Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଜାମସେଦପୁରରୁ ନିର୍ବାଚନ ଲଢିବେ ଓଡ଼ିଶା ରାଜ୍ୟପାଳଙ୍କ ବୋହୂ

ଭୁବନେଶ୍ୱର: ଓଡ଼ିଶା ରାଜ୍ୟପାଳ ରଘୁବର ଦାସଙ୍କ ବୋହୂ ପୂର୍ଣ୍ଣିମା ଦାସଙ୍କୁ ଟିକେଟ ଦେଇଛି ବିଜେପି।  ସେ ଜାମସେଦପୁରରୁ ଲଢିବେ ନିର୍ବାଚନ।  ସେ ଛତିଶଗଡର ଝିଅ ହୋଇଥିବାବେଳେ ଝାଡ଼ଖଣ୍ଡର ବୋହୂ।  ଏହି ଆସନରୁ ରଘୁବର ଦାସ ନିଜେ ୨୦୧୯ରେ ନିର୍ବାଚନରେ ​​ପ୍ରତିଦ୍ୱନ୍ଦ୍ୱିତା କରି ପରାଜୟ ବରଣ…

ଓଡ଼ିଶାରେ ସୃଷ୍ଟି ହେବ ନିଯୁକ୍ତି ସୁଯୋଗ: ୩୪ ହଜାର କୋଟି ନିବେଶ କରିବ ହିଣ୍ଡାଲ୍‌କୋ

ଭୁବନେଶ୍ୱର,୧୯।୧୦: କେନ୍ଦ୍ର ରସାୟନ ଓ ସାର ମନ୍ତ୍ରଣାଳୟ ଅଧୀନ କେମିକାଲ ଓ ପେଟ୍ରୋକେମିକାଲ ବିଭାଗ ପକ୍ଷରୁ ମୁମ୍ବାଇରେ ଆୟୋଜିତ ହୋଇଛି ଇଣ୍ଡିଆ କେମ୍‌-୨୦୨୪। ଏଥିରେ ଏହି ସମାବେଶରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଯୋଗଦେଇ ନିବେଶକମାନଙ୍କୁ ଆମନ୍ତ୍ରଣ କରିଛନ୍ତି। ଓଡ଼ିଶାରେ ଶିଳ୍ପାୟନ ପାଇଁ…

ସାଇବର ଆଟାକରୁ କିପରି ପାଇବେ ରକ୍ଷା ?

ଭୁବନେଶ୍ବର: ଦିନକୁ ଦିନ ବଢି ଚାଲିଛି ସାଇବର ଅପରାଧ। ସକ୍ରିୟ ହେଉଛନ୍ତି ସାଇବର ଅପରାଧୀ। ସବୁ ଆଇନକୁ ଚକମା ଦେଇ ବଢାଉଛନ୍ତି ଅପରାଧ। ସାଇବର କ୍ରାଇମର ଶିକାର ହେଉଛନ୍ତି ପ୍ରାୟ ସବୁ ବର୍ଗର ଲୋକ। ଏହା ଲୋକଙ୍କ ଆଖିରୁ ନିଦ ଛଡାଇ ନେଇଥିବା ବେଳେ ଚୋରାଇ ନେଉଛି ଗୁରୁତ୍ବପୂର୍ଣ୍ଣ ତଥ୍ୟ। ଏମିତିକି…

ଜାତୀୟ ମହିଳା କମିଶନର ନୂଆ ଅଧ୍ୟକ୍ଷା ବିଜୟା କିଶୋର

ନୂଆଦିଲ୍ଲୀ: ଜାତୀୟ ମହିଳା କମିଶନର ନୂଆ ଅଧ୍ୟକ୍ଷ ବନିଲେ ବିଜୟା କିଶୋର ରାହତକର। ସେ ଏହା ପୂର୍ବରୁ ୨୦୧୬ରୁ ୨୦୨୧ ପର୍ଯ୍ୟନ୍ତ ମହାରାଷ୍ଟ୍ର ରାଜ୍ୟ ମହିଳା ଆୟୋଗର ଅଧ୍ୟକ୍ଷ ଥିଲେ। ସୂଚନା ଅନୁଯାୟୀ, ସାମାଜିକ କାର୍ଯ୍ୟରେ ତାଙ୍କର ଭୂମିକାକୁ ବିଚାର କରି ତାଙ୍କୁ ଏହି ଦାୟିତ୍ବ ଦିଆଯାଇଛି।…

ପ୍ରକାଶ ପାଇଲା ଓଏଏସ ରେଜଲ୍‌ଟ: ପ୍ରଥମ ସ୍ଥାନରେ ଶ୍ୱେତାଶ୍ରୀ ମହାପାତ୍ର

ଭୁବନେଶ୍ବର: ଓଏଏସ୍‌ ପରୀକ୍ଷା-୨୦୨୨ର ଫଳ ଆଜି ପ୍ରକାଶ ପାଇଛି। ଏହି ପରୀକ୍ଷାରେ ୬୮୩ ଜଣ କୃତକାର୍ଯ୍ୟ ହୋଇଥିବା ବେଳେ ଟପ ୧୦ ନମ୍ବରରେ ୫ ଜଣ ମହିଳା ଓ ୫ ଜଣ ପୁରୁଷ ଅଛନ୍ତି। ସେହିପରି ଶ୍ୱେତାଶ୍ରୀ ମହାପାତ୍ର ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷା-୨୦୨୨ରେ…

