Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ବାତ୍ୟାରେ ଘର ଭାଙ୍ଗିଥିବା ପରିବାରଙ୍କୁ ମିଳିବ ପକ୍କା ଘର

ଭୁବନେଶ୍ୱର: ବାତ୍ୟାରେ ଯେଉଁ ପରିବାରଙ୍କ ଘର ଭାଙ୍ଗିଯାଇଛି, କିମ୍ବା କଚ୍ଚା ଘର କ୍ଷତିଗ୍ରସ୍ତ ହୋଇଛି ସେମାନଙ୍କୁ ସରକାର ପକ୍କା ଘର ପାଇଁ ସହାୟତା ପ୍ରଦାନ କରିବେ। ଆଜି ବାତ୍ୟା ପରବର୍ତ୍ତୀ ଆଲୋଚନାରେ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ଏନେଇ ମନ୍ତ୍ରୀ…

ଦିନବେଳେ ଅଧିକ ସମୟ ପର୍ଯ୍ୟନ୍ତ ଶୋଉଛନ୍ତି କି ?

ନୂଆଦିଲ୍ଲୀ: ଅଧିକାଂଶ ସମୟରେ ଲୋକଙ୍କୁ କହିଥିବାର ଶୁଣିଥିବେ ସକାଳେ ଶୀଘ୍ର ଉଠିବାରେ ସମସ୍ୟା ହୋଇଥାଏ। ଦିନରେ ଖାଇବା ପରେ ନିଦ ଆସେ। ଯଦି ଆପଣ ସେହି ଲୋକଙ୍କ ମଧ୍ୟରେ ଅଛନ୍ତି ଯେଉଁମାନେ ଅଧିକ ଶୋଇବା ପସନ୍ଦ କରନ୍ତି ତେବେ ସାବଧାନ ହୋଇ ଯାଆନ୍ତୁ। ଯଦି ଆପଣ ପ୍ରତିଦିନ ଅପରାହ୍ନରେ ଶୋଇବା…

ଜେଲରେ ୱାର୍ଡରଙ୍କୁ ପିଟିଲେ କଏଦୀ

ଭୁବନେଶ୍ୱର: ପୁଣି ଝାରପଡ଼ା ଜେଲ୍ ଭିତରେ ମାରପିଟ୍‌ ହେବା ଘଟଣା ସାମ୍ନାକୁ ଆସିଛି । ଜେଲ ୱାର୍ଡରଙ୍କୁ କେତେଜଣ କଏଦୀ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ମାରପିଟ୍‌ ପରେ ଜେଲରେ ଏମର୍ଜେନ୍ସି ସାଇରନ୍‌ ବାଜି ଉଠିଥିଲା । ଖବର ପାଇ ଲକ୍ଷ୍ମୀସାଗର ପୋଲିସ ଜେଲରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ…

ସୁଶାନ୍ତ ସିଂହଙ୍କ ମୃତ୍ୟୁ ମାମଲା: ରିୟାଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଆଶ୍ୱସ୍ତି

ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲାରେ ରିୟା ଚକ୍ରବର୍ତ୍ତୀଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ଏହି ମାମଲାରେ ସିବିଆଇର ଲୁକ୍ ଆଉଟ୍ ସର୍କୁଲାର ନୋଟିସକୁ ରଦ୍ଦ କରି ଦେଇଛନ୍ତି ସୁପ୍ରିମକୋର୍ଟ। ୨୦୨୦ ରେ ସିବିଆଇ ଦ୍ୱାରା ଜାରି କରାଯାଇଥିବା ଏହି ଲୁକ୍ ଆଉଟ୍…

ବାତ୍ୟା ଦାନା ପ୍ରଭାବ: ପୁରୀରେ ସବୁଠୁ ଅଧିକ ବର୍ଷିଲା

ଭୁବନେଶ୍ୱର: ଧିରେ ଧିରେ ଦୁର୍ବଳ ହେବାରେ ଲାଗିଛି ବାତ୍ୟା ଦାନା। ଶୁକ୍ରବାର ରାତି ୧୨.୫ରେ ସ୍ଥଳଭାଗ ଛୁଇଁଥିବା ବେଳେ ଆଜି ସକାଳେ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଶେଷ କରିଛି ଦାନା। ବର୍ତ୍ତମାନ ଭୀଷଣ ବାତ୍ୟା, ବାତ୍ୟା ରୂପ ନେଇଥିବା ବେଳେ ଧୀରେ ଧୀରେ ଗଭୀର ଅବପାତରେ ପରିଣତ ହେବ। ଏହାର ପ୍ରଭାବରେ…

