Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ମହାରାଷ୍ଟ୍ର, ଝାଡଖଣ୍ଡ ବିଧାନସଭା ଭୋଟ୍ ପାଇଁ ବାଜିଲା ବିଗୁଲ୍

ନୂଆଦିଲ୍ଲୀ: ମହାରାଷ୍ଟ୍ର ଓ ଝାଡଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ବାଜିଛି ବିଗୁଲ୍ । ଦୁଇ ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ । ଜାତୀୟ ରାଜନୀତି ଦୃଷ୍ଟିରୁ ବେଶ୍ ଗୁରୁତ୍ୱପୂର୍ଣ୍ଣ ମହାରାଷ୍ଟ୍ର ସହ ଝାଡଖଣ୍ଡରେ ବିଧାନସଭା ନିର୍ବାଚନ ପାଇଁ ତାରିଖ…

ଏହି ଦିନ ଦେଖାଯିବ ଚଳିତ ବର୍ଷର ସବୁଠୁ ଉଜ୍ବଳ ଜହ୍ନ

ନୂଆଦିଲ୍ଲୀ: ୨୦୨୪ ମସିହା ଅକ୍ଟୋବର ୧୭ ତାରିଖରେ ସୁପରମୁନ ଦେଖାଯିବ। ଏହି ରାତିରେ ଲୋକମାନେ ଏକ ଉଜ୍ଜ୍ବଳମୟ ଚନ୍ଦ୍ରକୁ ଦେଖିପାରିବେ। ଏହି ରାତିର ଚନ୍ଦ୍ର ଅନ୍ୟ କୌଣସି ପୂର୍ଣ୍ଣଚନ୍ଦ୍ର ଅପେକ୍ଷା ବଡ଼ ଏବଂ ପୃଥିବୀର ନିକଟତର ଦେଖାଯିବ। ଏହା ବର୍ଷର ତୃତୀୟ ସୁପରମୁନ୍ ହେବ। ଅକ୍ଟୋବର ୧୭ ପରେ…

ଗଞ୍ଜେଇ ଖୋଜୁ ଖୋଜୁ ମିଳିଲା ବିପୁଳ ମାତ୍ରାରେ ରୁପା

ସମ୍ବଲପୁର: ସମ୍ବଲପୁର ରେଙ୍ଗାଲୀ ଅଞ୍ଚଳରେ ଦେଢ଼ କ୍ୱିଣ୍ଟାଲରୁ ଅଧିକ ରୁପା ଜବତ । ଗଞ୍ଜେଇ ଚାଲାଣ ସନ୍ଦେହରେ ଅବକାରୀ ବିଭାଗ ଏକ କାର୍ ଭିତରୁ ଗଞ୍ଜେଇ ଖୋଜୁ ଖୋଜୁ ଏହି ରୁପା ଜବତ କରିଛି । ଏହି ରୁପା ଅଳଙ୍କାର ମହାରାଷ୍ଟ୍ରରୁ ଝାଡଖଣ୍ଡକୁ ଯାଉଥିବା ଜଣାପଡ଼ିଛି । ତେବେ ଗଞ୍ଜେଇ ଚାଲାଣ…

କାହିଁକି ଭାରତ ବିରୋଧୀ ଆଭିମୁଖ୍ୟ ନେଉଛନ୍ତି କାନାଡା ପ୍ରଧାନମନ୍ତ୍ରୀ?

ନୂଆଦିଲ୍ଲୀ: ଭାରତ ଓ କାନାଡା ମଧ୍ୟରେ ବଢିବାରେ ଲାଗିଛି କୂଟନୈତିକ ତିକ୍ତତା। ଖଲିସ୍ତାନୀ ଆତଙ୍କବାଦୀ ହରଦୀପ ସିଂହ ନିଜ୍ଜର ହତ୍ୟା ମାମଲାରେ ଭାରତୀୟ ହାଇକମିଶନରଙ୍କୁ ପଚରାଉଚରା ପାଇଁ କାନାଡା ସରକାରଙ୍କ ଉଦ୍ୟମ ପରେ କଠୋର ହୋଇଛି ଭାରତ । ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ନିଜର ଭୋଟ୍…

ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ବଡ଼ ଦାୟିତ୍ବ ଦେଲା ବିଜେପି

ଭୁବନେଶ୍ୱର: ଆଉ କିଛି ମାସ ପରେ ଦିଲ୍ଲୀରେ ବିଧାନସଭା ନିର୍ବାଚନ ହେବ । ଏନେଇ ଭାରତୀୟ ଜନତାପାର୍ଟି (ବିଜେପି) ଯୋଜନା ପ୍ରସ୍ତୁତ କରିଛି । ବିଜେପି ଏଥି ପାଇଁ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେପି । ଦିଲ୍ଲୀ ନିର୍ବାଚନ ଇନଚାର୍ଜ ଭାବେ…

