Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ପାରାଦୀପ ଠାରୁ ୫୬୦ କିଲୋମିଟର ରହିଛି ବାତ୍ୟା: ୧୨ଟା ସୁଦ୍ଧା ଦୀଘା ଛାଡ଼ିବାକୁ ପର୍ଯ୍ୟଟକଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ବାତ୍ୟା ‘ଦାନା’ । ପାରାଦୀପ ଠାରୁ ୫୬୦ କିଲୋମିଟର ରହିଛି ବାତ୍ୟା। ସମ୍ଭାବ୍ୟ ବାତ୍ୟା ‘ଦାନା’ ଭୟଙ୍କର ରୂପ ନେଇ ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଥିବାବେଳେ ଜିରୋ କାଜୁଆଲିଟି ଉପରେ ଗୁରୁତ୍ୱ ଦେଉଛନ୍ତି ଓଡ଼ିଶା ଓ ପଶ୍ଚିମବଙ୍ଗ ସରକାର।…

ବାତ୍ୟା ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ୭ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆଜି ଠାରୁ ବଢିବ ବର୍ଷାର ପରିମାଣ। ବାତ୍ୟା ପ୍ରଭାବରେ ଆସନ୍ତାକାଲି ୭ ଜିଲ୍ଲାରେ ପ୍ରବଳ ବର୍ଷିବ। ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍‌ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହି ଜିଲ୍ଲାଗୁଡିକ ହେଉଛି ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ବର। ସେହିପରି…

ୱକଫ୍ ବିଲ୍‌କୁ ନେଇ ଅଧ୍ୟକ୍ଷଙ୍କୁ ଭଙ୍ଗା କାଚ ବୋତଲ ପିଙ୍ଗିବା ଘଟଣା: ଟିଏମସି ସାଂସଦ ନିଲମ୍ବିତ

ନୂଆଦିଲ୍ଲୀ: ୱବକଫ୍‌ (ସଂଶୋଧନ) ବିଲ୍‌ ଉପରେ ଆଲୋଚନା ପାଇଁ ମଙ୍ଗଳବାର ସଂସଦୀୟ କମିଟି ବୈଠକ ବସିଥିବା ବେଳେ ହୋଇଥିଲା ହଙ୍ଗାମା। ମୁହାଁମୁହିଁ ହୋଇଥିଲେ ବିଜେପି ଓ ଟିଏମ୍‌ସି। ଏହି ବୈଠକରେ ଟିଏମ୍‌ସି ସାଂସଦ କଲ୍ୟାଣ ବାନାର୍ଜୀ ରାଗିଯାଇ ଏକ କାଚ ବୋତଲ ଭାଙ୍ଗି ଅଧ୍ୟକ୍ଷଙ୍କ ଉପରକୁ ଫିଙ୍ଗିବା…

ପ୍ରବଳ ବର୍ଷା ଯୋଗୁଁ ଭୁଶୁଡିଲା ନିର୍ମାଣାଧିନ କୋଠା, ୫ ମୃତ

ବେଙ୍ଗାଲୁରୁ: ବେଙ୍ଗାଲୁରୁ ବିଲଡିଂ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ବର୍ତ୍ତମାନ ୫କୁ ବୃଦ୍ଧି ପାଇଛି। ମଙ୍ଗଳବାର ସନ୍ଧ୍ୟାରେ ପ୍ରବଳ ବର୍ଷା ଯୋଗୁଁ ବେଙ୍ଗାଲୁରୁରେ ଭୁଶୁଡି ପଡିଥିବା ବହୁ ମହଲା କୋଠା ତଳେ ଅନେକ ଲୋକ ଫସି ରହିଥିଲେ। ଗତକାଲି ସନ୍ଧ୍ୟା ଠାରୁ ଚାଲିଥିବା ଉଦ୍ଧାର କାର୍ଯ୍ୟରେ ୧୩…

ସୃଷ୍ଟି ହେଲା ବାତ୍ୟା ‘ଦାନା’, ଦେଖାଗଲା ବାତ୍ୟାର ଆଖି

ଭୁବନେଶ୍ଵର: ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଦାନା’ । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଶାନ୍ତ ହେଉଛି ସାମୁଦ୍ରକ ଝଡ ଦାନା । ସାଟେଲାଇ ଚିତ୍ରରେ ଦେଖାଗଲା ବାତ୍ୟାର ଆଖି । ୨୪ରେ ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ଅତିକ୍ରମ କରିବ । ପୁରୀ ଏବଂ ସାଗରଦ୍ବୀପ ମଧ୍ୟରେ ଉପକୂଳ ଅତିକ୍ରମ କରିବ…

