Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ପାକିସ୍ତାନ ଗୁପ୍ତଚର ମାମଲାରେ ଆନ୍ଧ୍ର ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ: ୧୩ ନୌସେନା କର୍ମଚାରୀଙ୍କ ସମେତ ୧୮ ଜଣ…

ଅମରାବତୀ: ପାକିସ୍ତାନ ପାଇଁ ଗୁପ୍ତଚର ବୃତ୍ତି ଓ ଦେଶବିରୋଧୀ କାର୍ଯ୍ୟକଳାପ ଅଭିଯୋଗରେ ଆନ୍ଧ୍ରପ୍ରଦେଶ ପୋଲିସ ଏକ ବଡ଼ ସଫଳତା ହାସଲ କରିଛି। ଗୁପ୍ତଚରଙ୍କ ପର୍ଦ୍ଦାଫାଶ କରି ପୋଲିସ ଦୁଇଜଣଙ୍କୁ ଗିରଫ କରିଥିବା ବେଳେ ଏହି ଘଟଣାରେ ମୋଟ ୧୮ ଜଣ ସନ୍ଦିଗ୍ଧଙ୍କ ଭୂମିକା ସାମ୍ନାକୁ ଆସିଛି। ସବୁଠାରୁ…

କେନ୍ଦ୍ର ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି, ସମ୍ବଲପୁରରେ ୪ ଅଣ୍ଡରପାସ୍ ସହ ଫ୍ଲାଇଓଭର ଦାବି

ସମ୍ବଲପୁର: ସମ୍ବଲପୁର ସାଂସଦ ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ୫୫ ନମ୍ବର ଜାତୀୟ ରାଜପଥ (NH-55)ର ତୁରନ୍ତ ମରାମତି ଏବଂ ଖାଲସବୁର ସମାଧାନ ପାଇଁ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଚିଠି ଲେଖିଛନ୍ତି। ସମ୍ବଲପୁର ସଂସଦୀୟ କ୍ଷେତ୍ର ଏବଂ ଆଖପାଖ ଅଞ୍ଚଳର…

ଦୁର୍ଗା ପୂଜା ପୂର୍ବରୁ କୁଖ୍ୟାତ ଅପରାଧୀ ଘର ଉପରେ ବୁଲିଲା ବୁଲ୍‌ଡୋଜର

ଭୁବନେଶ୍ୱର: ଭୁବନେଶ୍ୱରର ପେଶାଦାର ଅପରାଧୀ ଦେବାଶିଷ ନାୟକ ଓରଫ୍ 'ସାଲୁ'ର ବେଆଇନ ଘର ଉପରେ ବୁଲଡୋଜର ଚାଲିଛି। ସାଲୁର ଘର ଭାଙ୍ଗିଲା ଚନ୍ଦ୍ରଶେଖରପୁର ପୋଲିସ। ଭୁବନେଶ୍ୱର ମହାନଗର ନିଗମ (BMC) ଏବଂ ଚନ୍ଦ୍ରଶେଖରପୁର ଥାନା ପୋଲିସ ମିଳିତ ଭାବେ ଏହି ବଡ଼ ଧରଣର ଉଚ୍ଛେଦ କାର୍ଯ୍ୟାନୁଷ୍ଠାନ…

ରାହୁଲ ଗାନ୍ଧୀଙ୍କୁ ରିଲଞ୍ଚ କରିବା ପାଇଁ ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି ବିରୋଧୀ, ଇଣ୍ଡିଆ ମେଣ୍ଟ ଉପରେ ବର୍ଷିଲେ…

ନୂଆଦିଲ୍ଲୀ: ନିର୍ବାଚନ କମିଶନଙ୍କ କାର୍ଯ୍ୟକାରିତା ଏବଂ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR) ବିରୋଧରେ ପ୍ରତିବାଦ ଜଣାଇବା ପାଇଁ ଇଣ୍ଡିଆ ମେଣ୍ଟ ଆଜି (ମଙ୍ଗଳବାର, ଅକ୍ଟୋବର ୬) ସଂସଦ ଭବନରୁ ନିର୍ବାଚନ କମିଶନ (ECI) ମୁଖ୍ୟାଳୟ ପର୍ଯ୍ୟନ୍ତ ଏକ ପଦଯାତ୍ରା କରିଛି। ଏହି ସମୟରେ,…

ପୀତବାସ ପଣ୍ଡା ହତ୍ୟା ମାମଲା: ସାକ୍ଷୀଙ୍କୁ ଧମକାଇବା ଅଭିଯୋଗ, ଥାନାରେ ହାଜର ହେଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ବ୍ରହ୍ମପୁରର ବହୁ ଚର୍ଚ୍ଚିତ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ଘଟଣାର ଚାଲିଛି ଖୋଳତାଡ଼। ଥାନାରେ ହାଜର ହେଲେ ବିକ୍ରମ ପଣ୍ଡା। ବିକ୍ରମ ପଣ୍ଡାଙ୍କ ବିରୁଦ୍ଧରେ ପୁଣିଥରେ ସଙ୍ଗିନ ଅଭିଯୋଗ ଆସିବା ପରେ ଆଜି ଥାନାରେ ହାଜର ହେଲେ। ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା…

