Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଗୁଣିଗାରେଡି ସନ୍ଦେହ: ନାବାଳକର ଆଙ୍ଗୁଳି କାଟି ଦେଲେ ଦୁର୍ବୁତ୍ତ

କୋରାପୁଟ: କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ଅନ୍ତର୍ଗତ ଲେଞ୍ଜିପୁଟ ଗାଁରେ ଘଟିଛି ଅଭାବନୀୟ ଘଟଣା । ସାଙ୍ଗମାନଙ୍କ ସହ ଖେଳୁଥିବା ସମୟରେ କିଛି ଦୁର୍ବୃତ୍ତ ପିଲାଟିକୁ ଟେକିନେଇ ଆଙ୍ଗୁଳି କାଟିଦେଇଥିବା ଅଭିଯୋଗ ହୋଇଛି । ମୂର୍ମୂଷ ଅବସ୍ଥାରେ ଘର ପାଖ ନାଳ ନିକଟରୁ ପିଲାଟିକୁ ଉଦ୍ଧାର କରିଛନ୍ତି…

‘ଶେଷ ନିଃଶ୍ୱାସ ନେଉଛି ନକ୍ସଲବାଦ: ଏଥର ଦେଶ ଛାଡ଼ିବାକୁ ହେବ’

କେୱଡିଆ: ଆଜି ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ଅବସରରେ ଗୁଜରାଟର କେୱଡିଆରେ ଆୟୋଜିତ ହୋଇଥିବା ରାଷ୍ଟ୍ରୀୟ ଏକତା ଦିବସ ପ୍ୟାରେଡ଼ରେ ସାମିଲ ହୋଇଥିଲେ ପ୍ରଧାନମନ୍ତ୍ରୀ ମୋଦି। ସେଠାରେ ନିଜର ଅଭିଭାଷଣ ରଖିବା ସହ ଆତଙ୍କବାଦୀ ମାନଙ୍କୁ ବଡ଼ ଚେତାବନୀ ଦେଇଛନ୍ତି ମୋଦି। ଆତଙ୍କବାଦୀ ଙ୍କୁ…

ପୁଣି ସାଙ୍ଘାତିକ ସ୍ତରରେ ଦିଲ୍ଲୀର ବାୟୁର ମାନ: ରେଡ୍ ଜୋନରେ ୮ଟି ଷ୍ଟେସନ୍

ନୂଆଦିଲ୍ଲୀ: ଦୀପାବଳିର ଦିନକ ପୂର୍ବରୁ ପୁଣି ବିଗିଡିଲା ଦିଲ୍ଲୀର ବାୟୁର ମାନ । ଅତି ଖରାପ ସ୍ତରରେ ପହଞ୍ଚିଛି ବାୟୁ ଗୁଣବତ୍ତା । ପଡ଼ୋଶୀ ରାଜ୍ୟ ପଞ୍ଜାବ, ରାଜସ୍ଥାନ ଏବଂ ମଧ୍ୟପ୍ରଦେଶରେ ନଡ଼ା ଜାଳିବା ଫଳରେ ଦିଲ୍ଲୀର ପ୍ରଦୂଷଣ ମାତ୍ରା ବୃଦ୍ଧି ପାଇଛି । ଫଳରେ ଦେଶର ରାଜଧାନୀର ୮ଟି ମନିଟରିଂ…

ବେଦମାତା ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଭଦ୍ରକର ଅଧିଷ୍ଠାତ୍ରୀ ମା’ ଭଦ୍ରକାଳୀ

ଭଦ୍ରକ: କାଳୀପୂଜା ପାଇଁ ଉତ୍ସବମୁଖର ହୋଇ ଉଠିଛି ଭଦ୍ରକ ସହର । ଏହି ଅବସରରେ ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ପୀଠ ହୋଇଉଠି ଚଳଚଞ୍ଚଳ । ଆଜି ପବିତ୍ର କାଳୀପୂଜା ଅବସରରେ ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା' ଭଦ୍ରକାଳୀ ବେଦମାତା ବେଶରେ ଦର୍ଶନ ଦେଉଛନ୍ତି । ମା' ଭଦ୍ରକାଳୀ ଆଜି…

ନୂଆ ଜାଗା ସହ ଖାପ ଖୁଆଉଛି ଯମୁନା, କଲା ପ୍ରଥମ ଶିକାର

ମୟୂରଭଞ୍ଜ: ନୂଆ ଜାଗା ସହ ଧିରେ ଧିରେ ଖାପ ଖୁଆଉଛି ଯମୁନା। ଖୋଲାରେ ବିଚରଣ କରିବା ସହ ଏବେ ଶିମିଳିପାଳ ଅଭୟାରଣ୍ୟକୁ ଆସିଥିବା ନୂଆ ବାଘୁଣୀ ଯମୁନା ତାର ପ୍ରଥମ ଶିକାର କରିଛି। ସ୍ଵତନ୍ତ୍ର ଏନକ୍ଲୋଜର ଭିତରେ ହରିଣ ଆଉ କିଛି ବାରହା ଛଡା ଯାଇଥିବା ବେଳେ ଯମୁନା ବାରହାକୁ ତାର ପ୍ରଥମ ଶିକାର…

