Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

କୋଲକାତା ରେପ୍ ମର୍ଡର କେସ୍ : ଶେଷ ହେଲା ଜୁନିଅର ଡାକ୍ତରଙ୍କ ହରତାଳ

କୋଲକାତା : କୋଲକାତାରେ ରେପ ଓ ମର୍ଡର ବିରୋଧରେ ଚାଲିଥିବା ଆମରଣ ଅନଶନ ବନ୍ଦ ହୋଇଛି। ଜୁନିଅର ଡାକ୍ତର ମାନଙ୍କ ଦ୍ୱାରା ଚାଲିଥିବା ଏହି ଆନ୍ଦୋଳନ ୧୭ ଦିନପରେ ଶେଷ ହୋଇଛି। ସୋମବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ କଥା ହେବା ପରେ ଏପରି ହୋଇଛି। କୋଲକତା ରେପ ମର୍ଡର କେସରେ…

ବାତ୍ୟା ‘ଦାନା’କୁ ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଉଚ୍ଚସ୍ତରୀୟ ବୈଠକ

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ଓ ବାତ୍ୟା ପରବର୍ତ୍ତୀ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ବିଭାଗ ପକ୍ଷରୁ ରାଜ୍ୟର ସମସ୍ତ ସ୍ୱାସ୍ଥ୍ୟ ପ୍ରଶାସନଙ୍କୁ ବାତ୍ୟା, ବନ୍ୟା ଓ ବିପର୍ଯ୍ୟୟ ପାଇଁ ସମ୍ପୂର୍ଣ…

ରାଷ୍ଟ୍ରପତିଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ବାତିଲ

ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ରାଷ୍ଟ୍ରପତିଙ୍କ ଗସ୍ତକୁ ସ୍ଥଗିତ ରଖାଯାଇଛି । ଆସନ୍ତା ୨୩ରୁ ୨୫ ଓଡ଼ିଶା ଗସ୍ତରେ ଆସିଥାନ୍ତେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ହେଲେ ଏହି ସମୟରେ ପ୍ରଶାସନିକସ୍ତରରେ ସମସ୍ୟା ସୃଷ୍ଟି ହେବାର ଆଶଙ୍କା ରଖି ରାଷ୍ଟ୍ରପତିଙ୍କ ଗସ୍ତ…

ସମ୍ଭାବ୍ୟ ବାତ୍ୟାକୁ ନେଇ ୧୪ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାର ୧୪ଟି ଜିଲ୍ଲା ପାଇଁ ସ୍କୁଲ ଛୁଟି ଘୋଷଣା କରିଛନ୍ତି । ଆସନ୍ତା ୨୩ରୁ ୨୫ ତାରିଖ ଯାଏଁ ବନ୍ଦ ରହିବ ସ୍କୁଲ । ଏନେଇ ସ୍ୱତନ୍ତ୍ର ରିଲିଫ କମିଶନର ଦେଓ ରଞ୍ଜନ ସିଂ ସ୍କୁଲ ଓ ଗଣଶିକ୍ଷା କମିଶନରଙ୍କୁ ଚିଠି ଲେଖିଛନ୍ତି । ଏହି ୧୪ଟି ଜିଲ୍ଲା…

୨୩ ପୂର୍ବରୁ ଶ୍ରଦ୍ଧାଳୁଙ୍କୁ ପୁରୀ ଛାଡି ଯିବାକୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ

ପୁରୀ: ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ପୁରୀକୁ ଆସିଥିବା ଶ୍ରଦ୍ଧାଳୁଙ୍କୁ ପୁରୀ ଛାଡ଼ିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତାକାଲି ସୁଦ୍ଧା ପୁରୀ ଛାଡ଼ି ନିଜ ନିଜ ଘରକୁ ଫେରି ଯିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହାସହିତ ଆସନ୍ତାକାଲିଠୁ ଯେଭଳି କୌଣସି ପର୍ଯ୍ୟଟକ…

‘ଦାନା’କୁ ନେଇ ଆତଙ୍କିତ ନ ହୋଇ ମୁକାବିଲା କରନ୍ତୁ: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଏକ ବିପର୍ଯ୍ୟୟ ପ୍ରସ୍ତୁତି ବୈଠକ  ଅନୁଷ୍ଠିତ ହୋଇଯାଇଛି । ଶ୍ରୀ ସିଂହଦେଓ ସମସ୍ତ ଅଧିକାରୀଙ୍କୁ ଆତଙ୍କିତ ନ ହୋଇ ସତର୍କ ତଥା…

ବଢିଲା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା

ଭୁବନେଶ୍ୱର: ବଢିଲା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା । ସୋମବାର ରାଜ୍ୟ ସରକାର ସେମାନଙ୍କ ମହଙ୍ଗା ଭତ୍ତାକୁ ୩ ପ୍ରତିଶତ ବୃଦ୍ଧି କରିଛନ୍ତି । ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୦ ପ୍ରତିଶତରୁ ୫୩ ପ୍ରତିଶତକୁ ବୃଦ୍ଧି ପାଇଛି । ଏହା ଜୁଲାଇ ପହିଲା ୨୦୨୪ରୁ ପିଛିଲା ଭାବରେ…

ସମ୍ଭାବ୍ୟ ବାତ୍ୟାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତୁତି ବୈଠକ, ଦେଲେ ଏହି ସବୁ ପରାମର୍ଶ

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ପରିସ୍ଥିତିର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ‘ଜିରୋ କାଜୁଆଲ୍‌ଟି’ ସୁନିଶ୍ଚିତ କରିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହା ସହିତ ସମସ୍ତ ସମ୍ଭାବ୍ୟ ପ୍ରଭାବିତ…

ଆସୁଛି ବାତ୍ୟା; ସ୍କୁଲ ଛୁଟିକୁ ନେଇ ବଡ଼ ସୂଚନା ଦେଲେ ମନ୍ତ୍ରୀ

ଭୁବନେଶ୍ୱର: ବଙ୍ଗୋପସାଗରରେ ଆସୁଥିବା ସମ୍ଭାବ୍ୟ ବାତ୍ୟା ‘ଦାନା’ ପୁରୀ-ବାଲେଶ୍ୱର ମଧ୍ୟରେ ଏହା ସ୍ଥଳଭାଗ ଛୁଇଁପାରେ । ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୧୦ରୁ ୧୨୦ କିଲୋମିଟର ରହିପାରେ ବୋଲି ପୂର୍ବନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ବାତ୍ୟା ପ୍ରଭାବରେ ୨୩ ତାରିଖରୁ ରାଜ୍ୟରେ…

ହବିଷ୍ୟାଳୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ପ୍ରଦାନ କଲେ ଏହି ସବୁ ସାମଗ୍ରୀ

ପୁରୀ: ପୁରୀରେ ବୃନ୍ଦାବତୀ ନିବାସ ହବିଷ୍ୟାଳୀ ଶିବିର ପରିଦର୍ଶନ କରିବା ସହ ବୃନ୍ଦାବତୀ ନିବାସ ଶିବିରରେ ଆନୁସଙ୍ଗିକ ବ୍ୟବସ୍ଥାର ସମୀକ୍ଷା ସହ ବ୍ରତଧାରୀ ମାନଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀଙ୍କୁ ହୁଳହୁଳି ଦେଇ ସ୍ବାଗତ କରିଥିଲେ ବ୍ରତଧାରୀ…