Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଋଷ ଆକ୍ରମଣରେ ଛାରଖାର ୟୁକ୍ରେନର ରେଳସେବା: ସଙ୍କଟରେ କିଭ୍‌ !

କିଭ୍ : ଋଷ-ୟୁକ୍ରେନ ଯୁଦ୍ଧ ମଧ୍ୟରେ ୟୁକ୍ରେନର ଅର୍ଥନୈତିକ ମେରୁଦଣ୍ଡ କୁହାଯାଉଥିବା ରେଳସେବା ଉପରେ ଋଷିଆର ଭୟଙ୍କର ଆକ୍ରମଣ ଜାରି ରହିଛି। ଋଷର ମିସାଇଲ୍ ଓ ଡ୍ରୋନ୍ ଆକ୍ରମଣ ଯୋଗୁଁ ୟୁକ୍ରେନର ଶହ ଶହ ରେଳ ଇଞ୍ଜିନ୍ ନଷ୍ଟ ହୋଇଯାଇଛି, ଯାହାଫଳରେ ଦେଶରେ ରେଳ ଇଞ୍ଜିନର ଘୋର ଅଭାବ ଦେଖାଦେଇଛି।…

ଯନ୍ତର ମନ୍ତର ଯୌନ ନିର୍ଯାତନା ଅଭିଯୋଗ: ଦିଲ୍ଲୀ ACP ବିବେକ ଭଗତଙ୍କ ପଦୋନ୍ନତି ଉପରେ ରୋକ୍

ନୂଆଦିଲ୍ଲୀ: ଜନ୍ତର ମନ୍ତରଠାରେ ଆନ୍ଦୋଳନ କଭରେଜ୍ ସମୟରେ ଜଣେ ମହିଳା ସାମ୍ବାଦିକାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗରେ ଛନ୍ଦି ହୋଇଥିବା ଦିଲ୍ଲୀ ପୁଲିସର ଏସିପି ବିବେକ ଭଗତଙ୍କ ପଦୋନ୍ନତି ନିର୍ଦ୍ଦେଶକୁ ସ୍ଥଗିତ ରଖାଯାଇଛି। ଦିଲ୍ଲୀ ସରକାରଙ୍କ ପକ୍ଷରୁ ସୋମବାର ବିଳମ୍ବିତ ରାତିରେ ଏହି…

ଆଜିଠାରୁ ହବିଷ୍ୟାଳୀଙ୍କ ଅନଲାଇନ ଆବେଦନ…

ଭୁବନେଶ୍ୱର: 'ହବିଷ୍ୟାଳୀ ୨୦୨୬' ପାଇଁ ଅନ୍‌ଲାଇନ୍ ପଞ୍ଜୀକରଣ ଅକ୍ଟୋବର ୬ ଅର୍ଥାତ୍ ଆଜିଠାରୁ ଆରମ୍ଭ ହେବ। ଇଚ୍ଛୁକ ହବିଷ୍ୟାଳୀ ମାନେ https://edistrict.odisha.gov.in ଅଫିସିଆଲ୍ ୱେବସାଇଟ୍ ମାଧ୍ୟମରେ ଆବେଦନ କରିପାରିବେ। ଧାର୍ଯ୍ୟ ସଂଖ୍ୟା ପୂରଣ ହେବା ପର୍ଯ୍ୟନ୍ତ ଚାଲିବ ଏହି…

ଭୂକମ୍ପରେ ଥରିଲା ଆସାମର ନାଗାଓଁ; ତୀବ୍ରତା ୪.୫…

ଗୌହାଟି: ଆସାମର ନାଗାଓଁ ଜିଲ୍ଲାରେ ମଙ୍ଗଳବାର ସକାଳେ ଏକ ମଧ୍ୟମଧରଣ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଥିଲା। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁଯାୟୀ, ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୪.୫ ମପାଯାଇଥିଲା। ଏନେଇ NCS କହିଛି ଯେ ଭୂକମ୍ପ ସକାଳ ୪:୨୩ ରେ ରେକର୍ଡ କରାଯାଇଥିଲା।…

Redeveloped Kalinga Studio:ପୁନର୍ବିକଶିତ ଅତ୍ୟାଧୁନିକ ‘କଳିଙ୍ଗ ଷ୍ଟୁଡିଓ’ର ଭବ୍ୟ ଲୋକାର୍ପଣ;ରହିଛି ସ୍ନୋ-ହାଉସ୍…

ଭୁବନେଶ୍ୱର:ପ୍ରାୟ ୧୬୫ କୋଟି ଟଙ୍କା ବ୍ୟୟରେ ନୂଆ ରୂପ ପାଇଛି କଳିଙ୍ଗ ଷ୍ଟୁଡିଓ । ସୋମବାର ନବୀକୃତ କଳିଙ୍ଗ ଷ୍ଟୁଡିଓର କଂପ୍ଲେକ୍ସକୁ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଓଡ଼ିଆ ସିନେମାର ଗୌରବଜ୍ୱଳ ଅତୀତକୁ ପୁନର୍ଜୀବିତ କରିବା ଏବଂ ଭବିଷ୍ୟତର ଆବଶ୍ୟକତାକୁ ଦୃଷ୍ଟିରେ ରଖି…

Nigeria military aircraft: ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ; ୩୨ ଜଣଙ୍କୁ ନେଇ ଯାଉଥିଲା…

