Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ମିଲିଲା ଆଶ୍ବସ୍ତି, ଏଥର ଜମିବ ଦୁର୍ଗା ପୂଜା ବୁଲାବୁଲି

ଭୁବନେଶ୍ବର: ଏଥର ଜମିବ ପୂଜା ବୁଲାବୁଲି । ଆଉ ନାହିଁ ବର୍ଷା ଡର । ଏଥର ପୂଜାରେ ବର୍ଷା ସମ୍ଭାବନା ନଥିବା ସ୍ପଷ୍ଟ କରିଛି ପାଣିପାଗ ବିଭାଗ । ଏ ସପ୍ତାହରେ କୌଣସି ଜିଲ୍ଲାରେ ବଡ଼ ବର୍ଷାର ଭୟ ନାହିଁ ବୋଲି  ସୂଚନା ଦେଇଛି ପାଣିପାଗ ବିଭାଗ । କାରଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପର…

ଏଥର ଫିକା ପଡିବ କଟକର ରାବଣପୋଡି

କଟକ: ଏଥର ଫିକା ପଡିବ ରାବଣ ପୋଡି । କଟକରେ ରାବଣ ପୋଡିରେ ହେବନି ବାଣ ପ୍ରତିଯୋଗିତା । ତାଗିଦ୍ କଲେ ହାଇକୋର୍ଟ । ସୁରୁଖୁରୁରେ କିପରି ରାବଣପୋଡି ଉତ୍ସବ ହେବ ତାହା ଉପରେ ଗୁରୁତ୍ବାରୋପ କରିଛନ୍ତି ହାଇକୋର୍ଟ । କେବଳ ରଙ୍ଗୀନ ବାଣ, ଯାହା ପରିବେଶ ପ୍ରତିକୂଳ ହୋଇଥିବା ସେଭଳି ବାଣ ବ୍ୟବହାର…

ଅନୁପ୍ରବେଶ ସମୟରେ ୨ ଆତଙ୍କବାଦୀ ନିହତ

ଶ୍ରୀନଗର: ଜମ୍ମୁ-କଶ୍ମୀର କୁପଓ୍ୱାଡା ଜିଲ୍ଲାର ଗୁଗଲଧର ଅଞ୍ଚଳରେ ଏନକାଉଣ୍ଟର । ସେନା ଗୁଳିରେ ଟଳିଲେ ୨ ଆତଙ୍କବାଦୀ । ମୃତ ଆତଙ୍କବାଦୀଙ୍କ ନିକଟରୁ ବିପୁଳ ଅସ୍ତ୍ରଶସ୍ତ୍ର ମଧ୍ୟ ଜବତ ହୋଇଛି । ଏନେଇ ଭାରତୀୟ ସେନାର ଚିନାର କର୍ପସ ସୂଚନା ଦେଇଛି । ଖବର ଅନୁସାରେ, ଗତକାଲି ଗୁଗଲଧର ଅଞ୍ଚଳରେ…

‘ଭବିଷ୍ୟତରେ ବାୟୁସେନାର ସମସ୍ତ ଆବଶ୍ୟକୀୟ ସାମଗ୍ରୀ ସ୍ବଦେଶୀ ହେବ’

ନୂଆଦିଲ୍ଲୀ: ବର୍ତ୍ତମାନ ସମଗ୍ର ବିଶ୍ୱରେ ଅଶାନ୍ତିର ପରିସ୍ଥିତି ଦେଖାଦେଇଛି ଏବଂ ବିଶ୍ବ ଦୁଇ ଗୋଷ୍ଠୀରେ ବିଭକ୍ତ ହେବା ପରି ମନେ ହେଉଛି । ଏଭଳି ସମୟରେ ଭବିଷ୍ୟତକୁ ଦୃଷ୍ଟିରେ ରଖି ଭାରତ ପକ୍ଷରୁ ଗୋଟିଏ ପରେ ଗୋଟିଏ ବଡ଼ ନିଷ୍ପତ୍ତି ନିଆଯାଉଛି । ଏହି କ୍ରମରେ ଭାରତୀୟ ବାୟୁସେନା ମଧ୍ୟ ଏକ ବଡ଼…

ହଷ୍ଟେଲରେ ତରକାରୀରୁ ବାହାରିଲା ଝିଟିପିଟି ସହ ବିଛା

ଭୁବନେଶ୍ୱର: ରକାରୀରେ ବାହାରିଲା ମଲା ଝିଟିପିଟି ସହ ବିଛା । ଏପରି ଘଟଣା ସାମ୍ନାକୁ ଆସିଛି ରାଜଧାନୀ ଭୁବନେଶ୍ୱରର ଏକ ଘରୋଇ ଇଂଜିନିୟରିଂ ହଷ୍ଟେଲରେ । ପିଲାଙ୍କୁ ରାତି ଖାଇବାରେ ଦିଆଯାଇଥିବା ଆଳୁ ତରକାରୀରେ ଏସବୁ ବାହାରିଥିଲା । ଯାହାକୁ ନେଇ ହଷ୍ଟେଲ ପରିସରରେ ଉତ୍ତେଜନା ପ୍ରକାଶ ପାଇଥିଲା ।…

