Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ପୁଣି ପର୍ଯ୍ୟଟକଙ୍କୁ ମତୁଆଲା କରିବ କୋଣାର୍କ ମେରାଇନ ରୋଡ

ପୁରୀ: ପୁଣି ଥରେ ପର୍ଯ୍ୟଟକଙ୍କୁ ମନୋରଞ୍ଜନର ଖୋରାକ ଯୋଗାଇବା ପାଇଁ ଆରମ୍ଭ ହେବାକୁ ଯାଉଛି ଇକୋ ରିଟ୍ରିଟ୍ । ଡିସେମ୍ବର ୧୫ରୁ କୋଣାର୍କ ମେରାଇନ ରୋଡ୍‌ ସଂଲଗ୍ନ ବେଳାଭୂମିରେ ଇକୋ ରିଟ୍ରିଟ୍‌ କାର୍ଯ୍ୟକ୍ରମ ଆରମ୍ଭ ହେବାକୁ ଯାଉଛି। ଯେଉଁଥିରେ ବିଳାସପୂର୍ଣ୍ଣ ଟେଣ୍ଟରେ  ପଞ୍ଚତାରକା…

ପୁଣି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ, ନିପାତ ହେବ ମାଓ କୁଟୀର

ଭୁବନେଶ୍ବର: ପୁଣି ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆଜିଠୁ ୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ। ଦିଲ୍ଲୀରେ ମାଓ ମୁକାବିଲାକୁ ନେଇ ଗୃହମନ୍ତ୍ରୀ ଅମିତ୍ ଶାହା ଅଧ୍ୟକ୍ଷତାରେ ବସିବାକୁ ଥିବା ବୈଠକରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ । ଏହା ସହ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ମଧ୍ୟ ସାମିଲ…

୩ ଘଣ୍ଟା ପ୍ରବଳ ବର୍ଷିବ, ଜାରି ହେଲା ଆଲର୍ଟ

ଭୁବନେଶ୍ବର: ଆଗାମୀ ୩ ଘଣ୍ଟା ବିଜୁଳି, ଘଡ଼ଘଡି ସହ ପ୍ରବଳ ବର୍ଷା ନେଇ ସତର୍କ କରାଇଲା ପାଣିପାଗ ବିଭାଗ । ଏନେଇ ୪ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ପୁରୀ, ଗଞ୍ଜାମ, କଟକ, ଖୋର୍ଦ୍ଧା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଟ୍ବିନ୍‌ସିଟି କଟକ ଓ ଭୁବନେଶ୍ବର…

ଆଇପିଏସ୍ ଅରୁଣ ଷଡ଼ଙ୍ଗୀଙ୍କୁ ମିଳିଲା ଭିଆରଏସ୍ ଅନୁମତି

ଭୁବନେଶ୍ୱର: ପୂର୍ବତନ ପୋଲିସ ଡିଜି ଅରୁଣ ଷଡ଼ଙ୍ଗୀଙ୍କୁ ମିଳିଛି ଭିଆରଏସ୍ ଅନୁମତି। ସେ ୧୯୯୦ ବ୍ୟାଚ ଆଇପିଏସ୍ ହୋଇଥିବା ବେଳେ ସରକାରୀ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେବା ପାଇଁ ରାଜ୍ୟ ସରକାର ତାଙ୍କୁ ଆଜି ଅନୁମତି ଦେଇଛନ୍ତି । ଫଳରେ ସେ ନିଜର ନୂଆ ଦାୟିତ୍ୱ ଆସନ୍ତା ସୋମବାର ଅପରାହ୍ନରୁ…

ସୁନ୍ଦରଗଡ଼ ଜଙ୍ଗଲରେ ବୁଲୁଛି ବ୍ଲାକ ପାନ୍ଥର

ସୁନ୍ଦରଗଡ଼: ସୁନ୍ଦରଗଡ଼ରେ ପୁଣି ଠାବ ହେଲା ବ୍ଲାକ ପାନ୍ଥର। ସୁନ୍ଦରଗଡ଼ ହେମଗିରି ଫରେଷ୍ଟ ରେଞ୍ଜ ଗର୍ଜନ ପାହାଡ଼ ଜଙ୍ଗଲରେ ବୁଲୁଥିବା ସନ୍ଧାନ ମିଳିଛି। ଏ ନେଇ ସୁନ୍ଦରଗଡ଼ ବନଖଣ୍ଡ ଅଧିକାରୀ ପ୍ରଦୀପ କୁମାର ମିରାସେ ସୂଚନା ଦେଇଛନ୍ତି । ଅଲ୍ ଓଡ଼ିଶା ଲିଓପର୍ଡ ସର୍ଭେରୁ ଏହି କଳା ବାଘର ସୂଚନା…

