Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

୨ ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ବର: ଆସନ୍ତା ଦୁଇ ଦିନ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ । ଅକ୍ଟୋବର ୭ ତାରିଖ ଓ ୧୪ ତାରିଖରେ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବୋଲି କୁହାଯାଇଛି । ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଆସନ୍ତା ୭ ତାରିଖ ସୋମବାର ଦିନ…

‘୪ ଜଣଙ୍କ କଥାରେ ଚାଲୁଛି ଓଡିଶା ଶାସନ’

ସମ୍ବଲପୁର: ଓଡିଶା ଶାସନ ୪ ଜଣଙ୍କ ହାତରେ ଚାଲୁଛି । ଦିଲ୍ଲୀରେ ଜଣେ, ଆଉ ମୁଖ୍ୟମନ୍ତ୍ରୀଙ୍କ ସହିତ ଅନ୍ୟ ଦୁଇ ଜଣ ନେତା ଓଡିଶାରେ ସରକାର ଚଳାଉଛନ୍ତି । ଏମିତି କିଛି ବିବାଦୀୟ ବୟାନ ଦେଇଛନ୍ତି ବିଜେଡିର ବରିଷ୍ଠ ବିଧାୟକ ତଥା ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ । ସମ୍ବଲପୁର…

ଭରତପୁର ଥାନା ଘଟଣା: ସତ୍ୟପାଠ ଦାଖଲ ନେଇ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ବର: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ନିର୍ଯାତନା ଘଟଣା । ତଦନ୍ତ କମିଶନଙ୍କ ପକ୍ଷରୁ ସତ୍ୟପାଠ ଦାଖଲ ପାଇଁ ଗଣମାଧ୍ୟମରେ ବିଜ୍ଞପ୍ତି ପ୍ରକାଶ ପାଇଛି । ଜଷ୍ଟିସ୍‌‌ ଚିତ୍ତରଞ୍ଜନ ଦାସଙ୍କ ଦ୍ୱାରା ଗଠିତ କମିଟି ତଦନ୍ତ ପାଇଁ ପ୍ରତ୍ୟକ୍ଷ ଓ ପରୋକ୍ଷରେ ଜଡିତ ଥିବା ସମସ୍ତଙ୍କ ପକ୍ଷରୁ…

କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗରେ ବିଜେଡ଼ିର ସାମ୍ବାଦିକ ସମ୍ମିଳନୀ

ଭୁବନେଶ୍ବର: କଳିଙ୍ଗ ଷ୍ଟାଡିୟମରେ ବିଜେପି ଦ୍ବାରା ଆୟୋଜିତ ହେଉଥିବା ଯୋଜନା ଭିତ୍ତିକ କନିଷ୍ଠ ଶିକ୍ଷକ ନିଯୁକ୍ତି କାର୍ଯ୍ୟକ୍ରମକୁ ବିଜେଡ଼ି ବିରୋଧ କରିଛି। ଏହାକୁ ନେଇ ବିଜେଡ଼ି ପକ୍ଷରୁ ଶଙ୍ଖ ଭବନରେ ସାମ୍ବାଦିକ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ବିଜେଡ଼ିର ମୁଖପାତ୍ର ଲେନିନ୍  ମହାନ୍ତି ଓ…

ଦୁର୍ଗାପୂଜାରେ କଏଦୀଙ୍କୁ ଦିଆଯିବ ମଟନ୍ ବିରିୟାନୀ, ପୁଲାଓ ସହ ଏସବୁ ଖାଦ୍ୟ

କୋଲକାତା: ଦୁର୍ଗା ପୂଜା ଆରମ୍ଭ ହେବାକୁ ଆଉ ଅଳ୍ପ ଦିନ। ସାରା ଦେଶରେ ଦୁର୍ଗା ପୂଜା ପାଇଁ ପ୍ରସ୍ତୁତି ଚାଲିଛି। ପଶ୍ଚିମବଙ୍ଗରେ ଧୁମଧାମରେ ଦୁର୍ଗା ପୂଜା ପାଳିତ ହୋଇଥାଏ। ଏହି ସମୟ ମଧ୍ୟରେ ପଶ୍ଚିମବଙ୍ଗରେ ଦେବୀ ଦୁର୍ଗାଙ୍କ ଭବ୍ୟ ପେଣ୍ଡାଲଗୁଡିକୁ ଆକର୍ଷଣୀୟ ଭାବେ ସଜାଯାଇଥାଏ ଏବଂ…