ଆଜି ନିଯୁକ୍ତି ପାଇବେ ୧୬ ହଜାର କନିଷ୍ଠ ଶିକ୍ଷକ ଶିକ୍ଷୟିତ୍ରୀ

ଭୁବନେଶ୍ବର: ଆଜି ୧୬ ହଜାର ୯ଜଣ କନିଷ୍ଠ ଶିକ୍ଷକଙ୍କୁ ମିଳିବ ନିଯୁକ୍ତି । ଏନେଇ କଳିଙ୍ଗ ଷ୍ଟାଡିୟମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଦ୍ୱାରା ନିଯୁକ୍ତି ସମାରୋହ ଓ ନବନିଯୁକ୍ତ କନିଷ୍ଠ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ କନିଷ୍ଠ…

ବଡ଼ଧରଣର ଏନକାଉଣ୍ଟର: ୩୬ ମାଓବାଦୀ ନିହତ

ଦାନ୍ତେୱାଡା: ଓଡ଼ିଶା ସିମାନ୍ତ ଛତିଶଗଡ଼ ଦାନ୍ତେୱାଡ଼ାରେ ସୁରକ୍ଷା କର୍ମୀଙ୍କୁ ବଡ଼ଧରଣର ସଫଳତା ମିଳିଛି । ସୁରକ୍ଷା କର୍ମୀଙ୍କ ଗୁଳିରେ ୩୬ ଜଣ ମାଓବାଦୀ ନିହତ ହୋଇଥିବା ଜଣାପଡିଛି । ତେବେ ସମସ୍ତ ମାଓବାଦୀଙ୍କ ମୃତଦେହ ଉଦ୍ଧାର ହୋଇଥିବାବେଳେ ଉକ୍ତ ସ୍ଥାନରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର…

ପ୍ରାଥମିକ ସ୍କୁଲର ୬୬୦ଜଣ ସ୍କୁଲ ଶିକ୍ଷକଙ୍କୁ ଏକକାଳୀନ ବଦଳି

ଭୁବନେଶ୍ବର: ଏକାଥରକେ ୬୬୦ଜଣ ସ୍କୁଲ ଶିକ୍ଷକଙ୍କୁ ବଦଳି କଲେ ରାଜ୍ୟ ସରକାର । ସ୍କୁଲ ଓ ଗଣଶିକ୍ଷା ବିଭାଗ ଅଧୀନରେ ଥିବା ପ୍ରାଥମିକ ସ୍କୁଲର ଏହି ଶିକ୍ଷକ ମାନଙ୍କୁ ଏକକାଳୀନ ବଦଳି କରାଯାଇଛି । ନିଜର ପତି ଅବା ପତ୍ନୀ କାର୍ଯ୍ୟରତ ଥିବା ଜିଲ୍ଲାକୁ ବଦଳି ପାଇଁ ଏହି ଶିକ୍ଷକମାନେ ଆବେଦନ…

ଓଡ଼ିଶା କନଷ୍ଟେବଳ ନିଯୁକ୍ତି ମାମଲା: ବୟସ ସୀମା ପ୍ରସଙ୍ଗରେ ବଡ଼ ରାୟ ଦେଲେ ହାଇକୋର୍ଟ

କଟକ: ଓଡ଼ିଶା ପୋଲିସ କନଷ୍ଟେବଳ ନିଯୁକ୍ତି ବୟସ ସୀମାକୁ ନେଇ ଆଜି ହାଇକୋର୍ଟ ବଡ଼ ରାୟ ଦେଇଛନ୍ତି । ରାଜ୍ୟର ସମସ୍ତ ପୋଲିସ ବାଟାଲିୟନରେ କନଷ୍ଟେବଳ ନିଯୁକ୍ତି ପାଇଁ ସର୍ବାଧିକ ବୟସସୀମା କୋହଳ ପ୍ରସଙ୍ଗରେ ଆବେଦନାକାରୀଙ୍କୁ ଆଶ୍ୱସ୍ତି ଦେଇଛନ୍ତି ହାଇକୋର୍ଟ । ହାଇକୋର୍ଟରେ ମାମଲା ଦାୟର…

ରାହୁଲ ଗାନ୍ଧୀଙ୍କୁ ପୁନେ କୋର୍ଟର ସମନ

ନୂଆଦିଲ୍ଲୀ: କଂଗ୍ରେସ ସାଂସଦ ତଥା ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପୁଣି ଅଡୁଆରେ ଛନ୍ଦିହୋଇ ପଡିଛନ୍ତି । ଏକ ମାନହାନୀ ମାମଲାରେ ପୁନେ କୋର୍ଟ ରାହୁଲ ଗାନ୍ଧିଙ୍କୁ ହାଜର ହେବାକୁ ସମନ କରିଛନ୍ତି । ପୁନେ କୋର୍ଟ ରାହୁଲ ଗାନ୍ଧୀଙ୍କୁ ବୀର ସାବରକରଙ୍କ ନାତି ସାତ୍ୟକି ସାବରକରଙ୍କ…