Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଲାଞ୍ଚ ନେଇ ବନ୍ଧାହେଲେ ଏଆରଆଇ

ବିନିକା: ଏଆରଆଇଙ୍କୁ ଗିରଫ କଲା ଭିଜିଲାନ୍ସ । ଭିଜିଲାନ୍ସ ହାତରେ ଧରାପଡ଼ିଲେ ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ଅନ୍ତର୍ଗତ ସିନ୍ଦୂରପୁର ସହକାରୀ ରାଜସ୍ବ ନିରୀକ୍ଷକ (ଏଆରଇ) ତଥା ଭାରପ୍ରାପ୍ତ ଆରଆଇ ବିବେକାନନ୍ଦ ତ୍ରିପାଠୀ। ଜଣେ ଅଭିଯୋଗକାରୀଙ୍କ ଠାରୁ ଜମିଜମା ସମ୍ବନ୍ଧୀୟ ସମସ୍ୟାର…

ଜାରି ହେଲା ଟେଲିଫୋନ ନମ୍ବର, ଚଢା ଦରରେ ବିକ୍ରି ହେଉଥିଲେ ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ଅନାବଶ୍ୟକ ଭାବେ ଅତ୍ୟାବଶ୍ୟକ ସାମଗ୍ରୀର ମୂଲ୍ୟବୃଦ୍ଧି ଯୋଗୁଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଟେଲିଫୋନ ନମ୍ବର ଜାରି କରାଯାଇଛି ।…

ବାତ୍ୟା ‘ଦାନା’ ନେଇ ସୋସିଆଲ ମିଡିଆରେ ପ୍ରତି ୩ ଘଣ୍ଟାରେ ଅପଡେଟ୍ ଦେବେ ରାଜ୍ଯ ସରକାର

ଭୁବନେଶ୍ୱର: ଅକ୍ଟୋବର ୨୪ ରାତିରୁ ଅକ୍ଟୋବର ୨୫ ସନ୍ଧ୍ୟା ପର୍ଯ୍ୟନ୍ତ ପ୍ରତି ୩ ଘଣ୍ଟା ବ୍ୟବଧାନରେ ବାତ୍ୟା 'ଦାନା' ନେଇ ଅପଡେଟ୍ ଦେବେ ରାଜ୍ଯ ସରକାର। ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ଏବଂ ଅଗ୍ନିଶମ ସେବାର ସୋସିଆଲ ମିଡିଆ ହ୍ୟାଣ୍ଡେଲଗୁଡିକୁ ନିର୍ଦ୍ଦେଶ ଦିଆଯାଇଛି। ଏହି ସୋସିଆଲ୍…

ପୋଖରୀରେ ବୁଡ଼ି ମାଆ, ପୁଅ ଓ ଝିଅ ମୃତ

ଘଟଗାଁ: କେନ୍ଦୁଝର ଜିଲ୍ଲା ଘଟଗାଁ ବ୍ଲକ ବଡ଼ ମସିଣାବିଲା ଗ୍ରାମପଞ୍ଚାୟତ ଅନ୍ତର୍ଗତ ପଣାପସୀ ଗ୍ରାମରେ ଘଟିଛି ଏକ ବଡ ଅଘଟଣ । ପୋଖରୀରେ ବୁଡ଼ି ଗୋଟିଏ ପରିବାରର ମା, ପୁଅ ଓ ଝିଅ ତିନିଜଣଙ୍କ ଜୀବନ ଯାଇଛି । ଆଜି ସକାଳ ୧୧ଟା ବେଳେ ଏହି ଦୁଃଖଦ ଘଟଣା ଘଟିଛି। ସୂଚନା ଅନୁଯାୟୀ, ତିନି ମୃତକ ହେଲେ…

୨୦୫୦ ମସିହାରେ ପହଁଚିଲା ଚୀନ: ହାତ ଦେଖାଇଲେ ହେଉଛି ପେମେଣ୍ଟ

ନୂଆଦିଲ୍ଲୀ: ପ୍ରତିବର୍ଷ ଚୀନ ନୂତନ ଟେକ୍ନୋଲୋଜି ଆଣି ସମଗ୍ର ବିଶ୍ବକୁ ଚକିତ କରିଥାଏ। ଚୀନର ଟେକ୍ନୋଲୋଜି ଆଗରେ ସବୁକିଛି ଫେଲ୍। ବିଶେଷକରି ପେମେଣ୍ଟ ସିଷ୍ଟମ ଏବଂ ଭିତ୍ତିଭୂମି କ୍ଷେତ୍ରରେ ଚୀନ୍ ବୈଷୟିକ ପ୍ରଗତିରେ ଆଗେଇ ଚାଲିଛି। ନିକଟରେ ଚୀନର ଆଉ ଏକ ନୂତନ ଟେକ୍ନୋଲୋଜି ସୋସିଆଲ ମିଡିଆରେ…

ଦକ୍ଷିଣକୁ ପସନ୍ଦ ନୁହେଁ ଆମେ ଦୁଇ ଆମର ଦୁଇ !

