Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଗର୍ଭବତୀଙ୍କ ଠାରୁ ଲାଞ୍ଚ ନେଇ ବନ୍ଧାହେଲେ ଡାକ୍ତର ବାବୁ

କଳାହାଣ୍ଡି: ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ଡାକ୍ତର ବାବୁ । ଏଭଳି ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି କଳାହାଣ୍ଡିରୁ । କଳାହାଣ୍ଡି ମେଡିକାଲ କଲେଜର ସ୍ତ୍ରୀ ଓ ପ୍ରସୂତି ବିଭାଗର ସିନିୟର ଡାକ୍ତର ଅଶୋକ ଦାସ ଗର୍ଭବତୀଙ୍କ ଠାରୁ ୬୦୦୦ ଟଙ୍କା ଲାଞ୍ଚ ନେବାବେଳେ ମାଡ଼ି ବସିଲା…

ଯନ୍ତ୍ରୀଙ୍କ ସୁନା ଗଦାକୁ ବିଳାସ ପୂର୍ଣ୍ଣ ଜୀବନ, ଘର ତ ଘର ଛାତ ବି ମନମୋହୁଛି..

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ଓଡିଶା ପୋଲିସ୍ ହାଉସିଂ ଓ୍ବେଲଫେୟାର କର୍ପୋରେସନ ବ୍ରହ୍ମପୁର ଡିଭିଜନ ଡିଜିଏମ୍ ସୁବାସ ଚନ୍ଦ୍ର ପଣ୍ଡା । ଆଜି ସକାଳେ ଭିଜିଲାନ୍ସ ଆୟ ବହିର୍ଭୂତ ସଂପତ୍ତି ଠୂଳ ଅଭିଯୋଗରେ ଯନ୍ତ୍ରୀ ବାବୁଙ୍କ ଘରେ ଚଢାଉ କରିଥିବା ଏଯାବତ କେଜିଏ ସୁନା, ଆଇଗିଣିଆରେ ୩ ମହଲା…

ଉପ-ଜିଲ୍ଲାପାଳଙ୍କ ମାଳ ମାଳ କୋଠା, ଭୁବନେଶ୍ବରରୁ ଭଦ୍ରକ ଲମ୍ବିଛି..

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଉପ-ଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକ ଏବେ ଭିଜିଲାନ୍ସ ହାବୁଡରେ ପଡିଛନ୍ତି । ଆଜି ଏକାଧିକ ଘରେ ଭିଜିଲାନ୍ସ ଚଢାଉ କରିଥିବା ବେଳେ ବାବୁଙ୍କ କୋଠାର ତାଲିକା ଦେଖି ତାଜୁବ ହୋଇଯାଇଚି ଭିଜିଲାନ୍ସ । ଭୁବନେଶ୍ବର ଠାରୁ ଆରମ୍ଭ କରି ଭଦ୍ରକ…

‘ଜାନୁଆରୀ ଶେଷ ସୁଦ୍ଧା ସରିବ ରତ୍ନଭଣ୍ଡାର ଗଣତି ମଣତି’

ଭୁବନେଶ୍ବର: ଆସନ୍ତା ଜାନୁଆରୀ ଶେଷ ସୁଦ୍ଧା ରତ୍ନଭଣ୍ଡାର ଗଣତି ମଣତି ଶେଷ ହେବ । ରତ୍ନଭଣ୍ଡାର ମରାମତି ସହ ଅଳଙ୍କାର ଗଣତି ମଣତି କାମ ସଂପୂର୍ଣ୍ଣ ହେବା ନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଏନେଇ ମନ୍ତ୍ରୀ କହିଛନ୍ତି, କାର୍ତ୍ତିକ ମାସରେ ଭକ୍ତଙ୍କ ପ୍ରବଳ ଭିଡ଼…

କେଜ୍ରିଓ୍ବାଲଙ୍କ ହାତ ଛାଡିଥିଲେ, ଆଜି ପଦ୍ମ ଧରିଲେ ଗେହଲଟ

ନୂଆଦିଲ୍ଲୀ: ପଦ୍ମ ଧରିଲେ ପୂର୍ବତନ ଆପ୍ ନେତା କୈଳାଶ ଗେହଲଟ । ଆଜି ବିଧିବଦ୍ଧ ଭାବେ ବିଜେପି ଦିଲ୍ଲୀ ମୁଖ୍ୟାଳୟକୁ ଆସି ବିଜେପିରେ ସାମିଲ ହୋଇଛନ୍ତି ଗେହଲଟ । କେନ୍ଦ୍ରମନ୍ତ୍ରୀ ମନୋହରଲାଲ ଖଟ୍ଟର ଏବଂ ବିଜେପି ଦିଲ୍ଲୀ ନିର୍ବାଚନ ପ୍ରଭାରୀ ବୈଜୟନ୍ତ ପଣ୍ଡାଙ୍କ ଉପସ୍ଥିତିରେ ବିଜେପିରେ ଯୋଗ…

