Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ବିଜେଡି ଆଉ ରହିବ ନାହିଁ… , ନବୀନ ବାବୁଙ୍କ ବୟସ ବହୁତ ହୋଇଗଲାଣି: ଯୋଗାଣ ମନ୍ତ୍ରୀ

କଟକ : ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ରବିବାର ଏକ ବିସ୍ଫୋରକ ବୟାନ ଦେଇଛନ୍ତି। ଏହାକୁ ନେଇ ରାଜନୈତିକ ଉଷ୍ମତା ଦେଖିବାକୁ ମିଳିଛି। ନବୀନ ବାବୁଙ୍କ ବୟସ ଅଧିକ ହୋଇଗଲାଣି। ସେ ଆଉ ବୁଲାବୁଲି କରିପାରୁନାହାନ୍ତି। ପାଣ୍ଡିଆନଙ୍କୁ ଆଗକୁ…

ବାତ୍ୟାକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ପ୍ରସ୍ତୁତ ଅଛନ୍ତି: ମନ୍ତ୍ରୀ

ଭୁବନେଶ୍ବର: କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହୋଇଛି । ଏହା ଉତ୍ତର ପଶ୍ଚିମ ଦିଗକୁ କ୍ରମଶଃ ଗତି କରି ଆସନ୍ତା ବୁଧବାର ୨୩ ତାରିଖ ସୁଦ୍ଧା ଅବପାତ ରୂପ ନେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପୁର୍ବାନୁମାନ କରିଛି ।…

ପଙ୍କରେ ପଦ୍ମ, ଚମକିଲେ ବଣ୍ଡା ଘାଟି ଝିଅ ବିନି

ମାଲକାନଗିରି: କୁହନ୍ତି ଇଚ୍ଛା ଥିଲେ ଉପାୟ ଆପେ ଆପେ ଆସେ । ଇଚ୍ଛା ଶକ୍ତି ଆଗରେ ସବୁ କିଛି ସତେ ଯେମିତି ହାର ମାନିଥାଏ । ବାପା ହାଇସ୍କୁଲର ରୋଷେୟା ଓ ମାଆ ଜଣେ ଅଙ୍ଗନବାଡି କର୍ମୀ । ପିଲାବେଳୁ ଜଣେ ଅଫିସର ହେବା ପାଇଁ ଇଚ୍ଛା ଥିଲା କିନ୍ତୁ ଅର୍ଥ ସାଜିଥିଲା ବାଧକ । ଶେଷରେ ଆଶାର ବାଡି…

ଶ୍ରୀମନ୍ଦିର ସେବାୟତଙ୍କୁ ଆକ୍ରମଣ ଘଟଣା: ସାମ୍ନାକୁ ଆସିଲା ସିସିଟିଭି

ପୁରୀ: ଶ୍ରୀମନ୍ଦିର ବରିଷ୍ଠ ସେବାୟତ ତଥା ସୁପରଭାଇଜର ବକ୍ସି ରାମଚନ୍ଦ୍ର ପ୍ରତିହାରୀଙ୍କୁ ଆକ୍ରମଣ ଘଟଣାରେ ସାମ୍ନାକୁ ଆସିଲା ସିସିଟିଭି ଦୃଶ୍ୟ । ଶୁକ୍ରବାର ସନ୍ଧ୍ୟା ସମୟରେ ବକ୍ସି ରାମଚନ୍ଦ୍ର ପ୍ରତିହାରୀ ତାଙ୍କ ସ୍କୁଟରରେ ବସି ବାହାରିବା ବେଳେ ପଛ ଆଡୁ ଆକ୍ରମଣ କରିଥିଲା ଦୁର୍ବୃତ୍ତ ।…

ଆସୁଛି ‘ଦାନା’, କଳାବଜାରୀଙ୍କୁ ସାବଧାନ୍!

ଭୁବନେଶ୍ବର: ଆସୁଛି ବାତ୍ୟା । ଆସନ୍ତା ୨୩ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ବାତ୍ୟା ‘ଦାନା’ । ତେବେ ବାତ୍ୟା ନେଇ ଆଇଏମଡିର ଆକଳନ ପରେ ଏବେ ଲୋକଙ୍କ ମନରେ ଛନକା ପଶିଥିବା ବେଳେ ଏହାର ଫାଇଦା ଉଠାଇ କିଛି ଅସାଧୁ ବ୍ୟବସାୟୀ ବିଭିନ୍ନଜ ଆବଶ୍ୟକୀୟ ସାମଗ୍ରୀକୁ ଚଢା…