ନୂଆଦିଲ୍ଲୀ:ସୋମବାର ଦିନ ଦକ୍ଷିଣ ନାଇଜେରିଆରେ ୨୫ ଜଣ ଯାତ୍ରୀ ଓ ୭ ଜଣ କ୍ରୁ ସଦସ୍ୟଙ୍କୁ ନେଇ ଯାଉଥିବା ଏକ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଯାହା ପରେ ତୁରନ୍ତ ଉଦ୍ଧାର କାର୍ଯ୍ୟ ଆରମ୍ଭ କରାଯାଇଛି। ବର୍ତ୍ତମାନ ସୁଦ୍ଧା କୌଣସି ମୃତାହତଙ୍କ ସମ୍ପର୍କରେ ସୂଚନା ମିଳିନାହିଁ।…

Passenger carrying precious stones:କଷ୍ଟମ୍ସ ବିଭାଗର ବଡ଼ କାର୍ଯ୍ୟାନୁଷ୍ଠାନ;ବ୍ୟାଙ୍କକରୁ କୋଟିକୋଟି ମୂଲ୍ୟର…

ନୂଆଦିଲ୍ଲୀ:ଦିଲ୍ଲୀର ଆଇଜିଆଇ (IGI) ବିମାନବନ୍ଦରରେ କଷ୍ଟମ୍ସ ଅଧିକାରୀମାନେ ଏକ ବଡ଼ ଧରଣର ଅଭିଯାନ ଚଳାଇ ବ୍ୟାଙ୍କକରୁ ଆସୁଥିବା ଜଣେ ଯାତ୍ରୀଙ୍କ ଠାରୁ ପ୍ରାୟ ୩.୦୪ କୋଟି ଟଙ୍କା ମୂଲ୍ୟର ମୂଲ୍ୟବାନ ପଥର ଓ ଗହଣା ଜବତ କରିଛନ୍ତି। ଉକ୍ତ ଯାତ୍ରୀଜଣକ ଅକ୍ଟୋବର ୨ ତାରିଖରେ ବ୍ୟାଙ୍କକରୁ ଦିଲ୍ଲୀ…

ଅପେକ୍ଷାର ଘଟିବ ଅନ୍ତ: ଖୁବଶୀଘ୍ର ହେବ SI ପଦବୀ ଲାଗି ସାନି ପରୀକ୍ଷା

ଭୁବନେଶ୍ୱର: ପୋଲିସ SI ପଦବୀରେ ନିଯୁକ୍ତି ଲାଗି ଅପେକ୍ଷାରେ ଥିବା ଆଶାୟୀଙ୍କ ପାଇଁ ଖୁସି ଖବର। ଚାକିରି ପାଇଁ ଦୀର୍ଘ ୪ ବର୍ଷ ବଡ଼ ଅପେକ୍ଷାର ଘଟିବ ଅନ୍ତ। ଆସନ୍ତା ନଭେମ୍ବରରେ ହେବ SI ପଦବୀ ଲାଗି ସାନି ପରୀକ୍ଷା। ଏନେଇ ସୂଚନା ଦେଇଛନ୍ତି OUSSSC ଅଧ୍ୟକ୍ଷ ରଶ୍ମି ରଂଜନ ସ୍ବାଇଁ।…

Suspicious death of film director:ହୋଟେଲ୍‌ ରୁମ୍‌ରୁ ଓଡ଼ିଆ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ଵର:ହୋଟେଲରୁ ଓଡ଼ିଆ ଫିଲ୍ମ ନିର୍ଦ୍ଦେଶକ ଏସକେ ମୁରଲୀଧରନଙ୍କ ମୃତଦେହ ଉଦ୍ଧାର। ରାଜଧାନୀର ଏକ ହୋଟେଲରୁ ତାଙ୍କ ମୃତଦେହ ସନ୍ଦେହଜନକ ଅବସ୍ଥାରେ ଉଦ୍ଧାର ହୋଇଛି। ତାଙ୍କର ଅସ୍ଵାଭାବିକ ମୃତ୍ୟୁରେ ଓଡ଼ିଆ ଫିଲ୍ମ ଜଗତରେ ଶୋକର ଲହରି ଖେଳି ଯାଇଛି। କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ…

ଖଲ୍ଲିକୋଟ କଲେଜ ବିଶ୍ୱବିଦ୍ୟାଳୟରେ ଉତ୍ତେଜନା: ଦୁଇ ଛାତ୍ର ଗୋଷ୍ଠୀ ମୁହାଁମୁହିଁ, ଥାନାରେ ୯ ଅଟକ

ବ୍ରହ୍ମପୁର: କ୍ୟାମ୍ପସ ତାତି ଭିତରେ କ୍ଷମତାର କସରତ!ଖଲ୍ଲିକୋଟ କଲେଜ ବିଶ୍ୱବିଦ୍ୟାଳୟରେ ଉତ୍ତେଜନା। ଦୁଇ ଛାତ୍ର ଗୋଷ୍ଠୀ ମୁହାଁମୁହିଁ। ଟାଉନ୍ ଥାନାରେ ୯ ଅଟକ। କ୍ୟାମ୍ପସରେ ପୋଲିସ ମୁତୟନ ହୋଇଛନ୍ତି। ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ କରିବାକୁ ଅନୁମତି ଦେଇଛନ୍ତି ନୂଆ ସରକାର।…