ଅଧିକ ସୁରକ୍ଷିତ ଓ ସୁଦୃଢ଼ ଭିତ୍ତିଭୂମି ନିର୍ମାଣ ପାଇଁ ଅଗ୍ନି ପ୍ରତିରୋଧୀ ଷ୍ଟ୍ରକ୍ଚରାଲ୍ ଷ୍ଟିଲ୍ ବିକଶିତ କଲା ଟାଟା…

ମୁମ୍ବାଇ: ଅଗ୍ନିକାଣ୍ଡ ସମୟରେ ଦୀର୍ଘ ସମୟ ପର୍ଯ୍ୟନ୍ତ କୋଠା ଓ ଅନ୍ୟାନ୍ୟ ଇଞ୍ଜିନିୟରିଂ ସଂରଚନାର ଦୃଢ଼ତା ଓ ସ୍ଥିରତା ବଜାୟ ରଖିବାରେ ସହାୟକ ହେବା ପାଇଁ ଟାଟା ଷ୍ଟିଲ୍ ଏକ ନୂତନ ହଟ୍-ରୋଲ୍ଡ, ଅଗ୍ନି ପ୍ରତିରୋଧୀ ‘ଇ୩୫୦’ ଷ୍ଟ୍ରକଚରାଲ୍ ଷ୍ଟିଲ୍ ବିକଶିତ କରିଛି । ଏହି ଷ୍ଟିଲକୁ ଭାରତୀୟ ମାନକ…

ସୌମ୍ୟରଞ୍ଜନ ହତ୍ୟା ମାମଲା: DGP କହିଲେ, ସମ୍ପୂର୍ଣ୍ଣ ସତ୍ୟ ସାମ୍ନାକୁ ଆସିବା ପର୍ଯ୍ୟନ୍ତ ଜାରି ରହିବ ତଦନ୍ତ

ଭୁବନେଶ୍ୱର: ବହୁଚର୍ଚ୍ଚତ ବାଲିଅନ୍ତା ଭିଡ଼ହିଂସାରେ ସୌମ୍ୟରଞ୍ଜନ ହତ୍ୟା ମାମଲାରେ ଡିଜିପିଙ୍କ ପ୍ରତିକ୍ରିୟା ଆସିଛି। ସୌମ୍ୟ ହତ୍ୟା ମାମଲାରେ ଲାଇ ଡିଟେକ୍ସନ ଟେଷ୍ଟ ନେଇ ଡିଜିପି ଦେଇଛନ୍ତି ପ୍ରତିକ୍ରିୟା। ପୋଲିସ ଡିଜି ବିନୟତୋଷ ମିଶ୍ର କହିଛନ୍ତି, କ୍ରାଇମବ୍ରାଞ୍ଚ ସମ୍ପୂର୍ଣ୍ଣ ପ୍ରୋଫେସନାଲ୍…

ଆସନ୍ତା ୩ ଦିନ ଯାଏଁ ଭିଜିବ ଓଡ଼ିଶା; ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଆଗାମୀ ତିନି ଦିନ ମଧ୍ୟରେ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି। ଏନେଇ ମଙ୍ଗଳବାର ଦିନ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଇଏମଡି। ଏହି ଜିଲ୍ଲା ମଧ୍ୟରେ ସୁନ୍ଦରଗଡ଼,…

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ; ଅରବିନ୍ଦ ମହାନ୍ତିଙ୍କୁ ଗିରଫ କଲା ଭିଜିଲାନ୍ସ 

ଭୁବନେଶ୍ୱର: ଆୟ ବହିର୍ଭୁତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ମୟୂରଭଞ୍ଜ ଜିଲ୍ଲାର ଆର୍ ଆଣ୍ଡ ବି (R&B) ଉପ-ବିଭାଗର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଅରବିନ୍ଦ ମହାନ୍ତିଙ୍କୁ ଗିରଫ କରିଛି। ବାରିପଦା ଆର୍ ଆଣ୍ଡ ବି ବିଭାଗ ଅଧୀନ ବେତନଟିଠାରେ କାର୍ଯ୍ୟରତ ଅରବିନ୍ଦ…

୧୩୦ ବର୍ଷ ଇତିହାସରେ ପୁରୀରେ ଦ୍ୱିତୀୟ ସର୍ବୋଚ୍ଚ ତାପମାତ୍ରା

ଭୁବନେଶ୍ୱର: ଉପକୂଳବର୍ତ୍ତୀ ସହର ପୁରୀରେ ଅକ୍ଟୋବର ମାସ ପାଇଁ ଦ୍ୱିତୀୟ ସର୍ବାଧିକ ସର୍ବୋଚ୍ଚ ତାପମାତ୍ରା ରେକର୍ଡ କରାଯାଇଛି। ଏନେଇ ଭାରତୀୟ ପାଣିପାଗ ବିଭାଗ (IMD) ଦ୍ୱାରା ପ୍ରକାଶିତ ତଥ୍ୟରୁ ସୂଚନା ମିଳିଛି। ଅକ୍ଟୋବର ୫ ତାରିଖରେ ପୁରୀରେ ସର୍ବୋଚ୍ଚ ତାପମାତ୍ରା ୩୬.୬ ଡିଗ୍ରୀ…