ମହାରାଷ୍ଟ୍ର ପାଇଁ ପ୍ରଥମ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେପି

ମୁମ୍ବାଇ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ରବିବାର ପ୍ରାର୍ଥୀ ତାଲିକା ଜାରି କରିଛି ଭାରତୀୟ ଜନତା ପାର୍ଟି। ରାଜ୍ୟରେ ୩ ଦଳ ମଧ୍ୟରେ ସିଟ ଶେୟାରିଂ ଫର୍ମୁଲା ଚୂଡ଼ାନ୍ତ ହେବା ପରେ ଆଜି ବିଜେପି ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏଥିରେ ୯୯ ଜଣଙ୍କୁ ଦଳ ପକ୍ଷରୁ…

ଗୋପ ବ୍ଲକ ଡିହସାହିରେ ଅଘଟଣ: ବଜ୍ରପାତରେ ୨ ମୃତ

ଗୋପ: ସାରା ରାଜ୍ୟକୁ ଘଡ଼ିଛି ବାତ୍ୟା ଭୟ। ଏହାରି ଭିତରେ ଗୋପ ବ୍ଲକ ଡ଼ିହସାହି ଗାଁରେ ଘଟିଛି ବଡ ଅଘଟଣ। ବଜ୍ରପାତରେ ଯାଇଛି ଦୁଇ ମହିଳାଙ୍କ ଜୀବନ। ଗୋପ ବ୍ଲକ ଏରବଙ୍ଗ ପଞ୍ଚାୟତ ଅନ୍ତର୍ଗତ ଡିହସାହି ଗାଁରେ ବଜ୍ରପାତ ନେଇଛି ୨ ଜୀବନ । ମୃତକ ୨ ମହିଳାଙ୍କ ନାମ  ରୀନା ଭୋଇ(୪୫) ଓ ସରସ୍ବତୀ ସ୍ବାଇଁ…

ତିତଲି ପରେ ଆସୁଛି ‘ଦାନା’, ଥରହର ହେବ କି ଓଡିଶା?

ଭୁବନେଶ୍ବର: ଅକ୍ଟୋବର ଆସିଲେ ଛାତି ଥରେ । ୧୯୯୯ ପରେ ଗତ କିଛି ବର୍ଷ ଯେମିତି ଅକ୍ଟୋବର ବାତ୍ୟା ଆଉ ଓଡିଶା ପରସ୍ପର ସହ ଜଡିତ ଥିଲେ । ସେ କରାଳ ରୂପ ନେଇ ଅକ୍ଟୋବର ଆସିଲେ ପୁଣି ଓଡିଶା ଫେରିଆସେ ବାତ୍ୟା । ହେଲେ ୨୦୧୮ ତିତଲି ବାତ୍ୟା ପରଠାରୁ ଯେମିତି ଥମିଯାଇଥିଲା ଏହି ଟ୍ରେଣ୍ଡ ।…

“ନୋ କ୍ଲିନ୍ ସେଭ୍, ନୋ ଲଭ୍” ନାରାରେ ରାସ୍ତାକୁ ଓହ୍ଲାଇଲେ ମହିଳା, ସମସ୍ତେ ତାଜୁବ୍…

ଭୋପାଳ: ବର୍ତ୍ତମାନ ଦୁନିଆରେ ବିଭିନ୍ନ ପ୍ରସଙ୍ଗ ନେଇ ଲୋକ ପ୍ରତିବାଦ କରି ରାସ୍ତାକୁ ଓହ୍ଲାଉଛନ୍ତି । କିଏ ନ୍ୟାୟ ଦାବିରେ ତ ଆଉ କିଏ ସମାଜରେ କିଛି ଧାରାରେ ପରିବର୍ତ୍ତନ ଆଣିବାରେ । କିନ୍ତୁ ଏବେ ଏମିତି ଏକ ପ୍ରତିବାଦ ସୋସିଆଲ ମିଡିଆରେ ଭାଇରାଲ ହେଉଛି ଯାହା ସମସ୍ତଙ୍କୁ ତାଜୁବ୍ କରିଛି ।…

ଦାନା ବାନ୍ଧୁଛି ବାତ୍ୟା ‘ଦାନା’, ୧୦୦ରୁ ୧୨୦ କିମି ଛୁଇଁବ ପବନ ବେଗ

ଭୁବନେଶ୍ବର: ଆସୁଛି ବାତ୍ୟା । ଆସନ୍ତା ୨୨ ତାରିଖରେ ଅବପାତର ରୂପ ନେଲା ପରେ ୨୩ରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବ ବାତ୍ୟା । ଏହାପରେ ତା ପରଦିନ ଅର୍ଥାତ୍ ୨୪ ତାରିଖ ସକାଳେ ଓଡିଶା-ପଶ୍ଚିମବଙ୍ଗ ଉପକୂଳ ଛୁଇଁବ । ତେବେ ଏହାରି ଭିତରେ ବାତ୍ୟାର ରୂପ ନେବାକୁ ବଳ ଗୋଟାଉଥିବା…