Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ବଦଳି କିମ୍ବା ପୋଷ୍ଟିଂ ପାଇଁ ଚାପ ପକାଇଲେ ହେବ ଆକ୍ସନ

ଭୁବନେଶ୍ୱର: ବଦଳି କିମ୍ବା ପୋଷ୍ଟିଂ ପାଇଁ ଚାପ ପକାଇଲେ ଆକ୍ସନ ନିଆଯିବ ବୋଲି ଓଡିଶା ସରକାର କର୍ମଚାରୀ ମାନଙ୍କୁ କଡା ଚେତାବନୀ ଦେଇଛନ୍ତି। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ସମସ୍ତ ବିଭାଗର ସଚିବମାନଙ୍କୁ ଲେଖିଥିବା ଚିଠିରେ କହିଛନ୍ତି ଯେ ବଦଳି ଏବଂ ପୋଷ୍ଟିଂ ପାଇଁ କୌଣସି ଅଧିକାରୀଙ୍କ…

ଅଯୋଧ୍ୟାର ମୂଳଦୁଆକୁ ଦୋହଲାଇଦେବୁ, ଖଲିସ୍ତାନୀ ଆତଙ୍କବାଦୀର ଧମକ

ଅଯୋଧ୍ୟା: ଅଯୋଧ୍ୟା ରାମ ମନ୍ଦିରକୁ ଉଡାଇଦେବାକୁ ଖଲିସ୍ତାନୀ ଆତଙ୍କବାଦୀ ଗୁରୁପତୱନ୍ତ ସିଂ ପନ୍ନୁର ଧମକ। ଏକ ଭିଡିଓ ଜାରି କରି ରାମ ମନ୍ଦିରକୁ ଉଡ଼ାଇ ଦେବାକୁ ସେ ଧମକ ଦେଇଛି। ଭିଡିଓରେ ପନ୍ନୁ କାନାଡାର ହିନ୍ଦୁ ସାଂସଦ ଚନ୍ଦ୍ର ଆର୍ଯ୍ୟଙ୍କୁ ମଧ୍ୟ ଧମକ ଦେଉଥିବା ଜଣାପଡିଛି। ଶିଖ୍ ଫର…

ନିର୍ବାଚନ ଦିନେ ଅଧିକାଂଶ ଆମେରିକୀୟ ଦେଖୁଥିଲେ ପର୍ଣ୍ଣ: ଆସିଲା ରୋଚକ ତଥ୍ୟ

ନୂଆଦିଲ୍ଲୀ: ଆମେରିକାରେ ଭୋଟ୍ ଦେବା ଦିନ ଲୋକମାନେ ଇଣ୍ଟରନେଟରେ କ’ଣ ଦେଖୁଥିଲେ? ଏହି ବିଷୟକୁ ନେଇ ଏକ ରିପୋର୍ଟ ଆସିଛି, ଯେଉଁଥିରେ ବହୁତ ରୋଚକ ତଥ୍ୟ ପ୍ରକାଶ ପାଇଛି। ଏହି ରିପୋର୍ଟ ଅନୁଯାୟୀ, ନଭେମ୍ବର ୫ ତାରିଖରେ ଆମେରିକୀୟ ଲୋକମାନେ ପର୍ଣ୍ଣ ଭିଡିଓ ଦେଖୁଥିଲେ। ଏଡଲ୍ଟ ୱେବସାଇଟ ପର୍ଣ୍ଣ…

ମଙ୍ଗଳବାର ରାଜ୍ଯର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡିଶାର କିଛି ଅଞ୍ଚଳରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଭୁବନେଶ୍ୱର ପାଣିପାଗ କେନ୍ଦ୍ର ଦ୍ବାରା ଜାରି ବୁଲେଟିନରେ କୁହାଯାଇଛି ଯେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର ଏବଂ ମୟୂରଭଞ୍ଜ ସମେତ…

କମେଣ୍ଟରେ ଦେଇଥିଲେ ୪ଟି ପରାମର୍ଶ: ନିଜ ଆଡୁ ଚାକିରି ପ୍ରସ୍ତାବ ଦେଲେ ଜୋମାଟୋ ସିଇଓ

ନୂଆଦିଲ୍ଲୀ: କମେଣ୍ଟରେ ଦେଲେ ୪ ପରାମର୍ଶ । ସିଧା ଏକ୍ସ ପୋଷ୍ଟରେ ନିଜ ଆଡୁ ୟୁଜର୍ସଙ୍କୁ ଚାକିରି ପ୍ରସ୍ତାବ ଦେଲେ ଜୋମାଟେ ସିଇଓ । କହିଲେ, ତୁମେ କିଏ? କ’ଣ କରୁଛ? ମୋତେ ସିଧାସଳଖ କଣ୍ଟାକ୍ଟ କର? ଆମେ ଏକାଠି କାମ କରିପାରିବା? ଜୋମାଟୋ ସିଇଓ ଦିପିନ୍ଦର ଗୋୟାଲ ଏକ୍ସ ପୋଷ୍ଟ କମେଣ୍ଟର…

