଫାଶ କଲା ପୋଲିସ । ହତ୍ୟାକାଣ୍ଡ ମାମଲାରେ ୫ ଜଣଙ୍କୁ ଗିରଫ କରିଛି ପୋଲିସ । ଗିରଫ ଅଭଯୁକ୍ତ ମାନେ ହେଲେ ଜଟାଧାରୀ ପ୍ରଧାନ, ବଳିଆ ପ୍ରଧାନ, ଜଗା ପ୍ରଧାନ, ରତନି ପ୍ରଧାନଙ୍କ ସହ ଜଣେ ନାବାଳକକୁ ଗିରଫ କରିଛି ପୋଲିସ । ହତ୍ୟାକାଣ୍ଡରେ…

ଯାଯାବର ପରିବାରର ୫ଜଣଙ୍କୁ ହତ୍ୟା: ୧୩ ଅଟକ

ସୁନ୍ଦରଗଡ଼: କରମଡିହି ଗୀତାପଡ଼ାରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ୩ଜଣ ମହିଳାଙ୍କ ସହ ୫ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ଏହି ଘଟଣା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଛି। ପୋଲିସ ଘଟଣାରେ ସମ୍ପୃକ୍ତ ୧୩ଜଣଙ୍କୁ ଆଣି ସଦର ଥାନା ଅଟକ ରଖି ପଚରାଉଚରା କରୁଛି।…

କେବେଠୁ ଆରମ୍ଭ ହେଲା ଦୀପାବଳି: ସବୁ ଯୁଗ କୁହେ ଭିନ୍ନ ପୌରାଣିକ କାହାଣୀ….

ଭୁବନେଶ୍ୱର: କାର୍ତ୍ତିକ ମାସ କୃଷ୍ଣପକ୍ଷ ଅମାବାସ୍ୟା ତିଥିରେ ଦୀପାବଳି ପାଳନ କରାଯାଏ। ଦୀପାବଳି କେବେଠୁ ପାଳନ କରାଯାଉଛି ଏହାକୁ ନେଇ ବିଭିନ୍ନ ପୌରାଣିକ କଥା ବସ୍ତୁରେ ବିଭିନ୍ନ କଥା ରହିଛି। ତେବେ ଖାଲି ଯେ ପ୍ରଭୁ ଶ୍ରୀରାମ ଏହି ଦିନ ୧୪ ବର୍ଷ ବନବାସ ପରେ ଅଯୋଧ୍ୟା ଫେରିଥିଲେ ତାହା ନୁହେଁ,…