ସରି ମମି…ପୁଅର ଶେଷ ଚିଠି

ଭୁବନେଶ୍ବର: ଦୂରେଇ ଗଲେ ପ୍ରେମିକା ! ସହିପାରିଲେନି ବିଚ୍ଛେଦ ! ପ୍ରେମରେ ବିଫଳ ହେବା ପରେ ହାରିଲେ ଜୀବନ । ଦଶହରାରେ ଭୁବନେଶ୍ବରରେ ଯେତେବେଳେ ସବୁଠି ଥିଲା ସେଲିବ୍ରେସନର ମାହୋଲ, ସେତେବେଳେ ଜୀବନର ଶେଷ ନିଷ୍ପତ୍ତି ନେଇ ସାରିଥିଲେ ଇଂଜିନିୟର ରୋନିତ ଜେନା । କିଛି ଦିନ ଧରି ଦୁଶ୍ଚିନ୍ତାରେ…

ବାଜିଲା ନିର୍ବାଚନ ବିଗୁଲ, ମହାରାଷ୍ଟ୍ର-ଝାଡଖଣ୍ଡ ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ

ନୂଆଦିଲ୍ଲୀ: ମହାରାଷ୍ଟ୍ର ଏବଂ ଝାଡଖଣ୍ଡରେ ହେବାକୁ ଥିବା ବିଧାନସଭା ନିର୍ବାଚନ ବିଗୁଲ ବାଜିଛି। ମହାରାଷ୍ଟ୍ର ଓ ଝାରଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଆଜି ଭାରତୀୟ ନିର୍ବାଚନ କମିଶନ ତାରିଖ ଘୋଷଣା କରିଛନ୍ତି। ମହାରାଷ୍ଟ୍ରରେ ଗୋଟିଏ ପର୍ୟ୍ୟାୟରେ ଏବଂ ଝାଡଖଣ୍ଡରେ ଦୁଇଟି ପର୍ୟ୍ୟାୟରେ ହେବ…

୩ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର: ୩ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆସନ୍ତା ୨୩ରେ ଓଡ଼ିଶା ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ । ପ୍ରଥମେ ନିଜ ଜନ୍ମମାଟି ମୟୂରଭଞ୍ଜ ଜିଲ୍ଲାକୁ ଯାଇ ବହୁ ପ୍ରତୀକ୍ଷିତ ୩ଟି ନୂତନ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ଏହା…

ମଦ ମାଫିଆଙ୍କ ଆକ୍ରମଣରେ କନଷ୍ଟେବଳ ଆହତ

ଗଞ୍ଜାମ: ଅବକାରୀ କନଷ୍ଟେବଳଙ୍କୁ ନିର୍ଧୂମ ପିଟିଲେ ମଦ ମାଫିଆ । ଏପରି ଘଟଣା ଘଟିଛି ଗଞ୍ଜାମ ଜିଲ୍ଲାରେ । ମାଫିଆଙ୍କ ଆକ୍ରମଣରେ ଅବକାରୀ କନଷ୍ଟେବଳ ସବ୍ୟସାଚୀ ମିଶ୍ର ଆହତ ହୋଇଛନ୍ତି । ତାଙ୍କ ଆଖି ପତ୍ତାରେ ଗଭୀର ଆଘାତ ଲାଗିଛି । ଖବର ମୁତାବକ, ଗତକାଲି ଭସାଣି ଉତ୍ସବ ପାଇଁ ବ୍ରହ୍ମପୁରରେ…

ପ୍ରସନ୍ନଙ୍କ ବିସ୍ଫୋରକ ବୟାନ, କହିଲେ ପାଣ୍ଡିଆନଙ୍କ ପାଇଁ ମୁଁ ବିଜେଡି ଛାଡ଼ିଛି

ଭୁବନେଶ୍ୱର: ଅମର ଶତପଥୀଙ୍କ ପରେ ବିସ୍ଫୋରକ ବୟାନ ଦେଲେ ପ୍ରସନ୍ନ ପାଟ୍ଟଶାଣୀ l କହିଲେ ମୋର ବିଜେଡି ଛାଡିବାର ମୁଖ୍ୟ କାରଣ ପାଣ୍ଡିଆନ l ପାଣ୍ଡିଆନଙ୍କ ପାଇଁ ମୁଁ ବିଜେଡି ଛାଡ଼ିଛି l ଯେତେ ପର୍ଯ୍ୟନ୍ତ ଦଳରେ ପାଣ୍ଡିଆନ ଥିବେ, ସେ ପର୍ଯ୍ୟନ୍ତ ବିଜେଡି ଆସିବନି l ପାଣ୍ଡିଆନଙ୍କ ପାଇଁ…