Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ପରଲୋକରେ ପୂର୍ବତନ ବିଧାୟକ ଧନେଶ୍ବର ମାଝୀ

କଳାହାଣ୍ଡି: ପୂର୍ବତନ ବିଧାୟକ ଧନେଶ୍ବର ମାଝୀଙ୍କ ପରଲୋକ l କେସିଙ୍ଗା ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି l ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା l କେସିଙ୍ଗା ଓ ନର୍ଲାରୁ ୫ ଥର ବିଧାୟକ ହୋଇଥିଲେ ଧନେଶ୍ବର ମାଝୀ l ସେ ରାଜ୍ୟସଭା ସାଂସଦ ମଧ୍ୟ ଥିଲେ l…

ଏହି ଦିନ ଶପଥ ନେବେ ହରିୟାଣାର ନୂଆ ସରକାର, ଘୋଷଣା ହେଲା ତାରିଖ

ନୂଆଦିଲ୍ଲୀ: ହରିୟାଣାରେ ବିଧାନସଭା ନିର୍ବାଚନର ଫଳାଫଳ ଘୋଷଣା ହୋଇସାରିଛି ଏବଂ ବାଜି ମାରିନେଇଛି ବିଜେପି। ବିଧାନସଭା ନିର୍ବାଚନରେ ବିଜେପି ଲଗାତର ତୃତୀୟ ଥର ପାଇଁ ବଡ଼ ବିଜୟ ହାସଲ କରିଛି। ଏହି ବିଜୟ ପରେ ଏଠାରେ ଏବେ ଆରମ୍ଭ ହୋଇଯାଇଛି ନୂଆ ସରକାର ଗଠନ ପ୍ରସ୍ତୁତି। ନାୟବ ସିଂହ ସୈନିଙ୍କୁ…

ଏସସିବିରେ କାର୍ଯ୍ୟକ୍ଷମ ହେଲା ରାଜ୍ୟର ପ୍ରଥମ ‘ବୋନ ବ୍ୟାଙ୍କ’: ମାଗଣାରେ ମିଳିବ ଅସ୍ଥି

କଟକ: କଟକର ଏସସିବି ମେଡିକାଲ କଲେଜରେ କାର୍ଯ୍ୟକ୍ଷମ ହେଲା ରାଜ୍ୟର ପ୍ରଥମ ‘ବୋନ ବ୍ୟାଙ୍କ’ ବା ଅସ୍ଥି ଭଣ୍ଡାର। ଏହାସହ ଓଡ଼ିଶାର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଯୋଡ଼ି ହୋଇଛି ଏକ ନୂଆ ଅଧ୍ୟାୟ। ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗି ଆଜି ବଡ଼ ମେଡିକାଲର ଅସ୍ତିଶଲ୍ୟ ବିଭାଗରେ ଆୟୋଜିତ…

ଆଜି ଆସିବ ସୁଭଦ୍ରା ଯୋଜନା ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ଟଙ୍କା

ଭୁବନେଶ୍ଵର: ଆଜି ହିତାଧିକାରୀଙ୍କ ଖାତାକୁ ଆସିବ ସୁଭଦ୍ରା ଯୋଜନା ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ଟଙ୍କା । ବାରିପଦା ସମାବେଶରେ ଯୋଗ ଦେଇ ଟଙ୍କା ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ୨ୟ ପର୍ଯ୍ୟାୟରେ ୩୫ ଲକ୍ଷରୁ ଅଧିକ ମହିଳାଙ୍କ ଖାତାକୁ ଯିବ ଟଙ୍କା । ୧୨ଟା ପୂର୍ବରୁ…

ସବୁ ପୋଲିସ ଶିଖିବେ ସିସିଟିଭି କ୍ୟାମେରା ପରିଚାଳନା

ଭୁବନେଶ୍ବର: ରାଜ୍ୟର ସମସ୍ତ ପୋଲିସ କର୍ମଚାରୀ ଶିଖିବେ ସିସିଟିଭି କ୍ୟାମେରା ପରିଚାଳନା । ପର୍ଯ୍ୟାୟକ୍ରମେ ସିସିଟିଭି ସର୍ଭେଲାନ୍ସ ସିଷ୍ଟମ ପରିଚାଳନା ସମ୍ପର୍କରେ ପ୍ରଶିକ୍ଷିତ କରାଇବା ପାଇଁ ଏକ ଷ୍ଟାଣ୍ଡାର୍ଡ ଟ୍ରେନିଂ ମଡ୍ୟୁଲ ପ୍ରସ୍ତୁତ କରିବା ପାଇଁ ରାଜ୍ୟ ଦକ୍ଷତା ବିକାଶ ଓ ବୈଷୟିକ…