ସରକାରୀ ସ୍ତରରେ ପାଳନ ହେବ ‘ବାଜି ରାଉତ ଜୟନ୍ତୀ’

ଭୁବନେଶ୍ବର: ଏଣିକି ସରକାରୀ ସ୍ତରରେ ପାଳନ ହେବ ‘ବାଜି ରାଉତ ଜୟନ୍ତୀ’ । ଆଜି ସହିଦ ବାଜି ରାଉତଙ୍କ ଜୟନ୍ତୀରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇ ଏନେଇ ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଗାମୀ ଦିନରେ ସରକାରୀ ସ୍ତରରେ ବାଜି ରାଉତ…

ରାଜ୍ୟରେ ପୁଣି ନୂଆ କରି ଗଢା ହେବ ଓସଡମା

ଭୁବନେଶ୍ବର: ରାଜ୍ୟରେ ପୁନଃଗଠନ ହେବ ଓସଡମା ବା ରାଜ୍ୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ । ଏନେଇ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି । ଓସଡମା ଜାରି କରିଥିବା ବିଜ୍ଞପ୍ତିରେ ୧୦୨ କର୍ମଚାରୀଙ୍କ ମଧ୍ୟରୁ ୧୦ ପୋଷ୍ଟ ରଦ୍ଦ ହୋଇଛି । ୩୭ ନୂଆ ପଦବୀ ସୃଷ୍ଟି କରାଯାଇଛି । ଓସଡମା ପୁନଃଗଠନ…

ଏହି ଦିନ ହେବ ଯୁକ୍ତ ଦୁଇ ପରୀକ୍ଷା

ଭୁବନେଶ୍ବର: ଯୁକ୍ତ ଦୁଇ ପରୀକ୍ଷା ପାଇଁ ଘୋଷଣା ହେଲା ତାରିଖ । ଦୁଇଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ ପରୀକ୍ଷା । ଏନେଇ ସୂଚନା ଦେଇଛନ୍ତି ସିଏଚଏସଇର ପରୀକ୍ଷା ନିୟନ୍ତ୍ରକ ଡକ୍ଟର ପ୍ରଶାନ୍ତ କୁମାର ପରିଡ଼ା । ସୂଚନା ମୁତାବକ, ୨୦୨୪ ଡିସେମ୍ବର ୨୬ ରୁ ୩୦ ଯାଏଁ ଇଣ୍ଟରନାଲ ପରୀକ୍ଷା ହେବ ।…

ଚାଷୀଙ୍କ ଖାତାକୁ ଗଲା ପିଏମ୍ କିଷାନ ଟଙ୍କା

ମୁମ୍ବାଇ: ଚାଷୀଙ୍କୁ ଖାତାକୁ ଚଢିଲା ପିଏମ କିଷାନର ୧୮ ତମ କିସ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଖୋଦ୍ ମହାରାଷ୍ଟ୍ରରେ ଆୟୋଜିତ କାର୍ଯ୍ୟକ୍ରମରେ ବଟନ ଟିପି ଏକାସାଙ୍ଗରେ ପୂରା ଦେଶର ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଇଛନ୍ତି । ତେବେ ପିଏମ୍ କିଷାନର ୧୮ ତମ କିସ୍ତିରେ ୯ କୋଟି ୫୦ ଲକ୍ଷ…

ଏନସିପି ନେତାଙ୍କୁ ହତ୍ୟା

ମୁମ୍ବାଇ: ମୁମ୍ବାଇର ବାଇକୁଲ୍ଲା ଅଞ୍ଚଳରେ ଏନସିପି ନେତାଙ୍କୁ ନିର୍ମମ ଭାବେ ହତ୍ୟା । ସଚିନ କୁର୍ମୀଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରି ହତ୍ୟା କରିଛନ୍ତି ଦୁର୍ବୁତ୍ତ । ଘଟଣା ପରେ ଫେରାର ହୋଇଯାଇଛନ୍ତି ଦୁର୍ବୁତ୍ତ ମାନେ । ଖବର ମୁତାବକ, ଗତ ରାତିରେ ଏନ୍‌ସିପି ଅଜିତ ପାଓ୍ୱାର ଗୋଷ୍ଠୀର…