Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ରାଜକୀୟ ଢଙ୍ଗରେ ଦେଶର ‘ରତ୍ନ’ଙ୍କର ହେବ ଅନ୍ତିମ ସଂସ୍କାର

ନୂଆଦିଲ୍ଲୀ: ପରଲୋକରେ ଟାଟା ସନ୍ସର ଅଧ୍ୟକ୍ଷ ରତନ ଟାଟା । ଗତକାଲି ମୁମ୍ବାଇର ଏକ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି। ଗୁରୁତର ଅବସ୍ଥାରେ ଗତ କିଛି ଦିନ ହେବ ସେ ହସ୍ପିଟାଲରେ ଆଇସିୟୁରେ ଥିଲେ। ଟାଟା କର୍ତ୍ତୃପକ୍ଷଙ୍କ ତରଫରୁ ମଧ୍ୟ ରତନ ଟାଟାଙ୍କ ବିୟୋଗ ବାବଦରେ ସ୍ପଷ୍ଟୀକରଣ ରଖାଯାଇଛି ।…

ରତନ ଟାଟାଙ୍କ ବିୟୋଗରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ବଡ଼ ବାର୍ତ୍ତା

ନୂଆଦିଲ୍ଲୀ: ବିଶିଷ୍ଟ ଶିଳ୍ପପତି ରତନ ଟାଟାଙ୍କ ବିୟୋଗରେ ଦେଶରେ ଶୋକର ଛାୟା ଖେଳିଯାଇଛି। ବୁଧବାର ବିଳମ୍ବିତ ରାତିରେ ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ସେ ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ। ତାଙ୍କ ବିୟୋଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଭୀର…

ପରଲୋକରେ ରତନ ଟାଟା, ହସ୍ପିଟାଲରେ ଚାଲିଥିଲା ଚିକିତ୍ସା

ମୁମ୍ବାଇ: ଟାଟା ସନ୍ସର ଅଧ୍ୟକ୍ଷ ରତନ ଟାଟାଙ୍କର ବୁଧବାର ମୁମ୍ବାଇର ଏକ ହସ୍ପିଟାଲରେ ଦେହାନ୍ତ ହୋଇଛି। ସେ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଥିଲେ ଏବଂ ଗତ କିଛି ଦିନ ହେବ ହସ୍ପିଟାଲରେ ଆଇସିୟୁରେ ଥିଲେ। ରତନ ଟାଟାଙ୍କ ବିୟୋଗ ବାବଦରେ ବିଶିଷ୍ଟ ଶିଳ୍ପପତି ହର୍ଷ ଗୋୟେଙ୍କା ଏକ୍ସରେ ପୋଷ୍ଟ…

ଗିରଫ ହେଲେ ନକଲି ଡାକ୍ତର: ଯୁକ୍ତ ଦୁଇ ପର୍ଯ୍ୟନ୍ତ ପଢିଥିଲେ

ଟିକ୍ରାପଡ଼ା: ବେଆଇନ ଭାବରେ ୧୫ ବର୍ଷ ଧରି ଚାଲିଥିବା ବଲାଙ୍ଗିର ଜିଲ୍ଲା ସଇଁତଳା ଥାନା ଅଧିନସ୍ଥ ଟିକ୍ରାପଡ଼ାର ଏକ କ୍ଲିନିକ୍ ଉପରେ ଆଜି ପ୍ରଶାସନ ପକ୍ଷରୁ କରାଯାଇଛି ଚଢ଼ାଉ। ଚଢାଉ ସହ ଜଣେ ନକଲି ଡାକ୍ତରଙ୍କୁ ମଧ୍ୟ କରାଯାଇଛି ଗିରଫ। ନକଲି ଡାକ୍ତର ବିଦ୍ୟୁତ୍ କୁମାର ବିଶ୍ୱାସଙ୍କୁ ଗିରଫ ପରେ…

ଦୁର୍ଗା ପୂଜା ଅବସରରେ ରାଜ୍ୟବାସୀଙ୍କୁ ବିରୋଧୀ ଦଳ ନେତାଙ୍କ ଶୁଭେଚ୍ଛା

ଭୁବନେଶ୍ୱର: ପବିତ୍ର ଦୁର୍ଗାପୂଜା ଅବସରରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଓଡିଶା ବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି ମାତୃଶକ୍ତି ଆରାଧନାର ଏ ମହାନ ପର୍ବ ଆମ ଆଧ୍ୟାତ୍ମିକ ସଂସ୍କୃତିକୁ ଗରୀୟାନ କରିଛି। ଆଦ୍ୟାଶକ୍ତିଙ୍କ ଆଶୀର୍ବାଦ ସମସ୍ତଙ୍କ ଜୀବନକୁ ସୁଖ ଶାନ୍ତି ଓ…