ପର୍ଯ୍ୟଟକଙ୍କ ପାଇଁ ପୁଣି ଖୋଲିଲା ସିଂହଦ୍ଵାର ଆଉ ବେଳାଭୂମି…

ପୁରୀ: ପର୍ଯ୍ୟଟକଙ୍କ ପାଇଁ ପୁଣି ଖୋଲିଲା ପୁରୀ। ବାତ୍ୟା ଦାନା ପାଇଁ ସୁରକ୍ଷା ଦୃଷ୍ଟିରୁ ପୁରୀକୁ ପର୍ଯ୍ୟଟକମାନଙ୍କୁ ସରକାର ଓ ପ୍ରଶାସନ ପକ୍ଷରୁ ବାରଣ କରାଯାଇଥିଲା। ବାତ୍ୟାର ପ୍ରଭାବ କମିବା ପରେ ପର୍ଯ୍ୟଟକଙ୍କ ପାଇଁ ଥିବା କଟକଣା ପ୍ରତ୍ୟାହୃତ କରାଯାଇଛି। ତେବେ ବାତ୍ୟା ଲ୍ୟାଣ୍ଡଫଲ୍…

କାନାଡାର ଖଲିସ୍ତାନୀମାନଙ୍କ ପ୍ରତି ସତର୍କ ରୁହନ୍ତୁ: ଭାରତୀୟ ଛାତ୍ରଛାତ୍ରୀଙ୍କୁ ସତର୍କ କରାଇଲେ ସଞ୍ଜୟ ବର୍ମା

ନୂଆଦିଲ୍ଲୀ: ଭାରତ ଏବଂ କାନାଡା ମଧ୍ୟରେ ତିକ୍ତତା ବଢିବା ପରେ ଦେଶକୁ ଫେରିଥିବା କୂଟନୀତିଜ୍ଞ ସଞ୍ଜୟ ବର୍ମା ଭାରତୀୟ ଛାତ୍ରଛାତ୍ରୀଙ୍କୁ କାନାଡାର ଖଲିସ୍ତାନୀ ପ୍ରଭାବ ପ୍ରତି ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି ଯେ କାନାଡାର ଭାରତୀୟ ଛାତ୍ରଛାତ୍ରୀଙ୍କ ଆଖପାଖ ବିଷୟରେ ସଚେତନ…

କାହିଁକି ଦୁର୍ବଳ ହେଲା ଭୟଙ୍କର ବାତ୍ୟା ‘ଦାନା’? ଜାଣନ୍ତୁ କାରଣ…

ଭୁବନେଶ୍ବର: ଭୀଷଣ ବାତ୍ୟାର ରୂପ ନେଇ ଉପକୂଳ ଆଡକୁ ମାଡିଆସୁଥିବା ‘ଦାନା’ ହଠାତ୍ ଦୁର୍ବଳ ହୋଇଯାଇ ଗତ ରାତି ୧୨ଟାରେ ଭିତରକନିକାର ହବାଳିଖଟି ନେଚରକ୍ୟାମ୍ପ ନିକଟରେ ଏହା ଲ୍ୟାଣ୍ଡଫଲ୍‌ କରିଥିଲା । ଆଉ ସକାଳ ସାଢେ ୮ଟାରେ ଏହାର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ସରିଥିଲା । ହେଲେ ହଠାତ୍ କେଉଁ…

ବୟସ ନିର୍ଣ୍ଣୟ ପାଇଁ ବୈଧ ଦସ୍ତାବିଜ୍ ନୁହେଁ ଆଧାର…

ନୂଆଦିଲ୍ଲୀ: ବୟସ ନିର୍ଣ୍ଣୟ କରିବା ପାଇଁ ଆଧାର କାର୍ଡ ଏକ ବୈଧ ଡକ୍ୟୁମେଣ୍ଟ ବା ଦସ୍ତାବିଜ୍ ନୁହେଁ। ଜଣେ ବ୍ୟକ୍ତିର ବୟସ କେତେ ତାହା ଆଧାର ସ୍ଫଷ୍ଟ କରେନାହିଁ। ଗୁରୁବାର ପଞ୍ଜାବ- ହରିୟାଣା ହାଇକୋର୍ଟଙ୍କ ଆଦେଶକୁ ଖାରଜ କରି କିଛି ଏପରି ଶୁଣାଇଛନ୍ତି ସୁପ୍ରିମକୋର୍ଟ। ଜଷ୍ଟିସ ସଂଜୟ କରୋଲ…

ଧିରେ ଧିରେ ଶାନ୍ତ ହେଉଛି ‘ଦାନା’: ସରିଲା ଲ୍ୟାଣ୍ଡଫଲ୍ ପ୍ରକ୍ରିୟା

କେନ୍ଦ୍ରାପଡା: ଶେଷ ହେଲା ବାତ୍ୟା ଦାନାର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା।ତାଣ୍ଡବ ରଚିବା ପରେ ଧିରେ ଧିରେ ଶାନ୍ତ ହେଉଛି 'ଦାନା'।ଶୁକ୍ରବାର ମଧ୍ୟରାତ୍ରିରେ ପ୍ରାୟ ୧୨ ଟା ୫ ମିନିଟରେ ବାତ୍ୟା ସ୍ଥଳଭାଗ ଛୁଇଁବା ପରେ ଭିତରକନିକା ଏବଂ ଧାମରା ଅଞ୍ଚଳରେ ପବନର ବେଗ ବୃଦ୍ଧି ପାଇଥିଲା। ରାତିସାରା ତାଣ୍ଡବ…