ନୂଆଦିଲ୍ଲୀ: ଦକ୍ଷିଣକୁ ପସନ୍ଦ ନୁହେଁ ଆମେ ଦୁଇ ଆମର ଦୁଇ । ଜନସଂଖ୍ୟାକୁ ନେଇ ଉତ୍ତର ବନାମ ଦକ୍ଷିଣ । କାହିଁକି ଜନସଂଖ୍ୟା ବଢାଇବାକୁ କହୁଛନ୍ତି ସାଉଥ୍ ସିଏମ୍? ଜନସଂଖ୍ୟା ବୃଦ୍ଧି ପଛରେ କଣ ରହିଛି ରାଜନୀତି? ଜନସଂଖ୍ୟାରେ ଚୀନକୁ ଟପିଗଲାଣି ଭାରତ । ହେଲେ ନିୟନ୍ତ୍ରଣ କରିବେ କଣ ଜନସଂଖ୍ୟା…

ବାତ୍ୟା ‘ଦାନା’ : ଦୁଇ ଦିନ ବନ୍ଦ ରହିବ ନନ୍ଦନକାନନ ଓ ବଟାନିକାଲ୍ ପାର୍କ

ଭୁବନେଶ୍ଵର : ବାତ୍ୟା ‘ଦାନା’ ୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ଭିତରକନିକା ଓ ଭଦ୍ରକ ଜିଲ୍ଲାର ଧାମରା ମଧ୍ୟରେ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ଥିବା ଆକଳନ କରିଛି ପାଣିପାଗ ବିଭାଗ । ଭୀଷଣ ବାତ୍ୟାର ରୂପ ନେଇ ‘ଦାନା’ ଲ୍ୟାଣ୍ଡଫଲ କରିବ ବୋଲି କହିଛି ପାଣିପାଗ ବିଭାଗ। ଏହି…

ବାତ୍ୟା ‘ଦାନା’ ପାଇଁ ୨୦ ଟ୍ରେନ ବାତିଲ, ଜାଣନ୍ତୁ କେଉଁ କେଉଁ ଟ୍ରେନ

ଭୁବନେଶ୍ୱର: ବାତ୍ଯା 'ଦାନା' ଲାଗି ପୂର୍ବତଟ ରେଳବାଇ ପକ୍ଷରୁ ଏନେକ ଟ୍ରେନ ବାତିଲ କରାଯାଇଛି। ଏହା ମଧ୍ୟରେ ଆଉ ୨୦ଟି ଟ୍ରେନ ବାତିଲ କରାଯାଇଛି। 18413 ପାରାଦୀପ-ପୁରୀ ଏକ୍ସପ୍ରେସ (୨୫.୧୦.୨୦୨୪) 08407 କଟକ-ପାରାଦୀପ ସ୍ପେଶାଲ (୨୪.୧୦.୨୦୨୪) 11020 ଭୁବନେଶ୍ୱର-ମୁମ୍ବାଇ…

ହବିଷ୍ୟାଳିଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା, ୨୪ ଓ  ୨୫ ତାରିଖରେ ବନ୍ଦ ରହିପାରେ ମହାପ୍ରଭୁଙ୍କ ଦର୍ଶନ

ପୁରୀ: ବାତ୍ୟା ‘ଦାନା’ ୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ଭିତରକନିକା ଓ ଭଦ୍ରକ ଜିଲ୍ଲାର ଧାମରା ମଧ୍ୟରେ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ଭୀଷଣ ବାତ୍ୟାର ରୂପ ନେଇ ‘ଦାନା’ ଲ୍ୟାଣ୍ଡଫଲ କରିବ ବୋଲି କହିଛି ପାଣିପାଗ ବିଭାଗ। ଏହି…

ବାତ୍ୟା ‘ଦାନା’ ପାଇଁ ଜରୁରୀକାଳୀନ ହେଲ୍ପଲାଇନ ନଂ ଜାରି

ଭୁବନେଶ୍ୱର: ବାତ୍ୟା 'ଦାନା' କୁ ନଜରରେ ରଖି ରାଜ୍ୟ ସରକାର ଭୁବନେଶ୍ୱର ମ୍ୟୁନିସିପାଲିଟି କର୍ପୋରେସନ୍ (ବିଏମସି) ଅଧୀନରେ ଥିବା ୧୫ଟି ଜିଲ୍ଲାର ଲୋକଙ୍କୁ ସହାୟତା କରିବା ପାଇଁ ଜରୁରୀକାଳୀନ ହେଲ୍ପଲାଇନ ଫୋନ୍ ନମ୍ବର ଜାରି କରିଛନ୍ତି। ଉଦ୍ଧାର ଓ ରିଲିଫ୍ କାର୍ଯ୍ୟର ତଦାରଖ କରିବା ପାଇଁ…