ଇରାନ-ଇସ୍ରାଏଲ ଯୁଦ୍ଧରେ ଦେଖା ଦେବନି ତୈଳ ସଂକଟ

ନୂଆଦିଲ୍ଲୀ: ଇରାନ-ଇସ୍ରାଏଲ ଯୁଦ୍ଧରେ ଦେଖା ଦେବନି ତୈଳ ସଂକଟ। ଖର୍ଚ୍ଚ ତୁଳନାରେ ସାରା ବିଶ୍ୱରେ ଷ୍ଟକ୍ ରହିଛି ଯଥେଷ୍ଟ ପରିମାଣର ତୈଳ। ତେଣୁ ଯୁଦ୍ଧ କାରଣରୁ ଭାରତରେ କୌଣସି ସମସ୍ୟା ଦେଖା ଦେବନାହିଁ। ଏଥିପାଇଁ ଭୟଭୀତ ହେବାର ଆବଶ୍ୟକତା ନାହିଁ ବୋଲି ସୂଚନା ଦେଇଛନ୍ତି କେନ୍ଦ୍ର ପେଟ୍ରୋଲିୟମ…

ବଢିଲା ସରକାରୀ କର୍ମଚାରୀଙ୍କ ଗ୍ରାଚୁଇଟି

ଭୁବନେଶ୍ବର: ଦଶହରା ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ପୂଜା ଭେଟି ଦେଇଛନ୍ତି ରାଜ୍ୟ ସରକାର । ଗ୍ରାଚୁଇଟିର ସୀମା ୧୫ ଲକ୍ଷ ଟଙ୍କାରୁ ୨୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସରକାରଙ୍କ ଏହି ନିଷ୍ପତ୍ତି ପିଛିଲା ଭାବେ ୨୦୨୪ ଜାନୁଆରୀ…

କାର୍ତ୍ତିକରେ ମହାପ୍ରଭୁଙ୍କ ଦର୍ଶନ ହେବ ସହଜ…

ପୁରୀ: ଆସନ୍ତା କାର୍ତ୍ତିକ ମାସ ପରେ ମହାପ୍ରଭୁଙ୍କ ଦର୍ଶନ ଆହୁରି ସୁବିଧା ଓ ସହଜ ହେବ । ଏନେଇ ଆଜି ଶ୍ରୀମନ୍ଦିର ଛତିଶାନିଯୋଗ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ହୋଇଛି । ଗତ ପରିଚାଳନା କମିଟି ବୈଠକରେ ଓବିସିସି ଦ୍ୱାରା ନାଟମଣ୍ଡପରୁ ଶୃଙ୍ଖଳିତ ଦର୍ଶନ ନେଇ ଆଲୋଚନା ହୋଇଥିବା ବେଳେ ଆଜି…

ପୁଣି ଅଶାନ୍ତ ହୋଇଛି ସୀମାନ୍ତ; ଏନକାଉଣ୍ଟରରେ ଟଳିଲା ଜଣେ ନକ୍ସଲ

ମାଲକାନଗିରି: ସୀମାନ୍ତ ଛତିଶଗଡ଼ରେ ପୁଣି ସୁରକ୍ଷାକର୍ମୀ ଓ ନକ୍ସଲ ମୁହାଁମୁହିଁ । ଏଥିରେ ଜଣେ ନକ୍ସଲର ମୃତ୍ୟୁ ହୋଇଛି । ଘଟଣାସ୍ଥଳରୁ ମାଓ ସାମଗ୍ରୀ ଜବତ କରାଯାଇଛି । ବର୍ତ୍ତମାନ ସେହି ସ୍ଥାନରେ ସର୍ଚ୍ଚ ଅପରେସନ ଜାରି ରହିଛି । ଆଜି ସୁକମା ଜିଲ୍ଲା ଅନ୍ତର୍ଗତ କିଷ୍ଟରାମ ଥାନା ଅଞ୍ଚଳର…

ଲୋକସଭା ନିର୍ବାଚନରେ କେତେ କୋଟି ଖର୍ଚ୍ଚ କରିଛି କଂଗ୍ରେସ…

ନୂଆଦିଲ୍ଲୀ: ଚଳିତ ବର୍ଷର ଲୋକସଭା ଓ ଓଡିଶା ସମେତ କିଛି ରାଜ୍ୟରେ ହୋଇଥିବା ବିଧାନସଭା ନିର୍ବାଚନରେ ଦଳୀୟ ପ୍ରଚାର ପାଇଁ ପାଣି ଭଳି ପଇସା ଖର୍ଚ୍ଚ କରିଛି କଂଗ୍ରେସ । ନିର୍ବାଚନ ପ୍ରଚାର ପାଇଁ ପଇସା ନାହିଁ ବୋଲି ଭୋଟ୍ ପୂର୍ବରୁ କହି ବୁଲୁଥିଲେ କଂଗ୍ରେସ ନେତା । ଆୟକର ବିଭାଗ ଉପରେ ଦୋଷ…