ଜାଣନ୍ତୁ କାହିଁକି ପାଳିତ ହୁଏ ‘ବିଶ୍ବ ନିମୋନିଆ ଦିବସ’, କ’ଣ ଏହାର ଇତିହାସ ଓ ଥିମ୍

ଭୁବନେଶ୍ବର: ପ୍ରତିବର୍ଷ ୧୨ ନଭେମ୍ବରରେ ପାଳିତ ହୁଏ ବିଶ୍ବ ନିମୋନିଆ ଦିବସ। ଏହି ଦିନ ନିମୋନିଆ ସମ୍ପର୍କିତ ସଚେତନତା କରାଯାଇଥାଏ। ଏହା ଶିଶୁ ଏବଂ ବୟସ୍କମାନଙ୍କୁ ଅଧିକ ହେଉଥିବାର ଦେଖିବାକୁ ମିଳିଥାଏ। ଏହା ଏକ ସଂକ୍ରାମକ ରୋଗ। ଏହି ରୋଗରେ ସଂକ୍ରମଣ କାରଣରୁ ଶିଶୁ ଓ ବୟସ୍କମାନେ ବହୁତ କଷ୍ଟ…

ବର୍ଷ ସାରା ଦିଲ୍ଲୀରେ ବାଣ ବ୍ୟାନ୍ ପ୍ରସଙ୍ଗ: ‘କୌଣସି ଧର୍ମ କେବେ ବି ପ୍ରଦୂଷଣକୁ ପ୍ରୋତ୍ସାହିତ କରିବ ନାହିଁ’

ନୂଆଦିଲ୍ଲୀ: ଦିନକୁ ଦିନକୁ ଭୟଙ୍କର ହେବାରେ ଲାଗିଛି ଦିଲ୍ଲୀ ପ୍ରଦୂଷଣ । ବର୍ଷର ଅଧିକାଂଶ ସସୟ ରାଜଧାନୀ ଦିଲ୍ଲୀର ବାୟୁ ସ୍ବାସ୍ଥ୍ୟପକ୍ଷେ ହାନିକାରକ ହୋଇଥିବା ବେଳେ ଶୀତ ଦିନ ଆସିଲେ ତ କଥା ସରିଲା । ବାୟୁ ମଣ୍ଡଳର ସ୍ଥିତି ଏବେ ଦିଲ୍ଲୀବାସୀଙ୍କୁ ଅତିଷ୍ଠ କରିଥିବା ବେଳେ ଏହାକୁ ନେଇ କଠୋର…

ବୁମେରାଂ ହେବ ବଟେଙ୍ଗେ ତୋ କଟେଙ୍ଗେ !

ନୂଆଦିଲ୍ଲୀ: ମହାରାଷ୍ଟ୍ର ହେଉ କି ଝାଡଖଣ୍ଡ । ହିନ୍ଦୁତ୍ବ ପିଚରେ ଖୋଲାଖୋଲି ବ୍ୟାଟିଂ କରୁଛି ବିଜେପି । ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ବହୁଚର୍ଚ୍ଚିତ ନାରା ବଟେଙ୍ଗେ ତୋ କଟେଙ୍ଗେ ଉଭୟ ରାଜ୍ୟର ରାଜନୀତିକୁ ବେଶ୍ ସରଗରମ କରିଛି। ମହାରାଷ୍ଟ୍ରରେ ଯୋଗୀଙ୍କ ନାରା ଲଗାଉଛି…

ଏବେଠୁ ମହିଳା କର୍ମଚାରୀଙ୍କୁ ମିଳିବ ବର୍ଷକୁ ୧୨ ଦିନ ଅତିରିକ୍ତ ଛୁଟି

ଭୁବନେଶ୍ବର: ଏବେଠୁ ମହିଳା କର୍ମଚାରୀ ପାଇବେ ୧୨ ଦିନ ଅତିରିକ୍ତ ଛୁଟି । ମହିଳା ସରକାରୀ କର୍ମଚାରୀଙ୍କୁ ଅତିରିକ୍ତ ଛୁଟି ନେଇ ଅର୍ଥ ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ଜାରି କରାଯାଇଛି । ସମସ୍ତ ସରକାରୀ ମହିଳା କର୍ମଚାରୀ ୫୫ ବର୍ଷ ବୟସ ପୂରଣ ପର୍ଯ୍ୟନ୍ତ ଋତୁସ୍ରାବ ପାଇଁ ବାର୍ଷିକ…

ଦଳ ଭାଙ୍ଗିବ ନା ସରକାର ଗଢିବ?

ଭୁବନେଶ୍ବର: ଅତନୁଙ୍କ ମିଶାଣ ବଢିଲା ବିଜେପିର ଟେନସନ୍ ! ବିଜେପି ସରକାର ଭାଙ୍ଗିବାକୁ ଗେମପ୍ଲାନ୍ ! କଂଗ୍ରେସ ସହ ହାତ ମିଳାଇବ କି ବିଜେଡି? କାହିଁକି ବାରମ୍ବାର ସରକାରକୁ ଫେରିବାକୁ ହିସାବ ଦେଖାଉଛନ୍ତି ବିଜେଡି ନେତା? ପ୍ରଥମେ ଦେବାଶିଷ ସାମନ୍ତରାୟ, ମୁନ୍ନା ଖାଁ ଆଉ ଏବେ ଅତନୁ ସବ୍ୟସାଚୀ…