୪ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି: ସୀମାନ୍ତ ଛତିଶଗଡ଼ର ଦନ୍ତେୱାଡା ପୋଲିସ ନିକଟରେ ୪ ଜଣ ନକ୍ସଲ ଆତ୍ମସମର୍ପଣ କରିଛନ୍ତି । ସେମାନଙ୍କ ମଧ୍ୟରେ ଜଣେ ମହିଳା ନକ୍ସଲ ମଧ୍ୟ ଅଛନ୍ତି । ଏମାନଙ୍କ ନାମରେ ୧ ଲକ୍ଷ ଟଙ୍କାର ପୁରସ୍କାର ରାଶି ରହିଥିଲା । ବସ୍ତର ପୋଲିସ ଅଧିକ୍ଷକ ଶଲଭ କୁମାର ସିହ୍ନା, ସିଆରପିଏଫ…

ବନ୍ଧା ହେଲେ ପଞ୍ଚାୟତିରାଜ ବିଭାଗର ବରିଷ୍ଠ ଅଧିକାରୀ

ଭୁବନେଶ୍ୱର: ଗିରଫ ହେଲେ ପଞ୍ଚାୟତିରାଜ ବିଭାଗର ବରିଷ୍ଠ ଅଧିକାରୀ। ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ବରିଷ୍ଠ ବ୍ୟକ୍ତିଗତ ସଚିବ ରମେଶଚନ୍ଦ୍ର ଜେନାଙ୍କୁ ଆଜି ଗିରଫ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି।  ରମେଶଚନ୍ଦ୍ର…

୬ ହଜାରରୁ ଉର୍ଦ୍ଧ୍ୱ ଶିକ୍ଷକ ପଦବୀରେ ନିଯୁକ୍ତି ପାଇଁ ଓଏସଏସସି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର: ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିଶନ (ଓଏସଏସସି) ପକ୍ଷରୁ ୨୦୨୪ରେ ସରକାରୀ ମାଧ୍ୟମିକ ବିଦ୍ୟାଳୟ ପାଇଁ ଲିଭ୍ ଟ୍ରେନିଂ ରିଜର୍ଭ (ଏଲଟିଆର) ଶିକ୍ଷକ ନିଯୁକ୍ତି ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି । ଏହି ନିଯୁକ୍ତି ପ୍ରକ୍ରିୟାରେ ନିଯୁକ୍ତ ଶିକ୍ଷକମାନେ ବିଭାଗ ଅଧୀନରେ ଥିବା ସରକାରୀ…

ଦଶମ ଥର ପାଇଁ ଅପରିବର୍ତ୍ତିତ ରେପୋ ରେଟ୍: ମହଙ୍ଗା ହେବନି ଋଣ

ନୂଆଦିଲ୍ଲୀ: ଲଗାତର ଦଶମ ଥର ପାଇଁ ଅପରିବର୍ତ୍ତିତ ରହିଲା ରେପୋ ରେଟ୍। ଏହା୬.୫ ପ୍ରତିଶତରେ ସ୍ଥିର ରହିଛି। ଏହାକୁ ନେଇ ବଡ ନିଷ୍ପତ୍ତି ନେଇଛି ଭାରତୀୟ ରିଜର୍ଭ ବ୍ୟାଙ୍କ। ସେହିପରି ପ୍ରମୁଖ ସୁଧ ହାରରେ କୌଣସି କରାଯାଇନି ପରିବର୍ତ୍ତନ। ମନିଟାରୀ ପଲିସି କମିଟି (ଏମପିସି)ର ନିଷ୍ପତ୍ତି ଘୋଷଣା…

ଭୁଶୁଡ଼ିଲା ନିର୍ମାଣାଧୀନ ହୋଟେଲର ଛାତ, ଜଣେ ମୃତ

ଢେଙ୍କାନାଳ: ଢେଙ୍କାନାଳ ସହର ଅନ୍ତର୍ଗତ ମହିଷାପାଟରେ ୫୫ ନମ୍ବର ନ୍ୟାସନାଲ ହାଇ ୱେ କଡ଼ରେ ଥିବା ଏକ ନିର୍ମାଣାଧୀନ ୫ ମହଲା ବିଶିଷ୍ଟ ହୋଟେଲର ଛାତ ଭୁଶୁଡିଛି।ଏହି ଦୁର୍ଘଟଣାରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି।  ନିର୍ମାଣାଧୀନ କୋଠା ପୋର୍ଟିକର ଛାତ…