ହେଡଫୋନ୍‌ ଲଗାଇ ଟ୍ରାକରେ ବସିଥିଲେ ଯୁବକ, ଆଉ ତା’ପରେ…

ଭୋପାଳ: ମୋବାଇଲର ବହୁଳ ବ୍ୟବହାର ଦିନକୁ ଦିନ ବିପଦର କାରଣ ସାଜୁଛି । ଆଉ ମୃତ୍ୟୁମୁଖକୁ ଭିଡି ନେଉଛି । ଏଭଳି ଏକ ଘଟଣା ଘଟିଛି ମଧ୍ୟପ୍ରଦେଶ ରାଜଧାନୀ ଭୋପାଳରେ । ହେଡଫୋନ୍‌ ଲଗାଇ ଯୁବକଜଣକ ରେଲୱେ ଟ୍ରାକ୍‌ ରେ ମୋବାଇଲ ଦେଖୁଥିବା ବେଳେ ତାଙ୍କ ଉପରେ ମାଡ଼ିଗଲା ଟ୍ରେନ୍‌ । ମୃତକ ହେଲେ…

ଗର୍ଭବତୀ ଥିବା ସମୟରେ ମୋବାଇଲ୍ ବ୍ୟବହାର କରୁଛନ୍ତି କି? ସାବଧାନ! ଦେଇପାରେ ବଡ଼ କ୍ଷତି….

ଭୁବନେଶ୍ୱର: ଆଜିକାଲି ଯାହା ହାତରେ ଦେଖ ଗୋଟେ ଗୋଟେ ଫୋନ। ଛୁଆ ଠାରୁ ଆରମ୍ଭ କରି ବୟସ୍କଙ୍କ ପର୍ଯ୍ୟନ୍ତ ସମସ୍ତଙ୍କ ଜୀବନର ଏବେ ମୋବାଇଲ୍ ଫୋନ ଅବିଚ୍ଛେଦ ଅଙ୍ଗ। ବିନା ଫୋନରେ ତ ଆମର କିଛି ବି କାମ ହେବନାହିଁ। ଏଭଳି ସ୍ଥଳରେ ବେଳେ ବେଳେ ଆମଠାରୁ ଫୋନକୁ ଦୂରେଇ ରଖିବା ହିଁ ଭଲ ବୋଲି କିଛି…

ଶ୍ରମଯୋଗୀ କଏଦୀଙ୍କୁ ମିଳିବ ଅଧିକ କ୍ୟାଲୋରୀ ଯୁକ୍ତ ଖାଦ୍ୟ

କଟକ: ଏଣିକି ଜେଲରେ ଶ୍ରମ କରୁଥିବା କଏଦୀଙ୍କୁ ମିଳିବ ପୋଷାକ ଯୁକ୍ତ ଖାଦ୍ୟ। ଯେଉଁଥିରେ ଦିନକୁ ଦିଆଯାଉଥିବା ଖାଦ୍ୟରେ ଆହୁରି ଅଧିକ ୩୭୦ କ୍ୟାଲୋରୀ ଯୁକ୍ତ ଖାଦ୍ୟ ଦିଆଯିବ। ଆଜି କିଛି ଏପରି ଶୁଣାଣି ହୋଇଛି ହାଇକୋର୍ଟରେ। ଜେଲରେ ଅଧିକ ଶ୍ରମ କରୁଥିବା କଏଦୀଙ୍କୁ ଏଣିକି ଦିନକୁ ଅଧିକ କ୍ୟାଲୋରୀ…

ସୀମାରୁ ସେନା ପ୍ରତ୍ୟାହାର ଶେଷ କଲେ ଭାରତ-ଚୀନ୍; ଫେରିଲା ୨୦୨୦ର ସ୍ଥିତି

ଲଦାଖ: ଲଦାଖର ପ୍ରକୃତ ନିୟନ୍ତ୍ରଣ ରେଖା (ଏଲଏସି) ଅଞ୍ଚଳରେ ୪ ବର୍ଷରୁ ଅଧିକ ସମୟ ଧରି ଲାଗି ରହିଥିବା ଉତ୍ତେଜନାପୂର୍ଣ୍ଣ ସ୍ଥିତିର ଅବସାନ ଘଟିଛି । ପୂର୍ବ ଲଦାଖର ଦେପସାଙ୍ଗ ଓ ଡେମଚୋକ ଅଞ୍ଚଳରୁ ସମ୍ପୂର୍ଣ୍ଣ ଭାବେ ସେନା ପ୍ରତ୍ୟାହାର କରିଛନ୍ତି ଭାରତ-ଚୀନ୍ । ବର୍ତ୍ତମାନ ଉଭୟ ଦେଶର ସେନା…

ଉନ୍ମୋଚନ ହେଲା ‘ଓଡ଼ିଶା ଭିଜନ ୨୦୩୬ ଓ ୨୦୪୭’ ପ୍ରସ୍ତୁତି ପାଇଁ ୱେବପୋର୍ଟାଲ

ଭୁବନେଶ୍ବର: ଆସନ୍ତା ୨୦୩୬ ମସିହା ସୁଦ୍ଧା ‘ସମୃଦ୍ଧ ଓଡ଼ିଶା’ ଗଠନ ହେବା ସହ ୨୦୪୭ ମସିହା ସୁଦ୍ଧା ବିକଶିତ ଭାରତ ଗଠନରେ ଓଡ଼ିଶାର ଅବଦାନ ମହତ୍ୱପୂର୍ଣ୍ଣ ହେବ। ଓଡ଼ିଶା ପ୍ରଦେଶ ଗଠନର ୧୦୦ବର୍ଷ ପୂର୍ତ୍ତି ଅର୍ଥାତ୍ ୨୦୩୬ ମସିହା ବେଳକୁ ଓଡ଼ିଶା କିଭଳି ସମୃଦ୍ଧ ରାଜ୍ୟରେ ପରିଣତ ହେବ ସେନେଇ ରାଜ୍ୟ…