ମୋଦିଙ୍କୁ ରାହୁଲଙ୍କ କଡା ନିଶାନା: କହିଲେ, ‘ଏକ ହେ, ତୋ ସେଫ ହେ’…ମୋଦି-ଆଦାନୀ ସଂପର୍କ

ନୂଆଦିଲ୍ଲୀ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନକୁ ଆଉ ଦିନଟେ ମାତ୍ର । ଏହାକୁ ନେଇ ସରଗରମ ହୋଇଛି ନିର୍ବାଚନ ମଇଦାନ । ଭୋଟରଙ୍କୁ ନିଜ ଆଡକୁ ଆକର୍ଷଣ କରିବା ପାଇଁ ନିଜ ନିଜର ରଣନୀତି ଦେଖାଇଛନ୍ତି ବିଭିନ୍ନ ଦଳ । ଜାତୀୟ ଦଳ କଂଗ୍ରେସ ଏବଂ ବିଜେପି ମଧ୍ୟରେ ଏଠି କଡା ଟକ୍କର । ଏହାରି ଭିତରେ…

ତେଜୁଛି ବଙ୍ଗଳା ହିଂସା: କର୍ଫ୍ୟୁ ଲାଗୁ, ଇଣ୍ଟରନେଟ୍‌ ସେବା ବନ୍ଦ

କୋଲକାତା: ପଶ୍ଚିମବଙ୍ଗ ମୁର୍ସିଦାବାଦ ଜିଲ୍ଲା ସାମ୍ପ୍ରଦାୟିକ ହିଂସା। ମୁର୍ସିଦାବାଦର ବେଲଡାଙ୍ଗା ଅଞ୍ଚଳରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି। ଯାହା ପରେ କର୍ତ୍ତୃପକ୍ଷଙ୍କୁ ଉକ୍ତ ଅଞ୍ଚଳରେ କର୍ଫ୍ୟୁ ଲାଗୁ କରିଛି। ଡିଜିଟାଲ ଡିସ୍‌ପ୍ଲେ ବୋର୍ଡରେ ଆପତ୍ତିଜନକ ବାର୍ତ୍ତା ପ୍ରଦର୍ଶନକୁ ନେଇ…

ଓପିଏଚଡବ୍ଲ୍ୟୁସି ଡିଜିଏମଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବ୍ରହ୍ମପୁର: ଭିଜିଲାନ୍ସ ଜାଲରେ ଓପିଏଚଡବ୍ଲ୍ୟୁସି (ଓଡ଼ିଶା ଷ୍ଟେଟ ପୁଲିସ ହାଉସିଂ ଆଣ୍ଡ ଓ୍ବେଲଫେୟାର କର୍ପୋରେସନ) ବ୍ରହ୍ମପୁର ଡିଭିଜନ୍‌ର ଡିସିଏମ। ଡିଜିଏମ୍(ଡେପୁଟି ଜେନେରାଲ ମ୍ୟାନେଜର) ସୁବାଷ ଚନ୍ଦ୍ର ପଣ୍ଡାଙ୍କ ଘରେ ଚାଲିଛି ଭିଜିଲାନ୍ସ ରେଡ୍‌। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ…

ମଣିପୁରରେ ଭୟଙ୍କର ସ୍ଥିତି: ଆକ୍ସନ ମୋଡରେ ଗୃହମନ୍ତ୍ରୀ

ଇମ୍ଫାଲ: ଅଶାନ୍ତ ମଣିପୁର। ଲାଗି ରହିଛି ଉତ୍ତେଜନା। ଜଳୁଛି ସାରା ରାଜ୍। ଇମ୍ଫାଲରେ ବିଜେପି ବିଧାୟକ କଙ୍ଗଖାମ୍ ରବିନ୍ଦୋଙ୍କ ପୈତୃକ ବାସଭବନରେ ଶନିବାର ଉତ୍ତ୍ୟକ୍ତ ଲୋକ ଆକ୍ରମଣ କରିଛନ୍ତି। ଏଥିସହ ମନ୍ତ୍ରୀଙ୍କ ଘରେ ପଶି ବ୍ୟାପକ ଭଙ୍ଗାରୁଜା କରିଛନ୍ତି। ଅନେକ ଗାଡିରେ ମଧ୍ୟ ନିଆଁ ଲଗାଇ…

ଲାଞ୍ଚ ନେଇ ବନ୍ଧା ହେଲେ ଇଷ୍ଟକୋଷ୍ଟ ରେଲୱେ ଡିଆରଏମ୍

ମୁମ୍ବାଇ: ଲାଞ୍ଚ ନେଇ ବନ୍ଧା ହେଲେ ଇଷ୍ଟକୋଷ୍ଟ ରେଲୱେ ଡିଆରଏମ୍। ୱାଲଟିୟର ଡିଭିଜନ୍ ଡିଆରଏମଙ୍କୁ ଗିରଫ କରିଛି ସିବିଆଇ। ୨୫ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ତାଙ୍କୁ ଧରିଛି କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା। ମୁମ୍ବାଇ ସ୍ଥିତ ଏକ ଘରୋଇ ଫାର୍ମ ମାଲିକଙ୍କଠାରୁ ଲାଞ୍ଚ ନେଉଥିଲେ। ଏହି ଘଟଣାରେ…