Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ରାହୁଲ ଗାନ୍ଧୀଙ୍କୁ ପୁନେ କୋର୍ଟର ସମନ

ନୂଆଦିଲ୍ଲୀ: କଂଗ୍ରେସ ସାଂସଦ ତଥା ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପୁଣି ଅଡୁଆରେ ଛନ୍ଦିହୋଇ ପଡିଛନ୍ତି । ଏକ ମାନହାନୀ ମାମଲାରେ ପୁନେ କୋର୍ଟ ରାହୁଲ ଗାନ୍ଧିଙ୍କୁ ହାଜର ହେବାକୁ ସମନ କରିଛନ୍ତି । ପୁନେ କୋର୍ଟ ରାହୁଲ ଗାନ୍ଧୀଙ୍କୁ ବୀର ସାବରକରଙ୍କ ନାତି ସାତ୍ୟକି ସାବରକରଙ୍କ…

ହସ୍ପିଟାଲରୁ ଡିସ୍‌ଚାର୍ଜ ହେଲେ ଗୋବିନ୍ଦା

ମୁମ୍ବାଇ: ହସ୍ପିଟାଲରୁ ଡିସ୍‌ଚାର୍ଜ ହେଲେ ଗୋବିନ୍ଦା। ବଲିଉଡ ଅଭିନେତା ଗୋବିନ୍ଦା ମୁମ୍ବାଇର ଜୁହୁ ସ୍ଥିତ ବାସଭବନରେ ନିଜର ଲାଇସେନ୍ସପ୍ରାପ୍ତ ରିଭଲଭର ସଫା କରି କପବୋର୍ଡରେ ରଖୁଥିବା ବେଳେ ତଳେ ପଡି ଆକସ୍ମିକ ଗୁଳି ଫୁଟି ଥିଲା। ଗୁଳି ଗୋବିନ୍ଦାଙ୍କ ଆଂଠୁରେ ଲାଗିଥିଲା। ଏହି ଦୁର୍ଘଟଣା ପରେ…

ଲୋକଙ୍କ ପାଇଁ ମହଙ୍ଗା ହୋଇଛି ଘର ରନ୍ଧା ଖାଦ୍ୟ

ନୂଆଦିଲ୍ଲୀ: ଦିନକୁ ଦିନ ବଜାରରେ ପ୍ରତ୍ୟେକ ଜିନିଷ ମହାଙ୍ଗା ହୋଇ ଚାଲିଛି। ଖୁଚୁରା ମୁଦ୍ରାସ୍ଫୀତି ୪ ପ୍ରତିଶତକୁ ଖସି ଆସିବା ସତ୍ତ୍ୱେ ଖାଦ୍ୟ ମୁଦ୍ରାସ୍ଫୀତି ଅଧିକ ରହିଛି। ଏହା ଏକ ରିପୋର୍ଟ ଦ୍ୱାରା ମଧ୍ୟ ପ୍ରମାଣିତ ହୋଇଛି ଯେଉଁଥିରେ କୁହାଯାଇଛି ଯେ ବର୍ତ୍ତମାନ ଘରେ ରନ୍ଧା ଖାଦ୍ୟ ମଧ୍ୟ…

ମହାନଦୀରେ ବୁଡ଼ି ୨ ଛାତ୍ର ନିଖୋଜ; ଗାଧୋଇବାକୁ ଯାଇଥିଲେ ୧୧ ଛାତ୍ର

ଜଗତପୁର: କଟକର ଜଗତପୁର ଅନ୍ତର୍ଗତ ବାଲିସାହି ନିକଟ ମହାନଦୀରେ ଆଜି ଦୁଇ ଜଣ ଛାତ୍ର ବୁଡ଼ି ଯାଇଛନ୍ତି। ଦୁଇଜଣ ନିଖୋଜ ଅଛନ୍ତି। ଜଣଙ୍କ ନାଁ ଆର୍ଯ୍ୟନ ନାୟକ ହୋଇଥିବା ବେଳେ ଆଉ ଜଣେ ମନୋରଞ୍ଜନ ବେହେରା। ଦୁଇ ଜଣ ଛାତ୍ର ବ୍ୟାରେଜ କଲୋନୀ ଅଞ୍ଚଳର ହୋଇଥିବା ବେଳେ ରାଜକିଶୋର ବିଦ୍ୟାପୀଠରେ ଅଷ୍ଟମ…

ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଟଳିଲେ ୭ ମାଓବାଦୀ

ଦାନ୍ତେୱାଡ଼ା: ଓଡ଼ିଶା ସିମାନ୍ତ ଛତିଶଗଡ଼ ଦାନ୍ତେୱାଡ଼ାରେ ବଡ ଧରଣର ଏନକାଉଣ୍ଟର । ଶୁକ୍ରବାର ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୭ ଜଣ ମାଓବାଦୀ ନିହତ ହୋଇଥିବା ଜଣାପଡିଛି। ଖବର ମୁତାବକ, ଦାନ୍ତେୱାଡ଼ା ଏବଂ ନାରାୟଣପୁର ଜିଲ୍ଳା ସୀମାନ୍ତ ଜଙ୍ଗଲରେ ମାଓବାଦୀମାନେ ଲୁଚି ରହିଥିବା ନେଇ…

