Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଉତ୍କଳ ବିଶ୍ଵବିଦ୍ୟାଳୟରେ ପିଜି ନାମଲେଖାରେ ଅନିୟମିତତା ଅଭିଯୋଗ

ଭୁବନେଶ୍ୱର: ଉତ୍କଳ ବିଶ୍ବବିଦ୍ୟାଳୟରେ ପିଜି ନାମଲେଖାରେ ଅନିୟମିତତା । ଏ ନେଇ ବିଶ୍ବବିଦ୍ୟାଳୟ ପରିସରରେ ଉତ୍ତେଜନା ଦେଖାଦେଇଛି। ପିଜି କାଉନସିଲ୍ ଅଫିସରେ ଗେଟରେ ତାଲା ପକାଇ ଧାରଣା ଦେଇଛନ୍ତି ଛାତ୍ର। ମେରିଟ ଲିଷ୍ଟ ପ୍ରକାଶ ପାଇଥିଲା । କିନ୍ତୁ ଏକ ବିଭାଗରେ ଓ୍ବେଟିଂ ଲିଷ୍ଟରେ ମଧ୍ୟ ନାମ…

କୌଣସି କଥାବାର୍ତ୍ତା ହେବନାହିଁ: ପାକିସ୍ତାନ ଗସ୍ତ ପୂର୍ବରୁ ଏଭଳି କହିଲେ ଜୟଶଙ୍କର

ନୂଆଦିଲ୍ଲୀ: ସାଂଘାଇ ସହଯୋଗ ସଂଗଠନ (ଏସସିଓ) ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ଭାରତୀୟ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ପାକିସ୍ତାନ ଗସ୍ତ କରୁଛନ୍ତି। ତାଙ୍କ ଗସ୍ତ ପୂର୍ବରୁ ଦୁଇ ଦେଶ ସମ୍ପର୍କକୁ ନେଇ ଗଣମାଧ୍ୟମରେ ଜୋରଦାର ଚର୍ଚ୍ଚା ହେଉଛି। ବର୍ତ୍ତମାନର ସ୍ଥିତିକୁ ଦେଖି…

ହରିୟାଣା ନିର୍ବାଚନ: ବିଜେପିର ହ୍ୟାଟ୍ରିକ ନା କଂଗ୍ରେସର କମବ୍ୟାକ୍ ? 

ଚଣ୍ଡିଗଡ: ଜମ୍ମୁ ଓ କାଶ୍ମୀରରେ ଐତିହାସିକ ବିଧାନସଭା ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ପରେ ହରିୟାଣାର ଭୋଟର୍ ନୂଆ ବିଧାନସଭା ପାଇଁ ସାବ୍ୟସ୍ତ କରିଛନ୍ତି ମତାଧିକାର। ସରିଛି ଭୋଟ୍ ଗ୍ରହଣ । ଆସନ୍ତା ୮ରେ ଗଣତି । ଉଭୟ ବିଜେପି ଓ କଂଗ୍ରେସ ପାଇଁ ବେଶ୍ ଗୁରୁତ୍ୱ ବହନ କରୁଛି ହରିୟାଣା ବିଧାନସଭା…

ପାର୍ବଣ ସମୟରେ ଯାତ୍ରୀ ଭିଡ ଏଡ଼ାଇବା ପାଇଁ ଗଡିବ ସ୍ବତନ୍ତ୍ର ଟ୍ରେନ

ଭୁବନେଶ୍ୱର: ପାର୍ବଣ ସମୟରେ ଟ୍ରେନ ଯାତ୍ରୀଙ୍କ ଭିଡକୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥ ଦ୍ୱାରା ଦେଶର ବିଭିନ୍ନ ଗନ୍ତବ୍ୟ ସ୍ଥଳକୁ ଯାତାୟାତ ପାଇଁ ପୂଜା ସ୍ପେଶାଲ ଟ୍ରେନ୍ ଚଳାଚଳ କରାଯିବ। ଯାହା ୨୦୨୪ ମସିହା ନଭେମ୍ବର ମାସର ଶେଷ ସପ୍ତାହ ପର୍ଯ୍ୟନ୍ତ ଚଳାଚଳ କରିବ। ଏହି ପଦକ୍ଷେପରେ ପୂର୍ବତଟ…

୩ ବର୍ଷ ବଢିଲା ଆଳୁ ମିସନ ଅବଧି; ଉତ୍ତରପ୍ରଦେଶ ଏବଂ ପଞ୍ଜାବରୁ ବିହନ ଆସିବ

ଭୁବନେଶ୍ବର: ‘ଆଳୁ’ ସଂକଟର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ କରିଛନ୍ତି ନୂଆ ଯୋଜନା। ଆଳୁ ମିସନ ଅବଧିକୁ ୩ ବର୍ଷ ବୃଦ୍ଧି କରିଛନ୍ତି। ଏଥି ସହିତ ରାଜ୍ୟରେ ଆଳୁ ଉତ୍ପାଦନ ବଢ଼ାଇବା ପାଇଁ ଉତ୍ତରପ୍ରଦେଶ ଏବଂ ପଞ୍ଜାବରୁ ବିହନ ଆଣିବାକୁ ନିଷ୍ପତ୍ତି ନେଇଛନ୍ତି। ଉଦ୍ୟାନକୃଷି…

