Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ପୁରୁଷୋତ୍ତମ ଏକ୍ସପ୍ରେସରୁ ମିଳିଲା ୧୫୦ଟି ଗୁଳି, ଅନୁସନ୍ଧାନ କରୁଛି ଜିଆରପି

ପୁରୀ : ପୁରୀ ରେଳ ଷ୍ଟେସନରୁ ପୁରୁଷୋତ୍ତମ ଏକ୍ସପ୍ରେସ(12802 )ର ଏସ2  ସ୍ଲିପର କୋଚର ଏକ ସିଟ ତଳୁ ଅଫୁଟା ଗୁଳି ମିଳିଛି। ଜବତ ହୋଇଛି ମୋଟ ୧୫୦ଟି ଜୀବନ୍ତ ଗୁଳି।ସେଠାରେ ସନ୍ଦିଗ୍ଧ ଅବସ୍ଥାରେ ଥିବା ଏକ କଳା ବ୍ୟାଗକୁ ଆରପିଏଫ ଯାଞ୍ଚ କରିଥିଲା।  ଯାଞ୍ଚ ସମୟରେ ବ୍ୟାଗ  ଭିତରୁ ୧୫୦ଟି 8mm…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ମିଳିଲା ୭୧ ଲକ୍ଷ ସହାୟତା ରାଶି

ଭୁବନେଶ୍ୱର: ବାତ୍ୟା ‘ଦାନା’ ରେ କ୍ଷତିଗ୍ରସ୍ତଙ୍କ ସହାୟତା ଓ ବାତ୍ୟା ପରବର୍ତ୍ତୀ ପୁନରୁଦ୍ଧାର କାର୍ଯ୍ୟ ପାଇଁ ଆଜି ଲୋକସେବା ଭବନ ଠାରେ ବିଭିନ୍ନ ସଂସ୍ଥା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା ପ୍ରଦାନ କରିଛନ୍ତି। ସମୁଦାୟ ୬ଟି ସଂସ୍ଥା ପକ୍ଷରୁ ୭୧ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି।…

ଢେଙ୍କାନାଳ ପିଓ ଭାବେ ବଦଳି ହେଲେ ଡେରାବିଶ ସିଡିପିଓ ସ୍ନେହଲତା ସାହୁ

ଡେରାବିଶ : ଗର୍ଭବତୀ କିରାଣି ବର୍ଷା ପ୍ରିୟଦର୍ଶିନୀ ମହାପାତ୍ରଙ୍କୁ ଡାକ୍ତରଖାନା ଯିବାକୁ ନଦେବା ତଥା ଦୁର୍ବ୍ୟବହାର କରିବା ଘଟଣାରେ କେନ୍ଦ୍ରାପଡ଼ା ଜିଲ୍ଲା ଡେରାବିଶ ସିଡିପିଓ ସ୍ନେହଲତା ସାହୁଙ୍କୁବଦଳି କରାଯାଇଛି। ଏହାର ତ୍ଵରିତ ତଦନ୍ତ ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ନିର୍ଦ୍ଦେଶ…

ଅଯୋଧ୍ୟାରେ ଦୀପୋତ୍ସବ: ଜଳିଲା ୨୫ ଲକ୍ଷ ଦୀପ

ଅଯୋଧ୍ୟା : ଅଯୋଧ୍ୟାରେ ପାଳିତ ହୋଇଛି ଦୀପୋତ୍ସବ । ଜଳିଛି  ୨୫ ଲକ୍ଷ ଦୀପ। ଅଯୋଧ୍ୟା ରାମ ମନ୍ଦିରରେ ରାମ ଲାଲାଙ୍କ ପ୍ରାଣ ପ୍ରତିଷ୍ଠା ପରେ ଆଜି ପାଳନ ହୋଇଛି ଦୀପୋତ୍ସବ। ଏହି ଅବସରରେ ଅଯୋଧ୍ୟାରେ ୨୫ ଲକ୍ଷ ୧୨ ହଜାର ୫୮୫ ଦୀପ ଜଳାଇଛନ୍ତି ଶ୍ରଦ୍ଧାଳୁ। ଏହା ସହିତ ୧୧୨୧ ବ୍ୟକ୍ତି…

ଇସ୍କନର ଅଦିନିଆ ରଥଯାତ୍ରାକୁ ନିନ୍ଦା କଲେ ପୁରୀ ଶଙ୍କରାଚାର୍ଯ୍ୟ

ପୁରୀ: ଅଦିନିଆ ରଥଯାତ୍ରା ଆୟୋଜନ ନେଇ ଇସ୍କନର ଯୋଜନାକୁ କଡା ନିନ୍ଦା କରିଛନ୍ତି ପୁରୀ ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ୱତୀ। ପରମ୍ପରା ଏବଂ ଭାବନା ମଧ୍ୟରେ ଏକ ସମନ୍ୱୟ ରକ୍ଷା କରିବାର ଆବଶ୍ୟକତାକୁ ଦର୍ଶାଇ ସେ କହିଛନ୍ତି ଯେ ଭଗବଦ୍ ଗୀତା ସଫଳତା ପାଇବା ପାଇଁ ସମନ୍ୱୟ ରକ୍ଷା…