ଗନ୍ଧମାର୍ଦ୍ଦନ ଯୋଗାଇଦେବ କର୍କଟ ଭଳି ଦୁରାରୋଗର ଔଷଧ…

ସମ୍ବଲପୁର: ପୁଣି ଗବେଷଣାରେ ଆଉ ପାଦ ଆଗକୁ ଆଗେଇଛି ସମ୍ବଲପୁର ବିଶ୍ବବିଦ୍ୟାଳୟ । ସମ୍ବଲପୁର ବିଶ୍ୱବିଦ୍ୟାଳୟର ସେଣ୍ଟର ଅଫ୍‌ ଏକ୍ସିଲେନ୍ସ ତରଫରୁ ଗନ୍ଧମାର୍ଦ୍ଦନ ପର୍ବତରୁ ସଂଗୃହୀତ ୧୬ ପ୍ରକାର ମିଶ୍ରିତ ଜଡ଼ିବୁଟିର ମିଶ୍ରଣରୁ ମଧୁମେହ ଔଷଧର ପେଟେଣ୍ଟ ପ୍ରସ୍ତୁତ କରାଯାଇଛି। ଏହା ସହିତ…

ଆଇଇଡି ବିସ୍ଫୋରଣରେ ୨ ଆଇଟିବିପି ଯବାନ ଶହୀଦ

ରାୟପୁର: ଶନିବାର ଛତିଶଗଡର ନକ୍ସଲ ପ୍ରଭାବିତ ନାରାୟଣପୁର ଜିଲ୍ଲାରେ ହୋଇଥିବା ଆଇଇଡି ବିସ୍ଫୋରଣରେ ଦୁଇ ଜଣ ଆଇଟିବିପି କର୍ମଚାରୀ ଶହୀଦ ହୋଇଛନ୍ତି। ଏହାସହ ଦୁଇଜଣ ପୋଲିସ ଆହତ ହୋଇଛନ୍ତି। ଦୁଇ ଜଣ ଇଣ୍ଡୋ-ତିବେତାନ ବୋର୍ଡର୍ ପୋଲିସ (ITBP) ଯବାନ ଶହୀଦ ହୋଇଛନ୍ତି। ବିସ୍ଫୋରଣ ପରେ ସେମାନଙ୍କୁ…

ଲୁଣ ପାଲଟିଛି ମୃତ୍ୟୁର କାରଣ, ଚିନ୍ତା ପ୍ରକଟ କଲା ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ

ନୂଆଦିଲ୍ଲୀ: ଯଦି ଖାଦ୍ୟରେ ଲୁଣ ନଥାଏ ତେବେ ଖାଦ୍ୟର ସ୍ୱାଦ ବିଗିଡ଼ିଯାଏ। ଆମ ପାଟିରୁ ରୁଚେ ନାହିଁ। ତେଣୁ ଲୁଣ ବିନା ନିଜ ଜୀବନକୁ କଳ୍ପନା କରିହେବ ନାହିଁ। ଆମ ଜୀବନରେ ଲୁଣ କେତେ ଗୁରୁତ୍ୱପୂର୍ଣ୍ଣ ତାହା ନିଜେ ଜାଣିପାରୁଥିବେ। ଏହି ଲୁଣ ପାଇଁ ଦିନେ ଭାରତରେ ଦେଶବ୍ୟାପୀ ଆନ୍ଦୋଳନ ମଧ୍ୟ…

ପୁଣି ଏକ ବୁଲେଟ୍ ପ୍ରୁଫ୍ କାର୍ କିଣିଲେ ସଲମାନ ଖାନ୍, କଣ ରହିଛି ଏହାର ବିଶେଷତା ?

ମୁମ୍ବାଇ: ବଲିଉଡ ସୁପରଷ୍ଟାର ସଲମାନ ଖାନ ଅନେକ ଦିନରୁ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ ଟାର୍ଗେଟରେ ଅଛନ୍ତି। ବାବା ସିଦ୍ଧିକିଙ୍କ ହତ୍ୟା ପରେ ସଲମାନଙ୍କୁ ଲଗାତାର ଜୀବନରୁ ମାରିଦେବାର ମିଳୁଛି ଧମକ। ଯାହାପରେ ତାଙ୍କର ସିକ୍ୟୁରିଟିକୁ ଆହୁରି ବଢାଯାଇଛି। ସଲମାନ ଖାନଙ୍କ ନିକଟରେ ପୂର୍ବରୁ ଏକ ବୁଲେଟ…

ଏଣିକି ବାଲିଯାତ୍ରାରେ ଗଡ଼ବ ଇ-ରିକ୍ସା, ଭୁଆଶୁଣୀ ଗଡ଼ାରୁ କ୍ୟାଣ୍ଟନ୍‌ମେଣ୍ଟ ପର୍ଯ୍ୟନ୍ତ ମାଗଣାରେ ଚାଲିବ ବସ୍‌

କଟକ: ଏଣିକି ବାଲିଯାତ୍ରାରେ ଚାଲିବ ଇ-ରିକ୍ସା। ପୁରୀରୁ ଆସିବ ୩୦ଟି ଇ-ରିକ୍ସା। ବାଲିଯାତ୍ରାର ତଳ ପଡ଼ିଆରେ ଭିନ୍ନକ୍ଷମ, ବରିଷ୍ଠ ନାଗରିକ, ମହିଳା, ଛୋଟ ପିଲାଙ୍କୁ ବୁଲାଇବା ପାଇଁ ଇ-ରିକ୍ସା ଚାଲିବ। ଯେତିକି ଇ-ରିକ୍ସାର ଆବଶ୍ୟକତା ରହିଛି ସେଥିରୁ ୩୦ଟି ଇ-ରିକ୍ସା ପୁରୀରୁ ଅଣାଯିବ। ତେବେ ଏହା…