Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ପାର୍ବଣରେ ପରିବା ବଜାରରେ ନିଆଁ: ସେଞ୍ଚୁରି ମାରିଲା ଟମାଟୋ

ଭୁବନେଶ୍ବର: ପାର୍ବଣରେ ପରିବା ବଜାରରେ ନିଆଁ। ପାର୍ବଣ ବେଳେ ପରିବା ଦର ବୃଦ୍ଧି ଗ୍ରାହକଙ୍କ ପକେଟ ଉପରେ ସିଧାସଳଖ ପ୍ରଭାବ ପକେଇଛି। ଟମାଟୋ ଦର ସେଞ୍ଚୁରି ମାରିଛି। କେବଳ ଟମାଟୋ ନୁହେଁ ବରଂ ଅନ୍ୟ ପନିପରିବା ଯେମିତି କି ପିଆଜ ଦର ମଧ୍ୟ ବଢ଼ିବାରେ ଲାଗିଛି। ଚାରି ପାଞ୍ଚ ଦିନ ତଳେ ଟମାଟୋ…

ମାଓବାଦୀ ବିରୋଧରେ ବଡ଼ ଆକ୍ସନ ପ୍ଲାନ: ଓଡ଼ିଶା ସମେତ ୮ ନକ୍ସଲ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ବୈଠକ

ନୂଆଦିଲ୍ଲୀ‌/ଭୁବନେଶ୍ୱର: ଦେଶରେ ବାମପନ୍ଥୀ ଉଗ୍ରବାଦ (ମାଓ-ନକ୍ସଲବାଦ) ମୁକାବିଲା ରଣନୀତି ପାଇଁ ଆଜି ଦିଲ୍ଲୀରେ ବସୁଛି ମାଓ-ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ବୈଠକ। ଏହି ବୈଠକରେ ଓଡ଼ିଶା ସମେତ ଆନ୍ଧ୍ରପ୍ରଦେଶ, ବିହାର, ଛତିଶଗଡ଼, ଝାଡ଼ଖଣ୍ଡ, ତେଲଙ୍ଗାନା, ମହାରାଷ୍ଟ୍ର ଓ…

ଆଗାମୀ ୩ ଘଣ୍ଟାରେ ବର୍ଷା ସହ ବଜ୍ରପାତ ନେଇ ଜାରି ହେଲା ଆଲର୍ଟ

ଭୁବନେଶ୍ୱର: ଆଗାମୀ ୩ ଘଣ୍ଟା ବିଜୁଳି, ଘଡ଼ଘଡି ସହ ପ୍ରବଳ ବର୍ଷା ନେଇ ସତର୍କ କରାଇଲା ପାଣିପାଗ ବିଭାଗ। ଏନେଇ ୭ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ପୁରୀ, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ଖୋର୍ଦ୍ଧା, କଟର ଏବଂ ଜଗତସିଂହପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି…

ଭୀମସାରରେ ଛାତ୍ର ସଂଘର୍ଷ, ୩ ଆହତ

ସମ୍ବଲପୁର: ବୁର୍ଲା ଭୀମସାରରେ ଛାତ୍ର ସଂଘର୍ଷ । ୨ ଡାକ୍ତରୀ ଛାତ୍ର ଗୋଷ୍ଠୀ ମଧ୍ୟରେ ସଂଘର୍ଷ । ୟୁଜି ଛାତ୍ର ସଂଘର ବାର୍ଷିକ ଉତ୍ସବ ବେଳେ ଗଣ୍ଡଗୋଳ ହୋଇଥିବା ନେଇ ସୂଚନା ମିଳିଛି । ଗଣ୍ଡଗୋଳରେ ୩ ଜଣ ଆହତ ହୋଇଛନ୍ତି । ହାଉସ୍‌ ସର୍ଜନ ଓ ପିଜି ଛାତ୍ରଙ୍କ ମଧ୍ୟରେ ମାଡ଼ପିଟ୍‌ । ହାଉସ୍‌…

ଖୁବଶୀଘ୍ର ୧୦ ହଜାର ନିଯୁକ୍ତି ଦେବ ଏସବିଆଇ

ନୂଆଦିଲ୍ଲୀ: ଦେଶର ବଡ଼ ଋଣ ପ୍ରଦାନକାରୀ ବ୍ୟାଙ୍କ ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଏସବିଆଇ) ଖୁବଶୀଘ୍ର ୧୦ ହଜାର କର୍ମଚାରୀଙ୍କୁ ନିଯୁକ୍ତି ଦେବ। ସୁବିଧାରେ ଗ୍ରାହକ ସେବା ଯୋଗାଇବା ସହିତ ଡିଜିଟାଲ୍ ମାଧ୍ୟମକୁ ସରଳ କରିବା ପାଇଁ ଏସ୍‌ବିଆଇ ଏ ଦିଗରେ ଯଥେଷ୍ଟ ନିବେଶ କରିଛି। ଏ…

ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ରାଞ୍ଚୀ: ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେପି ନେତା ଚମ୍ପାଇ ସୋରେନଙ୍କ ଶନିବାର ରାତିରେ ସ୍ବାସ୍ଥ୍ୟାବସ୍ଥା ବିଗିଡିଛି। ତାଙ୍କୁ ଜାମସେଦପୁର ଟାଟା ମେଡ଼ିକାଲ ହସ୍ପିଟାଲ (ଟିଏମଏଚ) ରେ ଭର୍ତ୍ତି କରାଯାଇଛି। ତାଙ୍କର ବ୍ଲଡ଼ ସୁଗାର ସ୍ତର କମିଯାଇଥିବା କିକିତ୍ସା କରୁଥିବା ଡାକ୍ତର…

ରାଜ୍ୟଗୋଷ୍ଠୀ ପାୱାରଲିଫ୍ଟିଂ ଚାମ୍ପିୟନଶିପ: ସ୍ୱର୍ଣ୍ଣ ଓ ରୌପ୍ୟ ପଦକ ଜିତିଲେ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର…

ଭୁବନେଶ୍ୱର: ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ, କୋରାପୁଟର ଗଣିତ ବିଭାଗର ପ୍ରଥମ ବର୍ଷର ଛାତ୍ର ରୋହିତ ପାତ୍ର ଦକ୍ଷିଣ ଆଫ୍ରିକାର ସନ୍ ସିଟିରେ ଅନୁଷ୍ଠିତ ରାଜ୍ୟଗୋଷ୍ଠୀ ପାୱାରଲିଫ୍ଟିଂ ଚାମ୍ପିୟନଶିପରେ ୧୨୦ କିଲୋଗ୍ରାମ+ ସବ୍ ଜୁନିୟର ବର୍ଗରେ ଡେଡ ଲିଫ୍ଟରେ ସ୍ୱର୍ଣ୍ଣ ପଦକ ଏବଂ ବେଞ୍ଚ…

ପାଣି ବୋତଲକୁ ଦେଖି ଆଶ୍ଚର୍ଯ୍ୟ ହେଲେ କଲେକ୍ଟର, ନେଲେ ଆକ୍ସନ

ବାଘପତ: ଉତ୍ତରପ୍ରଦେଶ ବାଘପତରୁ ଏକ ଆଶ୍ଚର୍ଯ୍ୟକର ଖବର ସାମନାକୁ ଆସିଛି। ଏହାକୁ ନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଭିଡିଓ ମୁତବକ ବାଘପତ କଲେକ୍ଟର ଜିତେନ୍ଦ୍ର ପ୍ରତାପ ସିଂହ ଏକ କାର୍ଯକ୍ରମରେ ଉପସ୍ଥିତ ଥିଲେ। ତାଙ୍କୁ ଶୋଷ ଲାଗିବାରୁ ରଖାଯାଇଥିବା ପାଣି ବୋତଲକୁ…

କୋରିଓଗ୍ରାଫର୍‌ଙ୍କୁ ଝଟ୍‌କା: ଫେରାଇ ନିଆଗଲା ଜାତୀୟ ପୁରସ୍କାର

ମୁମ୍ବାଇ: କୋରିଓଗ୍ରାଫର ଜାନି ମାଷ୍ଟରଙ୍କୁ ଝଟକା। ଶାରୀରିକ ନିର୍ଯାତନା ଅଭିଯୋଗରେ ଜାନି ମାଷ୍ଟର ସେପ୍ଟେମ୍ବର ୧୯ରୁ ଜେଲରେ ଅଛନ୍ତି। ଏହାରି ଭିତରେ ତାଙ୍କୁ ଲାଗିଛି ଆଉ ଏକ ବଡ଼ ଝଟକା। 'ମେଘମ୍ କାରୁକଥା' ଗୀତ ପାଇଁ 'ଶ୍ରେଷ୍ଠ କୋରିଓଗ୍ରାଫି କ୍ୟାଟେଗୋରୀରେ ଜାନି ମାଷ୍ଟରଙ୍କୁ ଦିଆଯାଇଥିବା…

କଟକରେ ଅଟୋ ଚାଳକଙ୍କ ବେକ କାଟିଲେ ମଦ୍ୟପ

କଟକ:ଆରମ୍ଭ ହୋଇଛି ପାର୍ବଣ ଋତୁ। ଅଟୋ ପାର୍କିଂକୁ ନେଇ ୨ ଜଣ ମଦ୍ୟପ ଅଟୋ ଡ୍ରାଇଭରଙ୍କ ବେକ କାଟିଦେଇଛନ୍ତି। ଆଜି ସନ୍ଧ୍ୟା ବେଳେ ଏପରି ଘଟଣା କଟକ ଟାଉନ୍‌ରେ ଘଟିଛି। ଆହତ ଡ୍ରାଇଭରଙ୍କୁ ମେଡ଼ିକାଲ୍‌ରେ ଭର୍ତ୍ତି କରାଯାଇଥିବା ବେଳେ ମଧୁପାଟଣା ଥାନା ପୋଲିସ ଘଟଣାର ତଦନ୍ତ ଚଳାଇଛି। …