୧୬ହଜାର କନିଷ୍ଠ ଶିକ୍ଷକଙ୍କୁ ନିଯୁକ୍ତି ପତ୍ର ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ୧୬ ହଜାର ୯ଜଣ କନିଷ୍ଠ ଶିକ୍ଷକଙ୍କୁ ନିଯୁକ୍ତି ଦେଲେ ମୋହନ ସରକାର । ନିବନିଯୁକ୍ତି ଶିକ୍ଷକ, ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆଜି ଭୁବନେଶ୍ଵର କଳିଙ୍ଗ ଷ୍ଟାଡିୟମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଦ୍ବାରା ଆୟୋଜିତ ସ୍ବତନ୍ତ୍ର…

ଗଣମାଧ୍ୟମର କଣ୍ଠରୋଧ ହେବ ନାହିଁ: ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର: ଗଣମାଧ୍ୟମର କଣ୍ଠରୋଧ ହେବ ନାହିଁ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଦିନ କହିଛନ୍ତି ଯେ ତାଙ୍କ ସରକାର ଚେଷ୍ଟା କରିବ ଯେ, ଗଣମାଧ୍ୟମ ପୂର୍ଣ୍ଣ ସ୍ୱାଧୀନତା ପାଇବ ଏବଂ ଗଣମାଧ୍ୟମର ସ୍ୱରକୁ କଣ୍ଠରୋଧ ନେଇ କୌଣସି ପ୍ରକରା ପ୍ରୟାସକୁ ବରଦାସ୍ତ କରାଯିବ ନାହିଁ। "ପୂର୍ବ…

କେମିକାଲ ଫ୍ୟାକ୍ଟ୍ରିରୁ ଲିକ୍ ହେଲା ସୋଡିୟମ ହାଇପୋକ୍ଲୋରାଇଟ୍ ଗ୍ୟାସ

ଭୁବନେଶ୍ୱର: କେମିକାଲ ଫ୍ୟାକ୍ଟ୍ରିରୁ ରାସାୟନିକ ଗ୍ୟାସ ଲିକ୍। ଶୁଭମ୍ କେମିକାଲ ନାମକ ଏକ କେମିକାଲ ଫ୍ୟାକ୍ଟ୍ରିରୁ ସୋଡିୟମ ହାଇପୋକ୍ଲୋରାଇଟ୍ ଗ୍ୟାସ ଲିକ୍ ହୋଇଥିବା ସୂଚନା ମିଳିଛି। ପ୍ରାୟ ଅଧଘଣ୍ଟା ଧରି ଗ୍ୟାସ ଲିକ୍ ଚାଲିଛି । ଏହାକୁ ନେଇ ସ୍ଥାନୀୟ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ଏହାକୁ…

ଆଠ ବର୍ଷ ପରେ ଘରକୁ ଫେରିଲା ପୁଅ, ଘଞ୍ଚ ଜଙ୍ଗଲରେ କାଟୁଥିଲେ ‘ବଣ ମଣିଷ’ ଜୀବନ

କେନ୍ଦୁଝର: ଏଥର ପାର୍ବଣ ପରିବାର ପାଇଁ ଆଣିଲା ଖୁସି ଖବର । ଦୀର୍ଘ ଆଠ ବର୍ଷ ପରେ ଘରକୁ ଫେରିଲା ପୁଅ । ଖୁସିରେ ଆତ୍ମହରା ବାପା-ମା’ । ଡିଏମ୍ଏଫ୍ ଆଶ୍ରୟ ଟିମର ସହାୟତାରେ ଦୀର୍ଘ ଆଠ ବର୍ଷ ଧରି ପରିବାରଠୁ ଅଲଗା ହୋଇଯାଇଥିବା ଜଣେ ଯୁବକ ନିଜ ଘରକୁ ଫେରିଛନ୍ତି । ଯୁବକ ଜଣଙ୍କ ହେଉଛନ୍ତି…

ଉତ୍କଳ ବିଶ୍ଵବିଦ୍ୟାଳୟରେ ପିଜି ନାମଲେଖାରେ ଅନିୟମିତତା ଅଭିଯୋଗ

ଭୁବନେଶ୍ୱର: ଉତ୍କଳ ବିଶ୍ବବିଦ୍ୟାଳୟରେ ପିଜି ନାମଲେଖାରେ ଅନିୟମିତତା । ଏ ନେଇ ବିଶ୍ବବିଦ୍ୟାଳୟ ପରିସରରେ ଉତ୍ତେଜନା ଦେଖାଦେଇଛି। ପିଜି କାଉନସିଲ୍ ଅଫିସରେ ଗେଟରେ ତାଲା ପକାଇ ଧାରଣା ଦେଇଛନ୍ତି ଛାତ୍ର। ମେରିଟ ଲିଷ୍ଟ ପ୍ରକାଶ ପାଇଥିଲା । କିନ୍ତୁ ଏକ ବିଭାଗରେ ଓ୍ବେଟିଂ ଲିଷ୍ଟରେ ମଧ୍ୟ ନାମ…