କୁଚିଣ୍ଡା ନାବାଳିକା ଗଣଦୁଷ୍କର୍ମ ମାମଲାରେ ବିଚାର ବିଭାଗୀୟ ତଦନ୍ତ ଦାବି କଲା ବିଜେଡି

ଭୁବନେଶ୍ୱର: କୁଚିଣ୍ଡା ନାବାଳିକା ଗଣଦୁଷ୍କର୍ମ ମାମଲାରେ ଫ୍ୟାକ୍ଟ ଫାଇଣ୍ଡିଂ ଟିମ ଦ୍ୱାରା ଆଜି ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ରିପୋର୍ଟ ପ୍ରଦାନ କରିବା ପରେ ଦଳ ତରଫରୁ ଏହି ମାମଲାର ବିଚାର ବିଭାଗୀୟ ତଦନ୍ତ ସହିତ ପଞ୍ଚାୟତରାଜ ମନ୍ତ୍ରୀଙ୍କୁ ମଧ୍ୟ ତଦନ୍ତ ପରିସରଭୁକ୍ତ କରିବା…

ଦୀପାବଳି ପାଇଁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଚାରିଆଡେ ଉତ୍ସବର ମାହୋଲ। ଦୀପାବଳିକୁ ନେଇ ସମସ୍ତେ ଉତ୍ସବମୁଖର। ଏହି ଅବସରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସଭାପତି ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଦେଇଛନ୍ତି। ସେ ଏକ ଭିଡିଓ ଜରିଆରେ ସମସ୍ତ ରାଜ୍ୟବାସୀଙ୍କୁ ଦୀପାବଳିର ଶୁଭକାମନା ଜଣାଇଛନ୍ତି। ଭିଡିଓ…

ଫ୍ରାନ୍ସ ରାଷ୍ଟ୍ରଦୂତଙ୍କ ମୋବାଇଲ୍ ଚୋରି, ୪ ଗିରଫ

ନୂଆଦିଲ୍ଲୀ: ଦୀପାବଳି ପାଇଁ ଆଜିକାଲି ବଜାରରେ ବହୁ ସଂଖ୍ୟାରେ ଭିଡ ଦେଖିବାକୁ ମିଳୁଛି। ଏହି ସମୟରେ ଦିଲ୍ଲୀର ଚାନ୍ଦନୀ ଚୌକରେ ସାଧାରଣ ବ୍ୟକ୍ତି ନୁହେଁ ବରଂ ଜଣେ ନାମୀଦାମୀ ବ୍ୟକ୍ତିଙ୍କ ଫୋନ ଚୋରି ହୋଇଯାଇଛି। ଅକ୍ଟୋବର ୨୦ରେ ଫ୍ରାନ୍ସର ରାଷ୍ଟ୍ରଦୂତ ଥିଏରି ମାଥୋ ତାଙ୍କ ପତ୍ନୀଙ୍କ ସହ…

ଯାତ୍ରାରେ ଅଶ୍ଳୀଳ ନୃତ୍ୟ ଉପରେ ଲାଗିବ ରୋକ୍; ଆଇନ ଆଣିବେ ସରକାର

ଭୁବନେଶ୍ବର: ଗତ କିଛି ବର୍ଷ ହେବ ଯାତ୍ରା ପ୍ରତି ପୁଣି ଆକୃଷ୍ଟ ହେଉଛନ୍ତି ଲୋକେ । ହେଲେ ଯାତ୍ରା ଆରମ୍ଭ ହେବା ପୂର୍ବରୁ ହେଉଥିବା ଆଇଟମ୍‌ ଡ୍ୟାନ୍ସକୁ ନେଇ ଅନେକ ସମୟରେ ବିବାଦ ଦେଖା ଦେଉଛି । ଫଳରେ ନାନା ପ୍ରକାରର ବିଶୃଙ୍ଖଳା ସୃଷ୍ଟି ହେଉଛି । ଯାହାକୁ ନେଇ କଠୋର ହୋଇଛନ୍ତି ରାଜ୍ୟ ସରକାର ।…

ନଭେମ୍ବର ୨୬ରୁ ଆରମ୍ଭ ବିଧାନସଭାର ଶୀତକାଳୀନ ଅଧିବେଶନ 

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ନଭେମ୍ବର ୨୬ରୁ ଆରମ୍ଭ ହେବାକୁ ଥିବାବେଳେ ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ। ବୁଧବାର ବିଧାନସଭା ସଚ୍ଚିବାଳୟ ପକ୍ଷରୁ ଜାରି ହୋଇଥିବା ବିଜ୍ଞପ୍ତି ଅନୁଯାୟୀ ନଭେମ୍ବରରେ ୫ ଏବଂ ଡିସେମ୍ବର ମାସରେ ୨୫ କାର୍ଯ୍ୟ ଦିବସ ରହିବ। ୨୦୨୪-୨୫…