ଦାନା ପ୍ରଭାବ: ବ୍ୟାପକ ଟ୍ରେନ୍‌ ବାତିଲ କଲା ରେଲୱେ

ଭୁବନେଶ୍ଵର: ସାମୁଦ୍ରିକ ଝଡ ଦାନା ପାଇଁ ବ୍ୟାପକ ପ୍ରସ୍ତୁତି ଚଳାଇଛନ୍ତି ସରକାର । ବାତ୍ୟା ପାଇଁ ବ୍ୟାପକ ଟ୍ରେନ୍‌ ବାତିଲ କରିଛି ରେଲୱେ । ମୋଟ ୧୯୮ଟି ଟ୍ରେନ୍‌ ବାତିଲ ନେଇ ସୂଚନା ଦେଇଛି ରେଲୱେ । ୨୩, ୨୪ ଏବଂ ୨୫ ତାରିଖ ମଧ୍ୟରେ ମୋଟ ୧୯୮ ଟ୍ରେନ୍‌ ବାତିଲ କରାଯାଇଛି । ସେଥିମଧ୍ୟରୁ ଅପ୍‌…

ବଦଳିଲାଣି ପାଗ, ଆଜି ବାତ୍ୟାର ରୂପ ନେବ ଗଭୀର ଅବପାତ

ଭୁବନେଶ୍ଵର: ଆଜି ବାତ୍ୟାର ରୂପ ନେବ ଗଭୀର ଅବପାତ । ଆସନ୍ତାକାଲି ଏହା ଭୀଷଣ ବାତ୍ୟାର ରୂପ ନେଇ ଉପକୂଳ ଅତିକ୍ରମ କରିବ । ପୁରୀ ଏବଂ ସାଗରଦ୍ବୀପ ମଧ୍ୟରେ ଉପକୂଳ ଅତିକ୍ରମ କରିବ । ସୃଷ୍ଟ ଗଭୀର ଅବପାତଟି ଏବେ ଘଣ୍ଟାକୁ ୩ କିମି ବେଗରେ ଗତି କରୁଛି । ୨୪ ତାରିଖ ଅର୍ଥାତ୍ ଆସନ୍ତାକାଲି ରାତି…

ରାଜ୍ୟରେ କ୍ରୀଡାର ବିକାଶ ପାଇଁ କ୍ରୀଡାନୀତି ପ୍ରସ୍ତୁତ ହେବାର ଆବଶ୍ୟକତା ରହିଛି: କ୍ରୀଡାମନ୍ତ୍ରୀ

ଭୁବନେଶ୍ୱର: କ୍ରୀଡା ଓ ଯୁବସେବା ବିଭାଗ ଆନୁକୂଲ୍ୟରେ ଆଜି କଳିଙ୍ଗ ଷ୍ଟାଡିୟମ୍ ସ୍ଥିତ ଟେନିସ୍‌ ସେଣ୍ଟର ଅଡ଼ିଟୋରିୟମ୍ ଠାରେ ଓଡ଼ିଶା କ୍ରୀଡାନୀତି କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। କ୍ରୀଡା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଆଜିର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଏହି…

ବାତ୍ୟା ‘ଦାନା’: ୯ ମନ୍ତ୍ରୀଙ୍କୁ ଏହି ସବୁ ଜିଲ୍ଲାକୁ ତଦାରଖ ପାଇଁ ଦାୟିତ୍ୱ

ଭୁବନେଶ୍ୱର: ବାତ୍ୟା ‘ଦାନା’ କୁ ନେଇ ରାଜ୍ୟ ସରକାର ‘ଜିରୋ କାଜିଆଲିଟି’ ଉପରେ ଗୁରୁତ୍ୱ ଦେଇଛନ୍ତି । ୯ଜଣ ମନ୍ତ୍ରୀଙ୍କୁ ବିଭିନ୍ନ ଜିଲ୍ଲାର ବାତ୍ୟା ମୁକାବିଲା ଓ ପ୍ରସ୍ତୁତି ଆଦିର ସମୀକ୍ଷା କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି । ତେବେ ଜଗତସିଂହପୁର ଜିଲ୍ଲା…

‘ଦାନା’ ଭୟ: ଏହି ସବୁ ଜିଲ୍ଲାରେ ବନ୍ଦ ରହିବ ସମସ୍ତ ଐତିହ୍ୟ ସ୍ଥଳୀ

ପୁରୀ: ଆସୁଥିବା ବାତ୍ୟା ପ୍ରଭାବରେ ଓଡ଼ିଶାର ୧୪ଟି ଜିଲ୍ଲାରେ ବହୁ ପ୍ରଭାବ ପଡିବ । ଏହା ସହ ତିନି ଦିନ ଧରି ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ପ୍ରବଳ ବେଗରେ ପବନ ମଧ୍ୟ ଜୋରରେ ବହିବ । ଏହାକୁ ଦୃଷ୍ଟିରେ ରଖି ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗ ପକ୍ଷରୁ ବଡ ଘୋଷଣା କରାଯାଇଛି…