ଆର୍‌ଆଇ, ଅମିନ ପରୀକ୍ଷାରେ ଅନିୟମିତତା: ମୁଖ୍ୟମନ୍ତ୍ରୀଙ୍କ କାନକୁ ଗଲା, ହେବ ଆକ୍ସନ

ଭୁବନେଶ୍ବର: ଆର୍‌ଆଇ, ଅମିନ ପରୀକ୍ଷାରେ ଅନିୟମିତତା ହୋଇଥିବା ଅଭିଯୋଗ ପ୍ରସଙ୍ଗକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଅବଗତ କରାଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । କିଭଳି ଭାବେ ପରୀକ୍ଷାର୍ଥୀମାନେ  ପରୀକ୍ଷା ଦେବାକୁ ଯାଇ ହଇରାଣ ହୋଇଛନ୍ତି ଓ ସେମାନଙ୍କ ଦାବି କ’ଣ ରହିଛି…

ଏଠି ଗୋଟେ ନୁହେଁ ୪ଟା ସରକାର !

ଭୁବନେଶ୍ବର: ବିଜେପି ସରକାରକୁ ଜଣେ ନୁହେଁ ୪ଜଣ ଚଳାଉଛନ୍ତି । ପୂର୍ବ ବିଜେଡି ସରକାରକୁ ଏକା ନବୀନ ପଟ୍ଟନାୟକ ଚଳାଉଥିଲେ । ହେଲେ ବିଜେପିରେ ଗୋଟେ ନୁହେଁ ୪ଟା ସରକାର ବୋଲି କହି ଆକ୍ଷେପ କରିଛନ୍ତି ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ। ସମ୍ବଲପୁର ରେଢାଖୋଲରେ ପ୍ରସନ୍ନଙ୍କର ଏଭଳି ବୟାନକୁ…

ଡରାଇଲାଣି ଆଣ୍ଟାର୍କଟିକା: ତରଳୁଛି ଗ୍ଲାସିୟର, ପାଲଟିଲାଣି ସବୁଜିମା

ନୂଆଦିଲ୍ଲୀ: ଧିରେ ଧିରେ ପରିବର୍ତ୍ତନ ଚକ୍ରରେ ବଦଳି ଚାଲିଛି ପୃଥିବୀ । ଜଳବାୟୁ ପରିବର୍ତ୍ତନର କୁପ୍ରଭାବରେ ପ୍ରଭାବିତ ହୋଇ ଏବେ ପ୍ରକୃତି ବିଭିନ୍ନ ସ୍ଥାନରେ ତାର କରାଳ ରୂପ ଦେଖାଉଛି । କାହିଁ କେତେ କାଳରୁ ବରଫରେ ଆଚ୍ଛାଦିତ ହୋଇ ପଡିରହିଥିବା ଆଣ୍ଟାର୍କଟିକା ବି ଏଥିରେ ପ୍ରଭାବିତ ହେବାକୁ…

ଦକ୍ଷିଣ ଓ ପଶ୍ଚିମ ଓଡିଶାରେ ବନ୍ଦ ରହିବ ଘରୋଇ ବସ ଚଳାଚଳ

ଜୟପୁର: ଆସନ୍ତା ଅକ୍ଟୋବର ୭ ତାରିଖ ସଂଧ୍ୟାରୁ ୮ ତାରିଖ ସଂଧ୍ୟା ପର୍ଯ୍ୟନ୍ତ ଦକ୍ଷିଣ ଓ ପଶ୍ଚିମ ଓଡିଶାରେ ବନ୍ଦ ରହିବ ଘରୋଇ ବସ୍ ଚଳାଚଳ । ଏନେଇ ଜୟପୁର ଘରୋଇ ବସ୍ ମାଲିକ ସଂଘ ସମ୍ପାଦକ ନରେନ୍ଦ୍ର ମହାନ୍ତି ସୂଚନା ଦେଇଛନ୍ତି । ପୂର୍ବ ସରକାରଙ୍କ ନିଷ୍ପତ୍ତି ଅନୁସାରେ ଏହି ଜିଲ୍ଲା ଗୁଡିକରେ…

ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ, ଲକ୍ଷାଧିକ ସମ୍ପତ୍ତି ନଷ୍ଟ

ମୁମ୍ବାଇ: ମୁମ୍ବାଇର ଭିୱାନ୍ଦି ତାଲୁକ ନିକଟରେ ଥିବା ଏକ ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ । ନିଆଁଲାଗି ପୋଡିଜଳି ପାଉଁଶ ହୋଇଯାଇଛି ବହୁ ମୂଲ୍ୟବାନ ସାମଗ୍ରୀ । ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ଅଗ୍ନିଶମବାହିନୀ ନିଆଁଲିଭା କାର୍ଯ୍ୟରେ ନିୟୋଜିତ ଅଛି । ସୂଚନା ଅନୁସାରେ, ଆଜି ହଠାତ୍ କେଉଁ…