ପାର୍ବଣରେ ଜନସାଧାରଣଙ୍କ ସୁରକ୍ଷା ଲାଗି ଟିପିଏସ୍ଓଡିଏଲ୍ ପକ୍ଷରୁ ମାର୍ଗଦର୍ଶିକା ଜାରି

ବ୍ରହ୍ମପୁର: ପାର୍ବଣ ୠତୁ ଆରମ୍ଭ ହେବା ସହ ବିଭିନ୍ନ ପୂଜାସ୍ଥଳରେ ଓ ବଜାରରେ ଲୋକଙ୍କ ଭିଡ଼ ଜମୁଛି। ଏହି ସମୟରେ ବିଦ୍ୟୁତ ସୁରକ୍ଷାକୁ ଧ୍ୟାନରେ ରଖି ଭରସାଯୋଗ୍ୟ ବିଜୁଳି ସେବା ଯୋଗାଇବା ପାଇଁ ପ୍ରସ୍ତୁତ ରହିଛି ଟିପିଏସ୍ଓଡିଏଲ୍। ବିଶେଷ କରି ପୂଜା ମଣ୍ଡପ ଭଳି ଅସ୍ଥାୟୀ ବିଦ୍ୟୁତ ସଂଯୋଗ ଥିବା…

୨୦ ବର୍ଷର ଝିଅ ସହ ରୋମାନ୍ସ କରିବେ ରଣଭୀର !

ମୁମ୍ବାଇ: ରଣଭୀର ସିଂ ଖୁବ୍ ଶୀଘ୍ର 'ସିଙ୍ଘମ୍ ଏଗେନ୍'ରେ ନଜର ଆସିବେ ଏବଂ ତାଙ୍କ ଆଗାମୀ ଚଳଚ୍ଚିତ୍ର ବିଷୟରେ ଏହି ସୂଚନା ମଧ୍ୟ ପ୍ରକାଶ ପାଇଛି। ରଣଭୀର ଆଦିତ୍ୟ ଧରଙ୍କ ସହିତ ତାଙ୍କର ପରବର୍ତ୍ତୀ ଚଳଚ୍ଚିତ୍ର କରିବାକୁ ଯାଉଛନ୍ତି, ଯାହା ଏକ ସ୍ପାଇ ଆକ୍ସନ୍ ଥ୍ରୀଲର ହେବ। ସମ୍ପ୍ରତି ସୂଚନା…

ବିଧାୟକ ଦିବ୍ୟଶଙ୍କର ମିଶ୍ରଙ୍କ ଗାଡି ଉପରକୁ ଅଣ୍ଡାମାଡ

କଳାହାଣ୍ଡି: କଳାହାଣ୍ଡି ଜୁନାଗଡ଼ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କ ଉପରକୁ ଅଣ୍ଡାମାଡ । ଗୋଳମୁଣ୍ଡା ମହାବିଦ୍ୟାଳୟର ଏକ ଉତ୍ସବକୁ ଯାଉଥିବାବେଳେ କିଛି ଯୁବକ ତାଙ୍କ ଗାଡି ଉପରକୁ ଅଣ୍ଡା ମାଡ଼ କରିଥିବା ଜଣାପଡିଛି । ଏହା ସହ କଳା ପତାକା ଦେଖାଇ ଦିବ୍ୟଶଙ୍କର ମିଶ୍ର ଗୋ’ ବ୍ୟାକ୍‌…

ଗୁଗୁଲର ଏହି ପ୍ରାଇଭେସି ସେଟିଂ କରିବା ଜରୁରୀ, ହେବନି ଡାଟା ଚୋରି

ଆଜିକାଲି ଅନଲାଇନ୍ ଡାଟା ଚୋରିର ଅନେକ ମାମଲା ସାମ୍ନାକୁ ଆସୁଛି, ଏଭଳି ପରିସ୍ଥିତିରେ ଡାଟା ଲିକ୍‌ର ଟେନସନ ସମସ୍ତଙ୍କ ମନରେ ରହିଛି। କିନ୍ତୁ ଆମେ ଆପଣଙ୍କ ଟେନସନକୁ ସଂପୂର୍ଣ୍ଣ ରୂପେ ହଟାଇଦେବୁ, ଏଥିପାଇଁ ଆପଣ ଗୁଗୁଲକୁ ଯାଇ ତିନୋଟି ସେଟିଙ୍ଗ୍ କରିବାକୁ ପଡିବ। ନିମ୍ନରେ ଦିଆଯାଇଥିବା…

ପାକିସ୍ତାନ ଯିବେ ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର

ନୂଆଦିଲ୍ଲୀ: ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର ସଂଘାଇ ସହଯୋଗ ସଂଗଠନ (ଏସସିଓ) ବୈଠକରେ ଭାଗ ନେବାପାଇଁ ପାକିସ୍ତାନ ଯିବେ । ଏନେଇ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ରହିଛି । ଏଥର ପାକିସ୍ତାନ ଏସସିଓ ଶିଖର ସମ୍ମିଳନୀ ଆୟୋଜନ କରୁଛି । ଏହି ବୈଠକ ୧୫-୧୬ ଅକ୍ଟୋବର ଦୁଇ ଦିନ ଧରି ଅନୁଷ୍ଠିତ…